ଚନ୍ଦା କୋଚ୍ଚର, ବେଣୁଗୋପାଳ ଧୂତ୍ଙ୍କୁ ଇଡି ଜେରା
ନୂଆଦିଲ୍ଲୀ,୩୦-୬: ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚର, ତାଙ୍କ ସ୍ବାମୀ ଦୀପକ କୋଚ୍ଚର ଏବଂ ଭିଡିଓକନ ଗ୍ରୁପ୍ ପ୍ରମୋଟର ବେଣୁଗୋପାଳ ଧୂତ୍ଙ୍କୁ ଜେରା କରିଛି। ଜଣେ ଅଧିକାରୀ ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି।…
ସ୍ବଳ୍ପ ସଞ୍ଚୟ ଯୋଜନା ସୁଧହାର ହ୍ରାସ;ସଂସଦରେ ସରକାରଙ୍କୁ ଘେରିବ କଂଗ୍ରେସ
ନୂଆଦିଲ୍ଲୀ,୩୦-୬: କେନ୍ଦ୍ରର ମୋଦି ସରକାର ଏକ ବଡ଼ ନିଷ୍ପତ୍ତି କ୍ରମେ ସୁକନ୍ୟା ଯୋଜନା, ପବ୍ଲିକ୍ ପ୍ରୋଭିଡେଣ୍ଟ ଫଣ୍ଡ, ବରିଷ୍ଠ ନାଗରିକ ସଞ୍ଚୟ ଯୋଜନା ଭଳି ସ୍ବଳ୍ପ ସଞ୍ଚୟ ଯୋଜନାର ସୁଧ ହାର ୧୦ ବେସିସ୍ ପଏଣ୍ଟ ଅର୍ଥାତ୍ ୦.୧ ପ୍ରତିଶତ ହ୍ରାସ…
ଏୟାର ଇଣ୍ଡିଆକୁ ପାଇଲଟଙ୍କ ଚେତାବନୀ;ବକେୟା ଦିଅ ନଚେତ୍ ଏନ୍ସିଏଲ୍ଟିକୁ ଯିବୁ
ନୂଆଦିଲ୍ଲୀ,୩୦-୬: ଋଣରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆକୁ ପୁନର୍ବାର ବିକ୍ରି କରିବା ଲାଗି କେନ୍ଦ୍ର ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଆସନ୍ତା ମାସରୁ ଏହି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଅନ୍ୟପକ୍ଷରେ ପାଇଲଟମାନଙ୍କ ମଧ୍ୟରୁ କମ୍ପାନୀକୁ ଚେତାବନୀ…
ୟୁବିଆଇର ବାର୍ଷିକ ସାଧାରଣ ବୈଠକ: ରିଟେଲ,କୃଷି,ଏମ୍ଏସ୍ଏମ୍ଇ ଋଣକୁ ୟୁବିଆଇର ଫୋକସ
କଲିକତା,୨୯-୬ – ୟୁନାଇଟେଡ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(ୟୁବିଆଇ) ପକ୍ଷରୁ ଏହାର ୧୦ମ ବାର୍ଷିକ ସାଧାରଣ ବୈଠକ କଲିକତାଠାରେ ଅନୁଷ୍ଠିତ ହୋଇ ଯାଇଛି। କେନ୍ଦ୍ର ସରକାରଙ୍କ ପ୍ରତିନିଧିଙ୍କ ସମେତ ବ୍ୟାଙ୍କର ଅଂଶୀଦାରମାନେ ଏଥିରେ ଅଂଶ ଗ୍ରହଣ କରିଥିଲେ। ବୈଠକରେ ବ୍ୟାଙ୍କର ଏମ୍ଡି ତଥା…
କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତଙ୍କୁ ସହାୟତା
ଭୁବନେଶ୍ୱର,୨୯-୬ -କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତ ଲୋକଙ୍କ ପୁନର୍ବାସ ଲାଗି ଗୃହ ନିର୍ମାଣ ସାମଗ୍ରୀ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ଉପସ୍ଥିତିରେ ପଦ୍ମକେଶରୀପୁର, ଇଞ୍ଜନା ଏବଂ ପଟିଆ ଗ୍ରାମର କ୍ଷତିଗ୍ରସ୍ତ ପରିବାରଗୁଡିକୁ ଏହି ସହାୟତା ଯୋଗାଇ…
ନୂଆ ରଙ୍ଗରେ ଆସିଲା ଟିଭିଏସ୍ ଏନ୍ଟର୍କ
ହୋସୁର,୨୯-୬ – ଟିଭିଏସ୍ ମୋଟର କମ୍ପାନୀ ପକ୍ଷରୁ ଏହାର ଲୋକପ୍ରିୟମ ସ୍କୁଟର ମଡେଲ ଏନ୍ଟର୍କ ୧୨୫ ନୂଆ ମେଟ୍ ସିଲଭର ରଙ୍ଗରେ ବଜାରକୁ ଆସିଛି। କମ୍ପାନୀ ଏହାକୁ ଦେଶର ପ୍ରଥମ କନେକଟେଡ ସ୍କୁଟର ଭାବେ ବଜାରକୁ ଆଣିଥିଲା। ଏହା ୨୦୧୮-୧୯ ଆର୍ଥତ୍କ…
ହୋଣ୍ଡା ଟୁହ୍ବିଲର୍ସ ପକ୍ଷରୁ ସଡକ ସୁରକ୍ଷା ସମରକ୍ୟାମ୍ପ
ନୂଆଦିଲ୍ଲୀ,୨୯-୬ – ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ସ୍ଥାନୀୟ ଟ୍ରାଫିକ ଟ୍ରେନିଂ ପାର୍କଠାରେ ପିଲାମାନଙ୍କ ଲାଗି ନେଇ ଏକ ସଡକ ସୁରକ୍ଷା ସମର କ୍ୟାମ୍ପ ଅନୁଷ୍ଠିତ ହୋଇ ଯାଇଛି। ଏହା ୬ ଦିନ ଧରି ଚାଲୁଥିଲା।…
ବଜାଜ ଗ୍ରୁପ୍ ପକ୍ଷରୁ ୧୦ କୋଟି ଫନୀ ସହାୟତା
ଭୁବନେଶ୍ୱର,୨୯-୬ – ବଜାଜ ଗ୍ରୁପ କମ୍ପାନୀ ପକ୍ଷରୁ ଫନୀ ପ୍ରଭାବିତ ଲୋକଙ୍କ ସହାୟତା ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବଜାଜ ଅଟୋ ଲିମିଟେଡର ଆଞ୍ଚଳିକ ପ୍ରବନ୍ଧକ ସଦାନନ୍ଦ ସ୍ବାମୀ, ଲୋନ୍ ବିଜନେସ…
ଭୁବନେଶ୍ୱରରେ ବିଗ୍ ବଜାରର ୬ ନମ୍ବର ଷ୍ଟୋର
ଭୁବନେଶ୍ୱର,୨୯-୬-ପ୍ରମୁଖ ସୁପରମାର୍କେଟ ଚେନ୍ ବିଗ୍ ବଜାର ପକ୍ଷରୁ ସ୍ଥାନୀୟ ପାହାଳ, ରୁଦ୍ରପୁରସ୍ଥିତ ସିମ୍ଫୋନୀ ମଲ୍ଠାରେ ନୂଆ ବିଗ୍ ବଜାର ଷ୍ଟୋର ଶୁଭାରମ୍ଭ ହୋଇଛି। ଏହା ସହରରେ କମ୍ପାନୀର ୬ ନମ୍ବର ଆଉଟଲେଟ। ଗ୍ରାହକଙ୍କୁ ସ୍ବତନ୍ତ୍ର କ୍ରୟ ଅଭିଜ୍ଞତା ପ୍ରଦାନ ଲକ୍ଷ୍ୟରେ ଏଭଳି…
କଳିଙ୍ଗ ନଗରରେ ହେବ ଜାତୀୟ ନିବେଶ ଏବଂ ଉତ୍ପାଦନ ଜୋନ
ନୂଆଦିଲ୍ଲୀ,୨୯-୬-ଓଡ଼ିଶାର ଯାଜପୁର ଜିଲା କଳିଙ୍ଗ ନଗରରେ ଜାତୀୟ ନିବେଶ ଏବଂ ଉତ୍ପାଦନ ଜୋନ(ଏନ୍ଆଇଏମ୍ଜେଡ୍) ସ୍ଥାପନ ହେବ। ଏସଂକ୍ରାନ୍ତ ନିଷ୍ପତ୍ତିକୁ କେନ୍ଦ୍ର ସରକାର ଶୁକ୍ରବାର ଚୂଡାନ୍ତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କଠାରୁ ଏସଂକ୍ରାନ୍ତ ପ୍ରସ୍ତାବ ପାଇବା ପରେ କେନ୍ଦ୍ର ଏଭଳି ପଦକ୍ଷେପ…
୮.୬୫% ସୁଧ ହାର ଉପରେ ଇପିଏଫ୍ଓ କାଏମ
ନୂଆଦିଲ୍ଲୀ,୨୯-୬-ଶ୍ରମ ମନ୍ତ୍ରଣାଳୟ ଓ କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍ଓ) ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ପିଏଫ୍ ସୁଧ ହାର ୮.୫୫ରୁ ୮.୬୫%କୁ ବୃଦ୍ଧି କରିବା ଲାଗି ନେଇଥିବା ନିଷ୍ପତ୍ତିରେ କାଏମ ରହିବ। ପର୍ଯ୍ୟାପ୍ତ ନଗଦ ଗଚ୍ଛିତ ଥିବାର ଦ୍ୱାହି ଦେଇ ପିଏଫ୍ ଉପରେ…
ଜେଟ୍ ଏୟାରଓ୍ବେଜ୍କୁ ଉଦ୍ଧାର କରିବେ କର୍ମଚାରୀ
ନୂଆଦିଲ୍ଲୀ,୨୯-୬: ଆର୍ଥିକ ସଙ୍କଟ କାରଣରୁ ଅସ୍ଥାୟୀ ଭାବେ ବନ୍ଦ ହୋଇଯାଇଥିବା ଜେଟ୍ ଏୟାରଓ୍ବେଜ୍ ଉଦ୍ଧାର କରିବା ଲାଗି ଏହାର କର୍ମଚାରୀମାନେ ଆଗେଇ ଆସିଛନ୍ତି। ଏୟାରଲାଇନ୍ସର ୭୫% ଅଂଶଧନ କିଣିବା ଲାଗି ବିଡ୍ ଦାଖଲ ଉଦ୍ଦେଶ୍ୟରେ ଜେଟ୍ର କର୍ମଚାରୀ ସଂଘ ଏବଂ ଏଡିଆଇ…
Archives


