ବାଣିଜ୍ୟ

ଜୁନ୍‌ରେ ଔଦ୍ୟୋଗିକ ଉତ୍ପାଦନ ବୃଦ୍ଧି ହାର ୨%କୁ ହ୍ରାସ

ନୂଆଦିଲ୍ଲୀ,୧୦-୮: ଦେଶର ଅର୍ଥନୀତି ଦିନକୁ ଦିନ ଦୂରାବସ୍ଥା ଆଡକୁ ଗତି କରୁଛି। ମାନ୍ଦାବସ୍ଥା କାରଣରୁ ଅର୍ଥନୀତି ଏବେ ଆଣ୍ଠେଇଲାଣି। ଆର୍ଥିକ ବିକାଶ ଦର୍ଶାଉଥିବା ସମସ୍ତ ତଥ୍ୟ ଏବେ ପ୍ରତିକୂଳ ହେବାରେ ଲାଗିଛି। ଖଣି ଓ ମାନୁଫାକ୍‌ଚରିଂ କ୍ଷେତ୍ରରେ ଖରାପ ପ୍ରଦର୍ଶନ କାରଣରୁ…

‘ଗୋଟିଏ ରାଷ୍ଟ୍ର, ଏକ ରାସନ କାର୍ଡ’ ଯୋଜନା ;୪ ରାଜ୍ୟରେ ଆରମ୍ଭ ହେଲା ପାଇଲଟ ପ୍ରକଳ୍ପ

ନୂଆଦିଲ୍ଲୀ,୧୦-୮: କେନ୍ଦ୍ର ସରକାର ‘ ଗୋଟିଏ ରାଷ୍ଟ୍ର, ଏକ ରାସନ କାର୍ଡ’ ଯୋଜନାର ପାଇଲଟ ପ୍ରକଳ୍ପ ଶୁକ୍ରବାର ଆରମ୍ଭ କରିଛନ୍ତି। ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଗୁଜରାଟ ଓ ମାହାରାଷ୍ଟ୍ର ମଧ୍ୟରେ ଏହି କାର୍ଡ ପୋର୍ଟେବିଲିଟି ସୁବିଧାକୁ କେନ୍ଦ୍ର ଖାଦ୍ୟ ଓ ସାର୍ବଜନୀନ ବିତରଣ…

ଜମ୍ମୁ-କଶ୍ମୀରରେ ହେବ ନିଯୁକ୍ତି ବର୍ଷା;ସରକାରଙ୍କୁ ସମର୍ଥନ ଜଣାଇଲା ସିଆଇଆଇ

ନୂଆଦିଲ୍ଲୀ,୧୦-୮: ଦେଶର ଉଦ୍ୟୋଗ ସଂଗଠନ କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି(ସିଆଇଆଇ) ଜମ୍ମୁ-କଶ୍ମୀରରେ ନିବେଶ ଲାଗି କେନ୍ଦ୍ର ସରକାରଙ୍କ ପ୍ରୟାସକୁ ସମର୍ଥନ ଜଣାଇଛି। ଶୁକ୍ରବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ସହ ସିଆଇଆଇ ପ୍ରତିନିଧିଙ୍କ ବୈଠକରେ ଏ ସମ୍ପର୍କରେ ମତପ୍ରକାଶ ପାଇଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ…

ମାନ୍ଦାବସ୍ଥା ପ୍ରଭାବ;୧୪ ଦିନ ଉତ୍ପାଦନ ବନ୍ଦ କଲା ମହିନ୍ଦ୍ରା

ନୂଆଦିଲ୍ଲୀ,୧୦-୮: ଘରୋଇ ଗାଡ଼ି ନିର୍ମାତା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଚଳିତ ତ୍ରୈମାସରେ ନିଜର ବିଭିନ୍ନ କାରଖାନାରେ ୮ରୁ ୧୪ ଦିନ ପର୍ଯ୍ୟନ୍ତ ଉତ୍ପାଦନ ବନ୍ଦ କରିଦେଇଛି। ଉତ୍ପାଦନ ଓ ଚାହିଦା ମଧ୍ୟରେ ସନ୍ତୁଳନ ସ୍ଥାପନ ଲାଗି ଏଭଳି ପଦକ୍ଷେପ ନିଆଯାଇଛି। ଅଟୋ…

୩ ଲକ୍ଷ କୋଟିର ରାଷ୍ଟ୍ରାୟତ୍ତ ସମ୍ପତ୍ତି ବିକ୍ରି ଯୋଜନା

ନୂଆଦିଲ୍ଲୀ,୯-୮: କେନ୍ଦ୍ର ସରକାର ବ୍ୟବହାରରେ ଆସୁ ନ ଥିବା ପ୍ରାୟ ୩ ଲକ୍ଷ କୋଟି ଟଙ୍କାର ରାଷ୍ଟ୍ରାୟତ୍ତ ସମ୍ପତ୍ତି ବିକ୍ରି କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ଟ୍ରାନ୍ସମିଶନ ଲାଇନ, ଟେଲିକମ ଟାଓ୍ବାର, ଗ୍ୟାସ୍‌ ପାଇପଲାଇନ, ଏୟାରପୋର୍ଟର ସମ୍ପତ୍ତ ବିକ୍ରି କରାଯିବ। ବିଭିନ୍ନ ମନ୍ତ୍ରଣାଳୟ…

ଏଫ୍‌ପିଆଇଙ୍କ ସରଚାର୍ଜ ପ୍ରତ୍ୟାହାର ନେଇ ବିଚାର

ନୂଆଦିଲ୍ଲୀ,୯-୮: ବଜେଟରେ ସରଚାର୍ଜ ଘୋଷଣା ପରେ ବିଦେଶୀ ନିବେଶକ(ଏଫ୍‌ପିଆଇ) ଦେଶରୁ ନିଜର ନିବେଶ ପ୍ରତ୍ୟାହାର କରିବା ଆରମ୍ଭ କରିଛନ୍ତି। ଭାରତୀୟ ଷ୍ଟକ୍‌ ବଜାର ପାଇଁ ଏହା ଶୁଭସଙ୍କେତ ହୋଇ ନଥିବାରୁ ଏଫ୍‌ପିଆଇଙ୍କ ଉପରୁ ସରଚାର୍ଜ ପ୍ରତ୍ୟାହାର ପାଇଁ ଦାବି ହୋଇ ଆସୁଥିଲା।…

ସେନ୍‌ସେକ୍ସ ବୃଦ୍ଧି: ନିବେଶକ ମାଲାମାଲ୍‌

ମୁମ୍ବାଇ ୯-୮: କେନ୍ଦ୍ର ସରକାର ଫରେନ ପୋର୍ଟଫୋଲିଓ ଇନ୍‌ଭେଷ୍ଟର୍ସ(ଏଫ୍‌ପିଆଇ)ଙ୍କ ନିବେଶ ଉପରେ ବୃଦ୍ଧି କରିଥିବା ସରଚାର୍ଜକୁ ପ୍ରତ୍ୟାହାର କରିନେବେ ବୋଲି ବିଚାର କରୁଥିବା ସୂଚନା ମିଳିବା ପରେ ଗୁରୁବାର ଷ୍ଟକ୍‌ ମାର୍କେଟରେ ଉଭୟ ସେନ୍‌ସେକ୍ସ ଓ ନିଫ୍ଟିରେ ବୃଦ୍ଧି ଘଟିଥିଲା। ବମ୍ବେ…

ମହଙ୍ଗା ହେବ ରେଳ ଯାତ୍ରା; ଇ-ଟିକେଟିଂ ଉପରେ ଆଦାୟ ହେବ ସର୍ଭିସ ଚାର୍ଜ

ନୂଆଦିଲ୍ଲୀ,୯-୮: ଭାରତୀୟ ରେଳବାଇ ଅନ୍‌ଲାଇନ ରିଜର୍ଭେଶନ ବ୍ୟବସ୍ଥା ଇ-ଟିକେଟିଂ ଉପରେ ପୁନର୍ବାର ସର୍ଭିସ ଚାର୍ଜ ଆଦାୟ କରିବାକୁ ଯାଉଛନ୍ତି। ଫଳରେ ଆଗାମୀ ଦିନରେ ରେଳଯାତ୍ରା ମହଙ୍ଗା ହେବାକୁ ଯାଉଛି। ଅଗଷ୍ଟ ୩ରେ ମନ୍ତ୍ରଣାଳୟ ପକ୍ଷରୁ ଏକ ପତ୍ର ଜାରି କରାଯାଇଛି। ଏଥିରେ…

ଦୈନିକ ରେକର୍ଡ ଭାଙ୍ଗୁଛି ସୁନା ଦର;ମହଙ୍ଗା ହୋଇଚାଲିଛି ରୁପା

ନୂଆଦିଲ୍ଲୀ,୯-୮: ସୁନା ଦର ଦୈନିକ ରେକର୍ଡ ପରେ ରେକର୍ଡ ଭାଙ୍ଗି ଚାଲିଛି। ସେହିପରି ରୁପା ମଧ୍ୟ ମହଙ୍ଗା ହେବାରେ ଲାଗିଛି। ଦିଲ୍ଲୀ ସର୍ରାଫା ବଜାରରେ ଗୁରୁବାର ସୁନା ମୂଲ୍ୟ ପ୍ରତି ୧୦ ଗ୍ରାମ ୫୫୦ ଟଙ୍କା ବୃଦ୍ଧି ପାଇ ୩୮,୪୭୦ ଟଙ୍କାରେ…

ଶିଳ୍ପ ଜଗତ ଚାହୁଁଛି ୧ ଲକ୍ଷ କୋଟି ଟଙ୍କାର ପ୍ୟାକେଜ

ନୂଆଦିଲ୍ଲୀ,୯-୮: ଦେଶରେ ଅର୍ଥନୀତିରେ ମାନ୍ଦାବସ୍ଥା ଯୋଗୁ ବିଭିନ୍ନ ଶିଳ୍ପ କ୍ଷେତ୍ର ପ୍ରଭାବିତ ହୋଇଛି। ନିବେଶ ଧାରାକୁ ପ୍ରୋତ୍ସାହିତ କରିଲେ ଏହା ଔଦ୍ୟୋଗିକ ଅଭିବୃଦ୍ଧି ସହ ଅର୍ଥନୈତିକ ଧାରାକୁ ତ୍ୱରାନ୍ବିତ କରିବ ବୋଲି ଦେଶର ଶିଳ୍ପ ଜଗତ ଆଶା ପ୍ରକଟ କରିଛି। ବିକାଶ…

ବଢ଼ିଚାଲିଛି ମାନ୍ଦାବସ୍ଥା ପ୍ରଭାବ; ଅଟୋ ସେକ୍ଟରକୁ ବଞ୍ଚାଇ ପାରିବ ୧୦% ଜିଏସ୍‌ଟି ହ୍ରାସ

ନୂଆଦିଲ୍ଲୀ,୯-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ମାଡି ଆସିଛି। ଗତ କିଛି ମାସ ହେବ ଏହି ସେକ୍ଟରର ଅବସ୍ଥା ସଙ୍ଗୀନ ହୋଇଛି। କାର୍‌, ଦୁଇଚକିଆ ଯାନ ସମେତ ସମସ୍ତ ପ୍ରକାର ଗାଡି ବିକ୍ରି କ୍ରମାଗତ କମିବାରେ ଲାଗିଛି। ଗତ ଏକ ବର୍ଷ ହେବ…

ୟୁନିୟନ ବ୍ୟାଙ୍କ ଅଧିକାରୀ ସଂଘ ପକ୍ଷରୁ ରିଲିଫ ପାଣ୍ଠିକୁ ସହାୟତା

ଭୁବନେଶ୍ୱର,୮-୮: ଅଲ୍‌ ଇଣ୍ଡିଆ ୟୁନିୟନ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ଏଆଇୟୁବିଓଏଫ୍‌) ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ୩.୬ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ସଂଘର ସାଧାରଣ ସମ୍ପାଦକ ଦେବାଶିଷ ଘୋଷ, ଏଓୟୁବିଓଏ ସାଧାରଣ ସମ୍ପାଦକ ଯତିକାନ୍ତ ମହାନ୍ତି, ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?