ବାଣିଜ୍ୟ

ଜିଓରେ ୫୦୦୦ କର୍ମଚାରୀଙ୍କୁ ଛଟେଇ

ମୁମ୍ବାଇ,୩୦-୫: ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ବ୍ୟୟଭାର କମାଇ କାର୍ଯ୍ୟକାରୀ ଲାଭକୁ ଅଧିକ କରିବା ଲକ୍ଷ୍ୟରେ କର୍ମଚାରୀ ଛଟେଇ ଉପରେ ଗୁରୁତ୍ୱ ଦେଇଛି। ଜାନୁୟାରୀ-ମାର୍ଚ୍ଚ ତ୍ରୈମାସରେ କମ୍ପାନୀର ଅପରେଟିଂ ମାର୍ଜିନ(କାର୍ଯ୍ୟକାରୀ ଲାଭ) ହ୍ରାସ ପାଇଥିଲା। ଜିଓ ପକ୍ଷରୁ କଣ୍ଟ୍ରାକ୍ଟରେ ଥିବା ଏବଂ ନିୟମିତ…

୬ବର୍ଷରେ ପ୍ରଥମଥର ଏପ୍ରିଲରେ ଏୟାର ଟ୍ରାଫିକ ହ୍ରାସ

ନୂଆଦିଲ୍ଲୀ,୩୦-୫: ଏପ୍ରିଲରେ ଘରୋଇ ଏୟାର ଟ୍ରାଫିକ ହ୍ରାସ ପାଇଛି। ଗତ ୬ ବର୍ଷ ମଧ୍ୟରେ ଏହା ପ୍ରଥମଥର ଦେଖିବାକୁ ମିଳିଛି। ଜେଟ୍‌ ଏୟାରଓ୍ବେଜ୍‌ ବନ୍ଦ ହୋଇଯିବା ଏବଂ ଅନ୍ୟ କେତେକ କାରଣରୁ ଫ୍ଲାଇଟ୍‌ ବାତିଲ କରାଯିବାରୁ ଏପରି ଦେଖିବାକୁ ମିଳିଛି ବୋଲି…

ବାତ୍ୟା ପ୍ରଭାବିତଙ୍କୁ ଟୟୋଟା କର୍ମଚାରୀଙ୍କ ପକ୍ଷରୁ ସହାୟତା

ଭୁବନେଶ୍ୱର,୨୯।୫: ଟୟୋଟା କିର୍ଲୋସ୍କାର ମୋଟର୍ସ ପକ୍ଷରୁ ଫନୀ ପ୍ରଭାବିତ ଲୋକଙ୍କ ଲାଗି ରିଲିଫ ପ୍ରଦାନ କରାଯାଇଛି। ପ୍ରଭାବିତ ୮୦୦ ପରିବାରକୁ ଖାଦ୍ୟ ସାମଗ୍ରୀ ଏବଂ ୧୫୦ ସୋଲାର ଲ୍ୟାମ୍ପ ପ୍ରଦାନ କରାଯାଇଛି। ଏହା ଦ୍ୱାରା ମୋଟ ୩୨ ହଜାର ଲୋକଙ୍କ ନିକଟରେ…

ବିଓଆଇ ଅଫିସର୍ସ ଆସୋସିଏଶନ ପକ୍ଷରୁ ରିଲିଫ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୯।୫: ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ ପକ୍ଷରୁ ବାତ୍ୟା ପ୍ରଭାବିତ ଲୋକଙ୍କ ଲାଗି ରିଲିଫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଷତିଗ୍ରସ୍ତଙ୍କୁ ତାର୍ପୋଲିନ, ମଶାରୀ, ସୋଲାର ଲାଇଟ, ଖାଦ୍ୟ ପ୍ୟାକେଟ ଏବଂ ପାନୀୟ ଜଳ ବଣ୍ଟନ କରାଯାଇଥିଲା। ଆଳସାରଙ୍ଗ, ନିମସାହି, ଚାଷଖଣ୍ଡ,…

