ବାଣିଜ୍ୟ

ଏୟାରପୋର୍ଟ, ସପିଙ୍ଗ୍‌ ମଲ୍‌ରେ ମିଳିବ କୁଲ୍ଲଡ ଚା’

ନୂଆଦିଲ୍ଲୀ,୨୬-୮: ଦେଶର ପ୍ରମୁଖ ରେଳ ଷ୍ଟେଶନ, ବସ୍‌ ଡିପୋ, ଏୟାରପୋର୍ଟ ଓ ସପିଙ୍ଗ୍‌ ମଲ୍‌ରେ ଖୁବଶୀଘ୍ର କୁଲ୍ଲଡରେ ଚା’ ପିଇବାର ମଜା ନେଇ ହେବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏ ସଂକ୍ରାନ୍ତରେ ରେଳ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ…

ନିୟନ୍ତ୍ରିତ ହେବ ସାନିଟାରୀ ନାପକିନ୍‌ ଭଳି ଉତ୍ପାଦ ମୂଲ୍ୟ

ନୂଆଦିଲ୍ଲୀ,୨୬-୮: କେନ୍ଦ୍ର ସରକାର ଖୁବଶୀଘ୍ର ହାଇଜିନ ଉତ୍ପାଦ ସାନିଟାରୀ ନ୍ୟାପକିନ୍‌, ହ୍ୟାଣ୍ଡ ଓ୍ବାଶ୍‌, ସମସ୍ତ ପ୍ରକାର କୀଟାଣୁନାଶକ ଉତ୍ପାଦ ଏବଂ ବୟସ୍କଙ୍କ ଲାଗି ଉଦ୍ଦିଷ୍ଟ ଡାୟପର୍ସ ମୂଲ୍ୟକୁ ନିୟନ୍ତ୍ରଣ କରିବାକୁ ଯାଉଛନ୍ତି। ଏଥିଲାଗି ମେଡିକାଲ ଉପକରଣ, ଡିସ୍‌ପୋଜେବଲ ଏବଂ ହାଇଜିନ୍‌ ଉତ୍ପାଦର…

୫ ଲକ୍ଷ କୋଟି ଡଲାର ଅର୍ଥନୀତି ନେଇ ପ୍ରଣବଙ୍କ ମନ୍ତବ୍ୟ; ହାସଲ ହୋଇପାରେ ସରକାରଙ୍କ ଲକ୍ଷ୍ୟ

ନୂଆଦିଲ୍ଲୀ,୨୬-୮: ଭାରତକୁ ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ଏନ୍‌ଡିଏ ସରକାର ଧାର୍ଯ୍ୟ କରିଥିବା ଉଚ୍ଚାଭିଳାଷୀ ଲକ୍ଷ୍ୟ ହାସଲ ସମ୍ଭବ ହୋଇପାରେ ବୋଲି ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ପ୍ରଣବ ମୁଖାର୍ଜୀ ମତପ୍ରକାଶ…

ଅର୍ଥନୀତିରେ ମାନ୍ଦାବସ୍ଥା

ଭାରତୀୟ ଅର୍ଥନୀତି ସଙ୍କଟ ଦେଇ ଗତି କରୁଥିବା ଆଲୋଚନା ହେଉଛି। ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏ ନେଇ ନିକଟରେ ମତ ରଖିଛନ୍ତି। ଅଗଷ୍ଟ ୨୩ରେ ଅର୍ଥନୀତି ନିର୍ମଳା ସୀତାରାମନ ଖବରଦାତା ସମ୍ମିଳନୀରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି…

ଜିଏସ୍‌ଟିରୁ ଜନଧନ ଯାଏ.. ମନେ ରହିବେ ଜେଟ୍‌ଲୀ

ନୂଆଦିଲ୍ଲୀ,୨୫-୮: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କର ଶନିବାର ପରଲୋକ ହୋଇଯାଇଛି। ସେ ଜଣେ ବିଦ୍ୱାନ, ପ୍ରଖର ବକ୍ତା ଭାବେ ପରିଚିତ। ତାଙ୍କର ଅର୍ଥ, ଆଇନ ଓ ରାଜନୈତିକ କ୍ଷେତ୍ରରେ ଅସୀମ ଜ୍ଞାନ ଥିଲା। ଛାତ୍ର ରାଜନୀତିରୁ କ୍ଷମତାର କେନ୍ଦ୍ରବିନ୍ଦୁରେ ପାଦ…

୧୦୦ ଲକ୍ଷ କୋଟିର ଭିତ୍ତିଭୂମି ନିର୍ମାଣ ନେଇ ଟାସ୍କଫୋର୍ସ ଗଠନ

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଆସନ୍ତା ୫ ବର୍ଷରେ ୧୦୦ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବେ। ଏଥିପାଇଁ ଅଗ୍ରାଧିକାର ଭିତ୍ତିରେ ଭିତ୍ତିଭୂମିଗୁଡ଼ିକର ଚିହ୍ନଟ ପାଇଁ ସରକାରଙ୍କ ପକ୍ଷରୁ ଏକ ଆନ୍ତଃମନ୍ତ୍ରିସ୍ତରୀୟ ଟାସ୍କଫୋର୍ସ ଗଠନ କରାଯାଇଛି। ଏ ସମ୍ପର୍କରେ…

ବିଦେଶକୁ ଟଙ୍କା ପଠାଇଛନ୍ତି ଗୋୟଲ:ଇଡି

ନୂଆଦିଲ୍ଲୀ,୨୫-୮: ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲ ଟିକସ ଦେବାରୁ ରକ୍ଷା ପାଇବା ଲାଗି ଅନେକ ଯୋଜନା ପ୍ରସ୍ତୁତ କରିଥିଲେ। ଏହାରି ମାଧ୍ୟମରେ ସେ ଜାଲିଆତି କରି ବିଦେଶକୁ ଟଙ୍କା ପଠାଇବାରେ ସଫଳ ହୋଇଥିଲେ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଶନିବାର…

ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକ୍ରି ଲାଗି ପ୍ରସ୍ତୁତି

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର ଏୟାର ଇଣ୍ଡିଆର ୧୦୦ ପ୍ରତିଶତ ଅଂଶଧନ ବିକ୍ରି ଲାଗି ଜୋରଦାର ଉଦ୍ୟମ ଚଳାଇଛନ୍ତି। କମ୍ପାନୀର ଆର୍ଥିକ ସ୍ଥିତି ବେହାଲ ହୋଇଯାଇଥିବା ବେଳେ ତୈଳ କମ୍ପାନୀଙ୍କର ପ୍ରାୟ ୫ହଜାର କୋଟି ଟଙ୍କା ବାକି ରହିଛି। ଆସନ୍ତା ସପ୍ତାହରେ ବିକ୍ରି…

ବିଏସ୍‌ଏନ୍‌ଏଲ-ଏମ୍‌ଟିଏନ୍‌ଏଲ୍‌ର ପୁନରୁଜ୍ଜୀବନ ଯୋଜନାକୁ ପିଏମ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର କ୍ଷତିରେ ଚାଲୁଥିବା ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିକମ୍‌ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌)କୁ ମିଶାଇବେ ନାହିଁ। ଏହି ଦୁଇ ଟେଲିକମ କମ୍ପାନୀଙ୍କ ପୁନରୁଜ୍ଜୀବନ ଯୋଜନାକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ଅନୁମୋଦନ କରିଛନ୍ତି। ଯୋଜନା ଅନୁଯାୟୀ…

ଜଲାନ କମିଟି ରିପୋର୍ଟ ପ୍ରଦାନ: ସୋମବାର ଆର୍‌ବିଆଇର ବିଚାର

ମୁମ୍ବାଇ,୨୫-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ବିମଳ ଜଲାନଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଶୁକ୍ରବାର ତାଙ୍କର ରିପୋର୍ଟ କେନ୍ଦ୍ରୀୟ ବ୍ୟାଙ୍କକୁ ପ୍ରଦାନ କରିଛନ୍ତି। ସୋମବାର ଆର୍‌ବିଆଇ ଏହାର ସୁପାରିସ୍‌ ଉପରେ ବିଚାର କରିବ ବୋଲି ଜଣାପଡିଛି। ରିଜର୍ଭ ବ୍ୟାଙ୍କ ନିକଟରେ…

ଜେଟ୍‌ଲୀଙ୍କୁ ଝୁରିଲା ଶିଳ୍ପ ଜଗତ

ନୂଆଦିଲ୍ଲୀ, ୨୫-୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବିଜେପି ନେତା ଅରୁଣ ଜେଟଲୀଙ୍କ ମୃତ୍ୟୁରେ ଦେଶର ଶିଳ୍ପ ଜଗତ ପକ୍ଷରୁ ଗଭୀର ଶୋକପ୍ରକାଶ କରାଯାଇଛି। ଦେଶ ଜଣେ ପ୍ରକୃତ ସଂସ୍କାରକ ତଥା ଜନନାୟକଙ୍କୁ ହରାଇଲା ବୋଲି ଶିଳ୍ପ ଲିଡରମାନେ ମତପ୍ରକାଶ କରିଛନ୍ତି। ଜଣେ…

ରାଜ୍ୟରେ ସ୍ଥାପନ ହେବ ୧୫ କତା କ୍ଲଷ୍ଟର

ଭୁବନେଶ୍ୱର, ୨୫-୮(ବ୍ୟୁରୋ): କେନ୍ଦ୍ର ଏମ୍‌ଏମ୍‌ଏମ୍‌ଇ ମନ୍ତ୍ରଣାଳୟର ସ୍କିମ୍‌ ଅଫ୍‌ ଫଣ୍ଡ୍‌ ଫର୍‌ ରିଜେନେରେଶନ ଅଫ୍‌ ଟ୍ରାଡିଶନାଲ ଇଣ୍ଡଷ୍ଟ୍ରିଜ(ସ୍ଫ୍ରୁତି) କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡ଼ିଶାରେ ୧୫ କତା କ୍ଲଷ୍ଟର ସ୍ଥାପନ ନେଇ ଯୋଜନା ରହିଛି। ପ୍ରାଥମିକ ପର୍ଯ୍ୟାୟରେ ୫ କ୍ଲଷ୍ଟର ସ୍ଥାପନ କାର୍ଯ୍ୟ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?