ବାଣିଜ୍ୟ

୧୧ ବର୍ଷରେ ୨.୦୫ ଲକ୍ଷ କୋଟିର ବ୍ୟାଙ୍କ ଠକେଇ

ମୁମ୍ବାଇ,୧୩-୬: ଦେଶରେ ଗତ ୧୧ ବର୍ଷ ଭିତରେ ବ୍ୟାଙ୍କଗୁଡ଼ିକ ପକ୍ଷରୁ ୨.୦୫ ଲକ୍ଷ କୋଟି ଟଙ୍କାର ୫୦ ହଜାରରୁ ଅଧିକ ଠକେଇ ଓ ଜାଲିଆତି ମାମଲା ଦାଏର କରାଯାଇଛି। ଏ ସମ୍ପର୍କରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ…

ଔଦ୍ୟୋଗିତ ଉତ୍ପାଦନ, ମୁଦ୍ରାସ୍ଫୀତି ବୃଦ୍ଧି

ନୂଆଦିଲ୍ଲୀ,୧୩-୬: ଖଣି ଓ ବିଜୁଳି ଉତ୍ପାଦନରେ ସୁଧାର ହେବା କାରଣରୁ ଏପ୍ରିଲରେ ଔଦ୍ୟୋଗିକ ଉପତ୍ାଦନ ବିକାଶ ହାର ୩.୪% କୁ ବୃଦ୍ଧି ପାଇଛି, ଯାହା କି, ୬ ମାସର ସର୍ବୋଚ୍ଚ ସ୍ତର କୁହାଯାଉଛି। ଅନ୍ୟପକ୍ଷରେ ମେ’ରେ ଖୁଚୁରା ମୁଦ୍ରାସ୍ଫୀତି ହାର ୩.୦୫%କୁ…

ବ୍ୟାଙ୍କ ଅଫ୍‌ ଇଂଲଣ୍ଡ ଗର୍ଭନର ଦୌଡରେ ରାଜନ

ଲଣ୍ଡନ,୧୩-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ(୫୬) ବ୍ରିଟେନର ବ୍ୟାଙ୍କ ଅଫ୍‌ ଇଂଲଣ୍ଡର ଗଭର୍ନର ଦୌଡରେ ସର୍ବାଗ୍ରେ ରହିଛନ୍ତି। ସ୍ଥାନୀୟ ମିଡିଆରେ ଏ ସମ୍ପର୍କରେ ରିପୋର୍ଟ ପ୍ରକାଶ ପାଇଛି। ବ୍ୟାଙ୍କ ଅଫ୍‌ ଇଂଲଣ୍ଡରେ କାର୍ଯ୍ୟରତ ଗଭର୍ନର ମାର୍କ କାର୍ନୀଙ୍କ…

ଲଣ୍ଡନ ହାଇକୋର୍ଟରେ ଆବେଦନ ଖାରଜ;ଜାମିନ ପାଇବାରେ ନୀରବ ୪ର୍ଥ ଥର ବିଫଳ

ଲଣ୍ଡନ,୧୩-୬: ପିଏନ୍‌ବି ମହାଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ବୁଧବାର ଲଣ୍ଡନ ହାଇକୋର୍ଟରୁ ଜୋରଦାର ଝଟକା ଲାଗିଛି। ବିଚାରପତି ଇନଗ୍ରିଡ ସିମଲର ତାଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ବିଚାରପତି ରାୟ ପ୍ରକାଶ କଲାବେଳେ…

ପ୍ରତ୍ୟାହାର ହୋଇପାରେ ଏଟିଏମ୍‌ ଚାର୍ଜ: ଆର୍‌ବିଆଇ ଗଠନ କଲା ସମୀକ୍ଷା କମିଟି

ମୁମ୍ବାଇ,୧୨-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏନ୍‌ଇଏଫ୍‌ଟି ଏବଂ ଆର୍‌ଟିଜିଏସ୍‌ ଉପରେ ଲାଗୁଥିବା ଶୁଳ୍କ ପ୍ରତ୍ୟାହାର କରିନେଇଛି। ତେବେ ଅଟୋମେଟେଡ ଟେଲର ମେଶିନ(ଏଟିଏମ୍‌) ବ୍ୟବହାର ଲାଗି ଲାଗୁଥିବା ଚାର୍ଜ ଆଦାୟର ସମୀକ୍ଷା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଏକ କମିଟି ଗଠନ କରାଯାଇଛି।…

ଆଇବିଏମ୍‌ଠାରୁ ବଡ଼ କମ୍ପାନୀ ହେଲା ଟିସିଏସ୍‌

ନୂଆଦିଲ୍ଲୀ,୧୨ା୬: ଦେଶର ଶୀର୍ଷ ଆଇଟି ସେବା ପ୍ରଦାନକାରୀ କମ୍ପାନୀ ଟାଟା କନସଲଟାନ୍ସି ସର୍ଭିସ(ଟିସିଏସ୍‌) ବିଶ୍ୱର ଶୀର୍ଷ କମ୍ପାନୀମାନଙ୍କ ମଧ୍ୟରେ ଅନ୍ୟତମ ଆଇବିଏମ୍‌କୁ ବଜାର ପୁଞ୍ଜୀକରଣରେ ପଛରେ ପକାଇ ଏକ ନମ୍ବର ସ୍ଥାନକୁ ଉଠିଆସିଛି। ସୋମବାର ଟିସିଏସ୍‌ର ବଜାର ପୁଞ୍ଜୀକରଣ ୮.୩୭ ଲକ୍ଷ…

ରିଲାଏନ୍ସ ଯୋଗାଇବ ସବ୍‌ସିଡିଯୁକ୍ତ ଏଲ୍‌ପିଜି

ନୂଆଦିଲ୍ଲୀ,୧୨-୬: ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ଦେଶରେ ରୋଷେଇ ଗ୍ୟାସ୍‌ ଅର୍ଥାତ ଏଲ୍‌ପିଜି ସିଲିଣ୍ଡର ଯୋଗାଉଛନ୍ତି। ତେବେ ଘରୋଇ କମ୍ପାନୀଙ୍କୁ ସବ୍‌ସିଡିଯୁକ୍ତ ରୋଷେଇ ଗ୍ୟାସ୍‌ ଯୋଗାଇବା ଲାଗି ସୁଯୋଗ ଦେବାକୁ ଦେଶର ସର୍ବବୃହତ ଗ୍ୟାସ୍‌ ଉତ୍ପାଦନକାରୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଦାବି କରିଛି। ଏହି…

ଅକ୍ଟୋବରରୁ ନୂଆ ଜିଏସ୍‌ଟି ରିଟର୍ନ ଦାଖଲ ବ୍ୟବସ୍ଥା

ନୂଆଦିଲ୍ଲୀ,୧୨ା୬ ଆସନ୍ତାବର୍ଷ ଜାନୁୟାରୀରୁ ସାରା ଦେଶରେ ବ୍ୟବସାୟୀମାନେ ସରଳ ଜିଏସ୍‌ଟି ଫର୍ମ ପୂରଣ କରିପାରିବେ। ତେବେ ଏହାର ଟ୍ରାୟାଲ ଜୁଲାଇରୁ ଆରମ୍ଭ ହୋଇଯିବ। ଅନ୍ୟପକ୍ଷରେ ନୂଆ ମାସିକ ରିଟର୍ନ ଫର୍ମ ବ୍ୟବସ୍ଥା ଚଳିତ ବର୍ଷ ଅକ୍ଟୋବରରୁ ଆରମ୍ଭ ହୋଇଯିବ ବୋଲି ଅର୍ଥ…

ଭାରତ ବିରୋଧରେ ଟ୍ରମ୍ପ ମୁହଁ ଖୋଲିଲେ: ଆମେରିକା ମୋଟରସାଇକେଲ ଉପରେ ୫୦% ଟାରିଫ ସ୍ବୀକାର୍ଯ୍ୟ ନୁହେଁ

ଓ୍ବାଶିଂଟନ,୧୨-୬: ଟାରିଫ ବୃଦ୍ଧିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଭାରତ ବିରୋଧରେ ପୁନର୍ବାର ମୁହଁ ଖୋଲି ଚାପ ପକାଇବା ରାଜନୀତି ଆରମ୍ଭ କରିଛନ୍ତି। ଆମେରିକାରୁ ଆସୁଥିବା ମୋଟରସାଇକେଲ ଉପରେ ଭାରତ ଟାରିଫ ହାରକୁ ୧୦୦ରୁ ୫୦ ପ୍ରତିଶତକୁ ହ୍ରାସ…

ଭାରତର ୧୦ ଧନୀ ରାଜ୍ୟ

ସବୁଠାରୁ ବଡ଼ ଗଣତନ୍ତ୍ର ରାଷ୍ଟ୍ର ଭାବେ ଭାରତ ବେଶ୍‌ ଜଣାଶୁଣା। କ୍ଷେତ୍ରଫଳ ଆଧାରରେ ବିଶ୍ୱର ସବୁଠାରୁ ବଡ଼ ଦେଶ ମଧ୍ୟରେ ୭ମ ସ୍ଥାନରେ ରହିଛି ଭାରତ। ଏଠାରେ ସବୁ ଧର୍ମ ଓ ବହୁ ଭାଷାର ଲୋକେ ଏକାଠି ମିଳିମିଶି ରୁହନ୍ତି। ନିକଟରେ…

ଆଦାନୀ ସୌରଶକ୍ତିର ସର୍ବଶ୍ରେଷ୍ଠ ପିଭିଏଲ୍‌ ଯୋଗ୍ୟତା ହାସଲ

ନୂଆଦିଲ୍ଲୀ, ୧୧।୬:ଆଦାନୀ ସୌରଶକ୍ତି ବିଶ୍ୱର ଅଗ୍ରଗଣ୍ୟ ପିଭିଏଲ ଗବେଷଣା ଗାର (ଆମେରିକା) ଦ୍ୱାରା ଦ୍ୱିତୀୟଥର ସର୍ବଶ୍ରେଷ୍ଠ ଯୋଗ୍ୟତା ହାସଲ କରିପାରିଛିା ପିଭିଏଲ ୫ମ ବାର୍ଷିକ ସଂସ୍କରଣରେ ପିଭି ମୋଡୁଲ ଉତ୍ପାଦ ମାନ ଯୋଗ୍ୟତା ପରୀକ୍ଷାରେ ଆଦାନୀ ସବୁଠାରୁ ସର୍ବଶ୍ରେଷ୍ଠ ମାନ ପ୍ରଦାନ…

ହିରୋ ମୋଟୋକର୍ପକୁ ମିଳିଲା ବିଏସ-ଭିଆଇ ସାର୍ଟିଫିକେଟ୍‌

ନୂଆଦିଲ୍ଲୀ, ୧୧।୬: ବିଶ୍ୱର ବୃହତ୍ତମ ଦୁଇଚକିଆ ଯାନ ନିର୍ମାଣକାରୀ ସଂସ୍ଥା ହିରୋ ମୋଟୋକର୍ପ ପ୍ରଥମ ଦୁଇ ଚକିଆ ଯାନ ଭାବେ ବିଏସ-ଭିଆଇ ସାର୍ଟିଫିକେଟ ହାସଲ କରିଛି। ବିଏସ-ଭିଆଇ ମାନଦଣ୍ଡ ଅନୁସାରେ ସଫଳ ପରୀକ୍ଷଣ ଦେବା ପରେ ଇଣ୍ଟରନାଶ୍‌ନାଲ ସେଣ୍ଟର ଫର ଅଟୋମୋଟିଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri