ବାଣିଜ୍ୟ

ନିବେଶକଙ୍କ ପସନ୍ଦ ପାଲଟୁଛି ସୁନା

ନୂଆଦିଲ୍ଲୀ, ୯-୯: ଦେଶରେ ଆର୍ଥତ୍କ ମାନ୍ଦାବସ୍ଥା ଲାଗି ରହିଥିବା ସୁନା ଏବଂ ରୁପା ଦର ବଢି ଚାଲିଛି। ବଜାରରେ ସୁନାର ଦର ବୃଦ୍ଧି ଆଗାମୀ କିଛି ସମୟ ପର୍ଯ୍ୟନ୍ତ ଲାଗି ରହିବ ବୋଲି ବଜାର ବିଶେଷଜ୍ଞ ମାନେ କହିଛନ୍ତି। ବିଶ୍ୱ ସ୍ତରରେ…

ମୁଡିଜ୍‌ର ଆକଳନ; ଭାରତୀୟ ବ୍ୟାଙ୍କଗୁଡ଼ିକର ଚାପଗ୍ରସ୍ତ ସମ୍ପତ୍ତି ବଢିବ

ନୂଆଦିଲ୍ଲୀ,୯-୯: ଦେଶର ବ୍ୟାଙ୍କଗୁଡିକ ଏବେ ସମସ୍ୟା ଦେଇ ଗତି କରୁଥିବା ବେଳେ ବ୍ୟାଙ୍କରପ୍ସି (ଦେବାଳିଆ) ମାମଲାର ସମାଧାନ ବିଳମ୍ବିତ ହେଉଛି। ଏହି କାରଣରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକର ଅନାଦାୟ(ଏନ୍‌ପିଏ)ବା ଚାପଗ୍ରସ୍ତ ଋଣ ପରିମାଣ ବୃଦ୍ଧି ପାଇବ ମୁଜିଜ୍‌ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି।…

ବିମୁଦ୍ରୀକରଣ ଯୋଗୁ ଆସିଛି ମାନ୍ଦାବସ୍ଥା: ଆର୍‌ବିଆଇ

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଘୋଷିତ ବିମୁଦ୍ରୀକରଣ ଯୋଗୁ ଦେଶରେ ମାନ୍ଦାବସ୍ଥା ଆସିଛି ବୋଲି ରିଜର୍ଭ ବ୍ୟାଙ୍କ ତଥ୍ୟରୁ ଜଣାପଡିଛି। କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ପଦକ୍ଷେପ ଯୋଗୁ ଦେଶର ଅର୍ଥନୀତି ଗଭୀର ଭାବେ ପ୍ରଭାବିତ ହୋଇଥିବା ବିଶେଷଜ୍ଞମାନେ କହି…

ଶୀର୍ଷ ୧୦ ଦେଶରେ ଅଟୋମୋବାଇଲ ସେକ୍ଟରକୁ ମାନ୍ଦାବସ୍ଥା ମାଡ଼: ଭାରତ ସର୍ବାଧିକ ପ୍ରଭାବିତ

ନୂଆଦିଲ୍ଲୀ,୮।୯: ଗତ କିଛିବର୍ଷ ହେବ ବିଶ୍ୱ ପାସେଞ୍ଜର ଗାଡ଼ି ମାର୍କେଟ ଅଭିବୃଦ୍ଧିରେ ଭାରତର ଯୋଗଦାନ ଅଧିକ ରହିଆସିଛି। ତେବେ ଚଳିତ ଆର୍ଥିକ ବର୍ଷର ପ୍ରଥମ ୬ ମାସରେ ଉତ୍ପାଦନ ହ୍ରାସ ଦୃଷ୍ଟିରୁ ୧୦ ଶୀର୍ଷ ଦେଶଙ୍କ ମଧ୍ୟରେ ଭାରତ ସର୍ବାଧିକ ପ୍ରଭାବିତ…

ବିକ୍ରି ବୃଦ୍ଧି ଲାଗି ଅଟୋମୋବାଇଲ କମ୍ପାନୀଙ୍କ ଭାରି ଡିସ୍‌କାଉଣ୍ଟ ଯୋଜନା

ନୂଆଦିଲ୍ଲୀ,୮-୯: ମାନ୍ଦାବସ୍ଥା ମାଡ଼ର ସାମ୍ନା କରୁଥିବା ଅଟୋ ଉଦ୍ୟୋଗ ସରକାରଙ୍କ ଠାରୁ ସହାୟତା ପାଇବା ଅପେକ୍ଷାରେ ରହିଛନ୍ତି। କିନ୍ତୁ ସେମାନେ ନିଜ ଆଡୁ ଏହି ପରିସ୍ଥିତିର ସାମ୍ନା କରିବାକୁ ଏବେ ଅଣ୍ଟା ଭିଡିଛନ୍ତି। ଅଟୋ କମ୍ପାନୀଗୁଡ଼ିକ କାର୍‌, ଦୁଇଚକିଆ ଗାଡ଼ି ସମେତ…

ଲକ୍ଷ୍ୟ ୫ ଲକ୍ଷ କୋଟି ଡଲାର ଅର୍ଥନୀତି;୬ ଜଣିଆ ଟାସ୍କଫୋର୍ସ ଗଠନ କଲେ ସୀତାରାମନ୍‌

ନୂଆଦିଲ୍ଲୀ,୮-୯: ମୋଦି ସରକାର ୨୦୨୪-୨୫ ସୁଦ୍ଧା ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ୧୦୦ ଲକ୍ଷ କୋଟି ଟଙ୍କାର ଭିତ୍ତିଭୂମି ନିର୍ମାଣ ଲାଗି ପ୍ରକଳ୍ପ ଚୟନ କରାଯିବ। ଏଥିଲାଗି…

ଜମ୍ମୁ-କଶ୍ମୀରରେ ଲାଗିଛି କଟକଣା;ପାର୍ବଣରେ ଆହୁରି ମହଙ୍ଗା ହୋଇପାରେ ଅଖରୋଟ୍‌

ନୂଆଦିଲ୍ଲୀ,୮-୯: ଆସନ୍ତା ପାର୍ବଣ ଋତୁ ସିଜନରେ ଅଖରୋଟ ଦର ଆହୁରି ବଢ଼ିପାରେ। ବର୍ତ୍ତମାନ ଏହାର କିଲୋ ପିଛା ଦର ୯୦୦ ଟଙ୍କା ରହିଛି। ଗତ ମାସକ ମଧ୍ୟରେ ଏହାର ଦରରେ ୩୫% ବୃଦ୍ଧି ଘଟିଛି। ମିଡିଆ ରିପୋର୍ଟ ଅନୁଯାୟୀ ଅନୁଚ୍ଛେଦ ୩୭୦…

୭ମାସ ପୂର୍ବରୁ ଲକ୍ଷ୍ୟ ହାସଲ;ମୋଦି ପ୍ରଦାନ କଲେ ୮ କୋଟି ତମ ସିଲିଣ୍ଡର ସଂଯୋଗ

ନୂଆଦିଲ୍ଲୀ,୮-୯: ମୋଦି ସରକାର ଉଜ୍ଜ୍ୱଳା ଯୋଜନା ଅଧୀନରେ ଧାର୍ଯ୍ୟ ସମୟ ପୂର୍ବରୁ ୮ କୋଟି ଏଲ୍‌ପିଜି ସଂଯୋଗ ଲକ୍ଷ୍ୟ ପୂରଣ କରିଛି। ଶନିବାର ମହାରାଷ୍ଟ୍ରର ଔରଙ୍ଗାବାଦ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ କୋଟିତମ ଏଲ୍‌ପିଜି ସଂଯୋଗ ପ୍ରଦାନ କରିଛନ୍ତି। ଏହି ଅବସରରେ…

୫ ଲକ୍ଷ କୋଟି ଡଲାର ଅର୍ଥନୀତି ପାଇଁ ବୁଝିବିଚାରି ରଣନୀତି ଆପଣାଇବାକୁ ହେବ: ମନମୋହନ

ଜୟପୁର,୮-୯: ମୋଦି ସରକାର ୨୦୨୪-୨୫ ସୁଦ୍ଧା ଦେଶକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ଡ.ମନମୋହନ ସିଂହ ଶନିବାର…

ଟ୍ରାଫିକ ନିୟମ ଭାଙ୍ଗିଲେ ବଢ଼ିଯିବ ବୀମା ପ୍ରିମିୟମ

ନୂଆଦିଲ୍ଲୀ,୮-୯: ଟ୍ରାଫିକ ନିୟମ ଭାଙ୍ଗିବା ଯୋଗୁ ଭାରି ଜରିମାନା ଦେଇ ଲୋକେ ତ୍ରାହି ତ୍ରାହି ଡାକ ଛାଡ଼ୁଥିବା ବେଳେ ସରକାର ଆଉ ଏକ ଝଟକା ଦେବାକୁ ଯାଉଛନ୍ତି। ଆଗାମୀ ଦିନରେ ଗାଡ଼ି ବୀମା ପଲିସିକୁ ଟ୍ରାଫିକ ନିୟମ ଉଲ୍ଲଂଘନ ସହ ଯୋଡିବାକୁ…

ବିମୁଦ୍ରୀକରଣ ଯୋଗୁ ଆସିଛି ମାନ୍ଦାବସ୍ଥା: ଆର୍‌ବିଆଇ

ନୂଆଦିଲ୍ଲୀ, ୮-୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଘୋଷିତ ବିମୁଦ୍ରୀକରଣ ଯୋଗୁ ଦେଶରେ ମାନ୍ଦାବସ୍ଥା ଆସିଛି ବୋଲି ରିଜର୍ଭ ବ୍ୟାଙ୍କ ତଥ୍ୟରୁ ଜଣାପଡିଛି। କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ପଦକ୍ଷେପ ଯୋଗୁ ଦେଶର ଅର୍ଥନୀତି ଗଭୀର ଭାବେ ପ୍ରଭାବିତ ହୋଇଥିବା ବିଶେଷଜ୍ଞମାନେ କହି…

ରିୟଲମିର ୨ ନୂଆ ସ୍ମାର୍ଟଫୋନ

ଭୁବନେଶ୍ୱର, ୮-୯: ରିୟଲମି ପକ୍ଷରୁ ନୂଆ ରିୟଲମି ୫ ଏବଂ ୫ ପ୍ରୋ ସ୍ମାର୍ଟଫୋନ ଓଡ଼ିଶା ବଜାରରେ ପ୍ରବେଶ କରିଛି। ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ଡିଲର ସମ୍ମିଳନୀ ଅବସରରେ କମ୍ପାନୀର ଜାତୀୟ ବିକ୍ରି ଏବଂ ବିତରଣ ମୁଖ୍ୟ ନିଶାର ନାଇକୋ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?