ସାମଗ୍ରୀ ଦର ବଢ଼ାଇବ ବ୍ରିଟାନିଆ
କୋଲକାତା,୨୩-୮: ଏଫ୍ଏମ୍ସିଜି କମ୍ପାନୀ ବ୍ରିଟାନିଆ ଇଣ୍ଡଷ୍ଟ୍ରିଜ ବିକ୍ରି ହ୍ରାସ ପାଉଥିବାରୁ ଅଧିକ କ୍ଷତିରୁ ମୁକ୍ତି ପାଇବା ଲାଗି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରୁ ନିଜର ସମସ୍ତ ଉତ୍ପାଦର ଦର ବଢ଼ାଇବ ବୋଲି ଘୋଷଣା କରିଛି। କମ୍ପାନୀ ମୁଖ୍ୟ(ବିପଣନ) ବିନୟ ସୁବ୍ରମଣ୍ୟମ…
୭ମାସରେ ଚାକିରି ଛାଡ଼ିଛନ୍ତି ୫୮ ସିଇଓ-ଏମ୍ଡି
ନୂଆଦିଲ୍ଲୀ,୨୩-୮: ଇଣ୍ଡିଆ ଇଙ୍କ୍ର କର୍ନର ଅଫିସ୍ରୁ ଚଳିତ ବର୍ଷର ୭ ମାସ ମଧ୍ୟରେ ୫୮ ଜଣ ସିଇଓ-ଏମ୍ଡି ଚାକିରି ଛାଡ଼ିଛନ୍ତି। ପ୍ରାଇମ ଡାଟାବେସ୍ ପକ୍ଷରୁ ଏନ୍ଏସ୍ଇଇନ୍ଫୋବେସ୍ ଡଟ୍ କମ୍ର ତର୍ଜମା କରାଯିବା ପରେ ଏହି ତଥ୍ୟ ଜଣାପଡିଛି। ୨୦୦୯ରେ ଏହି ସଂଖ୍ୟା…
ଗୁଜରାଟ ହୀରା କାରବାର ମାନ୍ଦା, ୧୫% ନିଯୁକ୍ତି ହ୍ରାସ
ନୂଆଦିଲ୍ଲୀ,୨୨।୮: ଆମେରିକା ଓ ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ଟ୍ରେଡ୍ ଓ୍ବାର୍ ପ୍ରଭାବ ଏବେ ଧୀରେ ଧୀରେ ଦୁଇଦେଶର ସୀମାସରହଦ ଅତିକ୍ରମ କରି ଅନ୍ୟ ଦେଶର ବାଣିଜ୍ୟକୁ ପ୍ରଭାବିତ କରିବା ଆରମ୍ଭ କରିଛି। ଭାରତ ମଧ୍ୟ ଏଥିରୁ ଅଛୁଅଁା ରହିନାହିଁ। ଗୁଜରାଟର…
ସୁନା @ ୩୮,୮୨୦ ଟଙ୍କା
ନୂଆଦିଲ୍ଲୀ,୨୨।୮: ସୁନା ଓ ରୁପା ଦର କ୍ରମାଗତ ରେକର୍ଡ କରିଚାଲିଛି। ଦୈନିକ ଏହା ନୂଆ ସର୍ବୋଚ୍ଚ ସ୍ତର ପାର୍ କରୁଛି। ବୁଧବାର ବଜାର ବନ୍ଦ ହେବା ବେଳକୁ ସୁନା ଦର ପ୍ରତି ୧୦ ଗ୍ରାମ୍ ୩୮,୮୨୦ ଟଙ୍କା ରହିଛି। ସେହିପରି ରୁପା…
୧୦ ହଜାର କର୍ମଚାରୀ ଛଟେଇ କରିବ ପାର୍ଲେ ଜି
ନୂଆଦିଲ୍ଲୀ,୨୨।୮: ଭାରତର ଅର୍ଥନୀତି ଧିମା ହେବାର ପ୍ରଭାବ ଏବେ ଦେଶର ସର୍ବବୃହତ୍ ବିସ୍କୁଟ ନିର୍ମାତା କମ୍ପାନୀ ପାର୍ଲେ ଜି ଉପରେ ପଡିଛି। ଏହି କାରଣରୁ ଆଗାମୀ ଦିନରେ କମ୍ପାନୀ ପ୍ରାୟ ୧୦ ହଜାର କର୍ମଚାରୀଙ୍କୁ ଛଟେଇ କରିବାକୁ ନିଷ୍ପତ୍ତି ନେଇଛି। କମ୍ପାନୀର…
ଓଡ଼ିଶା ବଜାରରେ ହ୍ୟୁଣ୍ଡାଇ ଇଲେକ୍ଟ୍ରୋନିକ୍ସ
ଭୁବନେଶ୍ୱର, ୨୨।୮(ବ୍ୟୁରୋ) ହ୍ୟୁଣ୍ଡାଇ ଇଲେକ୍ଟ୍ରୋନିକ୍ସ ଇଣ୍ଡିଆ ଲିମିଟେଡ ପକ୍ଷରୁ ଓଡ଼ିଶା ବଜାରରେ ଏହାର ପ୍ରଡକ୍ଟଗୁଡିକର ଶୁଭାରମ୍ଭ ଘୋଷଣା କରାଯାଇଛି। କମ୍ପାନୀର ଚିଫ୍ ଅପରେଟିଂ ଅଫିସର (ସିଓଓ) ଅଭିଷେକ ମାଲପାନି, ବିତରକ ପପୁ ହଂସ ଏବଂ କମ୍ପାନୀର ଜୋନାଲ ପ୍ରବନ୍ଧକ ରାହୁଲ ଛିବେର…
ଦରମା ବଢ଼ାଇବାରେ ଘରୋଇ କମ୍ପାନୀ କୁଣ୍ଠିତ
ନୂଆଦିଲ୍ଲୀ,୨୨।୮: ଚଳିତ ବର୍ଷ କମ୍ ଲୋକଙ୍କ ଦରମା ସେମାନଙ୍କ ମନମୁତାବକ ବଢ଼ିଛି। ଅର୍ଥନୀତିର ଅବସ୍ଥା ବିଗିଡିଯିବା କାରଣରୁ ଚଳିତ ବର୍ଷ ଘରୋଇ କମ୍ପାନୀଗୁଡ଼ିକ ହାତ ଖୋଲା ଦରମା ବଢ଼ାଇନାହାନ୍ତି। ସେଣ୍ଟର ଫର୍ ମନିଟରିଂ ଅଫ୍ ଇଣ୍ଡିଆନ ଇକୋନୋମୀ(ସିଏମ୍ଆଇଇ) ତଥ୍ୟରୁ ଜଣାପଡୁଛି ଯେ,…
ଏଫ୍ପିଆଇଙ୍କ ଲାଗି ନିୟମ କୋହଳ କଲା ସେବି
ମୁମ୍ବାଇ,୨୨।୮: ସିକ୍ୟୁରିଟିଜ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ(ସେବି) ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍ପିଆଇ)ଙ୍କ ଲାଗି ବୁଧବାର ନିୟାମକୀୟ ବ୍ୟବସ୍ଥା କୋହଳ କରିଛି। କଓ୍ବୋଇସି(ନିଜର ଗ୍ରାହକଙ୍କୁ ଜାଣନ୍ତୁ) ନିୟମକୁ ଷ୍ଟକ ମାର୍କେଟ ନିୟନ୍ତ୍ରକ ସରଳ କରାଯାଇଛି। ଏଥିସହିତ ବଜାର ବାହାରେ ପ୍ରତିଭୂତି ନେଣଦେଣକୁ ଅନୁମତି…
ସିସିଡିର ଅଂଶଧନ କିଣିପାରେ ଆଇଟିସି
ନୂଆଦିଲ୍ଲୀ,୨୨।୮: ଏସିଆର ସର୍ବବୃହତ୍ ସିଗାରେଟ ନିର୍ମାତା ତଥା ଭାରତର ଅନ୍ୟତମ ପ୍ରମୁଖ ଏଫ୍ଏମ୍ସିଜି କମ୍ପାନୀ ଇଣ୍ଡିଆନ ଟବାକୋ କମ୍ପାନୀ (ଆଇଟିସି) ଏବେ କ୍ୟାଫେ କଫି ଡେ(ସିସିଡି)ର ଅଂଶଧନ କିଣିପାରେ ବୋଲି ମିଡିଆରେ ଚର୍ଚ୍ଚା ହେଉଛି। ତେବେ ଏ ସଂକ୍ରାନ୍ତରେ ଆଲୋଚନା ପ୍ରକ୍ରିୟା…
ବିକିନି ଏୟାରଲାଇନର ୯ଟଙ୍କାରେ ଉଡାଣ
ନୂଆଦିଲ୍ଲୀ,୨୧।୮: ସାରା ବିଶ୍ୱରେ ‘ବିକିନି ଏୟାରଲାଇନ’ଭାବେ ଖ୍ୟାତ ଭିଏତନାମର ବଜେଟ ଏୟାରଲାଇନ ବିୟତଜେଟ ଚଳିତବର୍ଷ ଡିସେମ୍ବରରୁ ଭାରତରେ ନିଜର ପାଦ ଥାପିବାକୁ ଯାଉଛି। ଏହି ଏୟାରଲାଇନ କମ୍ପାନୀ ନୂଆଦିଲ୍ଲୀରୁ ହୋ ଚିନ୍ ମିନ୍ ସିଟି ମଧ୍ୟରେ ଡିସେମ୍ବର ୬ରୁ ବିମାନ ଉଡ଼ାଣ…
ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା;ଇ-ଯାନ ନୀତି ଲାଗୁ ନେଇ ସରକାରଙ୍କ ପଛଘୁଞ୍ଚା
ନୂଆଦିଲ୍ଲୀ,୨୧-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଛାଇ ଯାଇଥିବାରୁ ଦେଶର ଅର୍ଥନୀତି ଉପରେ ଏହାର ଗଭୀର ପ୍ରଭାବ ପଡିବା ଆରମ୍ଭ ହୋଇଛି। ଏହାକୁ ଦେଖି କେନ୍ଦ୍ର ସରକାର ଭୟଭୀତ ହୋଇଛନ୍ତି। ଦେଶରେ ଇଲେକ୍ଟ୍ରିଯାନ ପ୍ରଚଳନ ଲାଗି ସରକାର ତରବରିଆ ନିଷ୍ପତ୍ତି ନେଇଥିଲେ। ଏବେ…
ପ୍ରତ୍ୟକ୍ଷ କରରେ ବଡ଼ ଧରଣର ସଂସ୍କାର ପ୍ରସ୍ତୁତି;ସର୍ବାଧିକ ଆୟକର୨୦% ସୁପାରିସ
ନୂଆଦିଲ୍ଲୀ,୨୧-୮: କେନ୍ଦ୍ର ସରକାର ପରୋକ୍ଷ ଟିକସ ବ୍ୟବସ୍ଥାରେ ସଂସ୍କାର ଆଣି ଦେଶରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍ଟି) ଲାଗୁ କଲେ। ଏହାଦ୍ୱାରା ପ୍ରାୟ ଏକ ଡଜନରୁ ଊର୍ଦ୍ଧ୍ୱ ପରୋକ୍ଷ ଟିକସ ଲୋପ ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍ଡିଏ ସରକାର…

