ବାଣିଜ୍ୟ

ପୂର୍ବତଟ ରେଳପଥର ୧୯୧.୭୪ ନିୟୁତ ଟନ୍‌ ମାଲ ପରିବହନ

ଭୁବନେଶ୍ୱର, ୧୫-୮: ୭୩ତମ ସ୍ବାଧିନତା ଦିବସ ଅବସରରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ରେଳପଥ ପରିବାରର ସମସ୍ତ ସଦସ୍ୟ ତଥା ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦେଶର ଲୋକମାନଙ୍କର ବିକାଶ,ସୁଖ ଓ ସମୃଦ୍ଧି ଉଦ୍ଦେଶ୍ୟରେ ରାଷ୍ଟ୍ରକୁ ଏକ ନମ୍ବର ଭାବେ ଗଢି ତୋଳିବା…

ଏସ୍‌ପ୍ଲାନେଡରେ ମିଡ୍‌ ନାଇଟ ସେଲ୍‌ ଆଜି

ଭୁବନେଶ୍ୱର, ୧୫-୮(ବ୍ୟୁରୋ) ସ୍ବାଧିନତା ଦିବସ ଅବସରରେ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ରେ ମିଡ୍‌ ନାଇଟ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ୧୦୦ରୁ ଉର୍ଦ୍ଧ୍ୱ ଜାତୀୟ ତଥା ଅନ୍ତର୍ଜାତୀୟ ବ୍ରାଣ୍ଡ ଉପରେ ଗ୍ରାହକମାନେ ରିହାତି ଲାଭ କରିପାରିବେ। ଅଗଷ୍ଠ ୧୫ ଦିନ କ୍ରୟ ଉପରେ…

ପାନାସୋନିକ ପକ୍ଷରୁ କାରାଭାନର ଶୁଭାରମ୍ଭ

ଭୁବନେଶ୍ୱର, ୧୫-୮: ପାର୍ବଣକୁ ଧ୍ୟାନରେ ରଖି ପାନାସୋନିକ ପକ୍ଷରୁ ନୂଆ କାରାଭାନର ଶୁଭାରମ୍ଭ ଘୋଷଣା କରାଯାଇଛି। କମ୍ପାନୀ ନୂଆ ମାର୍କେଟିଂ କ୍ୟାମ୍ପେନ ଅନ୍ତର୍ଗତ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଶହୀଦ ନଗରଠାରେ ଏକ କାର୍ଯ୍ୟକ୍ରମରେ ଏହାକୁ ଆରମ୍ଭ କରାଯାଇଛି। କମ୍ପାନୀର ଡିସପ୍ଲେ…

ଶ୍ରୀଧର ପାତ୍ର ହେବେ ନାଲ୍‌କୋର ନୂଆ ସିଏମ୍‌ଡି

ଭୁବନେଶ୍ୱର, ୧୫-୮(ବ୍ୟୁରୋ): ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍‌କୋ)ର ନୂଆ ସିଏମ୍‌ଡି ଭାବେ ଶ୍ରୀଧର ପାତ୍ରଙ୍କ ନାମ ଚୟନ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଚୟନ ବୋର୍ଡ (ପିଇଏସ୍‌ବି) ପକ୍ଷରୁ ନିକଟରେ ହୋଇଥିବା ସାକ୍ଷାତକାରରେ ୪ ଜଣଙ୍କ ମଧ୍ୟରୁ…

୨୫ ମାସର ସର୍ବନିମ୍ନ ସ୍ତରରେ ପାଇକାରୀ ମୁଦ୍ରସ୍ଫୀତି

ନୂଆଦିଲ୍ଲୀ,୧୪-୮: ଖୁଚୁରା ମୁଦ୍ରାସ୍ଫୀତି ପରେ ପାଇକାରୀ ମୁଦ୍ରାସ୍ଫୀତି କ୍ଷେତ୍ରରେ ମୋଦି ସରକାର ଆଶ୍ୱସ୍ତ ହୋଇଛନ୍ତି। ସରକାରଙ୍କ ପକ୍ଷରୁ ଜାରି ତଥ୍ୟ ଅନୁଯାୟୀ, ଜୁଲାଇରେ ପାଇକାରୀ ମୁଦ୍ରାସ୍ଫୀତି ୧.୦୮ ପ୍ରତିଶତକୁ ହ୍ରାସ ପାଇଛି। ଏହା ଗତ ୨୩ ମାସରେ ସର୍ବନିମ୍ନ ସ୍ତର କୁହାଯାଉଛି।…

୬ ମାସ ପରେ ମୁଦ୍ରାସ୍ପୀତି ସାମାନ୍ୟ ହ୍ରାସ

ନୂଆଦିଲ୍ଲୀ,୧୪-୮: ଜୁଲାଇରେ କଞ୍ଜ୍ୟୁମର ପ୍ରାଇସ୍‌ ଇଣ୍ଡେକ୍ସ(ସିପିଆଇ) ଅର୍ଥାତ୍‌ ଖୁଚୁରା ମୁଦ୍ରାସ୍ଫୀତି ଗତ ୬ ମାସ ପରେ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ପ୍ରକାଶିତ ତଥ୍ୟ ଅନୁଯାୟୀ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ୩.୧୫%କୁ କମିଛି, ଯାହା କି ଜୁନ୍‌ରେ ୩.୧୮ ପ୍ରତିଶତ ରହିଥିଲା।…

ଜୁଲାଇରେ ଗାଡ଼ି ବିକ୍ରି ୧୯ବର୍ଷର ସର୍ବନିମ୍ନ ସ୍ତରରେ

ନୂଆଦିଲ୍ଲୀ,୧୪-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ମାଡ ବଢ଼ିଚାଲିଛି। ଏହା କେବେ ରୋକିବ କେହି କହିପାରୁନାହାନ୍ତି। ଏହାରି ଭିତରେ ଜୁଲାଇରେ ଗାଡ଼ି ବିକ୍ରି ୧୯ ବର୍ଷର ସର୍ବନିମ୍ନ ସ୍ତର ୧୮.୭୧ ପ୍ରତିଶତକୁ ହ୍ରାସ ପାଇଛି। ଫଳରେ ଗତ ୩ ମାସ ମଧ୍ୟରେ ୧୫…

ସିଏସ୍‌ଆର୍‌କୁ ଅନୁପାଳନ ଅବମାନନା ପରିଧିକୁ ଆଣିବା ଲାଗି ସୁପାରିସ୍‌

ନୂଆଦିଲ୍ଲୀ,୧୪-୮: ସରକାରଙ୍କ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ କମିଟି ମଙ୍ଗଳବାର କମ୍ପାନୀ ଆଇନ ଅଧୀନରେ ସିଏସ୍‌ଆରରେ ହେଉଥିବା ଖର୍ଚ୍ଚ ଉପରେ ଟିକସଛାଡ଼ କରିବା ସହ ଏହାର ଅନୁପାଳନରେ ହେଉଥିବା ଅବମାନନାକୁ ଦଓ୍ବୋନୀ ଅପରାଧ ଭାବେ ମନେକରିବାକୁ ସୁପାରିସ୍‌ କରିଛି। କମ୍ପାନୀ ଆଇନ, ୨୦୧୩…

ଦିନକରେ ରୁପା ବଢ଼ିଲା ୨୦୦୦ ଟଙ୍କା

ନୂଆଦିଲ୍ଲୀ,୧୪-୮: ସୁନା ପରେ ଏବେ ରୁପା ମଧ୍ୟ ଏହାର ପୁରୁଣା ରେକର୍ଡ ଭାଙ୍ଗିଛି। ସ୍ଥାନୀୟ ସର୍ରାଫା ବଜାରରେ ମଙ୍ଗଳବାର ରୁପା ମୂଲ୍ୟ ୨୦୦୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ରୁପା ମୂଲ୍ୟ ପ୍ରତି କେଜି ୪୫ ହଜାର ଟଙ୍କାର ସର୍ବୋଚ୍ଚ ସ୍ତର…

୧୦ ବର୍ଷରେ ରିଲାଏନ୍ସର ସର୍ବାଧିକ ବୃଦ୍ଧି

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌) ଆସନ୍ତା ୧୮ ମାସ ମଧ୍ୟରେ ଋଣମୁକ୍ତ ହୋଇଯିବ ବୋଲି ଏହାର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ସୋମବାର କମ୍ପାନୀର ୪୨ ତମ ବାର୍ଷିକ ସାଧାରଣ ବୈଠକରେ ଘୋଷଣା କରିଥିଲେ। ମଙ୍ଗଳବାର ଷ୍ଟକ୍‌ ମାର୍କେଟରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା।…

ତିଆରି ହେଲା ୧୮୦କିମି/ଘଣ୍ଟା ସ୍ପିଡ୍‌ର ରେଳ ଇଞ୍ଜିନ

ନୂଆଦିଲ୍ଲୀ,୧୪-୮: ଭାରତୀୟ ରେଲଓ୍ବେ ହାଇସ୍ପିଡ ଟ୍ରେନ ଇଞ୍ଜିନ ନିର୍ମାଣ କ୍ଷେତ୍ରରେ ବହୁ ଉନ୍ନତି କରିଛି। ପଶ୍ଚିମବଙ୍ଗର ଚିତ୍ତରଞ୍ଜନ ଲୋକୋମୋଟିଭ ଓ୍ବର୍କ୍ସରେ ଏକ ହାଇସ୍ପିଡ ଇଞ୍ଜିନ ନିର୍ମାଣ କରାଯାଇଛି ଯାହା ଘଣ୍ଟା ପ୍ରତି ୧୮୦କିମି ବେଗରେ ଗତକରିପାରିବ। ରେଳମନ୍ତ୍ରୀ ପୀୟୂଷ ଗୋୟଲ ଏସମ୍ପର୍କରେ…

ସେନ୍‌ସେକ୍ସ ୬୨୪ ପଏଣ୍ଟ ହ୍ରାସ

ମୁମ୍ବାଇ,୧୪-୮: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ୟାକେଜ ଘୋଷଣାରେ ବିଳମ୍ବ ତଥା ବିଶ୍ୱ ବଜାରରେ ଦେଖାଦେଇଥିବା ଅସ୍ଥିରତା କାରଣରୁ ମଙ୍ଗଳବାର ଭାରତୀୟ ଷ୍ଟକ୍‌ ବଜାର ପ୍ରଭାବିତ ହୋଇଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ସେନ୍‌ସେକ୍ସ ୬୨୪ ପଏଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?