ବାଣିଜ୍ୟ

ସର୍ବକାଳୀନ ରେକର୍ଡ ସ୍ତରରେ ସୁନା;୧୦ଗ୍ରାମକୁ ୩୫,୯୭୦ଟଙ୍କା

ନୂଆଦିଲ୍ଲୀ,୨୩-୭: ସୁନା ଦର ସୋମବାର ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚତ୍ୟାଇଛି। ଦିଲ୍ଲୀ ସର୍ରାଫା ବଜାରରେ ସୁନା ୧୦୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମ ୩୫,୯୭୦ ଟଙ୍କା ହୋଇଛି। ଗହଣା ଦୋକାନୀଙ୍କ ପକ୍ଷରୁ କ୍ରମାଗତ କିଣା ଯାଉଥିବାରୁ ସୁନାର ଦରବୃଦ୍ଧି ଘଟିଚାଲିଛି…

ବ୍ୟାଙ୍କ ଅଫ୍‌ ବରୋଦାର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୩-୭: ବ୍ୟାଙ୍କ ଅଫ୍‌ ବରୋଦା ଆସେଟ ରିକଭରି ମ୍ୟାନେଜମେଣ୍ଟ ଶାଖା ପକ୍ଷରୁ ୧୧୨ ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି। ଏହି ଅବସରରେ ମୁଖ୍ୟ ପ୍ରବନ୍ଧକ ଏନ୍‌ .କିସ୍‌ପୋଟା, ମୁଖ୍ୟ ପ୍ରବନ୍ଧକ କୁମାର ଗୌତମ, ବରିଷ୍ଠ ପ୍ରବନ୍ଧକ ଅଜୟ ପଣ୍ଡା ଉପସ୍ଥିତ…

ନିଲାମ ହୋଇଛି ୨୨ ଲୁହାପଥର ଖଣି

ନୂଆଦିଲ୍ଲୀ,୨୩-୭: ସରକାର ବର୍ତ୍ତମାନ ସୁଦ୍ଧା ୨୨ ଲୁହାପଥର ଖଣି ନିଲାମ କରିବାକୁ ସକ୍ଷମ ହୋଇଛି। ଏହି ଖଣିଗୁଡିକରେ ମୋଟ ୫୮୩.୦୫୭ ନିୟୁତ ଟନ୍‌ ଖଣିଜ ସମ୍ପଦ ରହିଥିବା ଜଣାପଡିଛି। ଖଣି ଓ ଖଣିଜ( ଉନ୍ନତୀକରଣ ଏବଂ ଅଧିନିୟମ) ସଂଶୋଧନ ଆଇନ୍‌ ୨୦୧୫…

ପୂର୍ବତଟ ରେଳପଥ ପୁରସ୍କୃତ

ଭୁବନେଶ୍ୱର୨୩-୭(ବ୍ୟୁରୋ): ନିଜ ପରିସୀମା ମଧ୍ୟରୁ ଲକ୍ଷ୍ୟ ଧାର୍ଯ୍ୟର ବହୁ ପୂର୍ବରୁ ମାନବ ବିହୀନ ରେଳ ଲେଭଲ କ୍ରସିଂ ହଟାଇବା କ୍ଷେତ୍ରରେ ପୂର୍ବତଟ ରେଳପଥ ପୁରସ୍କୃତ ହୋଇଛି। ହରିୟାଣାର ଆମ୍ବାଲାଠାରେ ଅନୁଷ୍ଠିତ ୬୪ତମ ରାଷ୍ଟ୍ରୀୟ ରେଳବାଇ ପୁରସ୍କାର ବିତରଣ ଉତ୍ସବରେ ରେଳପଥକୁ ସମ୍ମାନୀତ…

ଭାରତର ମୁଦ୍ରାସ୍ଫୀତି ଅନୁମାନ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୨୨ା୭: ଏସିଆନ ଡେଭଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି) ଚଳିତ ଆର୍ଥିକ ବର୍ଷରେ ଭାରତର ମୁଦ୍ରାସ୍ଫୀତି ଅନୁମାନକୁ ୪.୧୦ ପ୍ରତିଶତକୁ ହ୍ରାସ କରିଛି। ଟଙ୍କାର ମୂଲ୍ୟ ବୃଦ୍ଧି ପାଇବା ତଥା ଦେଶର ଜିଡିପି ପୂର୍ବାନୁମାନ ହ୍ରାସ କରିବା ଯୋଗୁ ଅନ୍ତର୍ଜାତୀୟ ବ୍ୟାଙ୍କ ମୁଦ୍ରାସ୍ଫୀତି ଅନୁମାନ ହ୍ରାସ…

ଏୟାର ଇଣ୍ଡିଆର ବିକ୍ରି ପ୍ରୟାସ: ପଦୋନ୍ନତି, ନୂଆ ନିଯୁକ୍ତି ବନ୍ଦ

ନୂଆଦିଲ୍ଲୀ,୨୨ା୭: ଋଣରେ ବୁଡ଼ି ରହିଥିବା ଏୟାର ଇଣ୍ଡିଆକୁ ବିକ୍ରି କରିବା ଲାଗି ସରକାରଙ୍କ ପ୍ରୟାସ ଜୋର୍‌ଦାର ହୋଇଛି। ଏହି ରାଷ୍ଟ୍ରୀୟ ବିମାନ କମ୍ପାନୀରେ କର୍ମଚାରୀଙ୍କୁ ପଦନ୍ନୋତି ଓ ନୂଆ ନିଯୁକ୍ତିକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ଅଧିକାରୀ ରବିବାର…

୨୫ରେ ଜିଏସ୍‌ଟି କାଉନ୍‌ସିଲ ବୈଠକ

ନୂଆଦିଲ୍ଲୀ,୨୨ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୫ରେ ଜିଏସ୍‌ଟି କାଉନସିଲ୍‌ର ୩୬ତମ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଇଲେକ୍ଟ୍ରିକ୍‌ ଗାଡ଼ି(ଇ-ଯାନ) ଉପରେ ଆଦାୟ କରାଯାଉଥିବା ଟିକସ ହ୍ରାସ କରିବା ନେଇ ନିଷ୍ପତ୍ତି ନିଆଯିବ। ଭିଡ଼ିଓକନ୍‌ଫରେନ୍ସିଂ ମାଧ୍ୟମରେ ହେବାକୁ…

ଡ. ଅର୍ଥୋ ଆୟୁର୍ବେଦିକ ତେଲ, ସୁପର-୩୦ ମଧ୍ୟରେ ଚୁକ୍ତି

ନୂଆଦିଲ୍ଲୀ, ୨୨ା୭: ସୁପର-୩୦ ଚଳଚ୍ଚିତ୍ରର ପ୍ରମୋଶନ ଲାଗି ଏସ୍‌ବିଏସ୍‌ ବାୟୋଟେକ୍‌ର ଲୋକପ୍ରିୟ ପ୍ରଡକ୍ଟ ଡ. ଅର୍ଥୋ ଆୟୁର୍ବେଦିକ ତୈଳ ଚୁକ୍ତିରେ ସାମିଲ ହୋଇଛି। ଚଳଚ୍ଚିତ୍ରର ସଫଳତା ଲାଗି କମ୍ପାନୀ ପକ୍ଷରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ ନେଇଥିବାରୁ ଖୁସି ବୋଲି…

ରେଳ ଯାତ୍ରୀ ବୀମା: ୨ ବର୍ଷରେ ୪୬ କୋଟି ପ୍ରିମିୟମ ସଂଗ୍ରହ

ନୂଆଦିଲ୍ଲୀ,୨୨ା୭: ରେଲଓ୍ବେ ଯାତ୍ରୀ ବୀମା ଯୋଜନା ଅଧୀନରେ ଗତ ଦୁଇବର୍ଷରେ ଘରୋଇ ବୀମା କମ୍ପାନୀ ପ୍ରାୟ ୪୬ କୋଟି ଟଙ୍କାର ପ୍ରିମିୟମ ଅର୍ଜନ କରିଛନ୍ତି। ଏହି ଅବଧିରେ ସେମାନେ ୭ କୋଟି ବୀମା ଦାବି ସମାଧାନ କରିଛନ୍ତି ବୋଲି ଆର୍‌ଟିଆଇ ସୂଚନାରୁ…

ପଓ୍ବନହଂସ ବିକ୍ରି ସର୍ତ୍ତ କୋହଳ

ନୂଆଦିଲ୍ଲୀ,୨୨ା୭: କେନ୍ଦ୍ର ସରକାର ହେଲିକପ୍ଟର ସେବା କମ୍ପାନୀ ପଓ୍ବନହଂସର ବିକ୍ରି ଲାଗି ସର୍ତ୍ତକୁ ଅଧିକ କୋହଳ କରିଛନ୍ତି। ଗତବର୍ଷ ସରକାର ଏହି କମ୍ପାନୀକୁ ବିକ୍ରି ଉଦ୍ୟମ କରି ବିଫଳ ହୋଇଥିଲେ। ଏହାକୁ ଦୃଷ୍ଟିରେ ରଖି ସରକାର ଉକ୍ତ ପଦକ୍ଷେପ ନେଇଛନ୍ତି। କର୍ମଚାରୀ…

ଭୁବନେଶ୍ୱରରେ ବିକ୍ରି ହୋଇଛି ୩୧୫.୭୬ କୋଟିର ନିର୍ବାଚନୀ ବଣ୍ଡ୍‌

ନୂଆଦିଲ୍ଲୀ,୨୨ା୭: ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ଦେବା ଲାଗି ୨୦୧୮ ମେ’ରୁ ୨୦୧୯ ମେ’ ମଧ୍ୟରେ ମୋଟ ୫୮୫୧.୪୧ କୋଟି ଟଙ୍କାର ନିର୍ବାଚନୀ ବଣ୍ଡ୍‌ ବିକ୍ରି କରାଯାଇଛି ବୋଲି ଆର୍‌ଟିଆଇ ସୂଚନାରୁ ଜଣାପଡିଛି। ତନ୍ମଧ୍ୟରେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୩୧୫.୭୬ କୋଟି ଟଙ୍କାର…

ବିପିଏଲ୍‌ ର଼୍ୟାଙ୍କରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୨ା୭: ରାଜ୍ୟରେ ଦାରିଦ୍ର୍ୟ କମୁଛି ବୋଲି ସରକାର ଡିଣ୍ଡିମ ପିଟୁଥିଲେ ମଧ୍ୟ ନୀତି ଆୟୋଗ ରିପୋର୍ଟରେ ଭିନ୍ନ ଚିତ୍ର ଦେଖିବାକୁ ମିଳୁଛି। ଆୟୋଗ ପକ୍ଷରୁ ବିପିଏଲ୍‌ ତାଲିକା ପ୍ରକାଶ କରାଯାଇଛି। ଏଥିରେ ଓଡ଼ିଶା ଦେଶରେ ଦ୍ୱିତୀୟ ସ୍ଥାନରେ ରହିଛି। ଏହି ତାଲିକାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri