ବାଣିଜ୍ୟ

ବ୍ୟାଙ୍କିଙ୍ଗ୍‌ ସିଷ୍ଟମରେ ନଗଦ ସଙ୍କଟ

ନୂଆଦିଲ୍ଲୀ,୧୬।୫:   ଦେଶରେ ସାଧାରଣ ନିର୍ବାଚନ କାରଣରୁ କେନ୍ଦ୍ର ସରକାର ଖର୍ଚ୍ଚ କମାଇ ଦେଇଛନ୍ତି। ଫଳରେ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାରେ ଲିକ୍ୟୁଡିଟି(ନଗଦ) କମିଗଲାଣି। ଏବେ ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ୪୦,୮୫୯ କୋଟି ଟଙ୍କାର ନଗଦ ସଙ୍କଟ ଦେଖାଦେଇଛି। ପୂର୍ବବର୍ଷ ଏହି ଅବଧିରେ ୧୫,୮୫୭ କୋଟି...

ଘର କ୍ରେତା ବକେୟା ଉପରେ ଦେବେ ୧୨% ଜିଏସ୍‌ଟି

ନୂଆଦିଲ୍ଲୀ,୧୬।୫: ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ବିଲ୍‌ଡରଙ୍କ ଦ୍ୱାରା ନିର୍ମିତ  ପ୍ରକଳ୍ପକୁ ଯଦି ନିର୍ମାଣ ଶେଷ ହୋଇଥିବା ସାର୍ଟିଫିକେଟ ମିଳିଯାଏ, ତେବେ ଘର କ୍ରେତା  ବକେୟା ଅର୍ଥ ଉପରେ ୧୨% ଜିଏସ୍‌ଟି ଦେବାକୁ ବାଧ୍ୟ ରହିବେ ବୋଲି ସିବିଆଇସି...

ଅଂଶଧନ କିଣିବାକୁ ଅନୁରୋଧ କଲା ଏଟିହାଦ, ବ୍ୟାଙ୍କ ସମୁହ; ଜେଟ୍‌ ପାଇଁ ହିନ୍ଦୁଜା ଭ୍ରାତାଙ୍କୁ ଗୁହାରି

ନୂଆଦିଲ୍ଲୀ,୧୬।୫: ଜେଟ୍‌ ଏୟାରଓ୍ବେଜ ପାଇଁ ଏନ୍‌ଆର୍‌ଆଇ ହିନ୍ଦୁଜା ଭ୍ରାତା ଏବେ ଶେଷ ଆଶା ହୋଇଛନ୍ତି। କମ୍ପାନୀ ବଡ଼ ଆକାରର ଅଂଶଧନ କିଣିବା ଲାଗି ଏଟିହାଦ ଏୟାରଓ୍ବେଜ ଏବଂ ଏସ୍‌ବିଆଇ ନେତୃତ୍ୱାଧୀନ ବ୍ୟାଙ୍କ ସମୂହ ପକ୍ଷରୁ ସେମାନଙ୍କୁ ଅନୁରୋଧ କରାଯାଇଛି। ପ୍ରାପ୍ତ...

ଅର୍ଜୁନ ତେନ୍ଦୁଲକରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ

ମୁମ୍ବାଇ, ୧୫ା୫ (ପି.ଟି.)-ମୁମ୍ବାଇ ଟି୨୦ ଲିଗ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ମ୍ୟାଚରେ ଅର୍ଜୁନ ତେନ୍ଦୁଲକର ଅଲ୍‌ରାଉଣ୍ଡ ପ୍ରଦର୍ଶନ କରିଥିବାବେଳେ ତାଙ୍କ ଦଳ  ଆକାଶ ଟାଇଗର୍ସ ମୁମ୍ବାଇ ଓ୍ବେଷ୍ଟର୍ନ ସବ୍‌ଅର୍ବ ୫ ଉଇକେଟରେ ଟ୍ରିମ୍ଫ୍‌ ନାଇଟ୍‌ ମୁମ୍ବାଇ ନର୍ଥ ଇଷ୍ଟ ଦଳକୁ...

ଡ୍ରିମ୍ସ ସ୍ବୟଂଶାସିତ କଲେଜକୁ ଗାନ୍ଧୀ ସମ୍ମାନ

ଭୁବନେଶ୍ୱର,୧୫-୫: ଇଣ୍ଡିଆନ ସୋସାଇଟ ଫର ଟେକ୍ନିକାଲ ଏଜୁକେଶନ (ଆଇଏସ୍‌ଟିଇ) ପକ୍ଷରୁ ୨୦୧୮ ବର୍ଷ ପାଇଁ ଡ୍ରିମ୍ସ ସ୍ବୟଂଶାସିତ ବୈଷୟିକ ମହାବିଦ୍ୟାଳୟକୁ ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଭାବେ ଗାନ୍ଧୀ ସମ୍ମାନ ପ୍ରଦାନ କରାଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ରାଜେନ୍ଦ୍ର କୁମାର ଦାସଙ୍କୁ...

ସ୍ମାର୍ଟ ମୋବିଲିଟିକୁ ହ୍ୟୁଣ୍ଡାଇର ପ୍ରୋତ୍ସାହନ

ଭୁବନେଶ୍ୱର,୧୫-୫: ହ୍ୟୁଣ୍ଡାଇ ମୋଟର୍ସ ପକ୍ଷରୁ ସ୍ମାର୍ଟମୋବିଲିଟିକୁ ପ୍ରୋତ୍ସାହନ ସ୍ବରୂପ ନୂଆ କର୍ପୋରେଟ କ୍ୟାମ୍ପେନ ଆରମ୍ଭ କରାଯାଇଛି। ଏହା ‘ଓ୍ବାନ୍ସ ଅପନ ଏ ଟାଇମ୍‌ ହ୍ୟୁଣ୍ଡାଇ ଏ କାର କମ୍ପାନୀ’ ଭାବେ ଆରମ୍ଭ ହୋଇଛି। ଭବିଷ୍ୟତର ଶେୟାର୍ଡ ମୋବିଲିଟି, କନେକଟେଡ ଏବଂ...

କ୍ଷତିଗ୍ରସ୍ତଙ୍କୁ ସହାୟତା ଲାଗି ଏଏଆଇ, ସିଆଇଆଇର ନିବେଦନ

କଲିକତା,୧୫-୫: ଫନୀ ଦ୍ୱାରା ପୁରୀ,ଖୋର୍ଦ୍ଧା,କଟକ ସମେତ ରାଜ୍ୟର ୧୪ଟି ଜିଲାର ୧୫୯ ବ୍ଳକ, ୧୮୧୬୮ ଗ୍ରାମ, ୫୨ଟି ସହରାଞ୍ଚଳ ଏବଂ ୧.୬୫ କୋଟି ଜନସାଧାରଣ ପ୍ରଭାବିତ ହୋଇଛନ୍ତି। ଲୋକମାନେ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବାରୁ ସେମାନଙ୍କୁ ରିଲିଫ ଏବଂ ଥଇଥାନ...

ହୋଣ୍ଡା ଟୁହ୍ବିଲର୍ସ-ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ ଚୁକ୍ତି

ଭୁବନେଶ୍ୱର,୧୫-୫: ଗ୍ରାହକଙ୍କୁ ଫାଇନାନ୍ସର ଅଧିକ ବିକଳ୍ପ ପ୍ରଦାନ କରିବା ଲକ୍ଷ୍ୟରେ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ ସହ ଚୁକ୍ତିରେ ସାମିଲ ହୋଇଛି। କମ୍ପାନୀର ବିକ୍ରି ଓ ମାର୍କେଟିଂ ଉପସଭାପତି ୟଦବିନ୍ଦର ସିଂ...

ଶକ୍ତି ପୁନରୁଦ୍ଧାର କ୍ଷେତ୍ରରେ ପାଓ୍ବାର ଗ୍ରୀଡର ଯୋଗଦାନ

କଲିକତା,୧୫-୫: ଫନୀ ପରେ ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ ଯୋଗାଣ ତଥା ତୁରନ୍ତ ଶକ୍ତି ପୁନରୁଦ୍ଧାର କାର୍ଯ୍ୟରେ ପାଓ୍ବାର ଗ୍ରୀଡ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ(ପାଓ୍ବାରଗ୍ରୀଡ) ନିଜର ଯୋଗଦାନ ରଖିଛି। କ୍ଷତିଗ୍ରସ୍ତ ଅଞ୍ଚଳରେ ତୁରନ୍ତ ପୁନରୁଦ୍ଧାର ପଦ୍ଧତି(ଇଆର୍‌ଏସ୍‌) ଜ୍ଞାନକୌଶଳକୁ କମ୍ପାନୀ ବ୍ୟବହାର...

ୟୁନାଇଟେଡ ବ୍ୟାଙ୍କର ଆର୍ଥତ୍କ ଫଳାଫଳ

କଲିକତା,୧୫-୫: ୟୁନାଇଟେଡ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ୨୦୧୮-୧୯ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ବ୍ୟାଙ୍କର କାରବାର ୨.୦୮ ଲକ୍ଷ କୋଟି ଟଙ୍କା ଟପିଛି। ଶେଷ ଶେଷ ତ୍ରୈମାସରେ ଏହା ୯୫.୧୮ କୋଟି ଟଙ୍କାର...

ଆଇବିସିରୁ ଫେରିଛି ୭୦ ହଜାର କୋଟି

ନୂଆଦିଲ୍ଲୀ,୧୫-୫:ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି) ଜରିଆରେ ଫଶିଯାଇଥିବା ଋଣ ଅସୁଲ ସୁବିଧାଜନକ ହୋଇଛି। ୨୦୧୮-୧୯ରେ ୭୦ ହଜାର କୋଟି ଟଙ୍କା ଅନାଦାୟ ଋଣ(ଏନ୍‌ପିଏ) ଫେରି ଆସିଛି। ଋଣ ଅସୁଲ ଲାଗି ପୂର୍ବରୁ ଥିବା ଅନ୍ୟ ବ୍ୟବସ୍ଥା ତୁଳନାରେ ଏହା ଅଧିକ...

ଏପ୍ରିଲରେ ପାଇକାରୀ ମୁଦ୍ରାସ୍ଫୀତି ୩.୦୭%: ପନିପରିବା ଦର ଆକାଶଛୁଆଁ

ନୂଆଦିଲ୍ଲୀ,୧୫-୫: ଏପ୍ରିଲରେ ଖୁଚୁରା ମୁଦ୍ରାସ୍ଫୀତି ହାର ବୃଦ୍ଧି ପାଇଥିବା ବେଳେ ପାଇକାରୀ ମୁଦ୍ରାସ୍ଫୀତି ହାର ହ୍ରାସ ପାଇଛି। ମଙ୍ଗଳବାର କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ସିଏସ୍‌ଓ) ଦ୍ୱାରା ଜାରି ତଥ୍ୟ ଅନୁଯାୟୀ, ଏପ୍ରିଲରେ ପାଇକାରୀ ମୁଦ୍ରାସ୍ଫୀତି ୩.୦୭%କୁ ଖସିଆସିଛି, ଯାହା କି ମାର୍ଚ୍ଚରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri