ବାଣିଜ୍ୟ

ମ୍ୟୁଚୁଆଲ ଫଣ୍ଡ ଶିଳ୍ପକୁ ଓଡ଼ିଶାର ଅବଦାନ ବଢୁଛି

ଭୁବନେଶ୍ୱର, ୧୪-୯(ବ୍ୟୁରୋ): ଦେଶର ମ୍ୟୁଚୁଆଲ ଫଣ୍ଡ ଶିଳ୍ପକୁ ଓଡିଶାର ଅବଦାନ ଦ୍ରୁତ ଗତିରେ ବଢୁଛି। ଗୋଟିଏ ବର୍ଷରେ ଏହା ୦.୫୭%ରୁ ବୃଦ୍ଧି ଘଟି ଚଳିତ ବର୍ଷ ଜୁଲାଇ ସୁଦ୍ଧା ଏହା ୦.୮୫%ରେ ପହଞ୍ଚିଛି। ଏହି ସ୍ଥିତି କେବଳ ଓଡ଼ିଶାରେ ସୀମିତ ନ…

୨୫ ଲକ୍ଷ ପର୍ଯ୍ୟନ୍ତ ଟିଡିଏସ୍‌ ଦାଖଲ ନ କଲେ;ହେବ ନାହିଁ ଫୌଜଦାରୀ ମାମଲା

ନୂଆଦିଲ୍ଲୀ,୧୩-୯: ଟିକସ ପ୍ରଦାନକାରୀଙ୍କୁ ଆଶ୍ୱସ୍ତ କରି କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ଏକ ସର୍କୁଲାର ଜାରି କରିଛି। ଏଣିକି ଜାଣିଶୁଣି ଟିକସ ଫାଙ୍କିବାର ପ୍ରୟାସ, ଆୟକର ରିଟର୍ନ ଦାଖଲ ନ କରିବା ମାମଲାରେ ଏବଂ ସରକାରୀ ରାଜକୋଷରେ ୨୫ ଲକ୍ଷ ଟଙ୍କା…

ଜାଲ୍‌ ଜିଏସ୍‌ଟି ଇନ୍‌ଭଏସ;ଦେଶର ୩୩୬ ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ,୧୩-୯: ଦେଶରେ ଜିଏସ୍‌ଟି ଲାଗୁ ହେବାର ୨ ବର୍ଷ ପରେ ମୋଦି ସରକାର ଜିଏସ୍‌ଟି ଫାଙ୍କି ବିରୋଧରେ ଦେଶବ୍ୟାପୀ ଚଢ଼ାଉ ଅଭିଯାନ କରିଛନ୍ତି। ଅର୍ଥମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏକ ବିବୃତି ିଜାରି କରି କୁହାଯାଇଛି ଯେ, ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ଜିଏସ୍‌ଟି…

ମାନ୍ଦାବସ୍ଥା ଲାଗି ବିମୁଦ୍ରୀକରଣ, ଜିଏସ୍‌ଟି ଦାୟୀ:ମନମୋହନ

ନୂଆଦିଲ୍ଲୀ,୧୩-୯: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥା ପାଇଁ ବିମୁଦ୍ରୀକରଣ ଓ ତରବରିଆ ଭାବେ ଲାଗୁ କରାଯାଇଥିବା ଜିଏସ୍‌ଟି ଦାୟୀ ବୋଲି ବିଶିଷ୍ଟ ଅର୍ଥନୀତିଜ୍ଞ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂ ପ୍ରକାଶ କରିଛନ୍ତି। ଆର୍ଥିକ ମାନ୍ଦାବସ୍ଥା ଉଭୟ ଢ଼ାଞ୍ଚାଗତ ଏବଂ ଚକ୍ରିୟ…

ସୀତାରାମନ୍‌ଙ୍କ ଯୁକ୍ତି ସହ ଏକମତ ନୁହେଁ ମାରୁତି

ନୂଆଦିଲ୍ଲୀ,୧୩-୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଓଲା ଓ ଉବର ଭଳି ଟ୍ୟାକ୍ସି ଏଗ୍ରିଗେଟର୍ସକୁ ଦାୟୀ କରିଛନ୍ତି। କିନ୍ତୁ ଦେଶର ସର୍ବବୃହତ କାର୍‌ ନିର୍ମାତା ମାରୁତି ଏଥିରେ ସହମତ ନୁହେଁ। କମ୍ପାନୀର ଜଣେ ଶୀର୍ଷ…

ଉଦ୍ୟୋଗିକ ଉତ୍ପାଦନ,ଖୁଚୁରା ମୁଦ୍ରାସ୍ଫୀତି ବୃଦ୍ଧି

ନୂଆଦିଲ୍ଲୀ,୧୩-୯: ଦେଶର ଆର୍ଥିକ ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ଔଦ୍ୟୋଗିକ ଉତ୍ପାଦନ ଆଣିଛିି ଖୁସିଖବର। ଜୁଲାଇରେ ଔଦ୍ୟୋଗିକ ଉତ୍ପାଦନ ସୂଚକାଙ୍କ(ଆଇଆଇପି) ଅଭିବୃଦ୍ଧି ହାର ୪.୩%କୁ ବୃଦ୍ଧି ପାଇଛି, ଯାହାକି ଜୁନ୍‌ରେ ଏହା ମାତ୍ର ୧.୨% ରହିଥିଲା। ଏହାକୁ ଦୃଷ୍ଟିରେ ରଖିଲେ…

ସୋସିଆଲ ମିଡିଆରେ ଟ୍ରୋଲ୍‌ ହେଲେ ଗୋୟଲ

ନୂଆଦିଲ୍ଲୀ,୧୩-୯: ମହାନ୍‌ ବୈଜ୍ଞାନିକ ସାର୍‌ ଆଇଜାକ୍‌ ନ୍ୟୁଟନ୍‌ ମାଧ୍ୟାକର୍ଷଣ ଶକ୍ତିକୁ ଖୋଜି ବାହାର କରିଥିଲେ ବୋଲି ସମସ୍ତେ ଜାଣନ୍ତି। ତେବେ କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଏହାର ଆବିଷ୍କାରକ ଆଇନ୍‌ଷ୍ଟାଇନ୍‌ ବୋଲି ଅଭିହିତ କରିଛନ୍ତି। ଗୋୟଲଙ୍କ ଏହି…

ବ୍ୟାଙ୍କ ମିଶ୍ରଣକୁ ବିରୋଧ;୨୬ରୁ ଦୁଇଦିନିଆ ବ୍ୟାଙ୍କ ୟୁନିୟନ ଧର୍ମଘଟ

ନୂଆଦିଲ୍ଲୀ,୧୩-୯: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ବ୍ୟାଙ୍କ ଅଧିକାରୀଙ୍କ ୟୁନିୟନ ପକ୍ଷରୁ ଚଳିତ ମାସ ୨୬ରୁ ଦୁଇଦିିନିଆ ବ୍ୟାଙ୍କ ଧର୍ମଘଟ ଆହ୍ବାନ ଦିଆଯାଇଛି। ସରକାର ୧୦ ବ୍ୟାଙ୍କକୁ ମିଶାଇ ୪ ବୃହତ ବ୍ୟାଙ୍କ ଗଠନ କରିବାକୁ ନିକଟରେ ଘୋଷଣା କରିଥିଲେ।…

ଅଜିମ ପ୍ରେମଜୀଙ୍କ ବଦାନ୍ୟତା;ପରୋପକାର ଲାଗି ବିକିଲେ ୭,୩୦୦ କୋଟିର ଶେୟାର

ନୂଆଦିଲ୍ଲୀ, ୧୩-୯: ନିଜ ସମ୍ପତ୍ତିର ଏକ ବୃହତ୍‌ ଅଂଶକୁ ପରୋପକାର କାର୍ଯ୍ୟ ଲାଗି ଖର୍ଚ୍ଚ କରିବାକୁ ବିଶିଷ୍ଟ ଶିଳ୍ପପତି ଅଜିମ ପ୍ରେମଜୀ ଚଳିତ ବର୍ଷ ଘୋଷଣା କରିଥିଲେ। ଏହି ଧାରାରେ ସେ ଓ୍ବିପ୍ରୋର ୭,୩୦୦ କୋଟି ଟଙ୍କାର ଅଂଶଧନକୁ ବିକ୍ରି କରିଥିବା…

ମାନ୍ଦାବସ୍ଥା ସତ୍ତ୍ୱେ ବୋନସ ଦେବେ କମ୍ପାନୀ

ନୂଆଦିଲ୍ଲୀ/କୋଲକାତା,୧୨-୯: ଆର୍ଥିକ ମାନ୍ଦାବସ୍ଥା କାରଣରୁ କମ୍ପାନୀଗୁଡ଼ିକ ନିଜ କର୍ମଚାରୀଙ୍କୁ ପାର୍ବଣ ବୋନସ୍‌ ଦେବେ। ସେମାନେ ଏହାକୁ ବନ୍ଦ ଅଥବା ବିଳମ୍ବ କରିବେ ନାହିଁ ବୋଲି ଜଣାପଡିଛି। ଫଳରେ କଞ୍ଜ୍ୟୁମର ଗୁଡ଼୍ସ ଏବଂ ରିଟେଲର କମ୍ପାନୀ ସ୍ବସ୍ତିର ନିଃଶ୍ୱାସ ମାରୁଛନ୍ତି। ଏହାଦ୍ୱାରା ଗ୍ରାହକଙ୍କ…

ଆସାମରେ ୧୩ ହଜାର କୋଟି ନିବେଶ କରିବ ଓଏନ୍‌ଜିସି

ନୂଆଦିଲ୍ଲୀ,୧୨-୯: ତୈଳ ଏବଂ ପ୍ରାକୃତିକ ବାଷ୍ପ ନିଗମ(ଓଏନ୍‌ଜିସି) ଆସାମରେ ୧୩ ହଜାର କୋଟି ଟଙ୍କା ନିବେଶ କରିବ। ଏହି ଅର୍ଥରେ କମ୍ପାନୀ ଆସନ୍ତା ୫ ବର୍ଷରେ ରାଜ୍ୟରେ ୨୨୦ ତୈଳ କୂପ ଖୋଳିବ। କମ୍ପାନୀ ପକ୍ଷରୁ ବୁଧବାର ଏ ସମ୍ପର୍କରେ ଉଲ୍ଲେଖ…

ପିଛା ଛାଡ଼ୁନି ମାନ୍ଦାବସ୍ଥା; ଅଗଷ୍ଟରେ ଟାଟା ମୋଟର୍ସ ବିକ୍ରି ୩୨% ହ୍ରାସ

ନୂଆଦିଲ୍ଲୀ,୧୨-୯: ଅଟୋ ସେକ୍ଟରକୁ ମାନ୍ଦାବସ୍ଥା ପିଛା ଛାଡ଼ୁନି। ଫଳସ୍ବରୂପ ଗାଡି ବିକ୍ରି କ୍ରମାଗତ ହ୍ରାସ ହୋଇଚାଲିଛି। ଅଗଷ୍ଟରେ ଟାଟା ମୋଟର୍ସର ବିଶ୍ୱ ସ୍ତରରେ ବିକ୍ରି ୩୨% ହ୍ରାସ ପାଇ ୭୨,୪୬୪ ୟୁନିଟରେ ପହଞ୍ଚତ୍ୟାଇଛି। କମ୍ପାନୀ ପକ୍ଷରୁ ଜାରି ବିବୃତି ଅନୁଯାୟୀ, ଟାଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?