ବାଣିଜ୍ୟ

ୟେସ୍‌ ବ୍ୟାଙ୍କ ଅଂଶଧନ କିଣିବ ପେଟିଏମ୍‌

ନୂଆଦିଲ୍ଲୀ,୧୧-୯: ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ ଦେଶର ଅଗ୍ରଣୀ କମ୍ପାନୀ ପେଟିଏମ୍‌ ଘରୋଇ ୟେସ୍‌ ବ୍ୟାଙ୍କର ଅଂଶଧନ କିଣିବାକୁ ଯାଉଛି। ପ୍ରାପ୍ତ ସୂତ୍ରରୁ ଜଣାପଡିଛି ଯେ, ଅଂଶଧନ କିଣିବିକା ନେଇ ୟେସ୍‌ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କ ସହ ପେଟିଏମ୍‌ ପ୍ରତିଷ୍ଠାତା ବିଜୟ…

ଅଧସ୍ତନଙ୍କ ୩୮ କୋଟି ହଡପ;ଗୋଲ୍ଡମ୍ୟାନ ସାକ୍ସର ଭିପି ଗିରଫ

ବେଙ୍ଗାଲୁରୁ,୧୧-୯: ଅନ୍‌ଲାଇନ ପୋକର୍‌ ଗେମ୍‌ ଖେଳି ବିଶ୍ୱ ନିବେଶକାରୀ କମ୍ପାନୀ ଗୋଲ୍ଡମ୍ୟାନ ସ୍ୟାକ୍ସର ବେଙ୍ଗାଲୁରୁ ଅଫିସର ଭାଇସ୍‌ ପ୍ରେସିଡେଣ୍ଟ(ଭିପି) ଅଶ୍ୱିନୀ ଝୁନ୍‌ଝୁନ୍‌ଓ୍ବାଲା ବହୁ କୋଟି ଟଙ୍କା ହରାଇଛନ୍ତି। ଏହି ଅର୍ଥ ପରିଶୋଧ କରିବାକୁ ଯାଇ ସେ ଅଧସ୍ତନ କର୍ମଚାରୀଙ୍କ ଆକାଉଣ୍ଟକୁ ବ୍ୟବହାର…

ଠିକ୍‌ ନିବେଶ ଏବେ ଚ୍ୟାଲେଞ୍ଜିଂ ହୋଇଛି

ଭୁବନେଶ୍ୱର, ୧୧-୯ (ବ୍ୟୁରୋ): ବର୍ତ୍ତମାନର ଡିଜିଟାଲ ସମୟରେ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସବୁ କାମ ଅନଲାଇନରେ କରାଯିବା ଆବଶ୍ୟକ। ଅପରପକ୍ଷରେ ଦେଶର ଅଭିବୃଦ୍ଧି ନିମନ୍ତେ ବିନିଯୋଗ କରିବା ମଧ୍ୟ ଜରୁରୀ। ବିନିଯୋଗ ନିମନ୍ତେ କ୍ରୟ ଏବଂ କ୍ରୟ ଲାଗି ବିକ୍ରୟକୁ ମଧ୍ୟ…

ମାନ୍ଦାବସ୍ଥା ଆଣିଛି ଘୋର ସଙ୍କଟ;୧୯% କମ୍ପାନୀ ନୂଆ ନିଯୁକ୍ତି ସପକ୍ଷରେ

ନୂଆଦିଲ୍ଲୀ,୧୧-୯: ଭାରତ ସମେତ ସାରା ବିଶ୍ୱରେ ମାନ୍ଦାବସ୍ଥାର ପ୍ରଭାବ ଏଭଳି ସ୍ଥିତିରେ ପହଞ୍ଚତ୍ଛି ଯେ, ସମସ୍ତ କ୍ଷେତ୍ର ଏବେ ଘୋର ସଙ୍କଟ ଦେଇ ଗତିକରୁଛି। ଫଳସ୍ବରୂପ ଆଗାମୀ ତୃତୀୟ ତ୍ରୈମାସ(ଅକ୍ଟୋବର-ଡିସେମ୍ବର) ମଧ୍ୟରେ ନୂଆ ନିଯୁକ୍ତି ସୃଷ୍ଟି ସମ୍ଭାବନା ନାହିଁ କହିଲେ ଚଳେ।…

ଷ୍ଟାର୍ଟଅପ୍‌ ପ୍ରତିଷ୍ଠାରେ ଦିଲ୍ଲୀ-ଏନ୍‌ସିଆର୍‌ ସର୍ବାଗ୍ରେ

ନୂଆଦିଲ୍ଲୀ,୧୦-୯: ଷ୍ଟାର୍ଟଅପ୍‌ ଏବଂ ୟୁନିକର୍ନ ପ୍ରତିଷ୍ଠା କ୍ଷେତ୍ରରେ ମୁମ୍ବାଇ, ବେଙ୍ଗାଲୁରୁକୁ ପଛରେ ପକାଇ ଦେଇଛି ଦିଲ୍ଲୀ-ଏନ୍‌ସିଆର୍‌। ଏଠାରେ ଷ୍ଟାର୍ଟଅପ୍‌ଙ୍କ ସଂଖ୍ୟା ୭୦୩୯ରେ ପହଞ୍ଚତ୍ଛି ବୋଲି ଜିନୋଭ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ‘ଟର୍ବୋଚାଜିଂ ଦିଲ୍ଲୀ-ଏନ୍‌ସିଆର୍‌ ଷ୍ଟାର୍ଟଅପ୍ସ ଇକୋସିଷ୍ଟମ’ଶୀର୍ଷକରେ ପ୍ରକାଶିତ ରିପୋର୍ଟରେ…

ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଶକ୍ତ ଧକ୍କା : ଆୟ ଆଠଣା ଖର୍ଚ୍ଚ ଟଙ୍କାଏ; ପେଟିମ୍‌ର କ୍ଷତି ୪ ହଜାର ୨ଶହ ୧୭ କୋଟି

ନୂଆଦିଲ୍ଲୀ,୧୦।୯: ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଶକ୍ତ ଧକ୍କା ଲାଗିଛି। ଏହି ବ୍ୟବସ୍ଥାରେ ଆୟ ଆଠଣା ହେଉଥିବାବେଳେ ଖର୍ଚ୍ଚ ଟଙ୍କାଏ ରହିଥିବା କୁହାଯାଉଛି। ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ପେଟିଏମ୍‌ର କ୍ଷତି ପରିମାଣ ଇତିମଧ୍ୟରେ ୪ ହଜାର ୨ଶହ ୧୭ କୋଟି…

ଏନ୍‌ବିଏଫ୍‌ସି ସମସ୍ୟା ଟଳି ନ ପାରେ

ନୂଆଦିଲ୍ଲୀ, ୧୦-୯: ବର୍ତ୍ତମାନ ନଗଦ ସମସ୍ୟା ସହ ଜୁଝୁଥିବା ଦେଶର ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନ(ଏନ୍‌ବିଏଫ୍‌ସି) କ୍ଷେତ୍ରର ସମସ୍ୟାରେ ଶୀଘ୍ର ସମାଧାନ ଆସିବାର ସମ୍ଭାବନା ନାହିଁ। ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ଲାଗି ରହିଥିବାରୁ ଏହି ସମସ୍ୟା ନ ଟଳି ପାରେ ବୋଲି…

ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଜାରି;ଅଗଷ୍ଟରେ ସର୍ବାଧିକ ଗାଡ଼ି ବିକ୍ରି ହ୍ରାସ

ନୂଆଦିଲ୍ଲୀ,୧୦-୯: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ମାଡ଼ କମ୍ପାନୀଗୁଡ଼ିକର ଆର୍ଥିକ ସ୍ଥିତିକୁ ତଳିତଳାନ୍ତ କଲାଣି। କ୍ରମାଗତ ଦଶମ ମାସ ହେଲା ଗାଡ଼ି ବିକ୍ରି ହ୍ରାସ ପାଇ ଚାଲିଛି। ଗାଡ଼ି ନିର୍ମାଣକାରୀ ସଂଗଠନ ସିଆମ ପକ୍ଷରୁ ପ୍ରଦତ୍ତ ତଥ୍ୟ ଅନୁଯାୟୀ, ଅଗଷ୍ଟରେ ପାସେଞ୍ଜର ଗାଡ଼ି…

ଋଣ, ଏଫ୍‌ଡି ସୁଧ ହାର ହ୍ରାସ କଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୦-୯: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିିଆଇ) ସମସ୍ତ ଅବଧିର ମାର୍ଜିନାଲ କଷ୍ଟ୍‌ ଅଫ୍‌ ଲେଣ୍ଡିଂ(ଏମ୍‌ସିଏଲ୍‌ଆର୍‌) ସୁଧ ହ୍ରାରକୁ ୧୦ ବେସିସ୍‌ ପଏଣ୍ଟ ଅର୍ଥାତ୍‌ ୦.୧% ହ୍ରାସ କରିଛି। ନୂଆ ସୁଧ ହାର ମଙ୍ଗଳବାରଠାରୁ ଲାଗୁ ହେବ। ତେବେ ବ୍ୟାଙ୍କ ଫିକ୍ସଡ ଡିପୋଜିଟ୍‌ ବା…

ସତ୍ୟମ୍‌ ମାମଲାରେ ସେବିକୁ ସ୍ୟାଟ୍‌ର ଝଟକା;ପିଡବ୍ଲ୍ୟୁସି ଉପରେ ଲାଗିଥିବା କଟକଣା ଉଠିଲା

ମୁମ୍ବାଇ,୧୦-୯: ସତ୍ୟମ୍‌ କମ୍ପ୍ୟୁଟର ଦୁର୍ନୀତି ମାମଲାରେ ପୁଞ୍ଜି ବଜାର ନିୟାମକ ସେବିକୁ ଜୋରଦାର ଝଟକା ଲାଗିଛି। ପ୍ରତିଭୂତି ଅପିଲୀୟ ନ୍ୟାୟାଧିକରଣ(ସ୍ୟାଟ୍‌) ୭୮୦୦ କୋଟି ଟଙ୍କାର ସତ୍ୟମ୍‌ ଦୁର୍ନୀତି ମାମଲାରେ ପ୍ରାଇସ୍‌ ଓ୍ବାଟରହାଉସ୍‌ କୁପର୍ସ(ପିଡବ୍ଲ୍ୟୁସି) ଉପରେ ଲାଗିଥିବା ୨ ବର୍ଷର କଟକଣାକୁ ହଟାଇ…

ଧର୍ମଘଟରେ ବ୍ରିଟିଶ୍‌ ଏୟାରଓ୍ବେଜ ପାଇଲଟ;୧୫୦୦ ଉଡ଼ାଣ ରଦ୍ଦ, ୭୦୪ କୋଟି କ୍ଷତି

ନୂଆଦିଲ୍ଲୀ,୧୦-୯: ବ୍ରିଟେନର ବିମାନ କମ୍ପାନୀ ବ୍ରିଟିଶ୍‌ ଏୟାରଓ୍ବେଜର ପାଇଲଟ ସୋମବାର ଓ ମଙ୍ଗଳବାର ଧର୍ମଘଟରେ ସାମିଲ ହୋଇଛନ୍ତି। ଏୟାରଲାଇନର ୧୦୦ବର୍ଷର ଇତିହାସରେ ଏହା ସର୍ବବୃହତ ଧର୍ମଘଟ ମନେ କରାଯାଉଛି। ଏହି କାରଣରୁ କମ୍ପାନୀର ପ୍ରାୟ ୧୫୦୦ ଉଡ଼ାଣ ରଦ୍ଦ ହୋଇସାରିଛି। ବେତନ…

ଜିଏସ୍‌ଟି ରିଟର୍ନ ଦାଖଲ ଅବଧି ବୃଦ୍ଧି

ନୂଆଦିଲ୍ଲୀ,୧୦-୯: ଜିଏସ୍‌ଟି ରିଟର୍ନ ଦାଖଲ ଅବଧି ବୃଦ୍ଧି ପାଇଛି। ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଇନ୍‌ଡାଇରେକ୍ଟ ଟ୍ୟାକ୍ସେସ ଆଣ୍ଡ କଷ୍ଟମ୍ସ(ସିବିଆଇସି) ପକ୍ଷରୁ ଜାରି ସୂଚନା ମୁତାବକ ଜିଏସ୍‌ଟିଆର୍‌-୯, ଜିଏସ୍‌ଟିଆର୍‌-୯ଏ ଏବଂ ଜିଏସ୍‌ଟିଆର୍‌-୯ସି ଫର୍ମ ଦାଖଲ କରୁଥିବା ଟିକସଦାତା ଏଣିକି ନଭେମ୍ବର ୩୦ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?