ଏସ୍‌ବିିଏସ୍‌ ବାୟୋଟେକ- ପିଏମ୍‌ ନରେନ୍ଦ୍ର ମୋଦି ଫିଲ୍ମ ଚୁକ୍ତି

ଭୁବନେଶ୍ୱର,୨୯।୫: ପିଏମ୍‌ ନରେନ୍ଦ୍ର ମୋଦି ଫିଲ୍ମର ପ୍ରମୋଶନ ଲାଗି ଡଃ ଅର୍ଥୋ ଆୟୁର୍ବେଦିକ ଅଏଲ ଉକ୍ତ ସିନେମା ନିର୍ମାଣକାରୀ ସଂସ୍ଥା ସହ ଚୁକ୍ତିରେ ସାମିଲ ହୋଇଛି। ଡଃ ଅର୍ଥୋ ଅଏଲ ଏସ୍‌ବିଏସ୍‌ ବାୟୋଟେକ୍‌ କମ୍ପାନୀର ପ୍ରମୁଖ ଲୋକପ୍ରିୟ ପ୍ରଡକ୍ଟ । ସିନେମାର…

ଓ୍ବାର୍ଲଡ କପ୍‌ ଅଫରରେ ଗିଫ୍ଟ ପାଇଲେ ଏଲ୍‌ଜି ଗ୍ରାହକ

ଭୁବନେଶ୍ୱର,୨୯।୫: ପ୍ରମୁଖ କମ୍ପାନୀ ଏଲ୍‌ଜି ପକ୍ଷରୁ ଏହାର ‘ଓ୍ବାର୍ଲଡ କପ୍‌ ଅଫର’ ଅନ୍ତର୍ଗତ ଓ୍ବିନ ଇଭ୍ରି ଆଓ୍ବାର ଉଇଥ ଏଲ୍‌ଜି ଅଫର ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଏଲ୍‌ଇଡି କ୍ରୟ ଉପରେ ସାରା ଦେଶରେ ପ୍ରତି ଘଣ୍ଟା ଏବଂ ସାପ୍ତାହିକ ଲକି…

ଓଡ଼ିଶା ବଜାରରେ ନୂଆ ରିୟଲମି ୩ ପ୍ରୋ

ଭୁବନେଶ୍ୱର,୨୯-୫(ବ୍ୟୁରୋ): ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ରିୟଲମି ପକ୍ଷରୁ ନୂଆ ‘ରିୟଲମି ୩ ପ୍ରୋ’ ମଡେଲ ଓଡ଼ିଶା ବଜାରରେ ପ୍ରବେଶ କରିଛି। ଏହା କମ୍ପାନୀର ଅଧିକୃତ ଷ୍ଟୋର ସମେତ ରିଟେଲ ଷ୍ଟୋରଗୁଡିକରେ ଉପଲବ୍ଧ ହେବ। ସ୍ଥାନୀୟ ଡମଣାଛକସ୍ଥିତ ମିରାକିଲ ମୋବାଇଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

ଜୁନ୍‌ ପହିଲାରୁ କେରଳରେ ଲାଗୁହେବ ପ୍ରାକୃତିକ ବିପର୍ଯ୍ୟୟ ସେସ୍‌

ନୂଆଦିଲ୍ଲୀ,୨୯-୫: କେରଳ ସରକାର ଜୁନ୍‌ ପହିଲାରୁ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ସେସ୍‌ ଆଦାୟ କରିବେ। ଜିଏସ୍‌ଟି ଉପରେ ୧ ପ୍ରତିଶତ ସେସ୍‌ ଲାଗୁ କରାଯିବ। ଗତ ବର୍ଷ କେରଳରେ ଦେଖାଦେଇଥିବା ଭୟଙ୍କର ବନ୍ୟାରେ କ୍ଷତିଗ୍ରସ୍ତଙ୍କୁ ଆର୍ଥିକ ସହାୟତା ପ୍ରଦାନ ନିମିତ୍ତ ଜିଏସ୍‌ଟି…

ଦୁଇଟି ଉପକମିଟି ଗଠନ କଲା ଜିଏସ୍‌ଟି କାଉନସିଲ୍‌

ନୂଆଦିଲ୍ଲୀ,୨୯-୫: ଜିଏସ୍‌ଟି କାଉନସିଲ୍‌ କମ୍ପାନୀଙ୍କ ମଧ୍ୟରେ ହେଉଥିବା କାରବାର ଲାଗି ଇ-ବିଲ୍‌ ତିଆରି କରିବା, କାରବାର ସୀମା ନିର୍ଦ୍ଧାରଣ ତଥା ଏହାକୁ ସୃଷ୍ଟି କରିବା ଭଳି ନୀତିଗତ ତଥା ଟେକ୍ନିକାଲ ପନ୍ଥାପଦ୍ଧତି ନିର୍ଦ୍ଧାରଣ ନେଇ ଦୁଇଟି ଉପକମିଟି ଗଠନ କରିଛି। ଗୋଟିଏ…

ଏଫ୍‌ଡିଆଇ ଆଗମନ ୬ ବର୍ଷରେ ସର୍ବନିମ୍ନ

ନୂଆଦିଲ୍ଲୀ,୨୯-୫: ଦେଶରେ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି(ଏଫ୍‌ଡିଆଇ) ଆଗମନ ପ୍ରଥମଥର ୬ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ଆର୍ଥିକ ବର୍ଷ ୨୦୧୮-୧୯ରେ ଏହା ୧ % ହ୍ରାସ ପାଇ ମାତ୍ର ୪୪.୩୭ ବିଲିୟନ ଡଲାରରେ ପହଞ୍ଚତ୍ଛି। ସରକାରୀ ତଥ୍ୟ ଅନୁଯାୟୀ ଟେଲିକମ୍‌, ଫାର୍ମା ଏବଂ…

୨୦ ଜଣଙ୍କ ନାମରେ ଲୁକ୍‌ଆଉଟ ନୋଟିସ ଜାରି କଲା ଏମ୍‌ସିଏ

ନୂଆଦିଲ୍ଲୀ,୨୯-୫: କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ(ଏମ୍‌ସିଏ) ୨୦ ଜଣ ପ୍ରମୋଟର ଓ ଡାଇରେକ୍ଟରଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ୍‌ ଜାରି କରିଛି। ସେମାନଙ୍କ ମଧ୍ୟରେ ଜେଟ୍‌ ଏୟାରଓ୍ବେଜ୍‌ ପ୍ରମୋଟର ନରେଶ ଗୋୟଲଙ୍କ ନାମ ମଧ୍ୟ ସାମିଲ ରହିଛି। ଶନିବାର ଗୋୟଲ ତାଙ୍କ ସ୍ତ୍ରୀ ଅନୀତାଙ୍କ…

ଜିଡିପି ୬.୧%କୁ ଖସିପାରେ: ଏସ୍‌ବିଆଇ ରିପୋର୍ଟ

ନୂଆଦିଲ୍ଲୀ,୨୯-୫: ଦେଶର ଆର୍ଥିକ ଅଭିବୃଦ୍ଧି ହାର ମାର୍ଚ୍ଚ ୨୦୧୯ରେ ଶେଷ ହେଉଥିବା ଚତୁର୍ଥ ତ୍ରୈମାସରେ ହ୍ରାସ ପାଇ ୫.୯ରୁ ୬.୧% ମଧ୍ୟରେ ରହିବ। ଏହାଦ୍ୱାରା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷରେ ଜିଡିପି ହାର କମିବ ଏବଂ ଏହା ୭%ତଳକୁ ଖସିଯିବ ବୋଲି ଭାରତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri