ବାଣିଜ୍ୟ

ଏଭରେଡିକୁ କିଣିବ ଡ୍ୟୁରାସେଲ୍‌

ନୂଆଦିଲ୍ଲୀ,୧୦-୯: ଋଣରେ ବୁଡ଼ି ରହିଥିବା ଦେଶର ଶୀର୍ଷ ବ୍ୟାଟେରୀ କମ୍ପାନୀ ଏଭରେଡିକୁ ଆମେରିକା କମ୍ପାନୀ ଡ୍ୟୁରାସେଲ୍‌ କିଣିବାକୁ ଯାଉଛି। ବିଶ୍ୱର ଶୀର୍ଷ ଧନୀଙ୍କ ମଧ୍ୟରେ ପରିଗଣିତ ଓ୍ବାରେନ ବଫେଙ୍କ କମ୍ପାନୀ ଓ୍ବର୍କଶାୟର ହ୍ୟାଥ୍‌ଓ୍ବେର ଏକ ସହଯୋଗୀ କମ୍ପାନୀ ଡ୍ୟୁରାସେଲ୍‌ ଇଙ୍କ୍‌ ବି.ଏମ୍‌…

୧୮ ଦିନ କାମ ବନ୍ଦ କଲା ଅଶୋକ ଲେଲ୍ୟାଣ୍ଡ

ନୂଆଦିଲ୍ଲୀ,୧୦-୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ଯୋଗୁ ଚିନ୍ତିତ କମ୍ପାନୀଗୁଡ଼ିକ କାର୍ଯ୍ୟ ସମୟ ହ୍ରାସ କରିବା ଭଳି ଉପାୟ ଆପଣାଇବା ଆରମ୍ଭ କଲେଣି। ମାରୁତି ତା’ର ଗୁରୁଗ୍ରାମ ଓ ମାନେସର ସ୍ଥିତ ଦୁଇଟି ପ୍ଲାଣ୍ଟରେ କାମ ବନ୍ଦ କରିବାକୁ ନିଷ୍ପତ୍ତି ନେବା…

ନିର୍ଦ୍ଦେଶକଙ୍କ ପାଇଁ ଲାଗୁ ହେଲା ଆଚାର ସଂହିତା

ନୂଆଦିଲ୍ଲୀ,୧୦-୯: ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ କର୍ପୋରେଟ ଗଭର୍ନାନ୍ସରେ ଉନ୍ନତି ଆଣିବା ଲାଗି କେନ୍ଦ୍ର ସରକାର ଅଣ ଅଫିସରସ୍ତରୀୟ ନିର୍ଦ୍ଦେଶକଙ୍କ ପାଇଁ ଆଚାର ସଂହିତା ଲାଗୁ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ଅଧୀନ ଆର୍ଥିକ ସେବା ବିଭାଗ ପକ୍ଷରୁ ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏମ୍‌ଡିଙ୍କ ନିକଟକୁ…

କୁଶଳୀ ହେବେ ୨୦ ହଜାର ନିର୍ମାଣ ଶ୍ରମିକ

ନୂଆଦିଲ୍ଲୀ, ୧୦-୯: ଦେଶର ୨୦ ହଜାର ନିର୍ମାଣ ଶ୍ରମିକଙ୍କୁ କୁଶଳୀ କରି ଗଢି ତୋଳିବା ଲାଗି ନ୍ୟାଶନାଲ ସ୍ମିଲ ଡେଭଲପମେଣ୍ଟ କାଉନସିଲ(ଏନ୍‌ଏସ୍‌ଡିସି) ଏବଂ ରିୟଲ ଇଷ୍ଟେଟ ସଂଘ କ୍ରେଡାଇ ମିଳିତ ହୋଇ କାର୍ଯ୍ୟ କରିବେ। ନିର୍ମାଣ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକ ମାନଙ୍କର…

ମୋଦି ସରକାରଙ୍କ ୧୦୦ ଦିନ;ନିବେଶକଙ୍କୁ ୧୪ ଲକ୍ଷ କୋଟି କ୍ଷତି

ମୁମ୍ବାଇ, ୧୦-୯: କେନ୍ଦ୍ରରେ ଦ୍ୱିତୀୟ ଥର କ୍ଷମତାକୁ ଫେରିଥିବା ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ଏନ୍‌ଡିଏ ସରକାର ତା’ର ୧୦୦ ଦିନ ପୂରଣର ସଫଳତାକୁ ବଖାଣୁଛି। ତେବେ ସରକାରଙ୍କ ତ୍ରୁଟିପୂର୍ଣ୍ଣ ଆର୍ଥତ୍କ ନୀତି କାରଣରୁ ଦେଶର ପୁଞ୍ଜିବଜାର କ୍ଷତିଗ୍ରସ୍ତ ହୋଇଥିବା ଜଣା ପଡିଛି।…

ଦେଶରେ ଆର୍ଥିକ ମାନ୍ଦାବସ୍ଥା: ଅଟୋ ଶିଳ୍ପ ଉପରେ ଝୁଲୁଛି ଛଟେଇ ଖଣ୍ଡା;ଅଶୋକ ଲେଲାଣ୍ଡ୍‌ ୧୮ ଦିନ ରହିବ ବନ୍ଦ

ନୂଆଦିଲ୍ଲୀ,୯।୯: ଦେଶର ଆର୍ଥିକ ସ୍ଥିତି ଏବେ ସଙ୍କଟ ଦେଇ ଗତି କରୁଛି। ସୃଷ୍ଟି ହୋଇଥିବା ମାନ୍ଦାବସ୍ଥାର ସିଧାସଳଖ ପ୍ରଭାବ ଅଟୋ ଶିଳ୍ପ ଉପରେ ପଡ଼ିଛି। ଇତିମଧ୍ୟରେ ଏହି ଶିଳ୍ପରେ ୩ ଲକ୍ଷ ୫୦ ହଜାର କର୍ମଚାରୀ ଛଟେଇ ହୋଇଛନ୍ତି। ଫଳରେ ବେକାର…

ନିଜର ଘର ସ୍ବପ୍ନ ହେବ ସତ୍ୟ: ଗ୍ରାହକଙ୍କ ପାଇଁ ଏସ୍‌ବିଆଇର ନୂଆ ଉପହାର; ହୋମ୍‌ଲୋନ୍‌ ସୁଧହାର ୧୦ ବେସିସ୍‌ ପଏଣ୍ଟ୍‌ କମିଲା

ନୂଆଦିଲ୍ଲୀ,୯।୯: ଏସ୍‌ବିଆଇ ଏହାର ଗ୍ରାହକଙ୍କ ପାଇଁ ନୂଆ ଉପହାର ନେଇ ଆସିଛି। ହୋମ୍‌ଲୋନ୍‌ ଉପରେ ଏସ୍‌ବିଆଇ ପକ୍ଷରୁ ସୁଧହାର ପୁଣି ୧୦ ବେସିସ୍‌ ପଏଣ୍ଟ୍‌ କମ୍‌ କରାଯାଇଛି। ଫଳରେ ଏହା ୮.୨୫ ପ୍ରତିଶତରୁ ଏବେ ୮.୧୫ ପ୍ରତିଶତରେ ପହଞ୍ଚିଛି। ଏହି ନୂଆ…

୧୮ ବ୍ୟାଙ୍କରେ ୩୨ ହଜାର କୋଟିର ଠକେଇ: ଏସ୍‌ବିଆଇରେ ସର୍ବାଧିକ

ନୂଆଦିଲ୍ଲୀ,୯-୯: ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସ(ଏପ୍ରିଲ-ଜୁନ୍‌)ରେ ୧୮ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ମୋଟ୍‌ ୩୧,୮୯୮.୬୩ କୋଟି ଟଙ୍କାର ୨୪୮୦ ମାମଲା ଧରାପଡିଛି। ଦେଶର ଶୀର୍ଷ ବ୍ୟାଙ୍କ ଏସ୍‌ବିଆଇରେ ସର୍ବାଧିକ ଠକେଇ, ଜାଲିଆତି ଧରାପଡିଛି। ଠକେଇ କାରଣରୁ ଏସ୍‌ବିଆଇ ସବୁଠାରୁ ବେଶି ୩୮%…

ଦେଶର ଆବଶ୍ୟକତା ଅନୁସାରେ ୧୨ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଯଥେଷ୍ଟ: ଅର୍ଥ ସଚିବ

ନୂଆଦିଲ୍ଲୀ,୯-୯: ରାଷ୍ଟ୍ରାୟତ୍ତ ୧୦ ବ୍ୟାଙ୍କକୁ ମିଶାଇ ୪ ବୃହତ ବ୍ୟାଙ୍କ ଗଠନ କରାଯିବ ବୋଲି ନିକଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଘୋଷଣା କରିଛନ୍ତି। ମିିଶ୍ରଣ ପରେ ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସଂଖ୍ୟା ୧୨କୁ ହ୍ରାସ ପାଇବ। ଏହା ଦେଶର ଆବଶ୍ୟକତା…

ମାଲ୍‌ ପରିବହନ ହ୍ରାସ ଦେଇଥିଲା ସଙ୍କେତ; ମାନ୍ଦାବସ୍ଥାକୁ ଅଣଦେଖା କରିଛି କେନ୍ଦ୍ର

ନୂଆଦିଲ୍ଲୀ,୯-୯: ଦେଶର ଅର୍ଥନୀତି ଅଚାନକ ଧିମା ହୋଇନାହିଁ। ଦୀର୍ଘ ଦିନ ହେଲା ଏହାକୁ ନେଇ ସଙ୍କେତ ମିଳିଥିଲା। ମାଲ୍‌ ପରିବହନ କମିଯିବା, ଟ୍ରକ୍‌ ବିକ୍ରି ହ୍ରାସ ପାଇବା ଆଦିରୁ ଦେଶ ଆର୍ଥିକ ମାନ୍ଦାବସ୍ଥା ଆଡକୁ ଗତି କରୁଛି ବୋଲି ସଙ୍କେତ ମିଳିସାରିଥିଲା।…

ମାନ୍ଦାବସ୍ଥା ମାଡ: ସୁଜୁକି ମୋଟର କ୍ଷମତା ବିସ୍ତାରକୁ ରୋକିଲା

ନୂଆଦିଲ୍ଲୀ,୯-୯: ମାନ୍ଦାବସ୍ଥା କାରଣରୁ ଦେଶରେ ଦୁଇଚକିଆ ଗାଡ଼ି ବିକ୍ରି କ୍ରମାଗତ ହ୍ରାସ ପାଇଚାଲିଛି। ଏଥିସହ ୨୦୨୦ ଏପ୍ରିଲରୁ ଦେଶରେ ଭାରତ ଷ୍ଟେଜ୍‌-୬କୁ କାର୍ଯ୍ୟକାରୀ କରାଯିବ। ଏହି କାରଣରୁ ସୁଜୁକି ମୋଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ନିଜର କ୍ଷମତା ବିସ୍ତାର ଲାଗି ପ୍ରସ୍ତାବିତ…

୧୨୩୪ କୋଟିର ୧୧ ଏନ୍‌ପିଏ ଆକାଉଣ୍ଟ ବିକିବ ପିଏନ୍‌ବି

ନୂଆଦିଲ୍ଲୀ,୯-୯: ରାଷ୍ଟ୍ରାୟତ୍ତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ୧୨୩୪ କୋଟି ଟଙ୍କାର ୧୧ ଏନ୍‌ପିଏ(ଅନାଦାୟ ଋଣ) ଆକାଉଣ୍ଟକୁ ବିକ୍ରି କରିବାକୁ ଯାଉଛି। ଏଥିପାଇଁ ବ୍ୟାଙ୍କ ପକ୍ଷରୁ ଆସେଟ୍‌ ରିକନଷ୍ଟ୍ରକ୍‌ଶନ କମ୍ପାନୀ/ଏନ୍‌ବିଏଫ୍‌ସି/ବ୍ୟାଙ୍କ/ଫାଇନାନ୍ସିଆଲ ଇନ୍‌ଷ୍ଟିଚ୍ୟୁଶନ୍ସ ଲାଗି ବିଡ୍‌ ଆହ୍ବାନ କରିଛି। ଏହି ଆକାଉଣ୍ଟ ମଧ୍ୟରେ ୪୪୧.୮୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?