ବାଣିଜ୍ୟ

ମାତ୍ର ୫୯ ମିନିଟରେ ଘର, ଗାଡ଼ି ଋଣ ଦେବ ରାଷ୍ଟ୍ରାୟତ୍ତ ବ୍ୟାଙ୍କ

ନୂଆଦିଲ୍ଲୀ,୨୧-୮: ଏଣିକି ଘର ଓ ଗାଡ଼ି ଋଣ ଲାଗି ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକରେ ଦୌଡିବାକୁ ପଡିବ ନାହିଁ। ସେମାନେ ଏଣିକି ଏହି ଋଣକୁ ମାତ୍ର ୫୯ ମିନିଟରେ ପ୍ରଦାନ କରିବେ। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ପକ୍ଷରୁ ‘ପିଏସ୍‌ବିଲୋନ୍ସଇନ୍‌୫୯ମିନିଟ୍ସ’ ପୋର୍ଟାଲକୁ ବ୍ୟବହାର କରିବାକୁ ନିଷ୍ପତ୍ତି ନେଇଛନ୍ତି।…

ମାନ୍ଦାବସ୍ଥାକୁ ନେଇ ଟ୍ରମ୍ପ ଭୟଭୀତ;ଟିକସ ହ୍ରାସ, ଟାରିଫ ପ୍ରତ୍ୟାହାର ବିଚାର

ନୂଆଦିଲ୍ଲୀ,୨୧-୮: ଚାଇନା ସହିତ ବାଣିଜ୍ୟ ଯୁଦ୍ଧ ଆରମ୍ଭ ଯୋଗୁ ଆସନ୍ତା ୨ ବର୍ଷ ଭିତରେ ଆମେରିକା ଅର୍ଥନୀତିରେ ମାନ୍ଦାବସ୍ଥା ଗ୍ରାସ କରିବ ବୋଲି ବିଶ୍ୱର ଅର୍ଥନୀତିଜ୍ଞମାନେ ଚେତାବନି ଦେଇଛନ୍ତି। ଏହା ଜାଣିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭୟଭୀତ ହୋଇଛନ୍ତି। ଦେଶର…

ଡେବିଟ କାର୍ଡ ବନ୍ଦ କରିବାକୁ ଏସ୍‌ବିଆଇର ପ୍ରସ୍ତୁତି

ନୂଆଦିଲ୍ଲୀ,୨୧-୮: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ପ୍ଲାଷ୍ଟିକ ଡେବିଟ କାର୍ଡ ପ୍ରଚଳନକୁ ବନ୍ଦ କରିବାକୁ ଯାଉଛି। ଏହା ବଦଳରେ ବ୍ୟାଙ୍କ ୟୋନୋ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ଜୋରଦାର ଭାବେ ଲାଗୁ କରିବ। ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଏକ କାର୍ଯ୍ୟକ୍ରମରେ ଯୋଗ…

ଆଧାର-ସୋସିଆଲ ମିଡିଆ ସଂଯୋଗ ମାମଲା;ଫେସ୍‌ବୁକ୍‌ର ଆବେଦନ,କେନ୍ଦ୍ରକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୧-୮: ସୋସିଆଲ ମିଡିଆ ପ୍ରୋଫାଇଲକୁ ଆଧାର ସହ ସଂଯୋଗ(ଲିଙ୍କ୍‌) କରିବା ଲାଗି ଦାବି ହେଉଛି। ଏ ସଂକ୍ରାନ୍ତରେ ଏକାଧିକ ହାଇକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଗୋଟିଏ ମଞ୍ଚରେ ଶୁଣାଣି ଲାଗି ଫେସ୍‌ବୁକ୍‌ ଇଙ୍କ୍‌(ଇନକର୍ପୋରେଟେଡ) ଓ ହ୍ବାଟ୍ସଆପ୍‌ ପକ୍ଷରୁ ଏକ ମାମଲା…

ଭାରତରେ ୧୦୦ ବିଲିୟନ ଡଲାର ନିବେଶ କରିବ ଅଷ୍ଟ୍ରେଲିଆ

ଭୁବନେଶ୍ୱର, ୨୧-୮(ବ୍ୟୁରୋ): ଘରୋଇ ବଜାର ବିଦେଶୀ ପୁଞ୍ଜି ଆକୃଷ୍ଟ କରିବାରେ ଏକ ପ୍ରମୁଖ ସ୍ଥଳ ପାଲଟିଛି। ଅଷ୍ଟ୍ରେଲିଆ ପାଇଁ ଭାରତ ନିବେଶର ଏକ ପସନ୍ଦଯୋଗ୍ୟ ସ୍ଥାନ ଭାବେ ଉଭା ହୋଇଛି। ୨୦୧୭ ସୁଦ୍ଧା ଅଷ୍ଟ୍ରେଲିଆ କମ୍ପାନୀଗୁଡିକ ଦେଶରେ ୧୪ ବିଲିୟନ ଡଲାର…

ସୋସିଆଲ ମିଡିଆ ପ୍ରୋଫାଇଲକୁ ଆଧାର ସହ ଲିଙ୍କ୍‌: ଫେସ୍‌ବୁକ୍‌ର ଆବେଦନ,କେନ୍ଦ୍ରକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୦-୮: ସୋସିଆଲ ମିଡିଆ ପ୍ରୋଫାଇଲକୁ ଆଧାର ସହ ସଂଯୋଗ(ଲିଙ୍କ୍‌) କରିବା ଲାଗି ଦାବି ହେଉଛି। ଏ ସଂକ୍ରାନ୍ତରେ ଏକାଧିକ ହାଇକୋର୍ଟରେ ମାମଲା ଚାଲୁଥିବା ବେଳେ ଗୋଟିଏ ମଞ୍ଚରେ ଶୁଣାଣି ଲାଗି ଫେସ୍‌ବୁକ୍‌ ଇଙ୍କ୍‌(ଇନକର୍ପୋରେଟେଡ) ପକ୍ଷରୁ ଏକ ମାମଲା ସୁପ୍ରିମକୋର୍ଟରେ ଦାଏର କରାଯାଇଛି।…

ଡେବିଟ କାର୍ଡ ବନ୍ଦ କରିବାକୁ ଏସ୍‌ବିଆଇର ପ୍ରସ୍ତୁତି

ନୂଆଦିଲ୍ଲୀ,୨୦-୮: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ପ୍ଲାଷ୍ଟିକ ଡେବିଟ କାର୍ଡ ପ୍ରଚଳନକୁ ବନ୍ଦ କରିବାକୁ ଯାଉଛି। ଏହା ବଦଳରେ ବ୍ୟାଙ୍କ ୟୋନୋ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ଜୋରଦାର ଭାବେ ଲାଗୁ କରିବ। ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଏକ କାର୍ଯ୍ୟକ୍ରମରେ ଯୋଗ…

ମାନ୍ଦାବସ୍ଥା ଯୋଗୁ ଧିମା ହୋଇଛି ନିଯୁକ୍ତି

ନୂଆଦିଲ୍ଲୀ,୨୦ -୮: ଭାରତରେ ଗତବର୍ଷ ବେକାରି ହାର ୪୫ ବର୍ଷରେ ସବୁଠାରୁ ଖରାପ ରହିଛି। ଏହି ସମୟରେ ପ୍ରାୟ ସବୁ ସେକ୍ଟରରେ ନିଯୁକ୍ତି ଅତ୍ୟନ୍ତ ଧିମା ରହିଛି। ମାନ୍ଦାବସ୍ଥା ଯୋଗୁ ନିଯୁକ୍ତି ପ୍ରଦାନ ପ୍ରକ୍ରିୟା ଧୀରେ ଧୀରେ କମିବାରେ ଲାଗିଛି। କେୟାର…

୨୦୨୦ରେ ମାଡି ଆସୁଛି ମାନ୍ଦାବସ୍ଥା

ନୂଆଦିଲ୍ଲୀ,୨୦-୮: ଆସନ୍ତା ଏକ ବର୍ଷ ମଧ୍ୟରେ ୮ବର୍ଷରେ ସବୁଠାରୁ ଭୟଙ୍କର ମାନ୍ଦାବସ୍ଥା ମାଡିଆସୁଛି। ଏକ ତୃତୀୟାଂଶ ଗ୍ଲୋବାଲ ଫଣ୍ଡ ମ୍ୟାନେଜର ଏ ସମ୍ପର୍କରେ ଅନୁମାନ ଦର୍ଶାଇଛନ୍ତି। ବ୍ୟାଙ୍କ ଅଫ୍‌ ମେରିଲ ଲିଞ୍ଚର ସର୍ଭେ ରିପୋର୍ଟ ମୁତାବକ ୨୦୨୦ରେ ବିଶ୍ୱରେ ସବୁଠାରୁ ବଡ଼…

ପ୍ରତ୍ୟକ୍ଷ ଟିକସ କୋଡ୍‌;ସୀତାରାମନ୍‌ଙ୍କୁ ରିପୋର୍ଟ ଦେଲା ଟାସ୍କଫୋର୍ସ

ନୂଆଦିଲ୍ଲୀ,୨୦-୮: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ(ସିବିଡିଟି) ସଦସ୍ୟ ଅଖିଳେଶ ରଞ୍ଜନଙ୍କ ଅଧ୍ୟକ୍ଷତାରେ ଗଠିତ ଟାସ୍କଫୋର୍ସ ସୋମବାର ନୂଆ ପ୍ରତ୍ୟକ୍ଷ ଟିକସ କୋଡ୍‌ ଉପରେ ନିଜର ରିପୋର୍ଟ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ହସ୍ତାନ୍ତର କରିଛନ୍ତି। ରିପୋର୍ଟ ସମ୍ପର୍କରେ ବିସ୍ତାରିତ ତଥ୍ୟ…

ଅର୍ଥନୀତି ଧିମା ହେବା ଚିନ୍ତାଜନକ: ରାଜନ

ନୂଆଦିଲ୍ଲୀ,୨୦-୮: ଦେଶର ଅର୍ଥନୀତି ଧିମା ହୋଇଯିବା ଚିନ୍ତାଜନକ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ୍‌ ରାଜନ ଦର୍ଶାଇଛନ୍ତି। ଶକ୍ତି ଓ ଅଣ ବ୍ୟାଙ୍କିଙ୍ଗ ଆର୍ଥିକ ସଂସ୍ଥାଗୁଡ଼ିକରେ ଦେଖାଦେଇଥିବା ସଙ୍କଟକୁ ଦୂର କରିବା ଲାଗି ସରକାର ଯଥାଶୀଘ୍ର ନୂଆ ସଂସ୍କାର…

ଅର୍ଥନୀତି ଧିମା ପଡିଥିବା ଗଭର୍ନରଙ୍କ ସ୍ବୀକାର

ମୁମ୍ବାଇ,୨୦-୮: ବର୍ତ୍ତମାନ ଦେଶର ଅର୍ଥନୀତି ଧିମା ହୋଇଯାଇଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ସ୍ବୀକାର କରିଛନ୍ତି। ଏଥିଯୋଗୁ ଆଭ୍ୟନ୍ତରୀଣ ଓ ବାହ୍ୟ ଉଭୟ ସ୍ତରରେ ବଡ ଆହ୍ବାନ ରହିଛି। ତେବେ ଲୋକେ ନିରାଶାବାଦୀ ନ ହୋଇ ସୁଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?