ବାଣିଜ୍ୟ

ବଢ଼ିଲା ଅନିଲ ଅମ୍ବାନୀଙ୍କ ଅଡୁଆ: ୧୫ ହଜାର କୋଟି ଦାବି କଲେ ଚାଇନାର ବ୍ୟାଙ୍କ ସମୂହ

ନୂଆଦିଲ୍ଲୀ,୧୯-୬ – ଋଣରେ ବୁଡି ରହିଥିବା ଅନିଲ ଅମ୍ବାନୀଙ୍କ ଅଡୁଆ କମିବାର ନାଁ ଧରୁନି। ମିଡିଆ ରିପୋର୍ଟ ଅନୁଯାୟୀ, ଚାଇନା ଡେଭଲପ୍‌ମେଣ୍ଟ ବ୍ୟାଙ୍କ, ଇଣ୍ଡଷ୍ଟ୍ରିଆଲ ବ୍ୟାଙ୍କ ଅଫ୍‌ ଚାଇନା ଓ ଏକ୍ଜିମ ବ୍ୟାଙ୍କ ଅଫ୍‌ ଚାଇନା ସମେତ ଏକାଧିକ ଚାଇନାର ଋଣପ୍ରଦାନକାରୀ…

ଆସିବ ନୂଆ ଯୋଜନା: ସୁପର ମାର୍କେଟରେ ମିଳିବ ତେଲ

ନୂଆଦିଲ୍ଲୀ,୧୯-୬- କେନ୍ଦ୍ରର ମୋଦି ସରକାର ନିଜର ଦ୍ୱିତୀୟ କାର୍ଯ୍ୟକାଳରେ ଦ୍ରୁତଗତିରେ ବଡ଼ ନିଷ୍ପତ୍ତି ନେବା ଆରମ୍ଭ କରିଛନ୍ତି। ଏହିକ୍ରମରେ ଗାଡ଼ିରେ ପେଟ୍ରୋଲ ଓ ଡିଜେଲ ଭର୍ତ୍ତି କରିବା ଲାଗି ଆଉ ପେଟ୍ରୋଲ ପମ୍ପରେ ଚକ୍କର କାଟିବାକୁ ପଡିବ ନାହିଁ। ଗ୍ରାହକଙ୍କୁ ସୁପର…

୨୦୨୦ରେ ଆସୁଛି ଫେସ୍‌ବୁକ୍‌ର କ୍ରିପ୍ଟୋକରେନ୍ସି ‘ଲିବ୍ରା’

ନୂଆଦିଲ୍ଲୀ,୧୮-୬: ସୋସିଆଲ ମିଡିଆ ଓ୍ବେବସାଇଟ ଫେସ୍‌ବୁକ୍‌ ୨୦୨୦ରେ ନିଜସ୍ବ କ୍ରିପ୍ଟୋକରେନ୍ସି ‘ଲିବ୍ରା’ ଲଞ୍ଚ କରିବାକୁ ଯାଉଛି ବୋଲି ମଙ୍ଗଳବାର ଘୋଷଣା କରିଛି। ସ୍ମାର୍ଟ ଡିଭାଇସ୍‌ ଜରିଆରେ ଉପଲବ୍ଧ ହେବାକୁ ଥିବା ଏହି ଲୋ କଷ୍ଟ୍‌ ଗ୍ଲୋବାଲ ପେମେଣ୍ଟ ସିଷ୍ଟମ ତିଆରି କରିବା…

ଜିଏସ୍‌ଟି ଅଧୀନକୁ ଆସିବନି ପେଟ୍ରୋଲ,ଡିଜେଲ

ନୂଆଦିଲ୍ଲୀ,୧୮-୬: ପେଟ୍ରୋଲିୟମ ଉତ୍ପାଦକୁ ଜିଏସ୍‌ଟି ଅଧୀନକୁ ଆଣିବା ଲାଗି ତେଲ ଓ ବିମାନ କମ୍ପାନୀଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଫଳରେ ତେଲକୁ ନେଇ ଗ୍ରାହକଙ୍କୁ ଆଶ୍ୱସ୍ତି ମିଳିବ ନାହିଁ। ପେଟ୍ରୋଲ, ଡିଜେଲ ଓ ଏଟିଏଫ୍‌ ବା ବିମାନ…

ଜିଓ ଇଣ୍ଟରକନେକ୍ସନ ମାମଲା;ଏୟାରଟେଲ୍‌, ଭୋଡାଫୋନ ଦେଇପାରନ୍ତି ୩୦୫୦ କୋଟି ପେନାଲ୍ଟି

ନୂଆଦିଲ୍ଲୀ,୧୮-୬: ଟେଲିକମ୍‌ ଡିପାର୍ଟମେଣ୍ଟର ସମସ୍ତ ନିଷ୍ପତ୍ତି ନେଉଥିବା ସଂସ୍ଥା ଡିଜିଟାଲ କମ୍ୟୁନିକେଶନ୍ସ କମିଶନ(ଡିସିସି) ସୋମବାର ଭାରତୀ ଏୟାରଟେଲ ଓ ଭୋଡାଫୋନ ଆଇଡିଆ ଠାରୁ ପେନାଲ୍ଟି ଆଦାୟ ଲାଗି ଅନୁମତି ଦେଇଛନ୍ତି। ରିଲାଏନ୍ସ ଜିଓକୁ ପଏଣ୍ଟ ଅଫ୍‌ ଇଣ୍ଟରକନେକ୍ସନ(ପିଓଆଇ) ନ ଦେବା କାରଣରୁ…

ହୋମ୍‌ ଲୋନ୍‌କୁ ରେପୋ ରେଟ୍‌ ସହ ଲିଙ୍କ କରିବ ଏସ୍‌ବିଆଇ

ନୂଆଦିଲ୍ଲୀ,୧୮-୬: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ହୋମ୍‌ ଲୋନ୍‌କୁ ଏମ୍‌ସିଏଲ୍‌ଆର୍‌ରୁ ହଟାଇ ରେପୋ ରେଟ୍‌ ସହ ଲିଙ୍କ କରିବ ବୋଲି ଘୋଷଣା କରିଛି। ଏହା ଜୁଲାଇ ପହିଲାରୁ କାର୍ଯ୍ୟକାରୀ ହେବ। ଏହାଦ୍ୱାରା ଗ୍ରାହକ ବେଶ ପ୍ରଭାବିତ ହେବେ ବୋଲି ଆଶଙ୍କା ରହିଛି।…

ୟଶ୍‌ ବିର୍ଲା ଓ୍ବିଲଫୁଲ ଡିଫଲ୍ଟର ଘୋଷିତ

ନୂଆଦିଲ୍ଲୀ,୧୮-୬: କୋଲକାତାର ୟୁକୋ ବ୍ୟାଙ୍କ ଯଶୋବର୍ଦ୍ଧନ ବିର୍ଲା(ୟଶ୍‌ ବିର୍ଲା)ଙ୍କୁ ଓ୍ବିଲଫୁଲ ଡିଫଲ୍ଟର ଘୋଷଣା କରିଛି। ତାଙ୍କ ଗ୍ରୁପ୍‌ଙ୍କ ଗୋଟିଏ କମ୍ପାନୀ ବିର୍ଲା ସୂର଼୍ୟା ଲିମିଟେଡ ଉପରେ ୬୭.୫୫ କୋଟି ଟଙ୍କାର ବକେୟା ଋଣ ରହିଛି। ବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ, କମ୍ପାନୀ…

ଏନ୍‌ସିଏଲ୍‌ଟିକୁ ଯିବ ବ୍ୟାଙ୍କ ସମୂହ;ଜେଟ୍‌ର ପୁନରୁଦ୍ଧାର ଆଶା ଶେଷ

ନୂଆଦିଲ୍ଲୀ,୧୮-୬: ନଗଦ ସଙ୍କଟ କାରଣରୁ ଅଚାନକ ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜ୍‌ର ପୁନରୁଦ୍ଧାର ଲାଗି ସବୁ ଉଦ୍ୟମ ଫସର ଫାଟିଛି। ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ନେତୃତ୍ୱରେ ଗଠିତ ବ୍ୟାଙ୍କ ସମୂହ ବକେୟା ଋଣ ଆଦାୟ ଲାଗି ଦେବାଳିଆ ଆଇନ(ଆଇବିସି) ଅଧୀନରେ ଏନ୍‌ସିଏଲ୍‌ଟି…

ହାଇକୋର୍ଟରେ ଚୋକସିଙ୍କ ସତ୍ୟପାଠ;ଫେରାର ହୋଇନି, ଟ୍ରିଟ୍‌ମେଣ୍ଟ ପାଇଁ ବିଦେଶ ଯାଇଛି

ନୂଆଦିଲ୍ଲୀ,୧୮-୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତିର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି ସୋମବାର ବମ୍ବେ ହାଇକୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି। ସେ ଦେଶରୁ ପଳାୟନ କରିନାହାନ୍ତି ବରଂ ନିଜର ମେଡିକାଲ ଟ୍ରିଟ୍‌ମେଣ୍ଟ ପାଇଁ ବିଦେଶ ଯାଇଛନ୍ତି…

ଭାରତକୁ ତେଲ,ଏଲ୍‌ପିଜି ଯୋଗାଣ ଜାରି ରଖିବ ୟୁଏଇ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୧୭-୬: ସଂଯୁକ୍ତ ଆରବ ଏମିରେଟ(ୟୁଏଇ) ହର୍ମୁଜ ଜଳ ସନ୍ଧି କ୍ଷେତ୍ରରେ ଦେଖାଦେଇଥିବା ବାଧା ସତ୍ତ୍ୱେ ଭାରତକୁ ଅଶୋଧିତ ତେଲ ଏବଂ ଏଲ୍‌ପିଜି ଯୋଗାଣ ଅବ୍ୟାହତ ରଖିବ ବୋଲି ପ୍ରତିଶ୍ରୁତି ଦେଇଛି। ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଟୁଇଟ୍‌ ଜରିଆରେ ଏ…

ଖସିପାରିବେନି ଟିକସ ଖିଲାପୀ;ଜରିମାନା ଦେଲେ ମଧ୍ୟ ଯିବେ ଜେଲ୍‌

ନୂଆଦିଲ୍ଲୀ,୧୮-୬: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର କଳାଧନ ବିରୋଧରେ ସଂଗ୍ରାମ ଜାରି ରଖିଛନ୍ତି। ଏବେ ଏହି ଦିଗରେ ଆଉ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ଟିକସ ଖିଲାପୀଙ୍କ ଲାଗି ଆଉ ଏକ ନୂଆ ନିୟମ…

ନାଲ୍‌କୋ ଅଧ୍ୟକ୍ଷଙ୍କୁ ଗ୍ଲୋବାଲ ଇଣ୍ଡିଆନ୍‌ ବିଜନେସ୍‌ ଲିଡର ସମ୍ମାନ

ଭୁବନେଶ୍ୱର,୧୮-୬:ନାଲ୍‌କୋ ଅଧ୍ୟକ୍ଷ ତପନ କୁମାର ଚାନ୍ଦଙ୍କୁ ଗ୍ଲୋବାଲ ଇଣ୍ଡିଆନ୍‌ ବିଜନେସ୍‌ ଲିଡର ସମ୍ମାନ ମିଳିଛି। ଉଲ୍ଲେଖନୀୟ ବୃତ୍ତିଗତ ସଫଳତା ଏବଂ ସାମାଜିକ ଅବଦାନ ଲାଗି ଚାନ୍ଦଙ୍କୁ ଏଭଳି ସମ୍ମାନରେ ସମ୍ମାନିତ କରାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି। ନାଲ୍‌କୋର ନିଗମ ସଞ୍ଚାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri