ପ୍ରଥମ ୨ ମାସରେ ବିତ୍ତୀୟ ନିଅଣ୍ଟ ୫୨% ଛୁଇଁଲା
ନୂଆଦିଲ୍ଲୀ,୨୯-୬: କେନ୍ଦ୍ର ସରକାରଙ୍କ ବିତ୍ତୀୟ ନିଅଣ୍ଟ ପରିମାଣ ୨୦୧୯-୨୦ ଆର୍ଥିକ ବର୍ଷର ପ୍ରଥମ ୨ ମାସରେ ବଜେଟ ଅନୁମାନର ୫୨%ରେ ପହଞ୍ଚତ୍ୟାଇଛି। ମହାଲେଖା ନିୟନ୍ତ୍ରକ(ସିଜିଏ) ଦ୍ୱାରା ଜାରି ତଥ୍ୟ ଅନୁଯାୟୀ, ନିରପେକ୍ଷ ରୂପରେ ବିତ୍ତୀୟ ନିଅଣ୍ଟ ପରିମାଣ ୩,୬୬,୧୫୭ କୋଟି ଟଙ୍କା…
ଟେଲିକମ ସେକ୍ଟର ପାଇଁ ରିଲିଫ୍ ପ୍ୟାକେଜ ସପକ୍ଷରେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ,୨୯-୬: ସଙ୍କଟଗ୍ରସ୍ତ ଟେଲିକମ୍ ସେକ୍ଟରକୁ ଉଦ୍ଧାର କରିବା ଲାଗି ବଜେଟରେ ଲାଇସେନ୍ସ ଫି ହ୍ରାସ ସହ ଏକ ସିରିଜ ରିଲିଫ୍ ପ୍ୟାକେଜ ପ୍ରଦାନ କରାଯିବାର ଆବଶ୍ୟକତା ରହିଛି ବୋଲି ଟେଲିକମ ମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି। ଏଥିସହିତ ଟେଲିକମ ସେକ୍ଟର ପାଇଁ…
ଘରେ ଘରେ ଲାଗିବ ପ୍ରିପେଡ୍ ସ୍ମାର୍ଟ ମିଟର
ନୂଆଦିଲ୍ଲୀ,୨୯-୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍ଡିଏ ସରକାର ସାରା ଦେଶରେ ୩୦ କୋଟି ପ୍ରିପେଡ୍ ସ୍ମାର୍ଟ ମିଟର ଲଗାଇବାକୁ ଯୋଜନା କରୁଛନ୍ତି। ବିଜୁଳି ଚୋରିକୁ ରୋକିବା ଉଦ୍ଦେଶ୍ୟରେ ଆସନ୍ତା ୩ ବର୍ଷ ଭିତରେ ଘରେ ଘରେ ସ୍ମାର୍ଟ ମିଟର ଲଗାଯିବାକୁ…
ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୭%
ଭୁବନେଶ୍ୱର,୨୯-୬(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଧିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଏପ୍ରିଲରେ ୧୧୨ ପଏଣ୍ଟ ଥିଲା। ଏହା ମେ ମାସରେ ୨ ପଏଣ୍ଟ ବୃଦ୍ଧି ଘଟି ୩୧୪ ପଏଣ୍ଟ ହୋଇଛି। ଖବର ଆସିବା ପର୍ଯ୍ୟନ୍ତ ରାଜ୍ୟର ତାଳଚେର,…
ବ୍ରଡ୍ବ୍ୟାଣ୍ଡ ସହ ଯୋଡି ହେବ ସବୁ ପଞ୍ଚାୟତ
ନୂଆଦିଲ୍ଲୀ,୨୮-୬: କେନ୍ଦ୍ର ସରକାରଙ୍କ ଭାରତ ନେଟ୍ କାର୍ଯ୍ୟକ୍ରମ ଦ୍ୱାରା ଦେଶର ସବୁ ପଞ୍ଚାୟତକୁ ବ୍ରଡ୍ବ୍ୟାଣ୍ଡ ନେଟ୍ଓ୍ବର୍କ ସହ ଯୋଡିବାକୁ ଲକ୍ଷ୍ୟ ରଖାଯାଇଛି। ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ଏହି କାର୍ଯ୍ୟକୁ ରୂପରେଖ ପ୍ରଦାନ କରାଯିବ। ଏହା ଦ୍ୱାରା ହାଇସ୍ପିଡ ବ୍ରଡ୍ବ୍ୟାଣ୍ଡ ସଂଯୋଗ…
ଡ୍ୟୁକ୍ର ନୂଆ ଟି-ଶାର୍ଟ କଲେକ୍ସନ
ଭୁବନେଶ୍ୱର,୨୮-୬: ଡ୍ୟୁକ୍ ଫ୍ୟାଶନ୍ସ ଇଣ୍ଡିଆ ଲିମିଟେଡ ପକ୍ଷରୁ ନୂଆ ମର୍ସିରାଇଜଡ୍ କଟନ ଟି-ସାର୍ଟ କଲେକଶନ ୨୦୧୯ ବଜାରରେ ଉପଲବ୍ଧ ହେଉଛି। ଏହା ଡିଜାଇନ ଏବଂ ଷ୍ଟାଇଲ ଦୃଷ୍ଟିରୁ ବେଶ୍ ଆକର୍ଷଣୀୟ ହୋଇଥିବା ବେଳେ ସ୍ବତନ୍ତ୍ର ଫ୍ୟାବ୍ରିକରେ ଏହା ପ୍ରସ୍ତୁତ ହୋଇଛି। କାଜୁଆଲ…
ଖାଦ୍ୟଡବା, ପ୍ୟାକେଟରେ ଦର୍ଶାଇବାକୁ ହେବ ଚିନି, ଚର୍ବି, ଲୁଣ ମାତ୍ରା
ନୂଆଦିଲ୍ଲୀ,୨୮-୬: ଖାଦ୍ୟପଦାର୍ଥ ନିର୍ମାତା ପ୍ରସ୍ତୁତ ଖାଦ୍ୟକୁ ପ୍ୟାକେଟ ଓ ଡବାରେ ବିକ୍ରି କରିବା ବେଳେ ଏଣିକି ନୂଆ ନିୟମ ପାଳନ କରିବାକୁ ବାଧ୍ୟ ରହିବେ। ଏଣିକି ପ୍ୟାକେଟ, ଡବାରେ ଚିପ୍, ସୁପ୍, ବିସ୍କୁଟ୍, ଜୁସ୍ ଆଦିକୁ ବିକ୍ରି କରିବା ପୂର୍ବରୁ ଏଥିରେ…
ମୋଦିଙ୍କ ସହ ସାକ୍ଷାତ ପୂର୍ବରୁ ପୁଣି ଟାରିଫ ପ୍ରସଙ୍ଗ ଉଠାଇଲେ ଟ୍ରମ୍ପ
ଟୋକିଓ/ନୂଆଦିଲ୍ଲୀ,୨୮-୬: ଜି-୨୦ ସମ୍ମିଳନୀ ଅବସରରେ ଜାପାନର ଓସାକା ଠାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ଏହି ବୈଠକରେ ଦୁଇ ଦେଶର ଶୀର୍ଷ ନେତା ଦ୍ୱିପାକ୍ଷିକ ତଥା ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିବେ। ତେବେ ଏହି…
ନୀରବଙ୍କ ହାଜତ ମିଆଦ ୨୫ ଜୁଲାଇ ପର୍ଯ୍ୟନ୍ତ ବୃଦ୍ଧି
ଲଣ୍ଡନ,୨୮-୬: ବ୍ରିଟେନର ଓ୍ବେଷ୍ଟମିନ୍ଷ୍ଟର କୋର୍ଟ ଗୁରୁବାର ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍ ହାଜତ ମିଆଦକୁ ଜୁଲାଇ ୨୫ ତାରିଖ ଯାଏ ବୃଦ୍ଧି କରିଛନ୍ତି। ସେ ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି) ମହାଦୁର୍ନୀତି…
ଜମି ପାଇଁ ଗୋଦ୍ରେଜ ପରିବାରରେ ଫାଟ
ନୂଆଦିଲ୍ଲୀ,୨୮-୬: ଦେଶର ଧନୀ ବ୍ୟବସାୟୀ ପରିବାର ମଧ୍ୟରେ ଗଣାଯାଉଥିବା ଗୋଦ୍ରେଜ ପରିବାରରେ ଏବେ ଫାଟ ସୃଷ୍ଟି ହୋଇଛି। ଜମି ଭାଗବଣ୍ଟାକୁ ନେଇ ଏବେ ଏହି ପରିବାର ଦିଫାଳ ହେବାକୁ ବସିଛି। ମିଡିଆ ରିପୋର୍ଟ ଅନୁଯାୟୀ, ମୁମ୍ବାଇର ବିଖରୌଲିସ୍ଥିତ ୧୦୦୦ ଏକର ଜମିର…
ଆସିବ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’
ନୂଆଦିଲ୍ଲୀ,୨୮-୬: କେନ୍ଦ୍ର ସରକାର ଦେଶରେ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’ ଯୋଜନା ଆଣିବାକୁ ଯାଉଛନ୍ତି। ଏହାଦ୍ୱାରା ହିତାଧିକାରୀ ଦେଶର ଯେକୌଣସି ସ୍ଥାନରୁ ନିଜ ପସନ୍ଦ ମୁତାବକ ଡିଲରଙ୍କଠାରୁ ନିଜର କୋଟା ମୁତାବକ ଖାଦ୍ୟଶସ୍ୟ ପାଇପାରିବେ ବୋଲି ଖାଦ୍ୟ ଓ ଯୋଗାଣ…
ଅଭିବୃଦ୍ଧି ଲାଗି ସରକାର,ଆର୍ବିଆଇ ସମନ୍ବୟ ଜରୁରୀ:ଶକ୍ତିକାନ୍ତ ଦାସ
ମୁମ୍ବାଇ,୨୮-୬: ଦେଶର ଅଭିବୃଦ୍ଧି ତ୍ୱରାନ୍ବିତ କରିବା ଲାଗି ସରକାର ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ସମନ୍ବୟ ରଖି କାର୍ଯ୍ୟ କରିବା ରଆବଶ୍ୟକତା ରହିଛି। ସେହିଭଳି ବ୍ୟବସ୍ଥାଗତ ସ୍ଥିରତାକୁ ମଧ୍ୟ ନିଶ୍ଚିତ କରାଇବା ଜରୁରୀ ବୋଲି ଗୁରୁବାର ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ…
Archives


