ଉଦ୍ୟୋଗପତି ବି.ଏମ୍.ଖୈତାନଙ୍କ ପରଲୋକ
କୋଲକାତା,୨-୬: ବିଶିଷ୍ଟ ଉଦ୍ୟୋଗପତି ତଥା ଡ୍ରାଇସେଲ୍ ବ୍ୟାଟେରି ନିର୍ମାତା ଏଭରେଡି ଇଣ୍ଡଷ୍ଟ୍ରିଜ ଗ୍ରୁପ୍ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ମୋହନ ଖୈତାନଙ୍କ ଶନିବାର ୯୨ ବର୍ଷରେ ପରଲୋକ ହୋଇଯାଇଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥାଇ ସେ ଶନିବାର ନିଜ ବାସଭବନରେ ଶେଷନିଃଶ୍ୱାସ ତ୍ୟାଗ…
ମେ’ରେ ଜିଏସ୍ଟି ଆଦାୟ ୧ ଲକ୍ଷ କୋଟି ଟପିଲା
ନୂଆଦିଲ୍ଲୀ,୨-୬: ମେ’ରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍ଟି) ଆଦାୟ ୧ ଲକ୍ଷ କୋଟି ଟଙ୍କା ଟପିଛି। ଗତ ବର୍ଷ ଏହି ସମୟରେ ଏହା ୯୪,୦୧୬ କୋଟି ଟଙ୍କା ଥିଲା। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି ତଥ୍ୟରୁ ଜଣାପଡିଛି ଯେ, ମେ’ରେ ୧,୦୦,୨୮୯…
ବିନୟ ଦୁବେଙ୍କ ବିରୋଧରେ ଲୁକ୍ଆଉଟ ନୋଟିସ ଜାରି
ନୂଆଦିଲ୍ଲୀ,୨-୬: ଜେଟ୍ ଏୟାରଓ୍ବେଜ୍ର ପୂର୍ବତନ ସିଇଓ ବିନୟ ଦୁବେଙ୍କ ବିରୋଧରେ ଲୁକ୍ଆଉଟ ନୋଟିସ ଜାରି କରାଯାଇଛି। ଅର୍ଥାତ ସେ ବିନାନୁମତିରେ ଆଉ ବିଦେଶ ଯାଇପାରିବେ ନାହିଁ। କର୍ପୋରେଟ୍ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ନୋଟିସ ଜାରି କରାଯାଇଛି ବୋଲି ସୂଚନା ମିଳିଛି।…
ଭାରତର ଜିଏସ୍ପି ମାନ୍ୟତା ପ୍ରତ୍ୟାହାର କଲା ଆମେରିକା
ଓ୍ବାଶିଂଟନ/ନୂଆଦିଲ୍ଲୀ,୨-୬: ଭାରତକୁ ମିଳୁଥିବା ଜେନେରାଲାଇଜ୍ଡ ସିଷ୍ଟମ ଅଫ୍ ପ୍ରିଫରେନ୍ସେସ(ଜିଏସ୍ପି) ମାନ୍ୟତାକୁ ଆମେରିକା ପ୍ରତ୍ୟାହାର କରିନେଇଛି। ଏହା ଆସନ୍ତା ୫ରୁ ଲାଗୁ ହୋଇଯିବ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ୍ ହାଉସ୍ରେ ଏ ସମ୍ପର୍କରେ ଘୋଷଣା କରିଥିଲେ। ଭାରତଠାରୁ ଏହି ମାନ୍ୟତା ପ୍ରତ୍ୟାହାର କରାଯିବ…
ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୧୮%
ଭୁବନେଶ୍ୱର,୧।୬(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମାର୍ଚ୍ଚରେ ୩୦୯ ପଏଣ୍ଟ ଥିଲା। ଏହା ଏପ୍ରିଲରେ ୩ ପଏଣ୍ଟ ବୃଦ୍ଧି ଘଟି ୩୧୨ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୨୮ ପଏଣ୍ଟ…
ଦେଶରେ ବୀମା ପେନିଟ୍ରେଶନ ଜିଡିପିର ୦.୯% : ଏସ୍ବିଆଇ ଜେନେରାଲ ଏମ୍ଡି
ଭୁବନେଶ୍ୱର,୧-୬: ଅଭିବୃଦ୍ଧିଶୀଳ ବଜାରଗୁଡିକୁ ବିଚାରକୁ ନେଲେ ଜଣାଯିବ ଯେ,ଅଣ ଜୀବନ ବୀମା ଗ୍ରହଣ କ୍ଷେତ୍ରରେ ଭାରତର ସ୍ଥିତି ଏତେଟା ଆଖି ଦୃଶିଆ ନୁହେଁ। ବର୍ତ୍ତମାନ ଘରୋଇ ବଜାରର ବୀମା ପେନିଟ୍ରେଶନ ମୋଟ ଜିଡିପିର ୦.୯% ରହିଛି। ଏହା ଅନ୍ୟ ଅଭିବୃଦ୍ଧିଶୀଳ ବଜାର…
ପିଜିଏଲ୍ ହୋଣ୍ଡାରେ ‘ହୋଣ୍ଡା ସିବିଆର୍ ୬୫୦ ଆର୍’ର ଡେଲିଭରି
ଭୁବନେଶ୍ୱର,୧।୬: ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ବଜାରକୁ ଆସିଥିବା ନୂଆ ‘ହୋଣ୍ଡା ସିବିଆର୍ ୬୫୦ ଆର୍’ର ସ୍ଥାନୀୟ ପିଜିଏଲ୍ ହୋଣ୍ଡାଠାରେ ଡେଲିଭରି ପ୍ରଦାନ କରାଯାଇଛି। ଯାନଟିର ଏକ୍ସଶୋ’ରୁମ ବଜାର ଦର ୭.୭୦ ଲକ୍ଷ ଟଙ୍କା ରହିଛି।…
ମେଡ୍ ସର୍ଭିସ ହାୟର ଅନ୍ ଆଓ୍ବାର ଶୁଭାରମ୍ଭ
ଭୁବନେଶ୍ୱର,୧।୬ : ଇଲାସବତି ସର୍ଭିସେସ ପ୍ରାଇଭେଟ ଲିମିଟେଡ ପକ୍ଷରୁ ମେଡ୍ ସର୍ଭିସ ‘ହାୟର ଅନ୍ ଆଓ୍ବାର’ ଶୁଭାରମ୍ଭ ହୋଇଛି। କମ୍ପାନୀର ଏମ୍ଡି ସଞ୍ଜୟ କୁମାର ପାତ୍ର ଏବଂ ନିର୍ଦ୍ଦେଶକ ଧର୍ମାବ୍ରତା ପୃଷ୍ଟି ଏହି ସେବାକୁ ଶୁଭାରମ୍ଭ କରିଥିଲେ। ଗ୍ରାହକମାନେ ଘରୋଇ କାର୍ଯ୍ୟ…
ଜିଡିପି ୫.୮%କୁ ଖସିଲା
ନୂଆଦିଲ୍ଲୀ,୧-୬: ମୋଦି ସରକାର ଶପଥଗ୍ରହଣର ଦ୍ୱିତୀୟ ଦିନରେ ଅର୍ଥନୀତି ଦୃଷ୍ଟିରୁ ଖରାପ ଖବର ଆସିଛି। ଆର୍ଥିକ ବର୍ଷ ୨୦୧୮-୧୯ର ଚତୁର୍ଥ ତ୍ରୈମାସରେ ଦେଶର ଆର୍ଥିକ ବିକାଶ(ଜିଡ଼ିପି) ହାର ୬% ତଳକୁ ଖସି ୫.୮%ରେ ପହଞ୍ଚତ୍ୟାଇଛି। ଫଳରେ ଏହାର ପ୍ରଭାବରେ ସମ୍ପୂର୍ଣ୍ଣ ଆର୍ଥିକ…
ବିତ୍ତୀୟ ନିଅଣ୍ଟ ଜିଡିପିର ୩.୩୯%
ନୂଆଦିଲ୍ଲୀ,୧।୬- କେନ୍ଦ୍ର ସରକାର ୨୦୧୮-୧୯ ଆର୍ଥିକ ବର୍ଷର ବଜେଟରେ ବିତ୍ତୀୟ ନିଅଣ୍ଟ ପରିମାଣକୁ ଜିଡିପିର ୩.୪% ମଧ୍ୟରେ ରଖିବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ। ତେବେ ଶୁକ୍ରବାର କଣ୍ଟ୍ରୋଲର ଜେନେରାଲ ଅଫ୍ ଆକାଉଣ୍ଟସ୍ ପକ୍ଷରୁ ଜାରି ତଥ୍ୟରୁ ଜଣାପଡିଛି ଯେ, ଚଳିତ ବର୍ଷ…
ବେକାରି ୪୫ ବର୍ଷର ସର୍ବୋଚ୍ଚ ସ୍ତରରେ
ନୂଆଦିଲ୍ଲୀ,୧।୬: ମୋଦି ସରକାର କ୍ଷମତାକୁ ଫେରିବାର ଦ୍ୱିତୀୟ ଦିନରେ ଶୁକ୍ରବାର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ବେକାରି ପରିସଂଖ୍ୟାନ ପ୍ରକାଶ କରାଯାଇଛି। ଦେଶରେ ବେକାରି ସଂଖ୍ୟା ବଢ଼ିଛି ବୋଲି ସାଧାରଣ ନିର୍ବାଚନ ବେଳେ ବିରୋଧୀ ଦଳଗୁଡ଼ିକ ଦାବି କରି ଆସୁଥିବା ବେଳେ ଏନ୍ଡିଏ…
ଦେଶର ମୁଣ୍ଡପିଛା ଆୟ ୧୦,୫୩୪ ଟଙ୍କା
ନୂଆଦିଲ୍ଲୀ,୧।୬: ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ଦେଶର ମୁଣ୍ଡପିଛା ଆୟ ୧୦ ପ୍ରତିଶତ ବୃଦ୍ଧି ପାଇ ମାସକୁ ୧୦,୫୩୪ ଟଙ୍କା ହୋଇଛି। ଶୁକ୍ରବାର ଜାରି ସରକାରୀ ତଥ୍ୟରୁ ଏହା ଜଣାପଡିଛି। ୨୦୧୭-୧୮ ଆର୍ଥିକ ବର୍ଷରେ ଏହା ମାସକୁ ୯୫୮୦ ଟଙ୍କା…
Archives


