ଆର୍ବିଆଇରେ ବିରଲଙ୍କ ପରେ ରହିଲେନି ବିରୋଧର ସ୍ବର
ନୂଆଦିଲ୍ଲୀ,୨୫-୬: ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ନର ପଦରୁ ଡ.ବିରଲ ଆଚାର୍ଯ୍ୟଙ୍କ ଇସ୍ତଫା ପରେ କେନ୍ଦ୍ର ସରକାରଙ୍କ ଅଯଥା ହସ୍ତକ୍ଷେପକୁ ବିରୋଧ କରୁଥିବା କୌଣସି ଉଚ୍ଚ ଅଧିକାରୀ ଆଉ କେନ୍ଦ୍ରୀୟ ବ୍ୟାଙ୍କରେ ରହିଲେନି। ବିମୁଦ୍ରୀକରଣ ଓ ଆର୍ବିଆଇରେ ଗଚ୍ଛିତ ଥିବା ବଳକା…
ବନ୍ୟା, ଭୂମିକମ୍ପ ପାଇଁ ଅଲଗା ହେବ ଗାଡ଼ି ବୀମା ପଲିସି
ନୂଆଦିଲ୍ଲୀ,୨୪।୬: ସାଧାରଣ ବୀମା କମ୍ପାନୀ ଭୂମିକମ୍ପ, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ, ଭଙ୍ଗାରୁଜା ଏବଂ ଦଙ୍ଗା ଭଳି ଘଟଣା ଲାଗି ଏଣିକି ଗାଡ଼ି ଲାଗି ସ୍ବତନ୍ତ୍ର ବାର୍ଷିକ ବୀମା ପଲିସି ଉପଲବ୍ଧ କରିବେ। ବୀମା ନିୟାମକ ଆଇଆର୍ଡିଏ ସାଧାରଣ ବୀମା କମ୍ପାନୀଙ୍କୁ ସେପ୍ଟେମ୍ବର…
ମିଶିଯିବେ ସାଧାରଣ ବୀମା କମ୍ପାନୀ
ନୂଆଦିଲ୍ଲୀ,୨୪।୬: କେନ୍ଦ୍ର ସରକାର ସାଧାରଣ ବୀମା କମ୍ପାନୀଙ୍କୁ ମିଶାଇ ଦେବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ଏନେଇ ବିଚାରବିମର୍ଶ ଚାଲିଛି। ସରକାର ଏ ଦିଗରେ ବିଭିନ୍ନ ବିକଳ୍ପ ଉପରେ ବିଚାର କରୁଛନ୍ତି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ସମସ୍ତ ରାଷ୍ଟ୍ରାୟତ୍ତ ସାଧାରଣ ବୀମା…
ପି-ନୋଟ୍ସ ଜରିଆରେ ୮୨,୬୧୯ କୋଟି ନିବେଶ
ମୁମ୍ବାଇ,୨୪।୬: ଭାରତୀୟ ପୁଞ୍ଜି ବଜାରରେ ପାର୍ଟିସିପେଟରୀ ନୋଟ୍ସ(ପି-ନୋଟ୍ସ) ଜରିଆରେ ମେ’ ଶେଷ ସୁଦ୍ଧା ନିବେଶ ପ୍ରାୟ ୧୪୦୦ କୋଟି ଟଙ୍କା ବୃଦ୍ଧି ପାଇ ୮୨,୬୧୯ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି। ପୂର୍ବ ମାସ ତୁଳନାରେ ଏହା ୧.୭୨% ଅଧିକ। ବିଦେଶୀ ନିବେଶକଙ୍କୁ ବିଦେଶୀ…
ବିଏସ୍ଏନ୍ଏଲ୍ର ପୁନରୁଦ୍ଧାର ଲାଗି ମୋଦିଙ୍କ ହସ୍ତକ୍ଷେପ ଲୋଡିଲେ ଇଞ୍ଜିନିୟର
ନୂଆଦିଲ୍ଲୀ,୨୪।୬: ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍)ର ପୁନରୁଦ୍ଧାର ଲାଗି କମ୍ପାନୀର ଇଞ୍ଜିନିୟର ଓ ଆକାଉଣ୍ଟସ ଅଧିକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଅଲ୍ ଇଣ୍ଡିଆ ଗ୍ରାଜୁଏଟ୍ ଇଞ୍ଜିନିୟର୍ସ ଏବଂ ଟେଲିକମ୍ ଅଫିସର୍ସ ଆସୋସିଏଶନ ପକ୍ଷରୁ ଗତ…
ସିଡନୀ ଏୟାରପୋର୍ଟରେ ମହଙ୍ଗା ପଡିଲା ଚୋରି; ଏୟାର ଇଣ୍ଡିଆର ସିନିୟର କମାଣ୍ଡର ସସ୍ପେଣ୍ଡ
ନୂଆଦିଲ୍ଲୀ,୨୪ା୬: ଏୟାର ଇଣ୍ଡିଆର ଜଣେ ସିନିୟର କମାଣ୍ଡର ତଥା ଆଞ୍ଚଳିକ ଡାଇରେକ୍ଟର ରୋହିତ ଭାସିନ୍ଙ୍କୁ ସିଡନୀ ଏୟାରପୋର୍ଟରେ ଏକ ଡ୍ୟୁଟି ଫ୍ରି ଦୋକାନରୁ ସାମଗ୍ରୀ ଚୋରି କରିବା ଅଭିଯୋଗରେ ସସ୍ପେଣ୍ଡ କରାଯାଇଛି। କମ୍ପାନୀ ଡାଇରେକ୍ଟର(ପର୍ସୋନେଲ) ଅମୃତା ଶରଣ ଏହି ସସ୍ପେଣ୍ଡ ନିର୍ଦ୍ଦେଶ ଜାରି…
୧୨୦୦ ଟଙ୍କାରେ ବିକ୍ରି ହେଉଛି ଗୋଟିଏ ଆମ୍ବ
ନୂଆଦିଲ୍ଲୀ,୨୪ା୬:ଗୋଟିଏ ଆମ୍ବର ଦାମ ୧୨୦୦ ଟଙ୍କା, ଏହା କେହି କେବେ କଳ୍ପନା ମଧ୍ୟ କରି ନ ଥିବେ। କିନ୍ତୁ ଏହା ନିରାଟ ସତ। ଆମ୍ବର ମହାରାଣୀ କୁହାଯାଉଥିବା ବିଖ୍ୟାତ ‘ନୁରଜାହାଁ’କୁ ଏବେ ୧୨୦୦ ଟଙ୍କାରେ ବିକ୍ରି କରାଯାଉଛି। ଚଳିତବର୍ଷ ମୌସୁମୀ ସହାୟକ…
ବିଶ୍ୱ ବଜାରରେ ପହଞ୍ଚୁ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଉତ୍ପାଦ
ଭୁବନେଶ୍ୱର,୨୩। ୬: ଖାଦ୍ୟ ସାମଗ୍ରୀ ଯୋଗାଣ ଦ୍ୱାରା ଅନ୍ତର୍ଜାତୀୟ ସ୍ତରରେ ବିଭିନ୍ନ ଦେଶକୁ ନିୟନ୍ତ୍ରଣ କରାଯାଇ ପାରିବ। ଆମେରିକା, ଚାଇନା କିମ୍ବା ଅନ୍ୟ ଯେକୌଣସି ଦେଶ ହେଉ ପଛେ ଏଭଳି ପଦକ୍ଷେପ ଦ୍ୱାରା ଘରୋଇ ବଜାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ…
ମେମୁ ହେବ ପୂର୍ବତଟ ରେଳପଥର ପାସେଞ୍ଜର ଟ୍ରେନ
ଭୁବନେଶ୍ୱର,୨୩-୬: ଖୋର୍ଦ୍ଧା ରୋଡଠାରେ ଥିବା ମେମୁ ସେଡ୍ର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣକୁ ରେଲଓ୍ବେ ବୋର୍ଡ ପକ୍ଷରୁ ଅନୁମୋଦନ ମିଳିଛି। ଏହା ଦ୍ୱାରା ପୂର୍ବତଟ ରେଳପଥର ସମସ୍ତ ପାସେଞ୍ଜର ଟ୍ରେନକୁ ଆଗାମୀ ୨ ବର୍ଷ ମଧ୍ୟରେ ମେମୁ ଟ୍ରେନରେ ରୂପାନ୍ତରିତ କରାଯିବାକୁ ଲକ୍ଷ୍ୟ…
ବୁଲେଟ ଟ୍ରେନ ପ୍ରକଳ୍ପ ଲାଗି ମିଳୁନି ଜମି
ନୂଆଦିଲ୍ଲୀ,୨୩-୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମହତ୍ତ୍ୱାକାଂକ୍ଷୀ ମୁମ୍ବାଇ-ଅହମ୍ମଦାବାଦ୍ ବୁଲେଟ ଟ୍ରେନ ପ୍ରକଳ୍ପ ଆଗେଇ ପାରୁ ନାହିଁ। ଏହି ପ୍ରକଳ୍ପ ପାଇଁ ଭୂମି ଅଧିଗ୍ରହଣ ଏକ ବଡ଼ ସମସ୍ୟା ହୋଇଛି। ଅଦ୍ୟାବଧି ଆବଶ୍ୟକ ଜମି ମଧ୍ୟରୁ ମିଳିଛି ମାତ୍ର ୩୯% ବୋଲି ରାଷ୍ଟ୍ରୀୟ…
ଚୋକ୍ସିଙ୍କୁ ଦିଆଯିିବ ଏୟାର ଆମ୍ବୁଲାନ୍ସ ସହାୟତା
ନୂଆଦିଲ୍ଲୀ,୨୩-୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି) ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଶନିବାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କ ବିରୋଧରେ ଏକ ସତ୍ୟପାଠ ଦାଖଲ କରାଯାଇଛି। ଚୋକ୍ସିଙ୍କ ପକ୍ଷରୁ ଦିଆଯାଇଥିବା ସତ୍ୟପାଠର ଜବାବ ଦେଇଛି ଇଡି। ଏଥିରେ ଦର୍ଶାଯାଇଛି…
ଆର୍ଥିକ ଅଭିବୃଦ୍ଧି ବୃଦ୍ଧି ଚିନ୍ତା; ଅର୍ଥନୀତିଜ୍ଞଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମାନସ ମନ୍ଥନ
ନୂଆଦିଲ୍ଲୀ,୨୩-୬: ବଜେଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ପ୍ରମୁଖ ଅର୍ଥନୀତିଜ୍ଞ ଏବଂ ବିଶେଷଜ୍ଞଙ୍କ ସହିତ ଦେଶର ଆର୍ଥିକ ପରିସ୍ଥିତି ଉପରେ ମାନସ ମନ୍ଥନ କରିଥିଲେ। ଏହା ଏଥିପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା ଯେ, ମୋଦି ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ଅର୍ଥନୀତି…
Archives


