ବାଣିଜ୍ୟ

ମହଙ୍ଗା ପଡିବ ଜାତିସଂଘରେ ପାକିସ୍ତାନକୁ ସମର୍ଥନ ;ସେପ୍ଟେମ୍ବରରୁ ଚାଇନା ସାମଗ୍ରୀ ବର୍ଜନର ରାଷ୍ଟ୍ରୀୟ ଅଭିଯାନ

ନୂଆଦିଲ୍ଲୀ,୧୯-୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପାର୍ଲାମେଣ୍ଟ ଉଚ୍ଛେଦ କରିଛି। ଏହି ପ୍ରସଙ୍ଗକୁ ନେଇ କ୍ଷୁବ୍ଧ ପାକିସ୍ତାନ ଚାଇନାର ଶରଣ ପଶିଥିଲା। ଇସ୍‌ଲାମାବାଦ୍‌ର ଅନୁରୋଧକ୍ରମେ ଚାଇନା ଜାତିସଂଘ ସୁରକ୍ଷା ପରିଷଦରେ ଏହି ମାମଲା ଉଠାଇଥିଲା। ତେବେ ସୁରକ୍ଷା…

ଜନଧନ ଆକାଉଣ୍ଟରେ ଜମା ୧ ଲକ୍ଷ କୋଟି ଟପିଲା

ନୂଆଦିଲ୍ଲୀ,୧୮-୮: ସମାଜର ଗରିବ ଶ୍ରେଣୀ ନିକଟରେ ବ୍ୟାଙ୍କକୁ ପହଞ୍ଚାଇବା ଲାଗି ୫ ବର୍ଷ ପୂର୍ବେ ଏନ୍‌ଡିଏ ସରକାର ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ଜନଧନ ଯୋଜନା। ଏବେ ଏହି ଯୋଜନା ଅଧୀନରେ ଖୋଲା ଯାଇଥିବା ଆକାଉଣ୍ଟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ…

ସିସିଡିର ବକେୟା ଋଣ ହଜାର କୋଟିକୁ କମିବ

ନୂଆଦିଲ୍ଲୀ,୧୮-୮: ଲୋକପ୍ରିୟ କଫି ଚେନ୍‌ କ୍ୟାଫେ କଫି ଡେ(ସିସିଡି)ର ବକେୟା ଋଣ ଭାର ୧ ହଜାର କୋଟି ଟଙ୍କାକୁ ଖସି ଆସିବ ବୋଲି ଏହାକୁ ପରିଚାଳନା କରୁଥିବା କ୍ୟାଫେ ଡେ ଏଣ୍ଟରପ୍ରାଇଜେସ ପକ୍ଷରୁ ଶନିବାର ପ୍ରକାଶ କରାଯାଇଛି। ଷ୍ଟକ୍‌ ମାର୍କେଟକୁ ସୂଚନାଦେଇ…

ଜମାକାରୀଙ୍କଠୁ ସୁନା ଜମା ରଖିପାରିବେ ବ୍ୟାଙ୍କ

ନୂଆଦିଲ୍ଲୀ,୧୮-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଶୁକ୍ରବାର ସୁନା ମୁଦ୍ରୀକରଣ ଯୋଜନା,୨୦୧୫ର ନିୟମକୁ କୋହଳ କରିଛନ୍ତି। ନୂତନ ନିୟମ ଅନୁଯାୟୀ, ଜମାକାରୀ ନିଜର ଗଚ୍ଛିତ ସୁନାକୁ ବ୍ୟାଙ୍କ, ରିଫାଇନର କିମ୍ବା କଲେକ୍ସନ ଓ ପିଓରିଟି ଟେଷ୍ଟିଙ୍ଗ ସେଣ୍ଟର(ସିପିଟିସି)ରେ ଜମା କରିପାରିବେ। ପୂର୍ବରୁ ଏହି…

ଦୁଆରେ ପେଟ୍ରୋଲ ପହଞ୍ଚାଇବେ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ; ଡିଜେଲ ଯୋଗାଣ ଆଉ ୨୦ ସହରକୁ ବ୍ୟାପିବ

ନୂଆଦିଲ୍ଲୀ,୧୮ -୮: ଦେଶର ୩୫ ସହରରେ ଘର ଦୁଆରେ ଡିଜେଲ ଯୋଗାଣରେ ସଫଳତା ହାସଲ ପରେ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ଆଗାମୀ ଦିନରେ ପେଟ୍ରୋଲ ଯୋଗାଇବାକୁ ସ୍ଥିର କରିଛନ୍ତି। ସେହିପରି ଡିଜେଲ ଯୋଗାଣକୁ ଆହୁରି ୨୦ ସହରକୁ ବୃଦ୍ଧି କରିବାକୁ ନିଷ୍ପତ୍ତି…

ଟିକସ ଅଧିକାରୀଙ୍କ ମାନସିକତା ବଦଳିବା ଦରକାର:ସୀତାରାମନ୍‌

ଅହମ୍ମଦାବାଦ,୧୮-୮: ଉଦ୍ୟୋଗ ଜଗତ ପକ୍ଷରୁ ‘ଟିକସ ଆତଙ୍କବାଦ’ ଅଭିଯୋଗ ଅଣାଯାଉଛି। ଏହି କାରଣରୁ ଦେଶର ଟିକସ ଆଦାୟ ବ୍ୟବସ୍ଥାକୁ ଟେକ୍ନୋଲୋଜି ଆଧାରିତ କରିବା ଜରୁରୀ ହୋଇପଡିଛି ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କହିଛନ୍ତି। ଟିକସ ଅଧିକାରୀମାନଙ୍କ ମାନସିକତାରେ ପରିବର୍ତ୍ତନ କରିବାର…

ଦୀପାବଳି ସୁଦ୍ଧା ସୁନା ୪୦ ହଜାର ଛୁଇଁବ

ନୂଆଦିଲ୍ଲୀ,୧୮ -୮: ବିଶ୍ୱରେ ଭୂ-ରାଜନୈତିକ ଓ ବାଣିଜ୍ୟ ଯୁଦ୍ଧ କାରଣରୁ ସୁନା ଦର ହୁହୁ ହୋଇ ବଢ଼ିବାରେ ଲାଗିଛି। ଦୀପାବଳି ସୁଦ୍ଧା ସୁନା ଦର ପ୍ରତି ୧୦ ଗ୍ରାମ ୪୦ ହଜାର ଟଙ୍କା ଛୁଇଁବ ବୋଲି ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି। ସାଧାରଣତଃ…

ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଦୁର୍ନୀତି: ୫୭୦ କୋଟି ଜବତ;ପ୍ରଥମଥର ଚାର୍ଜଶିଟ୍‌ ଫାଇଲ କଲା ଇଡି

ନୂଆଦିଲ୍ଲୀ,୧୮-୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ମାମଲାରେ ପ୍ରଥମଥର ଚାର୍ଜଶିଟ୍‌ ଦାଖଲ କରିଛି। ଏହି ମାମଲାରେ ଇଡି ୫୭୦ କୋଟି ଟଙ୍କାର ସମ୍ପତ୍ତିକୁ ଜବତ କରିଥିବା ଶନିବାର ପ୍ରକାଶ କରିଛି। ଯାଞ୍ଚ ଏଜେନ୍ସି ପକ୍ଷରୁ ଦାଏର ଚାର୍ଜଶିଟ୍‌ରେ ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଗ୍ରୁପ୍‌ କମ୍ପାନୀଙ୍କ କେତେକ…

ଲାଲକିଲ୍ଲାରୁ ମୋଦିଙ୍କ ହୁଙ୍କାର;୫ଲକ୍ଷ କୋଟି ଡଲାର ଅର୍ଥନୀତି ହାସଲ ସମ୍ଭବ

ନୂଆଦିଲ୍ଲୀ,୧୭-୮: ଅର୍ଥନୀତି ଧିମା ହୋଇଯିବା ଭିତରେ ପ୍ରଧାନମନ୍ତ୍ରୀ ନମରେନ୍ଦ୍ର ମୋଦି ନିବେଶ ମାଧ୍ୟମରେ ଆର୍ଥିକ ବୃଦ୍ଧି କରିବା ଲାଗି ଏନ୍‌ଡିଏ ସରକାରଙ୍କ ପ୍ରତିଶ୍ରୁତିକୁ ଦୋହରାଇଛନ୍ତି। ଦେଶ ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ସମ୍ଭବ ହେବ ବୋଲି ଦୃଢ଼ୋକ୍ତି କରିଛନ୍ତି।…

ମାନ୍ଦାବସ୍ଥା ପ୍ରଭାବ;ଟାଟା ମୋଟର୍ସ, ଅଶୋକ ଲେଲ୍ୟାଣ୍ଡ, ହିରୋ ଉତ୍ପାଦନ ବନ୍ଦ କଲା

ନୂଆଦିଲ୍ଲୀ,୧୭ -୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଶେଷ ହେବାର କୌଣସି ଚିହ୍ନବର୍ଣ୍ଣ ଦେଖାଯାଉନାହିଁ। ବାଧ୍ୟ ହୋଇ କମ୍ପାନୀମାନେ ନିଜର ଉତ୍ପାଦନ ବନ୍ଦ କରିବା ଲାଗି ନିଷ୍ପତ୍ତି ନେବା ଆରମ୍ଭ କରିଛନ୍ତି। ପୂର୍ବରୁ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା, ସୁଜୁକି, ଟୟୋଟା ଏବଂ ଅଶୋକ…

ଅର୍ଥନୀତିକୁ ପ୍ରୋତ୍ସାହନ;ପ୍ରଧାନମନ୍ତ୍ରୀ-ସୀତାରାମନ୍‌ ଆଲୋଚନା

ନୂଆଦିଲ୍ଲୀ,୧୭-୮: ଅର୍ଥନୀତିରେ ମାନ୍ଦାବସ୍ଥା ମାଡି ଆସୁଥିବା ବେଳେ ଏହାକୁ ରୋକିବା ଲାଗି ଉପାୟ ସ୍ଥିର କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ସହ ଆଲୋଚନା କରିଛନ୍ତି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଗୁରୁବାର ଏହି…

ପାପଡ, ମହୁ ଖଦୀ ଆୟୋଗର ବିକ୍ରି ବଢ଼ାଇଛି ୨୫%

ନୂଆଦିଲ୍ଲୀ,୧୭ -୮: କାରବାରରେ ମାନ୍ଦାବସ୍ଥା ଦେଖାଦେଇଥିବା ନେଇ ବ୍ୟବସାୟୀ ଗୋଷ୍ଠୀ ଅଭିଯୋଗ କରିଆସୁଛନ୍ତି। କିନ୍ତୁ ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ(କେଭିଆଇସି) ଏହାର ଠିକ୍‌ ଓଲଟା କହୁଛି। ଗତ ଆର୍ଥିକ ବର୍ଷରେ ଆୟୋଗର ବିକ୍ରି ୨୫% ବଢ଼ି ୭୫ ହଜାର କୋଟି ଟଙ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?