ବାଣିଜ୍ୟ

ଡବ୍ଲ୍ୟୁସିଓ ନିର୍ଦ୍ଦେଶକ ନିର୍ବାଚିତ ହେଲେ ପ୍ରଣବ ଦାସ

ଭୁବନେଶ୍ୱର,୧-୭: ଭାରତୀୟ ରାଜସ୍ବ ସେବା(ଆଇଆର୍‌ଏସ୍‌) ଅଧିକାରୀ ପ୍ରଣବ ଦାସ ବ୍ରୁସେଲସ୍ଥିତ ବିଶ୍ୱ ସୀମା ଶୁଳ୍କ ପ୍ରତିଷ୍ଠାନ (ଡବ୍ଲ୍ୟୁସିଓ)ର ନିର୍ଦ୍ଦେଶକ ନିର୍ବାଚିତ ହୋଇଛନ୍ତି। ଜଣେ ଓଡ଼ିଆ ତଥା ପ୍ରଥମ ଭାରତୀୟ ଭାବେ ଦାସ ଏଭଳି ପଦବୀକୁ ନିର୍ବାଚିତ ହୋଇଥିବାରୁ ସେ ରାଜ୍ୟ ତଥା…

ଓଏଚ୍‌ପିସି ପକ୍ଷରୁ ୨୭.୮୫ ଲକ୍ଷ ଫନୀ ସହାୟତା

ଭୁବନେଶ୍ୱର,୧-୭:ରାଜ୍ୟ ଜଳ ବିଦ୍ୟୁତ ନିଗମ (ଓଏଚ୍‌ପିସି) ପକ୍ଷରୁ ଫନୀ ପ୍ରଭାବିତ ଲୋକଙ୍କ ସହାୟତା ଲାଗି ୨୭.୮୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ନିଗମ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏସଂକ୍ରାନ୍ତ ଚେକ୍‌ ଦିଆଯାଇଛି। ଏହି ଅବସରରେ ନିଗମର ସିଏମ୍‌ଡି…

ଯାଜପୁରରୋଡରେ ଖୋଲିଲା ଗୋ-ଷ୍ଟେପ୍‌ ଶୋ’ରୁମ

ଭୁବନେଶ୍ୱର,୧-୭: ରାମ୍‌ଜୀ ଏଣ୍ଟରପ୍ରାଇଜେସର ଦ୍ୱିତୀୟ ଚେନ୍‌ ଷ୍ଟୋର ଗୋଷ୍ଟେପ୍‌ ଯାଜପୁର ରୋଡଠାରେ ଖୋଲିଛି। ଏଠାରେ ଗ୍ରାହକ ପ୍ରିମିୟମ ଫୁଟଓ୍ବେର ପ୍ରଡକ୍ଟ ଲାଭ କରିପାରିବେ। ମହିଳା,ପୁରୁଷ ଏବଂ ଶିଶୁଙ୍କ ବର୍ଗରେ ଏଠାରେ ପ୍ରଡକ୍ଟ ଉପଲବ୍ଧ। ଷ୍ଟୋରରେ ଗ୍ରାହକମାନେ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର…

ଏଆର୍‌ସିସି ଚତୁର୍ଥ ରାଉଣ୍ଡରେ ଯୋଗଦେବ ହୋଣ୍ଡା ଟିମ୍‌

ଭୁବନେଶ୍ୱର,୧ -୭: ଏଫ୍‌ଆଇଏମ୍‌ ଏସିଆନ୍‌ ରୋଡ୍‌ ରେସିଂ ଚାମ୍ପିୟନଶିପର ଚତୁର୍ଥ ରାଉଣ୍ଡରେ ଭାଗନେବା ଲାଗି ହୋଣ୍ଡାର ଭାରତୀୟ ଟିମ୍‌ ଆଇଡେମିଶୁ ହୋଣ୍ଡା ରେସିଂ ଇଣ୍ଡିଆ ଟିମ୍‌ ଜାପାନରେ ପହଞ୍ଚିଛି। ସେଠାକାର ସୁଜୁକା ସର୍କିଟରେ ଏହି ଟିମ୍‌ ରେସିଂରେ ଯୋଗଦେବ। ଚଳିତ ସିଜିନରେ…

କାର ଜିତିଲେ ବଜାର କୋଲକତାର ଭାଗ୍ୟଶାଳୀ ବିଜେତା

କଟକ,୧-୭: ପ୍ରମୁଖ ରିଟେଲ ଚେନ୍‌ ବଜାର କୋଲକତାର ଭାଗ୍ୟଶାଳୀ ଗ୍ରାହକ ଭାବେ କଟକର ପ୍ରାଣକୃଷ୍ଣ ଭୋଇ ଏକ ରେନୋ କ୍ୱିଡ କାର ଜିତିବାକୁ ସକ୍ଷମ ହୋଇଛନ୍ତି। ବଜାର କୋଲକତା ପକ୍ଷରୁ କଟକର ଦୋଳମୁଣ୍ଡାଇଠାରେ ଖୋଲାଯାଇଥିବା ନୂଆ ଷ୍ଟୋରରୁ କ୍ରୟ ଉପରେ ଶୁକ୍ରବାର…

କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତଙ୍କୁ ସହାୟତା

ଭୁବନେଶ୍ୱର,୧-୭: କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତଙ୍କ ପୁନର୍ବାସ ଲାଗି ଗୃହ ନିର୍ମାଣ ସାମଗ୍ରୀ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଉତ୍ତର ବିଧାୟକ ଶୁଶାନ୍ତ ରାଉତଙ୍କ ଉପସ୍ଥିତିରେ ପଦ୍ମକେଶରୀପୁର, ଇଞ୍ଜନା ଏବଂ ପଟିଆ ଗ୍ରାମର କ୍ଷତିଗ୍ରସ୍ତ ପରିବାରଗୁଡିକୁ ଏହି ସହାୟତା ଯୋଗାଇ ଦିଆଯାଇଥିଲା।…

୧୦୦ ଟଙ୍କା ଶସ୍ତା ହେଲା ଏଲ୍‌ପିଜି ସିଲିଣ୍ଡର

ନୂଆଦିଲ୍ଲୀ,୧-୭:  ଅଣ ସବ୍‌ସିଡିଯୁକ୍ତ ଏଲ୍‌ପିଜି ସିଲିଣ୍ଡର ଦର ୧୦୦.୫୦ ଟଙ୍କା ହ୍ରାସ ପାଇଛି। ଜୁଲାଇ ପହିଲାରୁ ଏହା ଲାଗୁ ହୋଇଯିବ। ଫଳରେ ଦିଲ୍ଲୀରେ ଘରୋଇ ବ୍ୟବହାର ହେଉଥିବା ଅଣସବ୍‌ସିଡିଯୁକ୍ତ ଏଲ୍‌ପିଜି ସିଲିଣ୍ଡର ଦର ୬୩୭ ଟଙ୍କା ହେବ। ଇଣ୍ଡିଆନ ଅଏଲ କର୍ପୋରେଶନ…

ନୂଆ ରଙ୍ଗରେ ଆସିଲା ଟିଭିଏସ୍‌ ଏନ୍‌ଟର୍କ

ହୋସୁର,୧-୭: ଟିଭିଏସ୍‌ ମୋଟର କମ୍ପାନୀ ପକ୍ଷରୁ ଏହାର ଲୋକପ୍ରିୟ ସ୍କୁଟର ମଡେଲ ଏନ୍‌ଟର୍କ ୧୨୫ ନୂଆ ମେଟ୍‌ ସିଲଭର ରଙ୍ଗରେ ବଜାରକୁ ଆସିଛି। କମ୍ପାନୀ ଏହାକୁ ଦେଶର ପ୍ରଥମ କନେକଟେଡ ସ୍କୁଟର ଭାବେ ବଜାରକୁ ଆଣିଥିଲା। ଏହା ୨୦୧୮-୧୯ ଆର୍ଥତ୍କ ବର୍ଷରେ…

ଟଳିବ ବାଣିଜ୍ୟ ଯୁଦ୍ଧ;ଚାଇନା-ଆମେରିକା କଥାବାର୍ତ୍ତା ପାଇଁ ରାଜି

ଓସାକା,୩୦-୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ ଶନିବାର ଦୁଇ ଦେଶ ମଧ୍ୟରେ ଆରମ୍ଭ ହୋଇଥିବା ବାଣିଜ୍ୟ ଯୁଦ୍ଧକୁ ବନ୍ଦ କରିବା ପାଇଁ ରାଜି ହୋଇଛନ୍ତି। ଦୁଇ ନେତା ପୁନର୍ବାର କଥାବାର୍ତ୍ତା ଆରମ୍ଭ କରିବାକୁ ସହମତ…

ବ୍ୟାଙ୍କ ଠକେଇ ନେଇ ଇଡିର ଦାବି: ନୀରବ,ଚୋକ୍‌ସିଙ୍କଠୁ ଆଗରେ ସନ୍ଦେସରା ଭ୍ରାତା

ନୂଆଦିଲ୍ଲୀ,୩୦-୬: ଜାଲ୍‌ କମ୍ପାନୀ ପ୍ରତିଷ୍ଠା କରି ବ୍ୟାଙ୍କଗୁଡ଼ିକରୁ ବହୁ ହଜାର କୋଟି ଟଙ୍କା ଠକି ନେବାରେ ଷ୍ଟର୍ଲିଂ ବାୟୋଟେକ କମ୍ପାନୀ ମାଲିକ ସନ୍ଦେସରା ଭ୍ରାତାଙ୍କୁ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚକିତ କଲା ଭଳି ତଥ୍ୟ ପ୍ରଘଟ କରାଯାଇଛି। ପଞ୍ଜାବ ନ୍ୟାଶନାଲ…

ଏକ ରାଷ୍ଟ୍ର, ଏକ ରାଶନ କାର୍ଡ ଲାଗୁ;ରାଜ୍ୟଗୁଡ଼ିକୁ ବର୍ଷେ ମିଳିଲା

ନୂଆଦିଲ୍ଲୀ,୩୦-୬: କେନ୍ଦ୍ର ସରକାର ସାରା ଦେଶରେ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟ ସରକାରଗୁଡ଼ିକୁ ଏଥିପାଇଁ ଆସନ୍ତାବର୍ଷ ଜୁନ୍‌ ୩୦ ଯାଏ ସମୟ ଦିଆଯାଇଛି। ଏହି ବ୍ୟବସ୍ଥା ଦ୍ୱାରା ହିତାଧିକାରୀ ଦେଶର ଯେକୌଣସି ସ୍ଥାନରୁ…

ହ୍ରାସ ପାଉଛି ଚଳନ୍ତି ଜମା ନିଅଣ୍ଟ

ନୂଆଦିଲ୍ଲୀ,୩୦-୬: ଭାରତର ଚଳନ୍ତି ଜମା ନିଅଣ୍ଟ(ସିଏଡି) ପରିମାଣ ଆର୍ଥିକ ବର୍ଷ ୨୦୧୯ର ଚତୁର୍ଥ ତ୍ରୈମାସରେ ଜିଡିପିର ୦.୭% ଅର୍ଥାତ୍‌ ୪.୬ ବିଲିୟନ ଡଲାରକୁ ହ୍ରାସ ପାଇଛି। ଗତ ଆର୍ଥିକ ବର୍ଷର ସମାନ ଅବଧିରେ ଏହା ଜିଡିପିର ୧.୮% ଅର୍ଥାତ୍‌ ୧୩ ବିଲିୟନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri