ବାଣିଜ୍ୟ

୯.୧ ଲକ୍ଷ କୋଟିକୁ ଖସିପାରେ ଏନ୍‌ପିଏ

ନୂଆଦିଲ୍ଲୀ, ୪-୯: ଦେଶରେ ଥିବା ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୋଟ ଏନ୍‌ପିଏ ଆର୍ଥତ୍କ ବର୍ଷ ୨୦୧୯-୨୦ରେ ୯.୧ ଲକ୍ଷ କୋଟି ଟଙ୍କାକୁ ହ୍ରାସ ଘଟିପାରେ।୨୦୧୯ ମାର୍ଚ୍ଚ ୩୧ ସୁଦ୍ଧା ବ୍ୟାଙ୍କଗୁଡିକର ମୋଟ ଏନ୍‌ପିଏ ୯.୪ ଲକ୍ଷ କୋଟି ଟଙ୍କା ରହିଥିବା ଆସୋଚାମ ଏବଂ…

ଆଇଡିବିଆଇ ବ୍ୟାଙ୍କକୁ ମିଳିବ ୯୩୦୦ କୋଟି ପୁଞ୍ଜି ସହାୟତା

ନୂଆଦିଲ୍ଲୀ, ୪-୯: ଆଇଡିବିଆଇ ବ୍ୟାଙ୍କକୁ କେନ୍ଦ୍ର ସରକାର ୯,୩୦୦ କୋଟି ଟଙ୍କାର ପୁଞ୍ଜି ସହାୟତା ପ୍ରଦାନ କରିବେ। ବ୍ୟାଙ୍କର ପୁଞ୍ଜିକୁ ବୃଦ୍ଧି କରିବା ତଥା ଏହାକୁ ଲାଭଜନକ ସ୍ଥିତିକୁ ଆଣିବା ଲାଗି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ…

୯ ମାସର ସବୁଠାରୁ ନିମ୍ନ ସ୍ତରରେ ଟଙ୍କା

ମୁମ୍ବାଇ, ୪-୯: ମଙ୍ଗଳବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ଗଭୀର ଭାବେ ହ୍ରାସ ହୋଇଛି। ଡଲାର ତୁଳନାରେ ଟଙ୍କା ୯ ମାସର ସବୁଠାରୁ ନିମ୍ନ ସ୍ତରରେ ରହିଛି। ଟଙ୍କା ମୂଲ୍ୟରେ ମଙ୍ଗଳବାର ୯୭% ପଇସା ହ୍ରାସ ଘଟିଥିବା ଜଣା ପଡିଛି। ଏହା…

ଏସିଆର ୨୦ ପରିବାର ସମ୍ପତ୍ତି;୨୦ ଗରିବ ଦେଶର ସମ୍ପତ୍ତି ସହ ସମାନ

ନୂଆଦିଲ୍ଲୀ, ୪-୯: ଏସିଆର ସବୁଠାରୁ ୨୦ ଅତି ଧନଶାଳୀ ପରିବାର ନିକଟରେ ୪୫୦ ବିଲିୟନ ଡଲାରରୁ ଅଧିକ ସମ୍ପତ୍ତି ରହିଛି। ଏହି ୨୦ ପରିବାରର ସମ୍ପତ୍ତି ଏସିଆର ୨୦ ଗରିବ ଦେଶର ମୋଟ ସମ୍ପତ୍ତି ସହ ସମାନ ବୋଲି ବ୍ଲୂମବର୍ଗ ପକ୍ଷରୁ…

କ୍ରମାଗତ କମୁଛି ଯାନ ବିକ୍ରି;ସରକାରଙ୍କ ହସ୍ତକ୍ଷେପ ଲୋଡିଲା ଅଟୋମୋବାଇଲ ଶିଳ୍ପ

ନୂଆଦିଲ୍ଲୀ, ୩-୯: ଘରୋଇ ବଜାରରେ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ମାନ୍ଦାବସ୍ଥା ଦେଇ ଗତି କରୁଛି। ଯାନ ବିକ୍ରି କ୍ରମାଗତ ଭାବେ ହ୍ରାସ ହେଉଥିବା ବେଳେ ଏହାକୁ ନେଇ ଶିଳ୍ପ ଚିନ୍ତାରେ ରହିଛି। ସମସ୍ୟା ସମାଧାନ ଲାଗି ଅଟୋ ଉଦ୍ୟୋଗ ପକ୍ଷରୁ ସରକାରଙ୍କ…

ଜେଟ୍‌କୁ ମିଳିଲେନି ନୂଆ ବିଡର

ମୁମ୍ବାଇ, ୩-୯: ଋଣ ସଙ୍କଟରେ ଫସି ବନ୍ଦ ହୋଇ ପଡିଥିବା ଜେଟ ଏୟାରଓ୍ବେଜକୁ ନୂଆ ବିଡର ମିଳିନ ଥିବା ଜଣା ପଡିଛି। ବର୍ତ୍ତମାନ କମ୍ପାନୀ ବିରୋଧରେ ଇନସଲଭେନ୍ସି ମାମଲା ଚାଲିଛି। ପ୍ରାଥମିକ ବିଡିଂ ଲାଗି ଥିବା ବର୍ଦ୍ଧିତ ସୀମା ମଧ୍ୟରେ କୌଣସି…

ଅଭିବୃଦ୍ଧି ଅନୁମାନ କମାଇଲା ଡିବିଏସ୍‌

ନୂଆଦିଲ୍ଲୀ, ୩।୯ ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଅଭିବୃଦ୍ଧି ଅନୁମାନକୁ ବ୍ୟାଙ୍କିଂ ସେବା ପ୍ରଦାନକାରୀ ଡିବିଏସ୍‌ ହ୍ରାସ କରିଛି। ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାରତର ଅଭିବୃଦ୍ଧି ୬.୮% ରହିବ ବୋଲି ଏହା ପୂର୍ବରୁ କହିଥିଲା। ମାତ୍ର ବର୍ତ୍ତମାନ ଏହା ଅନୁମାନ…

ଧୀରେ ଧୀରେ ଫେରିବ ଅଭିବୃଦ୍ଧି:ୟୁବିଏସ୍‌

ନୂଆଦିଲ୍ଲୀ, ୩-୯: ଦେଶର ଜିଡିପି ଅଭିବୃଦ୍ଧି ଧାରାରେ ହ୍ରାସ ଜାରି ରହିଥିବା ବେଳେ ଏହା ଆଗାମୀ ଦିନରେ ଆଉ ଦେଖାଯିବ ନାହିଁ ବୋଲି ଆର୍ଥତ୍କ ସଂସ୍ଥା ୟୁବିଏସ୍‌ କହିଛି। ଭାରତ ଏହାର ନିମ୍ନତମ ଅଭିବୃଦ୍ଧିକୁ ଜୁନ ତ୍ରୈମାସରେ ଦେଖି ସାରିଛି। ଏବେଠାରୁ…

ବିଦେଶୀ ନିବେଶକ ପ୍ରତ୍ୟାହାର କରିଛନ୍ତି ୩୮,୯୩୦ କୋଟି

ନୂଆଦିଲ୍ଲୀ, ୩-୯: ଘରୋଇ ବଜାରର ଆର୍ଥତ୍କ ସ୍ଥିତି ଭଲ ନଥିବାରୁ ଏହାର ପ୍ରଭାବ ବିଦେଶୀ ପୁଞ୍ଜି ନିବେଶକଙ୍କ ଉପରେ ପଡିଛି। ଏଥି ଲାଗି ନିବେଶକଙ୍କ ମନୋଭାବ ପ୍ରଭାବିତ ହୋଇଛି। ଫଳରେ ୨୦୧୮-୧୯ ଆର୍ଥତ୍କ ବର୍ଷରେ ଫରେନ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ)ମାନେ ବଜାରରୁ ୩୮,୯୩୦…

ମାନ୍ଦାବସ୍ଥା ପ୍ରଭାବ;ଖସିଲା ମାନୁଫାକଚରିଂ କ୍ଷେତ୍ର ଅଭିବୃଦ୍ଧି

ନୂଆଦିଲ୍ଲୀ, ୩-୯: ଘରୋଇ ବଜାରର ବିଭିନ୍ନ କ୍ଷେତ୍ର ଉପରେ ମାନ୍ଦାବସ୍ଥା ପ୍ରଭାବ ପଡିଛି। ଏବେ ବିନିର୍ମାଣ କ୍ଷେତ୍ରରେ ଏଭଳି ସ୍ଥିତି ଦେଖାଯାଇଛି। ଏଥି ଯୋଗୁ ଦେଶର ମାନୁଫାକଚରିଂ ଅଭିବୃଦ୍ଧି ୧୫ ମାସର ସର୍ବନିମ୍ନ ସ୍ତରକୁ ଖସି ଆସିଛି। ଆଇଏଚ୍‌ଏସ୍‌ ମାର୍କିଟ ଇଣ୍ଡିଆ…

ଆଧାରରେ ରିଟର୍ନ ଫାଇଲ କଲେ ସିଧାସଳଖ ମିଳିଯିବ ପାନ୍‌

ନୂଆଦିଲ୍ଲୀ, ୩-୯: ଆଧାରରେ ଆୟକର ରିଟର୍ନ ପୈଠ କଲେ ଟିକସଦାତାଙ୍କୁ ସିଧାସଳଖ ପାନ୍‌ ଜାରି କରାଯିବ। ଆୟକର ବିଭାଗ ଏଭଳି ଟିକସଦାତାଙ୍କ ଲାଗି ନୂଆ ପଦକ୍ଷେପ ଗ୍ରହଣ କରିଛି। ଆଧାର ଏବଂ ପାନ୍‌ ଡାଟାବେସ ସଂଯୋଗ ଦ୍ୱାରା ବିଭାଗ ଏଭଳି ସୁବିଧା…

ପିସିଏରୁ ବାହାରିବେ ୪ ବ୍ୟାଙ୍କ

ନୂଆଦିଲ୍ଲୀ, ୩-୯: ଆର୍‌ବିଆଇର ପ୍ରମ୍ପଟ କରେକ୍ଟିଭ ଆକ୍ସନ (ପିସିଏ) କାର୍ଯ୍ୟାନୁଷ୍ଠାନ ପରିସରରୁ ଅବଶିଷ୍ଟ ୪ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ବାହାରିବେ। ସରକାର ବ୍ୟାଙ୍କଗୁଡିକୁ ସଦ୍ୟତମ ପୁଞ୍ଜି ପ୍ରଦାନ କରିବାକୁ ନିକଟରେ ଘୋଷଣା କରିଛନ୍ତି। ଏହା ଦ୍ୱାରା ବ୍ୟାଙ୍କଗୁଡିକ ପିସିଏରୁ ବାହାରିବେ ବୋଲି ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?