ବାଣିଜ୍ୟ

ଅନ୍ତରୀଣ ବଜେଟ ଆବଣ୍ଟନ ରହିପାରେ ଜାରି

ନୂଆଦିଲ୍ଲୀ,୬-୬: ଚଳିତ ବର୍ଷ ଫେବୃୟାରୀ ପହିଲାରେ ଉପସ୍ଥାପିତ ଅନ୍ତରୀଣ ବଜେଟରେ ଦିଆଯାଇଥିବା ଆବଣ୍ଟନକୁ ଚଳିତ ଆର୍ଥିକ ବର୍ଷ ଲାଗି ଜାରି ରଖିବାକୁ ଅର୍ଥ ମନ୍ତ୍ରଣାଳୟ ସଙ୍କେତ ଦେଇଛି। ନୂଆ ସରକାର କ୍ଷମତାକୁ ଆସିବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜୁଲାଇ ୫ରେ…

ଜି-୨୦ ଅର୍ଥମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେବେ ସୀତାରାମନ୍‌

ନୂଆଦିଲ୍ଲୀ,୬-୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜି-୨୦ ଦେଶର ଅର୍ଥମନ୍ତ୍ରୀ ତଥା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନରଙ୍କ ସମ୍ମିଳନୀରେ ଯୋଗ ଦେବେ। ଜାପାନରେ ଆସନ୍ତା ୮ରୁ ଦ୍ୱିଦିବସୀୟ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ଭାବେ ସୀତାରାମନ୍‌ଙ୍କ ଏହା ପ୍ରଥମ ବିଦେଶ ଗସ୍ତ ହେବ।…

ମେ’ରେ ସର୍ଭିସ ସେକ୍ଟର ସର୍ବନିମ୍ନ ସ୍ତରରେ

ନୂଆଦିଲ୍ଲୀ,୬-୬: ଦେଶର ସେବା କ୍ଷେତ୍ର ଗତିବିଧି ବୃଦ୍ଧି ହାର ମେ’ର ଏକ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ସାଧାରଣ ନିର୍ବାଚନ ଯୋଗୁ ଏହା ପ୍ରଭାବିତ ହୋଇଛି ବୋଲି କୁହାଯାଉଛି। ବୁଧବାର ଜାରି ମାସିକ ସର୍ବେକ୍ଷଣ ରିପୋର୍ଟରୁ ଏହା ଜଣାପଡିଛି। ନିକ୍କେଇ ଇଣ୍ଡିଆ…

ପିଚାଇ, ଫ୍ରିଡ଼୍‌ମ୍ୟାନଙ୍କୁ ଗ୍ଲୋବାଲ ଲିଡରସିପ୍‌ ପୁରସ୍କାର

ଓ୍ବାଶିଂଟନ,୬-୬: ଗୁଗଲ ସିଇଓ ସୁନ୍ଦର ପିଚାଇ(୪୬) ଏବଂ ଆମେରିକା ଷ୍ଟକ୍‌ ଏକ୍ସଚେଞ୍ଜ ନ୍ୟାସ୍‌ଡ୍ୟାକ୍‌ ପ୍ରେସିଡେଣ୍ଟ ଆଡେନା ଫ୍ରିଡ୍‌ମ୍ୟାନଙ୍କୁ ଚଳିତ ବର୍ଷ ଲାଗି ଗ୍ଲୋବାଲ ଲିଡରସିପ୍‌ ପୁରସ୍କାର ମିଳିବ। ଟେକ୍ନୋଲୋଜି ଉପରେ ଆଧାରିତ ପ୍ରମୁଖ ପ୍ଲାଟଫର୍ମ ଭାବେ ଦୁଇ କମ୍ପାନୀର ଯୋଗଦାନକୁ ଦୃଷ୍ଟିରେ…

ଡେଲ୍‌,ଜିପ୍‌,ଏଲ୍‌ଆଇସି ଦେଶର ଭରସାଯୁକ୍ତ ବ୍ରାଣ୍ଡ

ନୂଆଦିଲ୍ଲୀ,୫-୬: ଲାପ୍‌ଟପ୍‌ କମ୍ପାନୀ ଡେଲ୍‌ ଭାରତର ସବୁଠାରୁ ଭରସାଯୋଗ୍ୟ ବ୍ରାଣ୍ଡ। ଏହାପରେ ଗାଡ଼ି କମ୍ପାନୀ ଜୀପ ଓ ବୀମା କ୍ଷେତ୍ରର ଶୀର୍ଷ କମ୍ପାନୀ ଏଲ୍‌ଆଇସି ରହିଛି। ଟିଆର୍‌ଏର ବ୍ରାଣ୍ଡ ବିଶ୍ୱାସ ରିପୋର୍ଟ ୨୦୧୯ ଅନୁସାରେ ଶୀର୍ଷ ୭ ବ୍ରାଣ୍ଡ ମଧ୍ୟରେ ଏଲ୍‌ଆଇସି…

ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ମିଳିବ ୪୦ହଜାର କୋଟି

ନୂଆଦିଲ୍ଲୀ,୫-୬: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୪୦ ହଜାର କୋଟି ଟଙ୍କା ପୁନଃପୁଞ୍ଜିକରଣ ବାବଦରେ ଦେଇପାରେ। ଋଣ ବିତରଣକୁ ଅଧିକ ସୁଦୃଢ କରିବା ଲାଗି ସରକାର ଏହି ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ଜୁଲାଇ ୫ରେ…

ଜେଟ୍‌ ବନ୍ଦ ହେବା ଲାଗି ସରକାର ଦାୟୀ : ସ୍ପାଇସ୍‌ଜେଟ ଅଧ୍ୟକ୍ଷ

ନୂଆଦିଲ୍ଲୀ,୫-୬: ଘରୋଇ ଏୟାରଲାଇନ୍ସ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ ଅଚାନକ ବନ୍ଦ ହୋଇଯିବାକୁ ନେଇ ସ୍ପାଇସ୍‌ଜେଟ୍‌ ଅଧ୍ୟକ୍ଷ ଅଜୟ ସିଂ ମୁହଁ ଖୋଲିଛନ୍ତି। ଜେଟ୍‌ ବନ୍ଦ ହୋଇଯିବା ସମସ୍ତଙ୍କ ପାଇଁ ନିଦରୁ ଜାଗି ଉଠିବାର ବେଳ ବୋଲି ସେ ଉଲ୍ଲେଖ କରିଛନ୍ତି। ଏଥିପାଇଁ…

ବଜେଟ ପ୍ରସ୍ତୁତି କାମ ଆରମ୍ଭ;୧୦ରୁ ଅର୍ଥମନ୍ତ୍ରଣାଳୟରେ ବାହ୍ୟ ପ୍ରବେଶ ବନ୍ଦ

ନୂଆଦିଲ୍ଲୀ,୫-୬: ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଜୁଲାଇ ୫ରେ ଉପସ୍ଥାପିତ ହେବାକୁ ଯାଉଛି। ଏଭଳି ସ୍ଥିତିରେ ବଜେଟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସୋମବାରଠାରୁ ଅର୍ଥ ମନ୍ତ୍ରଣାଳୟରେ ‘କ୍ୱାରେଣ୍ଟାଇନ’ଲାଗୁ ହୋଇଯିବ। ଅର୍ଥାତ ଅର୍ଥ ମନ୍ତ୍ରଣାଳୟ ମଧ୍ୟକୁ ବାହ୍ୟ ବ୍ୟକ୍ତିଙ୍କ…

ଆଜି ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୫-୬: ବୁଧବାର ଇଦଉଲଫିତର ପଡୁ ଥିବାରୁ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦଶ, ଚଣ୍ଡୀଗଡ, ଦିଲ୍ଲୀ, ହରିୟାଣା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପୁଡୁଚେରୀ, ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନା,ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟରେ ବ୍ୟାଙ୍କ ବନ୍ଦ ରହିବ। ସେହିଭଳି ଜୁନ ୧୫ରେ ଓଡ଼ିଶାରେ ରଜ…

ଫିନୋଲେକ୍ସ ପକ୍ଷରୁ ଫନୀ ସହାୟତା

ଭୁବନେଶ୍ୱର,୪-୬: ଭାରତର ସର୍ବବୃହତ୍‌ ପିଭିସି ପାଇପ୍ସ ଏବଂ ଫିଟିଂ ନିର୍ମାଣକାରୀ କମ୍ପାନୀ ଫିନୋଲେକ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ସହାୟତା ଯୋଗାଇ ଦିଆଯାଇଛି। କମ୍ପାନୀ ଏହାର ସିଏସ୍‌ଆର୍‌ ପାର୍ଟନର ମୁକୁଲ ମାଧବ ଫାଉଣ୍ଡେଶନ ସହ ମିଳିତ ଫନୀ ପ୍ରଭାବିତ…

ଆର୍‌ବିଆଇର ଆର୍ଥତ୍କ ସାକ୍ଷରତା ସପ୍ତାହ

ଭୁବନେଶ୍ୱର,୪-୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ଆର୍ଥତ୍କ ସାକ୍ଷରତା ସପ୍ତାହ ପାଳନ କରାଯାଉଛି। ଏହା ଚଳିତ ମାସ ୩ରୁ ୭ ଯାଏ ଅନୁଷ୍ଠିତ ହେବ। ଅର୍ଥ ସଂକ୍ରାନ୍ତ ବିଭିନ୍ନ ପ୍ରମୁଖ ପ୍ରସଙ୍ଗ ଉପରେ ଲୋକଙ୍କ ମଧ୍ୟରେ ସଚେତନତା ଲାଗି ଏଭଳି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏଆଇବିଓସିର ୧୦ ଲକ୍ଷ

ଭୁବନେଶ୍ୱର,୪-୬: ଫନୀ ପ୍ରଭାବିତଙ୍କୁ ସହାୟତା ଲାଗି ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେଶନ (ଏଆଇବିଓସି) ପକ୍ଷରୁ ୧୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସେହିଭଳି ସର୍ବଭାରତୀୟ ଷ୍ଟେଟ ବ୍ୟାଙ୍କ ଅଫିସର୍ସ ଫେଡେରେଶନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri