ବାଣିଜ୍ୟ

ପାକିସ୍ତାନରେ ମହଙ୍ଗା ମାଡ଼; କ୍ଷୀର ଦର ପେଟ୍ରୋଲଠୁ ଅଧିକ

ଇସଲାମାବାଦ୍‌,୧୨-୯: ଜମ୍ମୁ-କଶ୍ମୀରକୁ ନେଇ ଭାରତ ସହିତ ଶତ୍ରୁତା ବୃଦ୍ଧି ପାକିସ୍ତାନ ଅର୍ଥନୀତିର ମେରୁଦଣ୍ଡକୁ ଦୋହଲାଇ ଦେଇଛି। ପନିପରିବା ଠାରୁ ଆରମ୍ଭ କରି ସାଧାରଣ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦର ଆକାଶଛୁଆଁ ହୋଇଥିବା ବେଳେ ପିଲା ପିଉଥିବା କ୍ଷୀର ମଧ୍ୟ ଏବେ ସାଧାରଣ ଲୋକଙ୍କ…

ମାନ୍ଦାବସ୍ଥା କାରଣରୁ ଗାଡ଼ି ବିକ୍ରି କମିଛି: ହୋଣ୍ଡା ପ୍ରେସିଡେଣ୍ଟ

ଦେଶର ଦେଖାଦେଇଥିବା ମାନ୍ଦାବସ୍ଥା କାରଣରୁ ଦୁଇଚକିଆ ଯାନ ବିକ୍ରି କମିଛି। ସେହିପରି ବିଏସ୍‌-୬ ମାନଦଣ୍ଡ ଆପଣାଇବା ଯୋଗୁ ଗାଡ଼ି ଦାମ୍‌ ବଢ଼ିଯିବ ବୋଲି ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର୍ସ ଇଣ୍ଡିଆ ପ୍ରେସିଡେଣ୍ଟ, ସିଇଓ ଏବଂ ଏମ୍‌ଡି ମିନୋରୁ କାଟୋ କହିଛନ୍ତି।…

ଭାରତୀୟ ଛାତ୍ରୀଛାତ୍ରଙ୍କୁ ଫାଇଦା; ବ୍ରିଟେନରେ ପଢ଼ିବା ପରେ ମିଳିବ ଓ୍ବାର୍କ ଭିଜା

ନୂଆଦିଲ୍ଲୀ,୧୨-୯: ବ୍ରିଟେନରେ ପାଠପଢ଼ୁଥିବା ଭାରତୀୟ ଛାତ୍ରୀଛାତ୍ରଙ୍କ ମୁଣ୍ଡବ୍ୟଥା କମାଇ ଦେଇଛି ସେଠା ସରକାର। ଏଣିକି ବ୍ରିଟେନରେ ଅଧ୍ୟୟନରତ ବିଦେଶୀ ଛାତ୍ରୀଛାତ୍ରଙ୍କୁ ପାଠପଢ଼ିବା ପରେ ୨ ବର୍ଷ ଲାଗି ଓ୍ବାର୍କ ଭିଜା ମିଳିବ। ଏନେଇ ବ୍ରିଟେନ ସରକାର ଘୋଷଣା କରିଛନ୍ତି। ସରକାରଙ୍କ ଏହି…

ଦୁର୍ଦ୍ଦଶା ଲାଗି ଅଟୋ ସେକ୍ଟର ନିଜେ ଦାୟୀ: ରାଜୀବ ବଜାଜ

ମୁମ୍ବାଇ,୧୨-୯: ଗତ କିଛି ମାସ ହେବ ଅଟୋମୋବାଇଲ ସେକ୍ଟରରେ ସଙ୍କଟ ଆସିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏଥିପାଇଁ ଲୋକଙ୍କ ମାନସିକତାକୁ ଦାୟୀ କରିଛନ୍ତି। ଲୋକେ ଇଏମ୍‌ଆଇ ଭରିବା ବଦଳରେ ଓଲା ଓ ଉବର କ୍ୟାବ୍‌ରେ ଯିବାକୁ ପସନ୍ଦ କରୁଛନ୍ତି ବୋଲି…

ଆସିଆନ ଦେଶକୁ ବୁଝାଇବାରେ ସଫଳ ଭାରତ; ଏଫ୍‌ଟିଏ ସମୀକ୍ଷା ପାଇଁ ରାଜି

ନୂଆଦିଲ୍ଲୀ,୧୨-୯: ଆର୍ଥିକ ମାନ୍ଦାବସ୍ଥା ଏବଂ ରପ୍ତାନି ହ୍ରାସକୁ ନେଇ ଚିନ୍ତିତ ଭାରତ ପାଇଁ ଖୁସି ଖବର ଆସିଛି। ମୋଦି ସରକାରଙ୍କ ସଫଳ ଉଦ୍ୟମ କାରଣରୁ ୧୦ ଦେଶ ବିଶିଷ୍ଟ ଆସିଆନ ଦେଶ ଭାରତ ସହ ହୋଇଥିବା ମୁକ୍ତ ବାଣିଜ୍ୟ ଚୁକ୍ତି(ଫ୍ରି ଟ୍ରେଡ୍‌…

ଇଣ୍ଡିଆନ ଅଏଲ ପକ୍ଷରୁ ପାର୍ବଣ ଅଭିଯାନ; ଇନ୍ଧନ କ୍ରୟରେ କାର ସହ ଅନ୍ୟ ପୁରସ୍କାର ଜିତିବା ସୁବିଧା

ଭୁବନେଶ୍ୱର, ୧୨-୯(ବ୍ୟୁରୋ): ଇଣ୍ଡିଆନ ଅଏଲ ଭୁବନେଶ୍ୱର ଡିଭିଜନାଲ କାର୍ଯ୍ୟାଳୟ ପକ୍ଷରୁ ପାର୍ବଣ ଅଭିଯାନ ‘ତ୍ୟୋହାର କି ଉମଙ୍ଗ ଇଣ୍ଡିଆନ ଅଏଲ କି ସଙ୍ଗ’ ଶୁଭାରମ୍ଭ ଘୋଷଣା କରାଯାଇଛି। ସ୍ଥାନୀୟ ନୟାପଲ୍ଲୀ ସ୍ଥିତ ଭମ୍‌ରା ସର୍ଭିସେସ ସେଣ୍ଟରଠାରେ କମ୍ପାନୀର ମୁମ୍ବାଇସ୍ଥିତ ମୁଖ୍ୟ କାର୍ଯ୍ୟାଳୟର…

ବିଗ୍‌ବଜାର ପକ୍ଷରୁ ପ୍ଲାଷ୍ଟିକ ସଚେତନତା

ଭୁବନେଶ୍ୱର, ୧୨-୯(ବ୍ୟୁରୋ): ଫ୍ୟୁଚର ଗ୍ରୁପର ରିଟେଲ ଚେନ୍‌ ବିଗ୍‌ବଜାର ପକ୍ଷରୁ ଭୁବନେଶ୍ୱରରେ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ଆରମ୍ଭ ହୋଇଛି। ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନ୍‌ଡିପି) ଏବଂ ହିନ୍ଦୁସ୍ତାନ କୋକାକୋଲା ବେଭେରେଜସ୍‌ ପ୍ରାଇଭେଟ ଲିମିଟେଡର ମିଳିତ ସହଯୋଗରେ ରାଜଧାନୀରେ…

ଦୁର୍ଦ୍ଦଶା ଲାଗି ଅଟୋ ସେକ୍ଟର ନିଜେ ଦାୟୀ: ରାଜୀବ ବଜାଜ

ମୁମ୍ବାଇ,୧୧।୯: ଗତ କିଛି ମାସ ହେବ ଅଟୋମୋବାଇଲ ସେକ୍ଟରରେ ସଙ୍କଟ ଆସିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏଥିପାଇଁ ଲୋକଙ୍କ ମାନସିକତାକୁ ଦାୟୀ କରିଛନ୍ତି। ଲୋକେ ଇଏମ୍‌ଆଇ ଭରିବା ବଦଳରେ ଓଲା ଓ ଉବର କ୍ୟାବ୍‌ରେ ଯିବାକୁ ପସନ୍ଦ କରୁଛନ୍ତି ବୋଲି…

