ବାଣିଜ୍ୟ

ଓ୍ବିପ୍ରୋରେ ଅଜିମ ପ୍ରେମଜୀଙ୍କ ଯୁଗର ଅବସାନ

ନୂଆଦିଲ୍ଲୀ,୭-୬: ଦେଶର ସର୍ବବୃହତ ଦାନବୀର କୁହାଯାଉଥିବା ଅଜିମ ପ୍ରେମଜୀ ଦୀର୍ଘ ୫୩ ବର୍ଷ ଧରି ଓ୍ବିପ୍ରୋର ମୁଖ୍ୟ ଭାବେ ଦାୟିତ୍ୱ ସମ୍ଭାଳିବା ପରେ ଶେଷରେ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ସେ ଆସନ୍ତା ଜୁଲାଇ ୩୦ରେ ନିଜ ପଦରୁ ଅବସର…

କମିଲା ରେପୋ ରେଟ୍‌;ଶସ୍ତା ହେବ ଇଏମ୍‌ଆଇ

ମୁମ୍ବାଇ,୭-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗୁରୁବାର ଏହାର ଦ୍ୱିମାସିକ ମୁଦ୍ରା ନୀତି ଘୋଷଣା କରି ରେପୋ ରେଟ୍‌ ୦.୨୫% ହ୍ରାସ କରିଛି। ଫଳରେ ଏହା ହ୍ରାସ ପାଇ ୫.୭୫% ହୋଇଛି। ଏହା ୯ ବର୍ଷରେ ସର୍ବନିମ୍ନ ସ୍ତରକୁ ଖସି ଆସିଛି। ଫଳରେ…

୨୦୨୬ ସୁଦ୍ଧା ଓଲା, ଉବର ଗାଡ଼ି ହେବ ଇଲେକ୍ଟ୍ରିକ

ନୂଆଦିଲ୍ଲୀ,୭-୬: ଖୁବଶୀଘ୍ର ଦେଶର ସଡ଼କରେ ଇଲେକ୍ଟ୍ରିକ କ୍ୟାବ୍‌ ଦେଖିବାକୁ ମିଳିବ। କେନ୍ଦ୍ର ସରକାର ଓଲା ଓ ଉବର ଭଳି ଆପ୍‌ ଆଧାରିତ କ୍ୟାବ୍‌ ସର୍ଭିସ ଉପଲବ୍ଧ କରାଉଥିବା କମ୍ପାନୀଗୁଡ଼ିକ ପାଇଁ ନିଜ ଅଧୀନରେ ଥିବା ୪୦% ଗାଡ଼ିକୁ ଇଲେକ୍ଟ୍ରିକ କରିବାର ବାଧ୍ୟତାମୂଳକ…

ଚାଷୀଙ୍କୁ ସିଧାସଳଖ ସାର ସବ୍‌ସିଡି ଦେବାକୁ ବିଚାର

ନୂଆଦିଲ୍ଲୀ,୭-୬: କେନ୍ଦ୍ର ସରକାର ଡାଇରେକ୍ଟ ବେନିଫିଟ୍‌ ଟ୍ରାନ୍ସଫର(ଡିବିଟି)ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ କରିବାକୁ ଯାଉଛନ୍ତି। ଏଥିରେ ଚାଷୀଙ୍କୁ ସାର ସବ୍‌ସିଡି ସିଧାସଳଖ ସେମାନଙ୍କ ଆକାଉଣ୍ଟରେ ଦେବାକୁ ବିଚାର କରାଯାଉଛି। ସାର ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ ଗୁରୁବାର ଏ ସମ୍ପର୍କରେ ସୂଚନା…

୨୦୨୦ରେ ୭.୫% ରହିବ ଜିଡିପି

ନୂଆଦିଲ୍ଲୀ,୭-୬: ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଭାରତ ଜିଡ଼ିପି ଅଭିବୃଦ୍ଧି ହାର ଗତି ଉପରେ ଅନ୍ତରାଷ୍ଟ୍ରୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ର ଭରସା ରହିଛି। ଏହା ଜି-୨୦ ନୋଟ୍‌ ସର୍ଭିଲାନ୍ସ ନୋଟ୍‌ ଜାରି କରି କହିଛି ଯେ, ୨୦୧୯ରେ ଭାରତର ଜିଡ଼ିପି ହାର ୭.୩%…

୪ ଦିନ ଭିତରେ ସଂଶୋଧିତ ଏନ୍‌ପିଏ ସର୍କୁଲାର

ମୁମ୍ବାଇ,୭-୬: ବ୍ୟାଙ୍କଗୁଡ଼ିକର ଫସିଯାଇଥିବା ଋଣକୁ ଚିହ୍ନଟ କରିବା ତଥା ଏହାର ସମାଧାନ ଲାଗି ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆସନ୍ତା ୩ରୁ୪ ଦିନ ଭିତରେ ଏକ ସଂଶୋଧିତ ସର୍କୁଲାର ଜାରି କରିବ। ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଆର୍‌ବିଆଇର…

ଦୋକାନୀ ବ୍ୟବହାର କରିପାରିବେ ଲାପ୍‌ଟପ୍‌, କମ୍ପ୍ୟୁଟର

ସରକାର ଖୁଚୁରା ସାର ବିକ୍ରେତାଙ୍କ କାର୍ଯ୍ୟକୁ ସୁଚାରୁରୂପେ ପରିଚାଳନା ପାଇଁ ପିଓଏସ୍‌ ମେଶିନ ସହିତ ଡେସ୍କଟପ୍‌ କମ୍ପ୍ୟୁଟର ଓ ଲାପ୍‌ଟପ୍‌ ବ୍ୟବହାର କରିବାକୁ ଅନୁମତି ଦେବେ। ବର୍ତ୍ତମାନ ସାର ସବ୍‌ସିଡି କ୍ଷେତ୍ରରେ ଡିବିଟି ବ୍ୟବସ୍ଥା ପିଓଏସ୍‌ ମେଶିନ ମାଧ୍ୟମରେ କରାଯାଉଛି। ପିଓଏସ୍‌…

ଆର୍‌ଟିଜିଏସ୍‌,ଏନ୍‌ଇଏଫ୍‌ଟିରେ ଲାଗିବନି ଚାର୍ଜ:ଗ୍ରାହକଙ୍କୁ ଆଶ୍ୱସ୍ତି

ମୁମ୍ବାଇ,୭-୬: ରିଜଭର୍ର୍ ବ୍ୟାଙ୍କ ଅନ୍‌ଲାଇନରେ ଟ୍ରାଞ୍ଜାକଶନ୍‌ କରୁଥିବା ଗ୍ରାହକଙ୍କୁ ଆଶ୍ୱସ୍ତ କରି ଆର୍‌ଟିଜିଏସ୍‌ ଓ ଏନ୍‌ଇଏଫ୍‌ଟି ଉପରେ ଲାଗୁଥିବା ଶୁଳ୍କ ବା ଚାର୍ଜକୁ ପ୍ରତ୍ୟାହାର କରିନେଇଛି। ଡିଜିଟାଲ ନେଣଦେଣକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଭଳି ପଦକ୍ଷେପ ନିଆଯାଇଛି ବୋଲି ଗଭର୍ନର ଶକ୍ତିକାନ୍ତ…

ବିଶ୍ୱକପ୍‌ ଦେଖିବା ଲାଗି ଜିଓର ଧମାକାଦାର ଅଫର୍‌: ସବୁ ମ୍ୟାଚ୍‌ର ସିଧା ପ୍ରସାରଣ ମାଗଣା

ନୂଆଦିଲ୍ଲୀ,୬।୬: କ୍ରିକେଟ୍‌ ମ୍ୟାଚ୍‌ ଲାଇଭ୍‌ ଦେଖିବାରେ ଜିଓ ସବୁଠାରୁ ଗ୍ରହଣୀୟ ସେବା ଭାବେ ପରିଗଣିତ ହୋଇଆସୁଛି। ବିଗତ ଆଇପିଏଲ୍‌ ଏବଂ ବିସିସିଆଇ ଦ୍ୱାରା ଆୟୋଜିତ ଇଣ୍ଡିଆ ସିରିଜ୍‌ରେ ଏହା ପ୍ରମାଣିତ ହୋଇଛି। ୩୦ କୋଟିରୁ ଅଧିକ ଦର୍ଶକ ଜିଓ ଦ୍ୱାରା ଲାଇଭ୍‌…

ପାକ୍‌ ବାୟୁସୀମା ଦେଇ ଭାରତ ଆସିଲା ଇଣ୍ଡିଗୋ ବିମାନ

ନୂଆଦିଲ୍ଲୀ,୬-୬: ପାକିସ୍ତାନ ଏହାର ବାୟୁସୀମାରୁ କଟକଣା ପ୍ରତ୍ୟାହାର କରିନେବା ପରେ ଭାରତୀୟ ଘରୋଇ ବିମାନ ଇଣ୍ଡିଗୋର ପ୍ରଥମ ବିମାନ ସୁରକ୍ଷିତ ଭାବେ ଭାରତରେ ପହଞ୍ଚତ୍ଛି। ପାକିସ୍ତାନ ଅହମ୍ମଦାବାଦ ନିକଟସ୍ଥ ଟେଲେମ ଏଣ୍ଟି ପଏଣ୍ଟକୁ ରବିବାର ସନ୍ଧ୍ୟାରେ ଖୋଲି ଦେଇଥିଲା। ଦୁବାଇରୁ ଦିଲ୍ଲୀ…

ଭାରତର ୭.୫%ବିକାଶ ହାରରେ ବିଶ୍ୱବ୍ୟାଙ୍କ କାଏମ

ନୂଆଦିଲ୍ଲୀ,୬-୬: ଭାରତର ଆର୍ଥିକ ଅଭିବୃଦ୍ଧି ହାର ଚଳିତ ଆର୍ଥିକ ବର୍ଷରେ ୭.୫% ରହିବ ବୋଲି ବିଶ୍ୱ ବ୍ୟାଙ୍କ ନିଜର ପୂର୍ବାନୁମାନରେ ଏବେ ସୁଦ୍ଧା କାଏମ ରହିଛି। ଆସନ୍ତା ୨ ବର୍ଷ ପର୍ଯ୍ୟନ୍ତ ଉକ୍ତ ଜିଡିପି ହାରରେ ଭାରତର ଅଭିବୃଦ୍ଧି ଘଟିବ ବୋଲି…

ଗଡ଼କରୀଙ୍କ ୧୫ ଲକ୍ଷ କୋଟିର ନିବେଶ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ

ନୂଆଦିଲ୍ଲୀ,୬-୬: କେନ୍ଦ୍ର ମନ୍ତ୍ରୀ ନିତିନ ଗଡ଼କରୀ ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଦାୟିତ୍ୱ ସମ୍ଭାଳିବା ପରେ ଆସନ୍ତା ୫ ବର୍ଷ ପାଇଁ ଆର୍ଥିକ ବିକାଶରେ ସଡ଼କ ପରିବହନ ଏବଂ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟର ଯୋଗଦାନ ନେଇ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି। ମିଡିଆ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri