ବାଣିଜ୍ୟ

ଭାରତର ଆର୍ଥିକ ବିକାଶ ହାର ଅନୁମାନ ହ୍ରାସ କଲା ମୁଡିଜ

ନୂଆଦିଲ୍ଲୀ,୨୪-୮: ବିଶ୍ୱ ରେଟିଂ ଏଜେନ୍ସି ମୁଡିଜ ମାନ୍ଦାବସ୍ଥା ଭିତରେ ଦେଶର ଆର୍ଥିକ ବିକାଶ ହାର ଅନୁମାନକୁ ହ୍ରାସ କରିଛି। ଏଜେନ୍ସି ପକ୍ଷରୁ ଆର୍ଥିକ ବର୍ଷ ୨୦୧୯ ଓ ୨୦୨୦ ଲାଗି ଜିଡିପି ଅନୁମାନରେ ଭାରି ହ୍ରାସ ଦର୍ଶାଇଛି। ୨୦୧୯ ଆର୍ଥିକ ବର୍ଷରେ…

ନରେଶ ଗୋୟଲଙ୍କ ଘରେ ଇଡି ଚଢ଼ାଉ

ନୂଆଦିଲ୍ଲୀ,୨୪-୮: ବିଦେଶୀ ବିନିମୟ ଆଇନ(ଫେମା) ଉଲ୍ଲଂଘନ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ଜେଟ୍‌ ଏୟାରଓ୍ବେଜ ପ୍ରତିଷ୍ଠାତା ନରେଶ ଗୋୟଲଙ୍କ ବାସଭବନ ସମେତ ଏକାଧିକ ସ୍ଥାନରେ ଚଢ଼ାଉ କରିଛି। ଜଣେ ଅଧିକାରୀଙ୍କ କହିବାନୁଯାୟୀ, ଫେମା ଆଇନ ଅଧୀନରେ ଗୋୟଲଙ୍କ ମୁମ୍ବାଇ ଓ ଦିଲ୍ଲୀସ୍ଥିତ…

ଏଫ୍‌ଡି ସୁଧ ହାର କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୨୪-୮: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ଏଫ୍‌ଡି ଉପରେ ସୁଧ ହାର ହ୍ରାସ ଘୋଷଣା କରିଛି। ଏଣିକି ସମସ୍ତ ପ୍ରକାର ଏଫ୍‌ଡି ଉପରେ ସୁଧ ହାର କମିବ। ଏହା ଉଭୟ ବଲ୍କ ଓ ରିଟେଲ ଜମା ଉପରେ ଆସନ୍ତା ୨୬ରୁ ଲାଗୁ…

ଶସ୍ତା ହେବ ଅଟୋ, ଗୃହ ଋଣ;ବ୍ୟାଙ୍କଗୁଡ଼ିକୁ ମିଳିବ ୭୦ ହଜାର କୋଟି

ନୂଆଦିଲ୍ଲୀ,୨୪-୮: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ୭୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ବ୍ୟାଙ୍କର ପୁଞ୍ଜି ଉପଲବ୍ଧତା ବୃଦ୍ଧି ସହ ଋଣ ପ୍ରଦାନ କ୍ଷମତାକୁ ବଢ଼ାଇବା ଉଦ୍ଦେଶ୍ୟରେ ସରକାର ଏହି ପଦକ୍ଷେପ ନେବାକୁ ଯାଉଛନ୍ତି। ସରକାରଙ୍କ ଏହି ପଦକ୍ଷେପ ଯୋଗୁ…

ଆସିଲା ମାରୁତି ସୁଜୁକି ଏକ୍ସଏଲ୍‌୬

ଭୁବନେଶ୍ୱର, ୨୪-୮(ବ୍ୟୁରୋ): ମାରୁତି ସୁଜୁକି ପକ୍ଷରୁ ନୂଆ ଏକ୍ସଏଲ୍‌୬ ମଡେଲ ଓଡ଼ିଶା ବଜାରରେ ପ୍ରବେଶ କରିଛି। ସ୍ଥାନୀୟ ରାଜଭବନ ରୋଡ ସ୍ଥିତ ନେକ୍ସା ଶୋ’ରୁମରେ ଏହାର ବଜାର ପ୍ରବେଶ ହୋଇଛି। ନାରାୟଣୀ ମୋଟର୍ସ ଏମ୍‌ଡି ପୁରୁଷୋତ୍ତମ ବୁଧରାଜା, ଡାଇରେକ୍ଟର ମନିଷା ବୁଧରାଜା,…

ତେଲ କମ୍ପାନୀଙ୍କ ୫ ହଜାର କୋଟି ବାକି ରଖିଛି ଏୟାର ଇଣ୍ଡିଆ

ନୂଆଦିଲ୍ଲୀ, ୨୪-୮: ଏୟାର ଇଣ୍ଡିଆ ଉପରେ ୩ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡିକର ୫ ହଜାର କୋଟି ଟଙ୍କାର ବାକି ରହିଛି। ଗତ ଆଠ ମାସ ଧରି ଏହି ବିମାନ କମ୍ପାନୀ ଇନ୍ଧନ ବିଲ୍‌ ପ୍ରଦାନ କରି ନାହିଁ ବୋଲି ଇଣ୍ଡିଆନ ଅଏଲ…

ଋଣ ଅଭିବୃଦ୍ଧି ଉପରେ ଫୋକସ କରିବେ ବ୍ୟାଙ୍କ

ଭୁବନେଶ୍ୱର, ୨୩-୮(ବ୍ୟୁରୋ): ଆଗାମୀ ୫ ବର୍ଷରେ ଦେଶର ଅର୍ଥନୀତିକୁ ୫ ଟ୍ରିଲିୟନ ଡଲାରରେ ପହଞ୍ଚାଇବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏ ଦିଗରେ ବ୍ୟାଙ୍କଗୁଡିକ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଥିବା ବେଳେ ଅର୍ଥନୀତିକୁ ଆଗେଇ ନେବା ଲାଗି ବିଭିନ୍ନ ପଦକ୍ଷେପ ଉପରେ…

ନୀରବ ମୋଦିଙ୍କ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି

ଲଣ୍ଡନ,୨୩-୮: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି ପାଇଛି। ଭାରତକୁ ପ୍ରତ୍ୟର୍ପଣ ନେଇ ଆଗତ ମାମଲାର ସାମ୍ନା କରୁଥିବା ନୀରବଙ୍କୁ ଏବେ ବ୍ରିଟେନର ଓ୍ବଣ୍ଡସଓ୍ବର୍ଥ ଜେଲ୍‌ରେ ରଖାଯାଇଛି। ତାଙ୍କୁ ଭିଡ଼ିଓ କନ୍‌ଫରେନ୍ସିଂ…

ଆର୍ଥିକ ପ୍ୟାକେଜ ଦେବେନି ସରକାର

ନୂଆଦିଲ୍ଲୀ,୨୩-୮: ଦେଶର ଅର୍ଥନୀତି ଧିମା ହେବା କାରଣରୁ ଉଦ୍ୟୋଗ ଜଗତ ଏବେ ମାନ୍ଦାବସ୍ଥାର ଶିକାର ହୋଇଛି। ସରକାରଙ୍କ ପକ୍ଷରୁ ତୁରନ୍ତ ଆର୍ଥିକ ପ୍ୟାକେଜ ଘୋଷଣା କରିବାକୁ ଉଦ୍ୟୋଗ ଜଗତ ପକ୍ଷରୁ ଦାବି କରାଯାଇଛି। ତେବେ ସରକାର କୌଣସି ପ୍ରକାର ଆର୍ଥିକ ସହାୟତା…

ଆଇଆରସିଟିସି ଆଣିବ ଆଇପିଓ;ବିକ୍ରି ହେବ ୧୨% ଅଂଶଧନ

ନୂଆଦିଲ୍ଲୀ,୨୩-୮: ରେଲଓ୍ବେର ପର୍ଯ୍ୟଟନ ଏବଂ ଖାଦ୍ୟ ବ୍ୟବସ୍ଥା ତଦାରଖ କରୁଥିବା ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟ୍ୟୁରିଜିମ୍‌ କର୍ପୋରେଶନ(ଆଇଆର୍‌ସିଟିସି) ଖୁବଶୀଘ୍ର ଇନିସିଆଲ ପବ୍ଲିକ୍‌ ଅଫରିଂ(ଆଇପିଓ) ଆଣିବାକୁ ଯାଉଛି। ଏଥିଲାଗି ଭାରତୀୟ ପ୍ରତିଭୁତି ଏବଂ ବିନିମୟ ବୋର୍ଡ(ସେବି) ନିକଟରେ ଏହା ଆବଶ୍ୟକୀୟ ଦସ୍ତାବେଜ…

ଟଙ୍କା, ସେନ୍‌ସେକ୍ସ ହ୍ରାସ, ସୁନା ଦର ବୃଦ୍ଧି

ମୁମ୍ବାଇ,୨୩-୮: ଦେଶର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା କୃଷ୍ଣମୂର୍ତ୍ତି ସୁବ୍ରମଣ୍ୟନ ସରକାରଙ୍କ ପକ୍ଷରୁ କୌଣସି ଆର୍ଥିକ ପ୍ରୋତ୍ସାହନ ଦିଆଯିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ କଲା ପରେ ମୁଦ୍ରା ଓ ଷ୍ଟକ୍‌ ବଜାରରେ ହଇଚଇ ସୃଷ୍ଟି ହୋଇଥିଲା। ଡଲାର ତୁଳନାରେ ଟଙ୍କାର ମୂଲ୍ୟ…

ବର୍ଷକରେ ବନ୍ଦ ହୋଇଛି ୫୫୦୦ ଏଟିଏମ୍‌, ୬୦୦ ଶାଖା

ନୂଆଦିଲ୍ଲୀ,୨୩-୮: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଖର୍ଚ୍ଚ କମାଇବା ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସେମାନେ ବଡ଼ ସହରରେ ନିଜର ଏଟିଏମ୍‌ ଓ ଶାଖା ବନ୍ଦ କରୁଛନ୍ତି। ସହରବାସୀ ଏବେ ଅଧିକ ସଂଖ୍ୟାରେ ଡିଜିଟାଲ ବ୍ୟାଙ୍କିଙ୍ଗ ଆଡ଼କୁ ଆକୃଷ୍ଟ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?