ଷ୍ଟାର୍ଟଅପ୍‌ ପ୍ରତିଷ୍ଠାରେ ଦିଲ୍ଲୀ-ଏନ୍‌ସିଆର୍‌ ସର୍ବାଗ୍ରେ

ନୂଆଦିଲ୍ଲୀ,୧୧-୯: ଷ୍ଟାର୍ଟଅପ୍‌ ଏବଂ ୟୁନିକର୍ନ ପ୍ରତିଷ୍ଠା କ୍ଷେତ୍ରରେ ମୁମ୍ବାଇ, ବେଙ୍ଗାଲୁରୁକୁ ପଛରେ ପକାଇ ଦେଇଛି ଦିଲ୍ଲୀ-ଏନ୍‌ସିଆର୍‌। ଏଠାରେ ଷ୍ଟାର୍ଟଅପ୍‌ଙ୍କ ସଂଖ୍ୟା ୭୦୩୯ରେ ପହଞ୍ଚତ୍ଛି ବୋଲି ଜିନୋଭ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ‘ଟର୍ବୋଚାଜିଂ ଦିଲ୍ଲୀ-ଏନ୍‌ସିଆର୍‌ ଷ୍ଟାର୍ଟଅପ୍ସ ଇକୋସିଷ୍ଟମ’ଶୀର୍ଷକରେ ପ୍ରକାଶିତ ରିପୋର୍ଟରେ…

ଅଗଷ୍ଟରେ ଗୋଲ୍ଡ ଇଟିଏଫ୍‌ରେ ୧୪୫ କୋଟି ନିବେଶ

ନୂଆଦିଲ୍ଲୀ,୧୧-୯: ଗୋଲ୍ଡ ଇଟିଏଫ୍‌(ଏକ୍ସଚେଞ୍ଜ ଟ୍ରେଡେଡ୍‌ ଫଣ୍ଡ୍‌)ରେ ଅଗଷ୍ଟରେ ୧୪୫ କୋଟି ଟଙ୍କା ନିବେଶ କରାଯାଇଛି। ୯ମାସ ମଧ୍ୟରେ ପ୍ରଥମଥର ଗୋଲ୍ଡ ଇଟିଏଫ୍‌ରେ ସର୍ବାଧିକ ନିବେଶ ହୋଇଥିବା ଦେଖାଯାଇଛି। ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ ପାଇବା ଏବଂ ସୁନା ମୂଲ୍ୟ ବଢ଼ିବା…

ସୀତାରାମନ୍‌ଙ୍କ ଅଜବ ଯୁକ୍ତି: ଓଲା, ଉବର ଯୋଗୁ ଅଟୋ ସେକ୍ଟରରେ ଆସିଛି ମାନ୍ଦାବସ୍ଥା

ନୂଆଦିଲ୍ଲୀ,୧୧-୯: ଦେଶର ଅଟୋ ସେକ୍ଟର ଏବେ ଜବରଦସ୍ତ ମାନ୍ଦାବସ୍ଥାର ଶିକାର ହୋଇଛି। କେତେକ କମ୍ପାନୀ ଏବେ କିଛିଦିନ ପାଇଁ ଉତ୍ପାଦନ ବନ୍ଦ ଲାଗି ଘୋଷଣା କରିସାରିଲେଣି। ଫଳରେ ଏହି କ୍ଷେତ୍ର ସହ ଜଡ଼ିତ ଲୋକଙ୍କର ଚାକିରି ଚାଲିଯିବା ଆରମ୍ଭ ହୋଇଗଲାଣି। ଏପରିସ୍ଥିତିରେ…

ନିୟନ୍ତ୍ରଣ ପାଇଁ ପ୍ରତିଷ୍ଠା ହେବ ନିୟାମକ;ତେଜସ୍‌ ଟ୍ରେନ ଭଡ଼ା ବଢ଼ାଇ ପାରିବେନି ଘରୋଇ ଅପରେଟର

ନୂଆଦିଲ୍ଲୀ,୧୧-୯: ଦେଶର ପ୍ରଥମ ଘରୋଇ ଟ୍ରେନ ତେଜସ୍‌ ଏକ୍ସପ୍ରେସ୍‌ ଆସନ୍ତା ମାସରେ ଚଳାଚଳ କରିବା ସମ୍ଭାବନା ରହିଛି। ଭାରତୀୟ ରେଳର ସହାୟକ କମ୍ପାନୀ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟ୍ୟୁରିଜିମ୍‌ କର୍ପୋରେଶନ(ଆଇଆର୍‌ସିଟିସି)କୁ ତେଜସ୍‌ ଏକ୍ସପ୍ରେସର ପରିଚାଳନା ଭାର ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?