ବାଣିଜ୍ୟ

ଅଟୋ ସେକ୍ଟରରେ ମାନ୍ଦାବସ୍ଥା;କେନ୍ଦ୍ର ଠାରୁ ପ୍ୟାକେଜ ମାଗିଲା ଉଦ୍ୟୋଗ

ନୂଆଦିଲ୍ଲୀ,୮-୮: ଦେଶର ଅଟୋ ସେକ୍ଟର ଏବେ ବଡ଼ ଦୁର୍ଦ୍ଦିନ ଦେଇ ଗତି କରୁଛି। ଅର୍ଥନୀତି ଧିମା ହେବା କାରଣରୁ ଅଟୋ ସେକ୍ଟର ଏବେ ମାନ୍ଦାବସ୍ଥାର ସମ୍ମୁଖୀନ ହୋଇଛି। ଏଥିରୁ ବର୍ତ୍ତିବା ପାଇଁ ପ୍ରମୁଖ ଅଟୋ ନିର୍ମାତା ମୁଖ୍ୟ ବୁଧବାର କେନ୍ଦ୍ର ଅର୍ଥମନ୍ତ୍ରୀ…

ସୁନା ଦର ୩୮ ହଜାର ନିକଟବର୍ତ୍ତୀ

ନୂଆଦିଲ୍ଲୀ,୮-୮: ଅନ୍ତର୍ଜାତୀୟ ଓ ଘରୋଇ ବଜାରରେ ସକାରାମତ୍କ ସଙ୍କେତ କାରଣରୁ ଦେଶର ସର୍ରାଫା ବଜାରରେ ବୁଧବାର ସୁନା ଦର ଆକାଶଛୁଅଁା ହୋଇଛି। ଘରୋଇ ବଜାରରେ ସୁନା ଦର ପ୍ରତି ୧୦ ଗ୍ରାମ ୩୮ ହଜାର ଟଙ୍କା ନିକଟବର୍ତ୍ତୀ ହୋଇଛି। ଏହା ୧,୧୧୩…

ରେପୋ ରେଟ ୦.୩୫% ହ୍ରାସ

ମୁମ୍ବାଇ,୮-୮: ଅର୍ଥନୀତିକୁ ପ୍ରୋତ୍ସାହିତ କରିବାକୁ ଯାଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବୁଧବାର ରେପୋ ରେଟ୍‌ ୦.୩୫% ହ୍ରାସ କରିଛି। ମୁଦ୍ରାନୀତି କମିଟି(ଏମ୍‌ପିସି)ର ତିନିଦିନିଆ ବୈଠକ ଶେଷରେ କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ସୁଧ ହାର ହ୍ରାସ ସମ୍ପର୍କରେ ଘୋଷଣା କରାଯାଇଛି। ଫଳରେ ରେପୋ…

ଏସ୍‌ବିଆଇ ଋଣ ସୁଧ ହାର ହ୍ରାସ

ନୂଆଦିଲ୍ଲୀ,୮-୮: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିିଆଇ ବୁଧବାର ଋଣ ଉପରେ ସୁଧ ହାର ୦.୧୫% ହ୍ରାସ ଘୋଷଣା କରିଛି। ରିଜର୍ଭ ବ୍ୟାଙ୍କ ପକ୍ଷରୁ ରେପୋ ରେଟକୁ ୦.୩୫% ହ୍ରାସ କରାଯିବା ପରେ ଏସ୍‌ବିଆଇର ଗୃହ ଓ ଅଟୋ ଋଣ ଉପରେ ସୁଧ…

ଡିସେମ୍ବରରୁ ୨୪ଘଣ୍ଟା ମିିିଳିବ ଏନ୍‌ଇଏଫ୍‌ଟି ସୁବିଧା

ନୂଆଦିଲ୍ଲୀ,୮-୮: ଭାରତୀୟ ରିଜର୍ଭ ବ୍ୟାଙ୍କ ବୁଧବାର ଜନସାଧାରଣଙ୍କ ପାଇଁ ଏକ ବଡ଼ ସୁବିଧା ଘୋଷଣା କରିଛି। ମୁଦ୍ରାନୀତି କମିଟି ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଡିସେମ୍ବରରୁ ନ୍ୟାଶନାଲ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର(ଏନ୍‌ଇଏଫ୍‌ଟି) ୨୪ ଘଣ୍ଟା ବ୍ୟବହାର କରାଯାଇ ଫଣ୍ଡ ଟ୍ରାନ୍ସଫର କରାଯାଇପାରିବ।…

ଜିଡିପି ଅନୁମାନ ହ୍ରାସ କଲା ଆର୍‌ବିଆଇ

ମୁମ୍ବାଇ,୮-୮: ଦେଶର ଅର୍ଥନୀତିକୁ ମାନ୍ଦାବସ୍ଥା ଘାରିଛି ବୋଲି ସ୍ବୀକାର କରି ରିଜର୍ଭ ବ୍ୟାଙ୍କ ଜିଡିପି ଅନୁମାନକୁ ହ୍ରାସ କରିଛି। ଚଳିତ ଆର୍ଥିକ ବର୍ଷରେ ଦେଶର ଜିଡିପି ୬.୯ ପ୍ରତିଶତ ରହିବ ବୋଲି ଆର୍‌ବିଆଇ ଅନୁମାନ କରିଛି। ଏମ୍‌ପିସି ବୈଠକ ଶେଷରେ ଆର୍‌ବିଆଇ…

