ବାଣିଜ୍ୟ

ଆଜିଠୁ ଇ-ଟିକେଟରେ ଆଦାୟ ହେବ ସର୍ଭିସ ଚାର୍ଜ; ଅଣ ଏସିରେ ୧୫, ଏସିରେ ୩୦ଲାଗିବ

ନୂଆଦିଲ୍ଲୀ,୧-୯: ରବିବାରଠାରୁ ଆଇଆର୍‌ସିଟିସିରୁ ଇ-ଟିକେଟ କିଣିବା ମହଙ୍ଗା ହେବ। ସେପ୍ଟେମ୍ବର ପହିଲାରୁ ଇ-ଟିକେଟ ଉପରେ ସର୍ଭିସ ଚାର୍ଜ ଆଦାୟ କରାଯିବ ବୋଲି ରେଲଓ୍ବେ ପକ୍ଷରୁ ପୂର୍ବରୁ ନିଷ୍ପତ୍ତି ନିଆଯାଇଛି। ଆଇଆର୍‌ସିଟିସି ପକ୍ଷରୁ ଗତ ୩୦ରେ ଏ ସମ୍ପର୍କରେ ଏକ ନିର୍ଦ୍ଦେଶନାମା ଜାରି…

ପିଏଫ୍‌ ଆକାଉଣ୍ଟରେ ମିଳିବ ୮.୬୫% ସୁଧ

ନୂଆଦିଲ୍ଲୀ,୩୧-୮: ଚାକିରିରତ କର୍ମଚାରୀଙ୍କ ପାଇଁ ଖୁସୀଖବର। ଭବିଷ୍ୟନିଧି ଆକାଉଣ୍ଟ(ପିଏଫ ଆକାଉଣ୍ଟ)ରେ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୮.୬୫% ସୁଧ ହାର ମିଳିବ। କେନ୍ଦ୍ର ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର କହିଛନ୍ତି ଯେ, ଇପିଏଫ୍‌ ପକ୍ଷରୁ ଧାର୍ଯ୍ୟ ସୁଧ ହାର ପ୍ରଦାନ କରିବାକୁ…

୧୦୦ ଟଙ୍କିଆ ବାର୍ନିସ ନୋଟ୍‌ ଜାରି କରିବ ଆର୍‌ବିଆଇ

ମୁମ୍ବାଇ,୩୧-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ୧୦୦ ଟଙ୍କିଆ ନୂଆ ବାର୍ନିସ ନୋଟ୍‌ ଜାରି କରିବ। ଏହି ନୂଆ ନୋଟ୍‌ର ଗୁଣବତ୍ତା ପୂର୍ବାପେକ୍ଷା ଅଧିକ ରହିବ। ଏ ସମ୍ପର୍କରେ ଆର୍‌ବିଆଇ ବାର୍ଷିକ ରିପୋର୍ଟରେ ଉଲ୍ଲେଖ ରହିଛି। ଏଥିରେ କୁହାଯାଇଛି ଯେ, ୧୦୦…

ମାନ୍ଦାବସ୍ଥା ଜିଡିପି ଅଭିବୃଦ୍ଧି ରୋକିଲା;ଜୁନ୍‌ ତ୍ରୈମାସରେ ବିକାଶ ହାର ୫%

ନୂଆଦିଲ୍ଲୀ,୩୧-୮: ମାନ୍ଦାବସ୍ଥା କାରଣରୁ ଦେଶର ଆର୍ଥିକ ଅଭିବୃଦ୍ଧି ବଢ଼ିବା ପରିବର୍ତ୍ତେ କମିଛି। ଦେଶର ବିକାଶ ହାର ଜୁନ୍‌ ତ୍ରୈମାସ(ଏପ୍ରିଲ-ଜୁନ୍‌)ରେ ୫%କୁ ହ୍ରାସ ପାଇଛି, ଯାହା କି ମୋଦି ସରକାରଙ୍କ ପାଇଁ ଜୋର୍‌ଦାର ଝଟକା କୁହାଯାଇପାରେ। ପୂର୍ବ ତ୍ରୈମାସରେ ଏହା ୫.୮% ରହିଥିଲା।…

ଆୟକର ରିଟର୍ନ ଦାଖଲ ଶେଷ ତାରିଖ ବଢ଼ିନି

ନୂଆଦିଲ୍ଲୀ,୩୧-୮: ଆୟକର ରିଟର୍ନ ଦାଖଲର ଶେଷ ତାରିଖ ବଢ଼ିନାହିଁ ବୋଲି ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ(ସିବିଡିଟି) ଶୁକ୍ରବାର ସ୍ପଷ୍ଟ କରିଛି। ତେବେ ସୋସିଆଲ ମିଡିଆରେ ରିଟର୍ନ ଦାଖଲ ଶେଷ ତାରିଖ ଏକ ମାସ ବୃଦ୍ଧି କରାଯାଇଛି ବୋଲି ଉଲ୍ଲେଖ କରାଯାଇଛି।…

ବ୍ୟାଙ୍କଗୁଡ଼ିକୁ ମିଳିବ ୫୫,୨୫୦ କୋଟି ପୁଞ୍ଜି

ନୂଆଦିଲ୍ଲୀ,୩୧-୮: କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରାମନ୍‌ ଶୁକ୍ରବାର ୧୦ ବ୍ୟାଙ୍କ ମିଶ୍ରଣ ହେବ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଋଣ ଅଭିବୃଦ୍ଧି ତଥା ନିୟମକୀୟ ପାଳନ ଲାଗି ବ୍ୟାଙ୍କଗୁଡ଼ିକୁ ସରକାର ୫୫,୨୫୦ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ। ତଦନୁଯାୟୀ,…

୧ ଟ୍ରିଲିୟନ ଡଲାର ଅର୍ଥନୀତି ଗଠନରେ ଯୁବପିଢିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୩୧-୮(ବ୍ୟୁରୋ): ଓଡ଼ିଶା ନିକଟ ଭବିଷ୍ୟତରେ ଏକ ଟ୍ରିଲିୟନ ଡଲାର ଅର୍ଥନୀତି ହେବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଦିଗରେ ଯୁବପିଢି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ରାଜ୍ୟ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି। ଏଠାରେ ଇଣ୍ଡିଆନ…

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୧.୭୨%

ଭୁବନେଶ୍ୱର,୩୧-୮(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜୁନ ମାସରେ ୩୧୬ ପଏଣ୍ଟ ଥିଲା। ଏହା ଜୁଲାଇରେ ୩ ପଏଣ୍ଟ ବଢି ୩୧୯ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୩୫ ପଏଣ୍ଟ ଥିବା…

୨୭ ବଦଳରେ ଏବେ କାର୍ଯ୍ୟକାରୀ ହେବ ୧୨ ପିଏସ୍‌ବି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ ଶୁକ୍ରବାର ଖବରଦାତା ସମ୍ମିଳନୀରେ ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ(ପିଏସ୍‌ବି)କୁ ନେଇ ଏକ ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨୭ଟି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ କାମ କରୁଥିବା ବେଳେ ଏଣିକି ୧୨ଟି ପିଏସ୍‌ବି କାମ କରିବ ବୋଲି…

ଅର୍ଥନୀତିରେ ମାନ୍ଦାବସ୍ଥା ସମୟାନୁବର୍ତ୍ତୀ

ମୁମ୍ବାଇ,୩୦-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗୁରୁବାର ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ନିଜର ବାର୍ଷିକ ରିପୋର୍ଟ ଜାରି କରିଛି। ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ଚକ୍ରୀୟ ହ୍ରାସ ବୋଲି ରିପୋର୍ଟରେ କୁହାଯାଇଛି। ଏଥିରୁ ବାହାରି ଆସିବାକୁ ହେଲେ ବଡ଼ ଧରଣର ସଂସ୍କାର ଜରୁରୀ…

ଅଟୋ ସେକ୍ଟର ପାଇଁ ପ୍ୟାକେଜ ଅପର୍ଯ୍ୟାପ୍ତ:ଫିଚ୍‌

ନୂଆଦିଲ୍ଲୀ,୩୦-୮: ଅଟୋ ସେକ୍ଟରକୁ ଗତିଶୀଳ କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଦ୍ୱାରା ଗତ ସପ୍ତାହରେ ଘୋଷିତ ପ୍ରୋତ୍ସାହନ ପ୍ୟାକେଜ ପର୍ଯ୍ୟାପ୍ତ ନୁହେଁ। ଘୋଷିତ ପ୍ୟାକେଜ ଆବଶ୍ୟକତା ଦୃଷ୍ଟିରୁ ଅତ୍ୟନ୍ତ ନଗଣ୍ୟ ଏବଂ ବିଳମ୍ବରେ ଉଠାଯାଇଥିବା ପଦକ୍ଷେପ ବୋଲି ରେଟିଂ…

ଭାରତରେ ରିଟେଲ ଷ୍ଟୋର୍‌ ଖୋଲିବ ଆପଲ୍‌

ନୂଆଦିଲ୍ଲୀ,୩୦-୮: ମହଙ୍ଗା ଫୋନ ଏବଂ ସଫ୍ଟଓ୍ବେର ତିଆରି କରୁଥିବା ଆମେରିକା କମ୍ପାନୀ ଆପଲ୍‌ ଭାରତରେ ଏହାର ରିଟେଲ ଷ୍ଟୋର୍‌ ଖୋଲିବାକୁ ନେଇ ଉତ୍ସୁକ ବୋଲି କହିଛି। ଭାରତୀୟ ଗ୍ରାହକଙ୍କୁ ବିଶ୍ୱ ମାନଦଣ୍ଡ ଅନୁଯାୟୀ ଅନ୍‌ଲାଇନ ଓ ଦୋକାନ ଜରିଆରେ ଉନ୍ନତ ଅନୁଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?