ବାଣିଜ୍ୟ

ଆର୍‌ବିଆଇ ଏପ୍ରିଲ-ମାର୍ଚ୍ଚ ଆର୍ଥିକ ବର୍ଷ ଆପଣାଉ: ଜଲାନ କମିଟି

ମୁମ୍ବାଇ,୨୯-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ନିଜର ଆର୍ଥିକ ବର୍ଷରେ ପରିବର୍ତ୍ତନ ଆଣି ଏପ୍ରିଲରୁ ମାର୍ଚ୍ଚ ବ୍ୟବସ୍ଥା ଆପଣାଉ ବୋଲି ବିମଳ ଜଲାନ କମିଟି ରିପୋର୍ଟରେ ସୁପାରିସ କରାଯାଇଛି। ଏହାଦ୍ୱାରା କେନ୍ଦ୍ର ସରକାରଙ୍କୁ କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଆଉ ଅନ୍ତରୀଣ ଲାଭାଂଶ ଦେବାକୁ…

୪୮ ହଜାର ଟପିଲା ରୁପା ଦର

ନୂଆଦିଲ୍ଲୀ,୨୯-୮: ବୁଧବାର ସୁନା ଓ ରୁପା ଦର ଊର୍ଦ୍ଧ୍ୱମୁଖୀ ହୋଇଛି। ସୁନା ଦର ପ୍ରତି ୧୦ ଗ୍ରାମ ୪୦ହଜାର ଟଙ୍କା ନିକଟତର ହୋଇଥିବା ବେଳେ ରୁପା ଦର କେଜି ୪୮ ହଜାର ଟଙ୍କା ଟପିଯାଇଛି। ସୁନା ଦର ପ୍ରତି ୧୦ ଗ୍ରାମ…

ଏଟିଏମ୍‌ ଲାଗି କାନାରା ବ୍ୟାଙ୍କର ଅଭିନବ ଓଟିପି ସୁରକ୍ଷା

ଭୁବନେଶ୍ୱର, ୨୯-୮: ଏଟିଏମ୍‌ ବ୍ୟବହାରକୁ ସୁରକ୍ଷିତ କରିବା ଲାଗି କାନାରା ବ୍ୟାଙ୍କ ପକ୍ଷରୁ ଅଭିନବ ଓ୍ବାନ ଟାଇମ ପାସଓ୍ବାର୍ଡ(ଓଟିପି) ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଣିକି ଏଟିଏମରୁ ଟଙ୍କା ଉଠାଇବାକୁ ଯିବା ବେଳେ ମୋବାଇଲ ସାଥିରେ ନେଇ ଯିବାକୁ ପଡିବ। କାରଣ…

ରେନୋ ଆଣିଲା ନୂଆ ଟ୍ରାଇବର

ଭୁବନେଶ୍ୱର, ୨୮।୮: ରୋନୋ ଇଣ୍ଡିଆ ପକ୍ଷରୁ ବଜାରକୁ ନୂଆ ଟ୍ରାଇବର ମଡେଲର ପ୍ରବେଶ କରିଛି। ଯାନଟିର ବଜାର ଦର ୪.୯୫ ଲକ୍ଷ ଟଙ୍କାରୁ ଆରମ୍ଭ ହେଉଛି। ଏଥିରେ ଗ୍ରାହକ ଅନେକ ଆକର୍ଷଣୀୟ ଫିଚର ଲାଭ କରିପାରିବେ। କମ୍ପାନୀ ଏହାକୁ ସୁପର ସ୍ପେଶିୟସ…

ଘରୋଇ ସହାୟକ, ଡ୍ରାଇଭରଙ୍କୁ ମିଳିବ ପିଏଫ୍‌

ନୂଆଦିଲ୍ଲୀ,୨୮-୮: ମୋଦି ସରକାର ଦ୍ୱିତୀୟ କାର୍ଯ୍ୟକାଳରେ ସାମାଜିକ ସୁରକ୍ଷା ଉପରେ ଅଧିକ ଦୃଷ୍ଟିନିବଦ୍ଧ କରିଛନ୍ତି। କର୍ମଚାରୀ ଭବିଷ୍ୟନିଧି ଆଇନରେ ଆବଶ୍ୟକ ସଂଶୋଧନ ଆଣି ଘରୋଇ ସହାୟକ, ଡ୍ରାଇଭର ଭଳି ସେଲ୍ଫ ହେଲ୍ପ ବ୍ୟକ୍ତିମାନଙ୍କୁ ଇପିଏଫ୍‌ରେ ସାମିଲ କରିବାକୁ ସରକାର ଉଦ୍ୟମ ଆରମ୍ଭ…

ବିମାନଠୁ ଅଧା ହେବ ତେଜସ୍‌ ଭଡା

ନୂଆଦିଲ୍ଲୀ,୨୮-୮: ରେଲଓ୍ବେର ସହାୟକ କମ୍ପାନୀ ଆଇଆର୍‌ସିଟିସି ଦ୍ୱାରା ପରିଚାଳିତ ହେବାକୁ ଥିବା ଦୁଇଟି ତେଜସ୍‌ ଏକ୍ସପ୍ରେସ ଟ୍ରେନର ଭଡ଼ା ସେହି ମାର୍ଗରେ ଚାଲୁଥିବା ସମସ୍ତ ବିମାନ ତୁଳନାରେ ୫୦% କମ୍‌ ହେବ ବୋଲି ମଙ୍ଗଳବାର ଏ ସମ୍ପର୍କରେ ସୂଚନା ମିଳିଛି। ରେଲଓ୍ବେର…

ବଦଳିପାରେ ଏଟିଏମ୍‌ରୁ ଟଙ୍କା କାଢ଼ିବା ନିୟମ; ଦୁଇଟି ଉଠାଣ ମଧ୍ୟରେ ୬-୧୨ ଘଣ୍ଟା ସମୟ ଧାର୍ଯ୍ୟ ବିଚାର

ନୂଆଦିଲ୍ଲୀ,୨୮-୮: ଏଟିଏମ୍‌ରୁ ଟଙ୍କା ଉଠାଇବା ଆଜି ସାଧାରଣ ଘଟଣା ହୋଇଗଲାଣି। ତେବେ ଏହା ସାଙ୍ଗକୁ ଏଟିଏମ୍‌ ଠକାମୀ ମଧ୍ୟ ସେହି ଅନୁପାତରେ ବଢ଼ିବାରେ ଲାଗିଛି। ଗ୍ରାହକଙ୍କୁ ଏଥିରୁ ରକ୍ଷା କରିବା ଲାଗି ଦିଲ୍ଲୀ ଷ୍ଟେଟ୍‌ ଲେଭଲ ବ୍ୟାଙ୍କର୍ସ କମିଟି(ଏସ୍‌ଏ୍‌ଲବିସି) କେତେକ ପରାମର୍ଶ…

ମାନ୍ଦାବସ୍ଥା ବିରୋଧରେ ଅସ୍ତ୍ର ହେବ ଆର୍‌ବିଆଇ ପୁଞ୍ଜି

ମୁମ୍ବାଇ,୨୮-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସରକାରଙ୍କୁ ଲାଭାଂଶ ବାବଦରେ ୧.୭୬ ଲକ୍ଷ କୋଟି ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛି। ଏହି ପୁଞ୍ଜି ମୋଦି ସରକାରଙ୍କ ଲାଗି ମାନ୍ଦାବସ୍ଥା ସହ ଲଢ଼ିବାରେ ଉପଯୁକ୍ତ ଅସ୍ତ୍ର ହେବାକୁ ଯାଉଛି। ଏହା ନିବେଶ ବଢ଼ାଇବା ସହ…

ଖସୁଛି ଆର୍ଥିକ ଅଭିବୃଦ୍ଧି ହାର; ତ୍ୱରିତ ସୁଧାର ସମ୍ଭାବନା କମ୍‌

ନୂଆଦିଲ୍ଲୀ, ୨୮-୮: ଦେଶର ଆର୍ଥତ୍କ ଅଭିବୃଦ୍ଧି ହାର ଖସୁଛି। ଏଥିରେ ତୁରନ୍ତ ସୁଧାର ଆସିବାର ସମ୍ଭାବନା କମ୍‌ ରହିଥିବା ବଜାର ବିଶେଷଜ୍ଞମାନେ କହୁଛନ୍ତି। ଦେଶ ମଧ୍ୟରେ ବିଗିଡିଥିବା ଆର୍ଥତ୍କ ଢାଞ୍ଚାରେ ତ୍ୱରିତ ଉନ୍ନତି ଆସୁ ନ ଥିବାରୁ ଏହାର ପ୍ରଭାବ ଅର୍ଥନୈତିକ…

ଦୁର୍ନୀତି ବିରୋଧରେ ଲଢ଼େଇ;ବିଦା ହେଲେ ଆହୁରି ୨୨ ଆୟକର ଅଧିକାରୀ

ନୂଆଦିଲ୍ଲୀ,୨୭-୮: ଦୁର୍ନୀତି ବିରୋଧରେ ନରେନ୍ଦ୍ର ମୋଦି ସରକାର ୨.୦ ଦୃଢ଼ ମନୋଭାବ ଆପଣାଇଛନ୍ତି। ସରକାରୀ ବିଭାଗରେ ବ୍ୟାପିଥିବା ଦୁର୍ନୀତିକୁ ଦୂର କରିବା ଲାଗି ଏବେ ଅଭିଯାନ ଆରମ୍ଭ ହୋଇଛି। ଦୁର୍ନୀତି ଓ ଅନ୍ୟ ମାମଲାରେ ଅଭିଯୁକ୍ତ ଅଧିକାରୀଙ୍କୁ ବିଦା କରିବା ଧାରା…

ଦେଶରେ ସୁନା ଦର;ବର୍ଷକରେ ୮, ଦଶନ୍ଧିରେ ୨୭ ହଜାର ଟଙ୍କା ବଢ଼ିଛି

ନୂଆଦିଲ୍ଲୀ,୨୭-୮: ଗତ ଏକ ଦଶନ୍ଧି ଭିତରେ ଦେଶରେ ସୁନା ଦର(୨୪ କ୍ୟାରେଟ ପ୍ରତି ୧୦ ଗ୍ରାମ) ଅତ୍ୟଧିକ ବଢ଼ିଯାଇଛି। ୧୯୬୪ରେ ସୁନା ଦର ୬୩.୨୫ ଟଙ୍କା ପ୍ରତି ୧୦ ଗ୍ରାମ୍‌ ଥିଲା। ୨୦୦୮ରେ ଏହା ୧୨୫୦୦ ଟଙ୍କାକୁ ବୃଦ୍ଧି ପାଇଥିଲା। ୧୧ବର୍ଷ…

ବିମାନରେ ଆପଲର କିଛି ଲାପ୍‌ଟପ ବ୍ୟାନ୍‌

ନୂଆଦିଲ୍ଲୀ,୨୭-୮: ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ବିମାନରେ ଆପଲ୍‌ ମ୍ୟାକ୍‌ବୁକ୍‌ ପ୍ରୋର ଲାପ୍‌ଟପ୍‌ର କିଛି ମଡେଲ ନେବା ଉପରେ କଟକଣା ଜାରି କରିଛି। ଏହି ଲାପ୍‌ଟପ୍‌ର ବ୍ୟାଟେରୀ ଅଧିକ ଗରମ ହୋଇ ନିଆଁ ଲାଗି ଯାଉଥିବାରୁ ସମ୍ଭାବ୍ୟ ବିପଦକୁ ଦେଖି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?