ଜମ୍ମୁ-କଶ୍ମୀରକୁ ମିଳିବ ୧ ଲକ୍ଷ କୋଟିର ପ୍ୟାକେଜ

ନୂଆଦିଲ୍ଲୀ,୮-୮: କେନ୍ଦ୍ର ସରକାର ପାର୍ଲାମେଣ୍ଟ ଜରିଆରେ ଅନୁଚ୍ଛେଦ ୩୭୦କୁ ପ୍ରତ୍ୟାହାର କରିନେବା ପରେ ଜମ୍ମୁ-କଶ୍ମୀର ଓ ଲଦାଖକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିବର୍ତ୍ତନ କରିଛନ୍ତି। ତେବେ ଏହି ଦୁଇ ଅଞ୍ଚଳକୁ ୧ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଦେଇ ଆର୍ଥିକ ଦୃଷ୍ଟିରୁ…

ସୁଷମା ସ୍ବରାଜଙ୍କ ବିୟୋଗରେ ଶିଳ୍ପ ଜଗତର ଶୋକ

ନୂଆଦିଲ୍ଲୀ,୭।୮: ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗରେ ଦେଶର ଶିଳ୍ପ ଜଗତ ପକ୍ଷରୁ ଶୋକ ପ୍ରକାଶ ପାଇଛି। ସୁଷମା ଜଣେ ମହାନ ନେତ୍ରୀ ଏବଂ ଭଲ ବାଗ୍ମୀ ଥିବା ଶିଳ୍ପ ଜଗତ ପକ୍ଷରୁ କୁହାଯାଇଛି। ୬୭ ବର୍ଷୀୟ ସୁଷମା ଦିଲ୍ଲୀର…

ଡିଶ୍‌ ଟିଭି ସହ ମିଶିଯିବ ଏୟାରଟେଲ

ନୂଆଦିଲ୍ଲୀ,୭-୮:ଦେଶର ଦୁଇ ପ୍ରମୁଖ ଡିଟିଏଚ୍‌ କମ୍ପାନୀ ଚଳିତ ମାସ ଶେଷ ସୁଦ୍ଧା ମିଶିଯିବେ। ଏସେଲ ଗ୍ରୁପ୍‌ କମ୍ପାନୀ ଡିଶ୍‌ ଟିଭିକୁ ଖୁବଶୀଘ୍ର ଭାରତୀ ଏୟାରଟେଲ କିଣିବ। ମିଶ୍ରଣ ପରେ ଏୟାରଟେଲ ଡିଜିଟାଲ ଟିଭି ଦେଶର ସର୍ବବୃହତ ଡିଟିଏଚ୍‌ କମ୍ପାନୀ ହେବ। ଏହା…

ଇ-କମର୍ସ ନୀତିରେ ଖାଉଟିଙ୍କ ସୁରକ୍ଷାକୁ ଅଗ୍ରାଧିକାର;୧୪ ଦିନ ଭିତରେ ଦେବାକୁ ହେବ ରିଫଣ୍ଡ

ନୂଆଦିଲ୍ଲୀ,୭-୮: କେନ୍ଦ୍ର ସରକାର ଇତିମଧ୍ୟରେ ଇ-କମର୍ସ ଲାଗି ଗାଇଡଲାଇନ ଚିଠା ପ୍ରସ୍ତାବ ଜାରି କରିଛନ୍ତି। ଉପଭୋକ୍ତାଙ୍କ ହିତକୁ ଏଥିରେ ଅଗ୍ରାଧିକାର ଦିଆଯାଇଛି। ପ୍ରସ୍ତାବ ଅନୁଯାୟୀ ଅନ୍‌ଲାଇନ ସପିଂ କମ୍ପାନୀଗୁଡ଼ିକ ସାମଗ୍ରୀ ଏବଂ ସେବା ଯୋଗାଣ ଲାଗି ବିକ୍ରେତାଙ୍କ ସମ୍ପୂର୍ଣ୍ଣ ତଥ୍ୟ ନିଜ…

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ନିୟମ କୋହଳ

ମୁମ୍ବାଇ,୭-୮: ସାରା ଦେଶରେ କୋଟି କୋଟି ଜିରୋ ବାଲାନ୍ସ ଆକାଉଣ୍ଟଧାରୀ (ଜନଧନ ଆକାଉଣ୍ଟଧାରୀ)ଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସେପ୍ଟେମ୍ବର ପହିଲାରୁ ନୂଆ ସୁବିଧା ଦେବାକୁ ଘୋଷଣା କରିଛନ୍ତି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ବ୍ୟାଙ୍କଗୁଡ଼ିକ ପାଇଁ ଏକ ନୂଆ ଆଡଭାଇଜାରୀ ଜାରି କରାଯାଇଛି।…

୫୯ ମିନିଟରେ ମିଳିବ ରିଟେଲ ଋଣ

ନୂଆଦିଲ୍ଲୀ,୭-୮: ଦେଶର ଅର୍ଥନୀତିକୁ ଗତିଶୀଳ କରିବାକୁ ହେଲେ ଚାହିଦା ବୃଦ୍ଧି କରିବାକୁ ହେବ। ଏହାକୁ ଦୃଷ୍ଟିରେ ରଖି ସରକାର ମାତ୍ର ୫୯ ମିନିଟରେ ରିଟେଲ ଋଣ ପ୍ରଦାନ କରିବାକୁ ବିଚାର କରୁଛନ୍ତି। ଅର୍ଥ ମନ୍ତ୍ରଣାଳୟ ସହ ବ୍ୟାଙ୍କ ମୁଖ୍ୟମାନଙ୍କ ବୈଠକରେ ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?