ଏସ୍ବିଏସ୍ ବାୟୋଟେକ୍-ଫିଲ୍ମ ଭାରତ ମଧ୍ୟରେ ଚୁକ୍ତି
ନୂଆଦିଲ୍ଲୀ,୧୫-୬: ଫିଲ୍ମ ଭାରତର ପ୍ରମୋଶନ ଲାଗି ଏସ୍ବିଏସ୍ ବାୟୋଟେକ୍ ଏହି ସିନେମା ନିର୍ମାଣ କରିଥିବା ସଂସ୍ଥା ସହ ଚୁକ୍ତିରେ ସାମିଲ ହୋଇଛି। କମ୍ପାନୀ ଏହାର ଲୋକପ୍ରିୟ ପ୍ରଡକ୍ଟ ପେଟ ସଫା ଆୟୁର୍ବେଦିକ ଗ୍ରାନ୍ୟୁଲସ୍ ଏବଂ ଟାବଲେଟର ବିଜ୍ଞାପନରେ ଏହି ସିନେମାକୁ ପ୍ରମୋଶନ…
ଅରୁନ୍ଧତୀ ଜୁଏଲର୍ସର ରଜ ପରୀ-୨୦୧୯
ଭୁବନେଶ୍ୱର,୧୫-୬(ବ୍ୟୁରୋ): ପ୍ରମୁଖ ଗହଣା ଶୋ’ରୁମ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ରଜ ପରୀ-୨୦୧୯ର ଫାଇନାଲ ସ୍ଥାନୀୟ ଶହୀଦ ନଗରସ୍ଥିତ ଦୁର୍ଗାପୂଜା ମଣ୍ଡପ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଚାରକ ଭାବେ ଓଲିଓଡ ଅଭିନେତ୍ରୀ ଅନିଷା ଶର୍ମା ଏବଂ ଗୀତିକାର ଅରୁଣ ମନ୍ତ୍ରୀ ଯୋଗଦେଇ…
ଆନ୍ଧ୍ର ବ୍ୟାଙ୍କ ସମ୍ବଲପୁରର ନୂତନ ଆଞ୍ଚଳିକ ମୁଖ୍ୟ
ଭୁବନେଶ୍ୱର,୧୫-୬: ଆନ୍ଧ୍ର ବ୍ୟାଙ୍କ ସମ୍ବଲପୁରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଆଞ୍ଚଳିକ ମୁଖ୍ୟ ଭାବେ ଶଙ୍କର ହେମ୍ବ୍ରମ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ହାଇଦ୍ରାବାଦ ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟରେ ପିଆଣ୍ଡଡି ବିଭାଗର ମୁଖ୍ୟ ପ୍ରବନ୍ଧକ ଏବଂ ଋଣ ବିଭାଗର ମୁଖ୍ୟ…
ନୀଳାଚଳ ଇସ୍ପାତରେ ଟିଏମଟି ବାର ଉତ୍ପାଦନ
ଯାଜପୁର ଅଫିସ,୧୫-୬: କଳିଙ୍ଗ ନଗର ସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ଼ (ଏନ୍ଆଇଏନ୍ଏଲ) ନିଜ ବ୍ରାଣ୍ଡ ଟିଏମଟି ବାର ଏନ୍ଆଇଏନ୍ଏଲ ସ୍ମାର୍ଟ ଟିଏମ୍ଟି ଉତ୍ପାଦନ ଆରମ୍ଭ କରିଛି ା ପ୍ରାରମ୍ଭିକ ପର୍ଯ୍ୟାୟରେ ମାସକୁ ୧୦ ହଜାର ଟନ୍ ଉତ୍ପାଦନ କରିବାକୁ ଲକ୍ଷ୍ୟ…
ରାଜ ଇଲେକଟ୍ରୋନିକ୍ସର କ୍ରିକେଟ ଓ୍ବାର୍ଲଡ କପ୍ ଅଫର
ଭୁବନେଶ୍ୱର,୧୫-୬: ରାଜ୍ ଇଲେକଟ୍ରୋନିକ୍ସ ପକ୍ଷରୁ କ୍ରିକେଟ ଓ୍ବାର୍ଲଡ କପ୍ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସମୟରେ ଏଲ୍ଇଡି ଟିଭି ଏବଂ ଏସି କ୍ରୟ ଉପରେ ଶୋ’ରୁମ ପକ୍ଷରୁ ଆକର୍ଷଣୀୟ ଅଫର ପ୍ରଦାନ କରାଯାଉଛି। ଶୋ’ରୁମରୁ ଏଲ୍ଜି ଏଲ୍ଇଡି ଟିଭି କ୍ରୟ…
ଆଦାୟ ହେବ ଟିକସ: କ୍ଷତି ଦର୍ଶାଇ ଠକୁଛନ୍ତି ୨.୫ ଲକ୍ଷ କମ୍ପାନୀ
ନୂଆଦିଲ୍ଲୀ,୧୪-୬: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲକ୍ଷ୍ୟରେ ମୋଦି ସରକାର ଆଉ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବିମୁଦ୍ରୀକରଣ ପରେ ଭୂତ କମ୍ପାନୀଙ୍କୁ ବନ୍ଦ କରି ଦେଶର ଚାଲିଥିବା ସମାନ୍ତରାଳ ଅର୍ଥନୀତିକୁ ଧ୍ୱସ୍ତ କରିବା ପରେ ମୋଦି ସରକାର ଏବେ…
୧୦୦ରୁ ଊର୍ଦ୍ଧ୍ୱ ଟିସିଏସ୍ କର୍ମଚାରୀ କୋଟିପତି
ବେଙ୍ଗାଲୁରୁ,୧୪-୬: ଟାଟା କନ୍ସଲ୍ଟାନ୍ସି ସର୍ଭିସେସ୍(ଟିସିଏସ୍)ରେ କୋଟିପତି କର୍ମଚାରୀଙ୍କ ସଂଖ୍ୟା ୧୦୦ରୁ ଊର୍ଦ୍ଧ୍ୱ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ କର୍ମଚାରୀ ନିଜ କ୍ୟାରିୟର ଏହି କମ୍ପାନୀରୁ ଆରମ୍ଭ କରିଛନ୍ତି। ଆର୍ଥିକ ବର୍ଷ ୨୦୧୭ରେ ଟିସିଏସ୍ରେ ୯୧ ଜଣ କୋଟିପତି କର୍ମଚାରୀ…
ଇଏସ୍ଆଇ ଅଂଶଦାନ ୪%କୁ ହ୍ରାସ
ନୂଆଦିଲ୍ଲୀ,୧୪-୬: କେନ୍ଦ୍ର ସରକାର କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍ଆଇ)ର ସ୍ବାସ୍ଥ୍ୟ ବୀମା କାର୍ଯ୍ୟକ୍ରମରେ ନିଯୁକ୍ତିଦାତା ଏବଂ କର୍ମଚାରୀଙ୍କ ମୋଟ ଅଂଶଦାନକୁ ୬.୫%ରୁ ୪%କୁ ହ୍ରାସ କରିଛନ୍ତି। ଏହାଦ୍ୱାରା ୧୨.୮୫ ଲକ୍ଷ ନିଯୁକ୍ତିଦାତା ପ୍ରତିବର୍ଷ ୫ ହଜାର କୋଟି ଟଙ୍କା ସଞ୍ଚୟ କରିପାରିବେ।…
୧୪ ଦିନ ଭିତରେ ମିଳିବ କିଷାନ କ୍ରେଡିଟ୍ କାର୍ଡ
ନୂଆଦିଲ୍ଲୀ,୧୪-୬: ବହୁ ଚାଷୀ ଏବେ ସୁଦ୍ଧା ସଂସ୍ଥାଗତ ଋଣରୁ ବଞ୍ଚତ୍ତ ହେଉଥିବାରୁ ଆବେଦନ ପାଇବାର ୧୪ ଦିନ ଭିତରେ ଯୋଗ୍ୟ ଚାଷୀଙ୍କୁ କିଷାନ କ୍ରେଡିଟ କାର୍ଡ(କେସିସି) ପ୍ରଦାନ କରିବାକୁ କେନ୍ଦ୍ର ସରକାର ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ଦେଶରେ ୬.୯୫ କୋଟି…
ଜିଡିପି ବିବାଦ: ସୁବ୍ରମଣ୍ୟନ୍ଙ୍କୁ ଜବାବ ଦେବେ ସରକାର
ନୂଆଦିଲ୍ଲୀ,୧୩-୬: ଏନ୍ଡିଏ ସରକାର ଅମଳରେ ଜିଡିପି ହାର ଦର୍ଶାଇବାରେ ମିଥ୍ୟାର ଆଶ୍ରୟ ନିଆଯାଇଥିଲା ବୋଲି ପୂର୍ବତନ ଅର୍ଥନୈତିକ ଉପଦେଷ୍ଟା ଅରବିନ୍ଦ ସୁବ୍ରମଣ୍ୟନ୍ ଏକ ରିପୋର୍ଟ ପ୍ରକାଶ କରି ଅଭିଯୋଗ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ଉପଦେଷ୍ଟା କମିଟି(ପିଏମ୍-ଇଏସି) ଏହାର ଜବାବ ଦେବାକୁ…
କର୍ପୋରେଟ ଜାଲିଆତି ରୋକିବା ଉଦ୍ୟମ: ପରୀକ୍ଷା ଦେବେ କମ୍ପାନୀର ସ୍ବାଧୀନ ଡାଇରେକ୍ଟର
ନୂଆଦିଲ୍ଲୀ,୧୩-୬: ଏନ୍ଡିଏ ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଦେଶର କର୍ପୋରେଟ ଗଭର୍ନାନ୍ସ ସିଷ୍ଟମକୁ ବଦଳାଇବାକୁ ଉଦ୍ୟମ କରୁଛନ୍ତି। ନିଜର ପ୍ରଥମ କାର୍ଯ୍ୟକାଳ ବେଳେ କର୍ପୋରେଟ ସେକ୍ଟରରେ ଏକାଧିକ ଜାଲିଆତି ଘଟଣା ଧରାପଡିଥିଲା। ଏବେ କର୍ପୋରେଟ ସିଷ୍ଟମରେ ପରିବର୍ତ୍ତନ…
ଆର୍ବିଆଇର ବଳକା ଅର୍ଥ ପ୍ରଦାନ; ଜଲାନ କମିଟିରେ ହେଉନି ସହମତି
ନୂଆଦିଲ୍ଲୀ,୧୩-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ବଳକା ଅର୍ଥ ପ୍ରଦାନକୁ ନେଇ ଗାଇଡଲାଇନ ପ୍ରସ୍ତୁତ କରିବାକୁ ଗଠିତ ୬ ଜଣିଆ ବିମଳ ଜଲାନ କମିଟିରେ ସହମତି ପ୍ରକାଶ ପାଇପାରୁନାହିଁ। ଏହି କାରଣରୁ ରିପୋର୍ଟ ପ୍ରଦାନରେ ବିଳମ୍ବ ହେଉଛି। ଜଣେ ଅଧିକାରୀ କହିଛନ୍ତି ଯେ,…
Archives


