ବାଣିଜ୍ୟ

ଆମେରିକା-ଇରାନ ଯୁଦ୍ଧ ଲାଗିଲେ; ଅଶୋଧିତ ତେଲ ଦରରେ ଲାଗିବ ନିଆଁ

ନୂଆଦିଲ୍ଲୀ,୨୧-୬: ଇରାନ ବିରୋଧରେ ଆମେରିକାର କଟକଣା ଜାରି ପରେ ତେହରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଆମେରିକାର ଏକ ସାମରିକ ଡ୍ରୋନକୁ ଇରାନ ଖସାଇ ଦେଇଛି। ଏହାକୁ ନେଇ ଦୁଇ ଦେଶ ମଧ୍ୟରେ ଏବେ ଯୁଦ୍ଧର ଆଶଙ୍କା…

ମୌସୁମୀ ବିଗାଡ଼ିଦେବ ଅର୍ଥନୀତି

ନୂଆଦିଲ୍ଲୀ,୨୦।୬: ଚଳିତବର୍ଷ ଦେଶରେ ମୌସୁମୀ ପ୍ରବାହ ବିଳମ୍ବିତ ହୋଇଛି। ନିର୍ଦ୍ଧାରିତ ସମୟଠାରୁ ସପ୍ତାହକ ବିଳମ୍ବରେ ମୌସୁମୀ ଦେଶରେ ପ୍ରବେଶ କରିଛି। ଜୁନ୍‌ରେ ଅଦ୍ୟାବଧି ସାରା ଦେଶରେ ସାମାନ୍ୟରୁ ପ୍ରାୟ ୪୩ରୁ ୪୪ ପ୍ରତିଶତ କମ ବର୍ଷା ହୋଇଛି। ଅନ୍ୟପକ୍ଷରେ ଆଉ ୧୫ ଦିନ…

ଗ୍ରୁପ୍‌ କମ୍ପାନୀରେ ନିବେଶ: ଇପିଏଫଓ ଫଣ୍ଡ ମ୍ୟାନେଜରଙ୍କ ଉପରେ କଟକଣା

ନୂଆଦିଲ୍ଲୀ,୨୦।୬:  ଗ୍ରୁପ୍‌ କମ୍ପାନୀରେ ନିବେଶ ନେଇ ଏମ୍ପ୍ଲୟି ପ୍ରୋଭିଡେଣ୍ଟ ଫଣ୍ଡ ଅଗାନାଇଜେଶନ(ଇପିଏଫ୍‌ଓ) ନିଜର ଆସେଟ ମ୍ୟାନେଜରଙ୍କ ଉପରେ କଟକଣା ଜାରି କରିଛି। ନିକଟ ଅତୀତରେ କେତେକ ଇନ୍‌ଭେଷ୍ଟମେଣ୍ଟର ମୂଲ୍ୟ ହ୍ରାସ ପାଇବା କାରଣରୁ ଇପିଏଫ୍‌ଓ ପକ୍ଷରୁ ଉକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି।…

ଘରୋଇ କମ୍ପାନୀଙ୍କୁ ମିଳିପାରେ ଟ୍ରେନ ପରିଚାଳନା ଅଧିକାର

ନୂଆଦିଲ୍ଲୀ,୨୦।୬: କେନ୍ଦ୍ର ସରକାର କେତେକ ରୁଟ୍‌ରେ ପାସେଞ୍ଜର ଟ୍ରେନ ପରିଚାଳନା ଦାୟିତ୍ୱ ଘରୋଇ କମ୍ପାନୀଙ୍କ ହାତରେ ଟେକିଦେବାକୁ ଗମ୍ଭୀରତାର ସହ ବିଚାର କରୁଛନ୍ତି। ରେଲଓ୍ବେ ବୋର୍ଡର ଏକ ଦସ୍ତାବେଜ୍‌ରୁ ଜଣାପଡିଛି ଯେ, କେନ୍ଦ୍ର ସରକାର ୧୦୦ ଦିନ ଭିତରେ କମ୍‌ ଭିଡ…

ସୁବ୍ରମଣ୍ୟନ୍‌ଙ୍କ ଅଭିଯୋଗକୁ ଇଏସିଙ୍କ ଖଣ୍ଡନ

ନୂଆଦିଲ୍ଲୀ,୨୦।୬:  ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ଉପଦେଷ୍ଟା କମିଟି(ଇଏସି-ପିଏମ୍‌) ବୁଧବାର ପୂର୍ବତନ ମୁଖ୍ୟ ଆର୍ଥିକ ଉପଦେଷ୍ଟା(ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ୍‌ଙ୍କ ଜିଡିପି ଡାଟାକୁ ନେଇ ଉଠାଇଥିବା ବିବାଦକୁ ଖଣ୍ଡନ କରିଛନ୍ତି। ଇଏସି-ପିଏମ୍‌ଙ୍କ ପକ୍ଷରୁ କୁହାଯାଇଛି ଯେ, ବର୍ତ୍ତମାନ ଦେଶର ଜିଡିପି ଆକଳନ ପଦ୍ଧତି ଏକ ଉତ୍ତରଦାୟୀ,…

ଜେଟ୍‌ ଏୟାରଓ୍ବେଜ୍‌ ମାମଲା: ପାଇଲଟ, ୨ ବିଦେଶୀ ଭେଣ୍ଡର ଅଦାଲତ ଗଲେ

ନୂଆଦିଲ୍ଲୀ,୨୦ା୬: ଜେଟ୍‌ ଏୟାରଓ୍ବେଜ୍‌ର ପାଇଲଟ, ଇଞ୍ଜିନିୟର ସଂଗଠନ ଏବଂ ନେଦରଲାଣ୍ଡର ୨ ଭେଣ୍ଟର ବୁଧବାର ଦେବାଳିଆ ଅଦାଲତ ଏନ୍‌ସିଏଲ୍‌ଟିରେ ପହଞ୍ଚତ୍ଛନ୍ତି। ନିଜକୁ ଜେଟ୍‌ର ଦେବାଳିଆ ପ୍ରକ୍ରିୟାରେ ସାମିଲ କରିବା ଲାଗି ସେମାନେ ଆବେଦନ ପତ୍ର ଦେଇଛନ୍ତି। ୨ ବିଦେଶୀ ଭେଣ୍ଡର ନିଜର…

ଇଲେକ୍ଟ୍ରିକ ବାହନ, ଇ-ଇନ୍‌ଭଏସ ନେଇ ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦ା୬: ଜିଏସ୍‌ଟି କାଉନସିଲ୍‌ର ବୈଠକ ଆସନ୍ତା ୨୧ରେ ବସିବାକୁ ଯାଉଛି। କେନ୍ଦ୍ରରେ ନୂଆ ସରକାର ଗଠନ ହେବା ପରେ କାଉନସିଲ୍‌ର ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି। କାରଣ ଆଉ ୧୫ ଦିନ ପରେ କେନ୍ଦ୍ର ସରକାର ପ୍ରଥମ ପୂର୍ଣ୍ଣାଙ୍ଗ…

ଏନ୍‌ସିଏଲ୍‌ଟିରେ ଜେଟ୍‌ ଏୟାରଓ୍ବେଜ୍‌ ମାମଲା: ପାଇଲଟ, ୨ ବିଦେଶୀ ଭେଣ୍ଡର ଅଦାଲତ ଗଲେ

ନୂଆଦିଲ୍ଲୀ,୧୯।୬: ଜେଟ୍‌ ଏୟାରଓ୍ବେଜ୍‌ର ପାଇଲଟ, ଇଞ୍ଜିନିୟର ସଂଗଠନ ଏବଂ ନେଦରଲାଣ୍ଡର ୨ ଭେଣ୍ଟର ବୁଧବାର ଦେବାଳିଆ ଅଦାଲତ ଏନ୍‌ସିଏଲ୍‌ଟିରେ ପହଞ୍ଚତ୍ଛନ୍ତି। ନିଜକୁ ଜେଟ୍‌ର ଦେବାଳିଆ ପ୍ରକ୍ରିୟାରେ ସାମିଲ କରିବା ଲାଗି ସେମାନେ ଆବେଦନ ଦେଇଛନ୍ତି। ୨ ବିଦେଶୀ ଭେଣ୍ଡର ନିଜର ହିତର…

ଗ୍ରୁପ୍‌ କମ୍ପାନୀରେ ନିବେଶ: ଇପିଏଫଓ ଫଣ୍ଡ ମ୍ୟାନେଜରଙ୍କ ଉପରେ କଟକଣା

ନୂଆଦିଲ୍ଲୀ,୧୯।୬: ଗ୍ରୁପ୍‌ କମ୍ପାନୀରେ ନିବେଶ ନେଇ ଏମ୍ପ୍ଲୟି ପ୍ରୋଭିଡେଣ୍ଟ ଫଣ୍ଡ ଅଗାନାଇଜେଶନ(ଇପିଏଫ୍‌ଓ) ନିଜର ଆସେଟ ମ୍ୟାନେଜରଙ୍କ ଉପରେ କଟକଣା ଜାରି କରିଛି। ନିକଟ ଅତୀତରେ କେତେକ ଇନ୍‌ଭେଷ୍ଟମେଣ୍ଟର ମୂଲ୍ୟ ହ୍ରାସ ପାଇବା କାରଣରୁ ଇପିଏଫ୍‌ଓ ପକ୍ଷରୁ ଉକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି।…

ଏମ୍‌ଏସ୍‌ଏମ୍‌ଇ ସେକ୍ଟରରେ ସମସ୍ୟା: ଆର୍‌ବିଆଇକୁ ରିପୋର୍ଟ ଦେଲେ ସିହ୍ନା କମିଟି

ନୂଆଦିଲ୍ଲୀ,୧୯-୬: ଏମ୍‌ଏସ୍‌ଏମ୍‌ଇ ସେକ୍ଟରରେ ଦେଖାଦେଇଥିବା ଅଚଳାବସ୍ଥା ଦୂର କରିବା ତଥା ଏହାର ଅଭିବୃଦ୍ଧି ହାସଲ ନେଇ ପୂର୍ବତନ ସେବି ଅଧ୍ୟକ୍ଷ ୟୁ.କେ.ସିହ୍ନାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଇତିମଧ୍ୟରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କୁ ତାଙ୍କର ରିପୋର୍ଟ ଉପସ୍ଥାପନ କରିଛନ୍ତି। ଚଳିତବର୍ଷ…

ରେନୋ ଆଣିଲା ନୂଆ ଟ୍ରାଇବର

ଭୁବନେଶ୍ୱର, ୧୯।୬: ୟୁରୋପର ପ୍ରମୁଖ ଅଟୋମୋଟିଭ୍‌ ବ୍ରାଣ୍ଡ୍‌ ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବରର କାର ବୁଧବାର ବଜାର ପ୍ରବେଶ ହୋଇଛି। ରେନୋ ଗ୍ରୁପର ସିଇଓ ଥିଏରୀ ବୋଲୋର, ଇଣ୍ଡିଆ ଅପରେଟସ୍ସ ସିଇଓ ଭେଙ୍କଟରାମ ମାମିଲାପଲେ କର୍ପୋରେଟ୍‌ ଡିଜାଇନ୍‌ ଇଭିପି ଲରେନ୍ସ…

ମେ’ରେ ବଢ଼ିଛି ବିମାନ ଯାତ୍ରା: ଯାତ୍ରୀ ସଂଖ୍ୟା ବୃଦ୍ଧି ପାଇଛି ୨.୯୬%

ନୂଆଦିଲ୍ଲୀ,୧୯-୬: ଏପ୍ରିଲରେ ହ୍ରାସ ପାଇବା ପରେ ଘରୋଇ ବିମାନ ଯାତ୍ରା ମେ’ରେ ବୃଦ୍ଧି ପାଇଛି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ଦ୍ୱାରା ମଙ୍ଗଳବାର ଜାରି ସଦ୍ୟତମ ତଥ୍ୟ ଅନୁସାରେ ମେ’ରେ ଘରୋଇ ବିମାନ ଯାତ୍ରୀଙ୍କ ସଂଖ୍ୟା ୨.୯୬% ବଢ଼ିଛି। ଏଥିପୂର୍ବରୁ ଚଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri