ବାଣିଜ୍ୟ

ଜିଓ ସହ ହାତ ମିଳାଇଲା ମାଇକ୍ରୋସଫ୍ଟ

ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ ସହ ମାଇକ୍ରୋସଫ୍ଟ ହାତମିଳାଇଛି। ଏଥିଯୋଗୁ ଦେଶକୁ ଡିଜିଟାଲ ଟ୍ରାନ୍ସଫର୍ମେଶନ ଆଡକୁ ନେଇଯିବା ଦ୍ରୁତ ହେବ। ଆର୍‌ଆଇଏଲ୍‌ର ଏଜିଏମ୍‌ରେ ମୁକେଶ କହିଛନ୍ତି ଯେ, ମାଇକ୍ରୋସଫ୍ଟ ସହିତ ପାର୍ଟନରସିପ୍‌ କରି ଜିଓ ଷ୍ଟାର୍ଟଅପ୍‌ କମ୍ପାନୀଙ୍କୁ ମାଗଣାରେ କନେକ୍ଟିଭିଟି ଏବଂ…

ରିଲାଏନ୍ସ ପେଟ୍ରୋ ରିଟେଲରେ ନିବେଶ କରିବ ବିପି

ବ୍ରିଟେନର ମଲ୍ଟିନ୍ୟାଶନାଲ ତୈଳ ଓ ବାଷ୍ପ କମ୍ପାନୀ ବିପି ରିଲାଏନ୍ସର ପେଟ୍ରୋ ରିଟେଳ ନେଟ୍‌ଓ୍ବର୍କର ୪୯ ପ୍ରତିଶତ ଅଂଶଧନ କିଣିବ। ଏଥିଲାଗି ବିପି ୭ ହଜାର କୋଟି ଟଙ୍କା ଦେବ। ଆର୍‌ଆଇଏଲ୍‌ର ବାର୍ଷିକ ବୈଠକରେ ମୁକେଶ ଏହା ଘୋଷଣା କରିଛନ୍ତି। ଦେଶରେ…

ସେପ୍ଟେମ୍ବର ୫ରୁ ଜିଓ ଗିଗାଫାଇବର ସେବା;ମାଗଣାରେ ମିଳିବ ଏଚ୍‌ଡି ଟିଭି, ସେଟ୍‌ଟପ୍‌ ବକ୍ସ

ମୁମ୍ବାଇ,୧୩-୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌) ଅଧ୍ୟକ୍ଷ ମୁକେଶ ଅମ୍ବାନୀ ସୋମବାର କମ୍ପାନୀର ୪୨ତମ ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)ରେ ବ୍ରଡ୍‌ବ୍ୟାଣ୍ଡ ସେବା ଜିଓ ଗିଗା ଫାଇବର ଆରମ୍ଭ କରାଯିବା ନେଇ ଘୋଷଣା କରିଛନ୍ତି। ଜିଓ ଶୁଭାରମ୍ଭ ହେବାର ୩ ବର୍ଷ ପୂର୍ତ୍ତି ଅବସରରେ…

ସୋସିଆଲ ମିଡିଆ ଯୋଗୁ ଡାକଟିକେଟ ବିକ୍ରି ହ୍ରାସ

ନୂଆଦିଲ୍ଲୀ,୧୨-୮: ଏକଦା ଭାବର ଆଦାନପ୍ରଦାନ ଏବଂ କୁଶଳତା ଜାଣିବାର ମୁଖ୍ୟ ମାଧ୍ୟମ ଥିଲା ଚିଠି। କିନ୍ତୁ ଏକବିଂଶ ଶତାବ୍ଦୀରେ ପ୍ରଯୁକ୍ତିର ବିକାଶ ସାଧନ ହେବା କାରଣରୁ ଚିଠି ପଠାଇବାର ଚଳନ କମିବାରେ ଲାଗିଲା। ଏବେ ହ୍ବାଟ୍ସଆପ୍‌, ଫେସ୍‌ବୁକ୍‌ ଓ ଇନଷ୍ଟାଗ୍ରାମ ଭଳି…

ରିଏଲ ଇଷ୍ଟେଟ-ଗୃହକ୍ରେତା ପ୍ରତିନିଧିଙ୍କୁ ଭେଟିଲେ ସୀତାରାମନ୍‌

ନୂଆଦିଲ୍ଲୀ,୧୨-୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ରିଏଲ ଇଷ୍ଟେଟ ଏବଂ ଘର କ୍ରେତା ପ୍ରତିନିଧିଙ୍କୁ ଭେଟିଛନ୍ତି। ଏହି ବୈଠକରେ ନଗଦ ସଙ୍କଟ, ଚାହିଦା ହ୍ରାସ ଏବଂ ରୋକି ହୋଇଥିବା ପ୍ରକଳ୍ପକୁ ନେଇ ଚିନ୍ତାବ୍ୟକ୍ତ କରାଯାଇଛି। ରିଏଲ ଇଷ୍ଟେଟରେ ଦେଖାଦେଇଥିବା ଅସୁବିଧାକୁ…

ବିକାଶ ବୃଦ୍ଧିରେ ବାଧା ହଟିବ: ଖୁବ୍‌ଶୀଘ୍ର ଘୋଷଣା

ନୂଆଦିଲ୍ଲୀ,୧୨-୮: କେନ୍ଦ୍ର ସରକାର ବିକାଶ ଅଭିବୃଦ୍ଧି ଲାଗି ବିଭିନ୍ନ ଉପାୟ ଚିନ୍ତା କରୁଛନ୍ତି। ଆର୍ଥିକ ବିକାଶ ଆଗେଇବାରେ ଥିବା ସମସ୍ତ ବାଧାକୁ ଚିହ୍ନଟ କରି ଦୂର କରିବା ଲାଗି ଯୋଜନା ପ୍ରସ୍ତୁତ ହେଉଛି। ଏଥିଲାଗି ମାନୁଫାକ୍‌ଚରିଂ ସେକ୍ଟରକୁ ପାଣ୍ଠି ଯୋଗାଣ ସୁନିଶ୍ଚିତ…

୩ହଜାର କୋଟି ବକେୟା ଆଦାୟ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୧୨-୮: ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ବକେୟା ପ୍ରାୟ ୩ ହଜାର କୋଟି ଟଙ୍କା ଆଦାୟ କରିବାକୁ ଅଣ୍ଟାଭିଡିଛି। ଆର୍ଥିକ ସଙ୍କଟ କାରଣରୁ କମ୍ପାନୀ ଦ୍ୱିତୀୟଥର କର୍ମଚାରୀଙ୍କୁ ଠିକ୍‌ ସମୟରେ ଦରମା…

ନକଲି ସାମଗ୍ରୀ ବିକ୍ରିରୁ ବାର୍ଷିକ କ୍ଷତି ହେଉଛି ୧ ଲକ୍ଷ କୋଟି

ନୂଆଦିଲ୍ଲୀ,୧୨-୮: ବିଭିନ୍ନ କ୍ଷେତ୍ରରେ ନକଲି ସାମଗ୍ରୀ ବିକ୍ରି ଯୋଗୁ ଦେଶକୁ ପ୍ରତିବର୍ଷ ପ୍ରାୟ ୧.୦୫ ଲକ୍ଷ କୋଟି ଟଙ୍କା କ୍ଷତି ସହିବାକୁ ପଡୁଛି। ଏହାକୁ ରୋକିବା ଲାଗି ଜନସଚେତନତା ସୃଷ୍ଟି, ନଜର ରଖିବାକୁ କଡାକଡି କରିବା ତଥା ଏହା ବିରୋଧରେ କାର୍ଯା୍ୟାନୁଷ୍ଠାନକୁ…

ଡିଭିଜ ଲ୍ୟାବ୍‌ ଅଧ୍ୟକ୍ଷଙ୍କୁ ସର୍ବାଧିକ ବେତନ; ଭାରତୀୟ ଔଷଧ ଶିଳ୍ପରେ ସର୍ବାଧିକ

ହାଇଦ୍ରାବାଦ,୧୨-୮: ଡିଭିଜ ଲ୍ୟାବ୍‌ରେଟୋରିଜ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ(ସିଏମ୍‌ଡି) ମୁରଲୀ କେ.ଡିଭିଙ୍କୁ ୨୦୧୮-୧୯ରେ ବେତନ ଓ କମିଶନ ବାବଦରେ ମୋଟ ୫୮.୮୦ ଟଙ୍କା ପ୍ରଦାନ କରାଯାଇଛି। କୌଣସି ଭାରତୀୟ ଔଷଧ କମ୍ପାନୀରେ ସର୍ବାଧିକ ଦରମା ମିଳିବାରେ ମୁରଲୀ ହେଉଛନ୍ତି ପ୍ରଥମ। କମ୍ପାନୀର…

ଦୁବାଇ ରାସ୍ତାରେ ପାକିସ୍ତାନ ପହଞ୍ଚିବ ଭାରତୀୟ ମାଲ୍‌

ଇସଲାମାବାଦ୍‌,୧୨-୮: ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ଭାରତ ପ୍ରତ୍ୟାହାର କରିବା ପରେ ପାକିସ୍ତାନ ମୁଣ୍ଡ ବିଗିଡି ଯାଇଛି। ଫଳରେ ଏହା ଭାରତ ସହିତ ବାଣିଜି୍ୟକ ଓ ରାଜନୈତିକ ସମ୍ପର୍କ ଛିନ୍ନ କରିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନଙ୍କ ଏହି ନିଷ୍ପତ୍ତି ଯୋଗୁ ଦେଶବାସୀ…

‘ଏମ୍‌ଏସ୍‌ଏମ୍‌ଇ ପ୍ରତି ନରମ ହୁଅନ୍ତୁ ବ୍ୟାଙ୍କ’

ଭୁବନେଶ୍ୱର,୧୨-୮(ବ୍ୟୁରୋ): ନିଯୁକ୍ତି ସୃଷ୍ଟିରେ ସରକାରଙ୍କୁ ସହାୟତା କରିଥାଏ ଏମ୍‌ଏସ୍‌ଏମ୍‌ଇ ଜଗତ। ଏହି ସେକ୍ଟର ଲୋକଙ୍କୁ ଜୀବିକା ପ୍ରଦାନ ଦିଗରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଆସୁଛିି। ସବୁ ବ୍ୟବସାୟୀ ବିଜୟ ମାଲ୍ୟା କିମ୍ବା ନୀରବ ମୋଦି ନୁହନ୍ତି। ସମସ୍ତେ ବ୍ୟାଙ୍କ ଅର୍ଥକୁ ଠକି ବିଦେଶ…

ଏକା ସମୟରେ କାମ ଆରମ୍ଭ କରିବେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ

ନୂଆଦିଲ୍ଲୀ,୧୧-୮: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଆଗାମୀ ଦିନରେ ସମାନ ସମୟରେ କାମ ଆରମ୍ଭ କରିବେ। କେନ୍ଦ୍ର ସରକାରଙ୍କ ସଂସ୍କାରମୂଳକ କାର୍ଯ୍ୟକ୍ରମ ଅଧୀନରେ ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି। ସକାଳ ୯ରୁ ୩ଟା, ୧୦ଟାରୁ ୪ ଟା ଅଥବା ୧୧ଟାରୁ ୫ ଟା ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?