୮୪ ଏୟାରପୋର୍ଟରେ ଲାଗିବ ବଡି ସ୍କାନର
ନୂଆଦିଲ୍ଲୀ,୩-୬: ସିଭିଲ ଏଭିଏଶନ ସିକ୍ୟୁରିଟି ବ୍ୟୁରୋ ପକ୍ଷରୁ ଦେଶର ସମସ୍ତ ଏୟାରପୋର୍ଟକୁ ଏପ୍ରିଲରେ ଏକ ସର୍କୁଲାର ପଠାଯାଇଛି। ସାରା ଦେଶର ୮୪ ଏୟାରପୋର୍ଟରେ ୨୦୨୦ ମାର୍ଚ୍ଚ ସୁଦ୍ଧା ବଡ଼ି ସ୍କାନର ଲଗାଇବାକୁ ଏଥିରେ କୁହାଯାଇଛି। ଏହାପରେ ଯାଞ୍ଚ ଲାଗି ଲଗାଯାଇଥିବା ମେଟାଲ…
ୟୁଏସ୍ ଭିଜା ପାଇଁ ଆବେଦନ; ଦେବାକୁ ହେବ ୫ ବର୍ଷର ସୋସିଆଲ ମିଡିଆ ରେକର୍ଡ
ଓ୍ବାଶିଂଟନ,୩-୬: ଆମେରିକାର ଟ୍ରମ୍ପ ସରକାର ଭିଜା ନିୟମରେ ସଂଶୋଧନ କରିଛନ୍ତି। ନୂଆ ନିୟମ ଅନୁଯାୟୀ, ଏଣିକି ଭିଜା ଆବେଦନ କରିବା ବେଳେ ଆବେଦନକାରୀଙ୍କୁ ନିଜର ସୋସିଆଲ ମିଡିଆରେ ଥିବା ଆକାଉଣ୍ଟ ନାମ ଏବଂ ଗତ ୫ ବର୍ଷର ସମସ୍ତ ତଥ୍ୟ ଦେବାକୁ…
ଓଏନ୍ଜିସି ସବୁଠୁ ଲାଭ ହାସଲକାରୀ ରାଷ୍ଟ୍ରାୟତ୍ତ କମ୍ପାନୀ
ନୂଆଦିଲ୍ଲୀ,୩-୬: ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ(ଆଇଓସିଏଲ୍)କୁ ପଛରେ ପକାଇ ଅଏଲ ଆଣ୍ଡ ନାଚୁରାଲ ଗ୍ୟାସ୍ କର୍ପୋରେଶନ(ଓଏନ୍ଜିସି) ଲାଭ ହାସଲ କରିବାରେ ସର୍ବବୃହତ ରାଷ୍ଟ୍ରାୟତ୍ତ କମ୍ପାନୀ ହୋଇଛି। ଷ୍ଟକ୍ ମାର୍କେଟରେ ତାଲିକାଭୁକ୍ତ କମ୍ପାନୀଙ୍କ ଫଳାଫଳ ଅନୁଯାୟୀ, ଆର୍ଥିକ ବର୍ଷ ୨୦୧୮-୧୯ରେ ଓଏନ୍ଜିସିର ନିଟ୍…
ଜେଟ୍ର ୨୦୦୦ ଷ୍ଟାଫ୍ଙ୍କୁ ନିଯୁକ୍ତି ଦେବ ସ୍ପାଇସ୍ଜେଟ୍
ନୂଆଦିଲ୍ଲୀ,୩-୬: ଘରୋଇ ଏୟାରଲାଇନ୍ସ କମ୍ପାନୀ ସ୍ପାଇସ୍ଜେଟ୍ ଆର୍ଥିକ ସଙ୍କଟ କାରଣରୁ ବନ୍ଦ ହୋଇଯାଇଥିବା ଜେଟ୍ ଏୟାରଓ୍ବେଜ୍ର ୨୦୦୦ କର୍ମଚାରୀଙ୍କୁ ନିଯୁକ୍ତି ଦେବ। ସ୍ପାଇସ୍ଜେଟ୍ ସିଏମ୍ଡି ଅଜୟ ସିଂ ଏ ସମ୍ପର୍କରେ ଘୋଷଣା କରି କହିଛନ୍ତି ଯେ, ଜେଟ୍ ଏୟାରଓ୍ବେଜ୍ର କର୍ମଚାରୀଙ୍କୁ କମ୍ପାନୀ…
ଗୋଷ୍ଠୀ ଗଠନ କରି ଲୁଟିଛନ୍ତି ଆଇଏଫ୍ଆଇଏନ୍; ଚାର୍ଜସିଟ୍ ଦାଖଲ କଲା ଏସ୍ଏଫ୍ଆଇଓ
ନୂଆଦିଲ୍ଲୀ,୩-୬: ପ୍ରାୟ ୯୦ ହଜାର କୋଟି ଟଙ୍କା ଋଣରେ ବୁଡ଼ି ଯାଇଥିବା ଇନ୍ଫ୍ରାଷ୍ଟ୍ରକ୍ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍(ଆଇଏଲ୍ଆଣ୍ଡଏଫ୍ଏସ୍)ର ମୂଳ ତଥା ଏକାଧିକ ସହଯୋଗୀ କମ୍ପାନୀରେ ଅନିୟମିତତା ହୋଇଛି। ଏହାର ତଦନ୍ତ କରୁଥିବା ସିରିୟସ ଫ୍ରଡ୍ ଇନ୍ଭେଷ୍ଟିଗେଶନ ଅଫିସ୍(ଏସ୍ଏଫଆଇଓ) ଏକ ସହଯୋଗୀ…
ଅର୍ଥନୀତିକୁ ଚାଲୁ କରିବା ସରକାରଙ୍କ ପ୍ରାଥମିକତା ହେଉ: ଶିଳ୍ପ ଜଗତ
ଭୁବନେଶ୍ୱର,୨-୬: ଅର୍ଥନୀତିକୁ ଚାଲୁ କରିବା ନୂଆ ସରକାରଙ୍କ ପ୍ରାଥମିକତା ହେବା ଆବଶ୍ୟକ। ମାର୍ଚ୍ଚ ତ୍ରୈମାସରେ ଦେଶର ଅର୍ଥନୈତିକ ଅଭିବୃଦ୍ଧି ହାର ୫.୮% ଖସିଛି। ଭାରତ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ରାଷ୍ଟ୍ର ମାନ୍ୟତା ହରାଇଛି। ଏଭଳି ସ୍ଥିତି ଦେଶର ଅଥନୈତିକ କାର୍ଯ୍ୟକଳାପ ବୃଦ୍ଧି…
ସୋମନାଥ ନନ୍ଦ ହେଲେ ବିଓବିର ନୂତନ କ୍ଷେତ୍ରୀୟ ମୂଖ୍ୟ
ଭୁବନେଶ୍ୱର,୨-୬: ବ୍ୟାଙ୍କ ଅଫ୍ ବରୋଦା(ବିଓବି) ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ନୂତନ କ୍ଷେତ୍ରୀୟ ମୂଖ୍ୟ ଭାବେ ଉପମହାପ୍ରବନ୍ଧକ ସୋମନାଥ ନନ୍ଦ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ସେ ବ୍ୟାଙ୍କିଙ୍ଗ ଶିଳ୍ପ ସହ ଗତ ୩୬ ବର୍ଷ ହେବ ଜଡିତ ଅଛନ୍ତି। ବିଜୟା ବ୍ୟାଙ୍କରେ…
ମ୍ୟାକ୍ସ ପକ୍ଷରୁ ଲିଟିଲ ଆଇକନ୍ ୨୦୧୯
ଭୁବନେଶ୍ୱର,୨-୬: ପ୍ରମୁଖ ଫ୍ୟାଶନ ବ୍ରାଣ୍ଡ ମ୍ୟାକ୍ସ ଫ୍ୟାଶନ ପକ୍ଷରୁ ଲିଟିଲ ଆଇକନ୍ ୨୦୧୯ କାର୍ଯ୍ୟକ୍ରମ ସ୍ଥାନୀୟ ଏସ୍ପ୍ଲାନେଡ ଓ୍ବାନ ମଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ପରିସମାପ୍ତି ଘୋଷଣା ସହ ରଜ ଲୋଗୋକୁ ଉନ୍ମୋଚନ କରାଯାଇଛି। କାର୍ଯ୍ୟକ୍ରମ ଅବସରରେ ୩୦ ଜଣ…
ପାତ୍ରପଡାରେ ଖୋଲିଲା ବଜାର କୋଲକାତା
ଭୁବନେଶ୍ୱର,୨-୬: ପୂର୍ବ ଭାରତର ପ୍ରମୁଖ ରିଟେଲ ଚେନ୍ ବଜାର କୋଲକାତା ସ୍ଥାନୀୟ ପାତ୍ରପଡାଠାରେ ନୂଆ ଶୋ’ରୁମ ଶୁଭାରମ୍ଭ କରିଛି। ଓଡ଼ିଆ ସିନେମା ଅଭିନେତ୍ରୀ ଏଲିନା ସାମନ୍ତରାୟ ଶୋ’ରୁମକୁ ଉଦଘାଟ କରିଥିଲେ। ୧୧ ବର୍ଗଫୁଟ ପରିମିତ ସ୍ଥାନରେ ଏହି ଶୋ’ରୁମରେ ମହିଳା, ପୁରୁଷ,…
ଚାଇନାର ପାଲ୍ଟା ଜବାବ;ଆମେରିକାର ସାମଗ୍ରୀ ଉପରେ ୨୫% ଟାରିଫ ବୃଦ୍ଧି
ବେଜିଂ,୨-୬: ଚାଇନା ଏବଂ ଆମେରିକା ମଧ୍ୟରେ ଟ୍ରେଡ ଓ୍ବାର୍ ଥମିବାର ନାଁ ନେଉନି। ଆମେରିକାକୁ ଜବାବ ଦେଇ ଚାଇନା ଟାରିଫ ବୃଦ୍ଧି କରିଛି। ଆମେରିକାର ୬୦ ବିଲିୟନ ଡଲାର ସାମଗ୍ରୀ ଆମଦାନୀ ଉପରେ ଚାଇନା ୨୫% ଟାରିଫ ବୃଦ୍ଧି କରିଛି। ଏଥିପୂର୍ବରୁ…
ଭୂଷଣ ଏନର୍ଜିକୁ ଟାଟା ଷ୍ଟିଲର ଅଧିଗ୍ରହଣ ସମ୍ପୂର୍ଣ୍ଣ
ନୂଆଦିଲ୍ଲୀ,୨-୬: ଋଣରେ ବୁଡ଼ି ରହିଥିବା ଭୂଷଣ ଏନର୍ଜି ଲିମିଟେଡର ଅଧିଗ୍ରହଣ ପ୍ରକ୍ରିୟା ଶେଷ ହୋଇଛି ବୋଲି ଟାଟା ଷ୍ଟିଲ୍ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ୮୦୦ କୋଟି ଟଙ୍କାରେ ଭୂଷଣ ଏନର୍ଜିକୁ କିଣିବା ଲାଗି ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ(ଏନ୍ସିଏଲ୍ଟି) ଅନୁମତି…
ଆର୍ଥିକ ସଂସ୍କାର ଲାଗି ସରକାର ପ୍ରତିଶ୍ରୁତିବଦ୍ଧ:ନୀତି ଆୟୋଗ
ନୂଆଦିଲ୍ଲୀ,୨-୬: ଆର୍ଥିକ ଅଭିବୃଦ୍ଧିକୁ ଗତିଶୀଳ କରିବା ଉଦ୍ଦେଶ୍ୟରେ ଘରୋଇ ପୁଞ୍ଜିନିବେଶ ବୃଦ୍ଧି ସହ କୃଷି କ୍ଷେତ୍ରକୁ ଆଧୁନିକୀକରଣ କରିବା ଭଳି ନୂଆ ସଂସ୍କାରମୂଳକ ପଦକ୍ଷେପ ନେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଶନିବାର କହିଛନ୍ତି। ଆସନ୍ତା…
Archives


