ଆଇଏଲ୍ଆଣ୍ଡଏଫ୍ଏସ୍ ଠକେଇ ମାମଲା;ସାମ୍ନାକୁ ଆସିଲା ଅଡିଟରଙ୍କ କାରସାଦି
ନୂଆଦିଲ୍ଲୀ,୧୦-୬: ଋଣ ସଙ୍କଟରେ ଫସିଥିବା ଆଇଏଲ୍ଆଣ୍ଡଏଫ୍ଏସ୍ରେ ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି। କମ୍ପାନୀକୁ ଗୋଷ୍ଠୀଗତ ଭାବେ ଲୁଟ କରାଯାଇଥିବା ବେଳେ ଏହି ଧାରାରେ ଅଡିଟରମାନେ ମଧ୍ୟ ସମ୍ପୃକ୍ତ ଥିବା ତଦନ୍ତରୁ ସାମ୍ନାକୁ ଆସିଛି। ଅଡିଟରମାନେ କେବଳ କମ୍ପାନୀର ଶୀର୍ଷ ପଦାଧିକାରୀଙ୍କ…
ଏ.ବି.ସିଂଙ୍କ ‘ଜିନ୍ଦେଗୀ’ ପଦକ୍ଷେପ; ଗରିବ ମେଧାବୀଙ୍କ ଡାକ୍ତର ହେବା ସ୍ବପ୍ନକୁକରୁଛି ସାକାର
ଭୁବନେଶ୍ୱର,୧୦-୬(ବ୍ୟୁରୋ): ଦିନେ ଡାକ୍ତର ହେବେ ବୋଲି ସେ ସ୍ବପ୍ନ ଦେଖିଥିଲେ। ସେଥିଲାଗି ମେଡିକାଲ କୋଚିଂରେ ମଧ୍ୟ ନାମ ଲେଖାଇଥିଲେ। ହେଲେ ସମୟର ସୁଅରେ ତାଙ୍କର ସେ ସ୍ବପ୍ନ ସ୍ବପ୍ନରେ ରହିଗଲା। ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିବା ତାଙ୍କ ବାପା କିଡନୀ ରୋଗରେ…
ବ୍ରାଣ୍ଡେଡ ପୋଷାକ ମେଳାରେ ରିହାତି
ଭୁବନେଶ୍ୱର,୧୦-୬: ସ୍ଥାନୀୟ ହୋଟେଲ ନିୟୁ ମ୍ୟାରିୟନଠାରେ ଆରମ୍ଭ ହୋଇଥିବା ବ୍ରାଣ୍ଡେଡ ପୋଷାକ ମେଳାରେ ଗ୍ରାହକଙ୍କ ଲାଗି ଆକର୍ଷଣୀୟ ରିହାତି ପ୍ରଦାନ କରାଯାଉଛି। କମ୍ପାନୀ ପକ୍ଷରୁ ଗ୍ରାହକଙ୍କ ଲାଗି ୩୫ ହଜାରରୁ ଊର୍ଦ୍ଧ୍ୱ ଷ୍ଟକ ବର୍ତ୍ତମାନ ସଂଯୋଗ କରାଯାଇଛି। ପାର୍ବଣ ଏବଂ ବିବାହ…
ଜୁନ ୨୦ରେ ଜିଏସ୍ଟି ପରିଷଦ ବୈଠକ
ନୂଆଦିଲ୍ଲୀ,୧୦-୬: ଚଳିତ ମାସ ୨୦ତାରିଖରେ ଜିଏସ୍ଟି ପରିଷଦ ବୈଠକ ଅନୁଷ୍ଠିତ ହେବ। ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ଅଧୀନରେ ୫୦ କୋଟି ଟଙ୍କାର କାରବାରକୁ ଇ-ଇନଭଏସ୍ ସୀମା ଭାବେ ଲାଗୁ କରିବା ଲାଗି ବୈଠକରେ ନିଷ୍ପତ୍ତି ହୋଇପାରେ। ଟିକସ ଠକେଇକୁ…
ପାକିସ୍ତାନରୁ ଆମଦାନୀ ୯୨% ହ୍ରାସ
ନୂଆଦିଲ୍ଲୀ,୧୦-୬: ଚଳିତବର୍ଷ ମାର୍ଚ୍ଚ ମାସରେ ଦେଶ ମଧ୍ୟକୁ ପାକିସ୍ତାନରୁ ଆମଦାନୀ ୯୨% ହ୍ରାସ ଘଟି ୨.୮୪ ନିୟୁତ ରହିଛି। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନରୁ ଆସୁଥିବା ସାମଗ୍ରୀ ଉପରେ ୨୦୦% ଟିକସ ଲାଗୁ କରିଥିଲା। ଏହା ପରେ ସେଠାରୁ…
ବ୍ୟାଙ୍କିଙ୍ଗ ସଂସ୍କାର,ମିଶ୍ରଣ ନେଇ ହୋଇପାରେ ଘୋଷଣା
ନୂଆଦିଲ୍ଲୀ,୧୦-୬: ଆଗାମୀ ବଜେଟରେ ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ସଂସ୍କାର ଏବଂ ବ୍ୟାଙ୍ଗ ମିଶ୍ରଣ ନେଇ ବିଭିନ୍ନ ପଦକ୍ଷେପ ଉପରେ ସରକାର ଘୋଷଣା କରିପାରନ୍ତି। ଦେଶର ଅର୍ଥନୀତିକୁ ୫ ଟ୍ରିଲିୟନ ଡଲାର ଅର୍ଥନୀତି ଭାବେ ପରିବର୍ତ୍ତିିତ କରିବା ଲାଗି ବ୍ୟାଙ୍କିଙ୍ଗ ଶିଳ୍ପ ଏକ…
ଇସ୍ପାତ ପ୍ରକଳ୍ପ ଲାଗି ଜମି ଯୋଗାଣ;ସେଲ୍କୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
ନୂଆଦିଲ୍ଲୀ,୧୦-୬: ରାଷ୍ଟ୍ରାୟତ୍ତ ଷ୍ଟିଲ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡ୍ (ସେଲ୍) ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ନୂଆ ୟୁନିଟ୍ ସ୍ଥାପନା ନେଇ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିବାବେଳେ ଏହାକୁ ସବୁଜ ସଙ୍କେତ ମିଳିଛି। କମ୍ପାନୀ ବର୍ତ୍ତମାନ ବାର୍ଷିକ ୫୦ ନିୟୁତ ଟନ୍ ସମ୍ପ୍ରସାରଣ…
ନିଟ୍ରେ ଆଇନିଟ୍ ଛାତ୍ରୀଛାତ୍ରଙ୍କ ସଫଳତା
ଭୁବନେଶ୍ୱର,୯-୬: ଚଳିତ ବର୍ଷ ନିଟ୍ ପ୍ରବେଶିକାରେ ପ୍ରମୁଖ କୋଚିଂ ପ୍ରତିଷ୍ଠାନ ‘ଆଇନିଟ’ଛାତ୍ରୀଛାତ୍ରଙ୍କ ସଫଳତା ହାର ଉଲ୍ଲେଖନୀୟ ରହିଛି। ପ୍ରତିଷ୍ଠାନର ଛାତ୍ରୀଛାତ୍ର ସଫଳତା ଧାରାରୁ ବଜାୟ ରଖିବା ସହ ଚଳିତ ବର୍ଷ ଭଲ ଫଳାଫଳ କରିଥିବା ଆଇନିଟ୍ ପକ୍ଷରୁ ସୂଚନା ରହିଛି। ଏହାର…
ବାତ୍ୟା ପ୍ରଭାବିତ ଏମ୍ଏସ୍ଏମ୍ଇ ଲାଗି ଆସୁ ପୁନରୁଦ୍ଧାର ପ୍ୟାକେଜ: କ୍ଷୁଦ୍ର ଶିଳ୍ପ ସଂଘ
ଭୁବନେଶ୍ୱର,୯-୬: କେନ୍ଦ୍ର ଏମ୍ଏସ୍ଏମ୍ଇ ମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ଶିଳ୍ପ ସଂଘ ଓଡ଼ିଶା ଆସେମ୍ବଲି ଅଫ୍ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍(ଓସ୍ମେ)ର ପ୍ରତିନିଧି ଦଳ ଭୁବନେଶ୍ୱର ଭେଟି ଦାବିପତ୍ର ପ୍ରଦାନ କରିବା ସହ ଆଲୋଚନା କରିଛନ୍ତି। ଏମ୍ଏସ୍ଏମ୍ଇଗୁଡିକର ବିଭିନ୍ନ ଦାବି ଶୁଶିବା ପରେ…
ନିଟ୍ରେ ଜ୍ଞାନ ବିକାଶ ଛାତ୍ରୀଛାତ୍ରଙ୍କ ସଫଳତା
ଭୁବନେଶ୍ୱର,୯-୬(ବ୍ୟୁରୋ): ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଜ୍ଞାନ ବିକାଶର ଛାତ୍ରୀଛାତ୍ର ସର୍ବଭାରତୀୟ ମେଡିକାଲ ପ୍ରବେଶିକା ନିଟ୍ରେ ଉଲେଖନୀୟ ପ୍ରଦର୍ଶନ କରିଛନ୍ତି। ଗୁଣାତ୍ମକ ଶିକ୍ଷା ପ୍ରଣାଳୀ, ଅଭିଜ୍ଞ ଫାକଲଟିଙ୍କ ଦ୍ୱାରା ଶିକ୍ଷାଦାନ ଫଳରେ ଚଳିତ ବର୍ଷ ଛାତ୍ରୀଛାତ୍ର ଉନ୍ନତ ପ୍ରଦର୍ଶନଧାରା ଜାରି ରଖିଥିବା ଅନୁଷ୍ଠାନ…
ରାଜ୍ୟରେ ୩୦ ଶାଖା ଖୋଲିବ ସିଣ୍ଡିକେଟ ବ୍ୟାଙ୍କ:ସିଇଓ
ଭୁବନେଶ୍ୱର,୯-୬(ବ୍ୟୁରୋ): ସିଣ୍ଡିକେଟ ବ୍ୟାଙ୍କ ବର୍ତ୍ତମାନ ଭୁବନେଶ୍ୱରରେ ୨ ଏବଂ ବ୍ରହ୍ମପୁରରେ ନୂଆ ଆଞ୍ଚଳିକ କାର୍ଯ୍ୟାଳୟ ସହ ସେବା ଯୋଗାଉଛି। ରାଜ୍ୟରେ ସହରୀକରଣ ଧାରା ଦ୍ରୁତ ହେଉଥିବାରୁ ଏହି ଧାରାକୁ ତ୍ୱରାନ୍ବିତ କରିବା ଲାଗି ବ୍ୟାଙ୍କ ବିଭିନ୍ନ ପଦକ୍ଷେପ ନେଉଛି। ରାଜ୍ୟରେ ମୋଟ…
ବଜେଟ ପୂର୍ବରୁ ଉଦ୍ୟୋଗ ଜଗତକୁ ଭେଟିବେ ସୀତାରାମନ
ନୂଆଦିଲ୍ଲୀ,୯-୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ନିଜର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ପୂର୍ବରୁ ଦେଶର ପ୍ରମୁଖ ଉଦ୍ୟୋଗ ସଂଗଠନଗୁଡ଼ିକର ପ୍ରତିନିଧିଙ୍କୁ ଭେଟିବେ। ଆସନ୍ତା ୧୧ରେ ହେବାକୁ ଥିବା ଏହି ବୈଠକରେ କନ୍ଫେଡେରେଶନ ଅଫ୍ ଇଣ୍ଡିଆନ ଇଣ୍ଡଷ୍ଟ୍ରି(ସିଆଇଆଇ) ଏବଂ ଫେଡେରେଶନ ଅଫ୍ ଇଣ୍ଡିଆନ…
Archives


