ବାଣିଜ୍ୟ

ଜେ ଆଣ୍ଡ କେ ବ୍ୟାଙ୍କ ସରକାରଙ୍କ ନିୟନ୍ତ୍ରଣକୁ ଆସିବ

ନୂଆଦିଲ୍ଲୀ,୭-୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବା ପରେ ଏବେ କେନ୍ଦ୍ର ସରକାର ଜେ ଆଣ୍ଡ କେ ବ୍ୟାଙ୍କକୁ ନିଜ ନିୟନ୍ତ୍ରଣକୁ ନେବେ। ବର୍ତ୍ତମାନ ଏହି ବ୍ୟାଙ୍କର ୬୦ ପ୍ରତିଶତ ଅଂଶଧନ ରାଜ୍ୟ ସରକାରଙ୍କ ନିକଟରେ ରହିଛି। ଏହା ରାଜ୍ୟର ସବୁଠାରୁ ପ୍ରମୁଖ…

ଖାଉଟି ସୁରକ୍ଷା ବିଲ୍‌ ପାର୍ଲାମେଣ୍ଟରେ ଅନୁମୋଦିତ

ନୂଆଦିଲ୍ଲୀ,୭-୮: ବହୁ ପ୍ରତୀକ୍ଷିତ ଖାଉଟି ସୁରକ୍ଷା ବିଲ୍‌ ୨୦୧୯ ମଙ୍ଗଳବାର ପାର୍ଲାମେଣ୍ଟରେ ଅନୁମୋଦନ ଲାଭ କରିଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ଫଳପ୍ରଦ ପ୍ରଶାସନିକ ପଦକ୍ଷେପ ଜରିଆରେ ଖାଉଟି ବିବାଦର ସମାଧାନ କରିବା ଏହି ବିଲ୍‌ର ଲକ୍ଷ୍ୟ ରହିଛି। ଲୋକ ସଭାରେ ପୂର୍ବରୁ…

ଏନ୍‌ସିଏଲ୍‌ଟିର ଦ୍ୱାରସ୍ଥ ହେଲେ କେନ୍ଦ୍ର; ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଅଡିଟର, ଅନ୍ୟ ୨୧ଙ୍କ ଆକାଉଣ୍ଟ ହେବ ଅଚଳ

ନୂଆଦିଲ୍ଲୀ,୭-୮: ଅର୍ଥ ସଙ୍କଟର ସମ୍ମୁଖୀନ ହୋଇଥିବା ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍‌(ଆଇଏଲ୍‌ଆଣ୍ଡଏଫ୍‌ଏସ୍‌)ର ଅଡିଟର ଡେଲଏଟ ଓ ବିଏସ୍‌ଆରଙ୍କର ଅଡୁଆ ବଢ଼ିବାକୁ ଯାଉଛି। ସେମାନଙ୍କ ସହ ଦୁର୍ନୀତିରେ ଲିପ୍ତ ଅନ୍ୟ ୨୧ ଜଣଙ୍କ ଆକାଉଣ୍ଟ ଅଚଳ କରିବା ଲାଗି କେନ୍ଦ୍ର ସରକାର…

୫,୫୦୦ ପେଟ୍ରୋଲ ପମ୍ପ ଖୋଲିବେ ରିଲାଏନ୍ସ-ବିପି

ନୂଆଦିଲ୍ଲୀ,୭-୮: ସାରା ଦେଶରେ ୫,୫୦୦ ପେଟ୍ରୋଲ ପମ୍ପ ଖୋଲିବା ଲାଗି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ ଏବଂ ବିପି ପିଏଲ୍‌ସି ଚୁକ୍ତିରେ ସାମିଲ ହୋଇଛନ୍ତି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏବଂ ବିପି ପକ୍ଷରୁ ଗ୍ରୁପ୍‌ ଚିଫ୍‌ ଏକଜେକ୍ୟୁଟିଭ ବବ୍‌ ଡଡ୍‌ଲେଙ୍କ…

କଶ୍ମୀରରେ କାରଖାନା ଖୋଲିବ ଏସିଆର ସର୍ବବୃହତ ହେଲମେଟ କମ୍ପାନୀ

ନୂଆଦିଲ୍ଲୀ,୭-୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର ପରେ ଏସିଆର ସର୍ବବୃହତ ହେଲମେଟ ନିର୍ମାତା କମ୍ପାନୀ ଷ୍ଟିଲବାର୍ଡ ହାଇଟେକ ଇଣ୍ଡିଆ କେନ୍ଦ୍ରଶାସିତ ଅଞ୍ଚଳରେ କାରଖାନା ପ୍ରତିଷ୍ଠା କରିବାକୁ ଆଗ୍ରହ ପ୍ରକାଶ କରିଛି। କମ୍ପାନୀ ସରକାରଙ୍କ ପଦକ୍ଷେପକୁ ସ୍ବାଗତ କରି କହିଛି ଯେ, କଶ୍ମୀର…

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ନିୟମ କୋହଳ: ସେପ୍ଟେମ୍ବର ପହିଲାରୁ ହେବ ଲାଗୁ

ମୁମ୍ବାଇ,୬-୮: ସାରା ଦେଶରେ କୋଟି କୋଟି ଜିରୋ ବାଲାନ୍ସ ଆକାଉଣ୍ଟଧାରୀ(ଜନଧନ ଆକାଉଣ୍ଟଧାରୀ)ଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସେପ୍ଟେମ୍ବର ପହିଲାରୁ ନୂଆ ସୁବିଧା ଦେବାକୁ ଘୋଷଣା କରିଛନ୍ତି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ବ୍ୟାଙ୍କଗୁଡ଼ିକ ପାଇଁ ଏକ ନୂଆ ଆଡଭାଇଜାରୀ ଜାରି କରାଯାଇଛି। ଯାହାକୁ…

ଧାରା ୩୭୦ ଉଚ୍ଛେଦକୁ ଶିଳ୍ପ ଜଗତର ସ୍ବାଗତ

ନୂଆଦିଲ୍ଲୀ,୬-୮: ସମ୍ବିଧାନର ଧାରା ୩୭୦ ଦ୍ୱାରା ଜମ୍ମୁ କଶ୍ମୀରକୁ ପ୍ରଦାନ କରାଯାଇଥିବା ସ୍ବତନ୍ତ୍ର ମାନ୍ୟତା ଉଚ୍ଛେଦ ନେଇ କେନ୍ଦ୍ର ସରକାର ସୋମବାର ଘୋଷଣା କରିଥିବା ବେଳେ ଏହାକୁ ଦେଶର ଶିଳ୍ପ ଜଗତ ପକ୍ଷରୁ ସ୍ବାଗତ କରାଯାଇଛି। ଏହା ରାଜ୍ୟର ବିକାଶ ତଥା…

ଆରମ୍ଭ ହେଲା ଏମ୍‌ପିସି ବୈଠକ;ରେପୋ ହାର ହ୍ରାସ ଆଶାରେ ଶିଳ୍ପ ଜଗତ

ନୂଆଦିଲ୍ଲୀ,୬-୮: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ( ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ମୁଦ୍ରା ନୀତି କମିଟି (ଏମ୍‌ପିସି) ବୈଠକ ସୋମବାରଠାରୁ ଆରମ୍ଭ ହୋଇଛି। ଏହା ଚଳିତ ଆର୍ଥତ୍କ ବର୍ଷର ତୃତୀୟ ଦ୍ୱିମାସିକ ସମୀକ୍ଷା ବୈଠକ। ଦେଶର ଅର୍ଥନୀତି ମାନ୍ଦାବସ୍ଥା ଦେଇ…

ଅଭିବୃଦ୍ଧି ପାଇଁ ତ୍ୱରିତ ପଦକ୍ଷେପ ନିଆଯିବ: ନିର୍ମଳା

ନୂଆଦିଲ୍ଲୀ,୬-୮: ଦେଶର ଅର୍ଥନୈତିକ ଅଭିବୃଦ୍ଧିରେ ଉନ୍ନତି ଲାଗି ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରିବେ। ଏହାକୁ ଧ୍ୟାନରେ ରଖି ଦେଶର ବାଣିଜ୍ୟ ଲିଡରଙ୍କଠାରୁ ମତାମତ ଗ୍ରହଣ କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସୋମବାର ସୂଚନା ଦେଇଛନ୍ତି। ଦେଶର ଜିଡିପି…

ନିବେଶକଙ୍କ ଉପରେ ଚଡ଼କ;ଏଫ୍‌ପିଆଇ ଉଠାଇ ନେଲେ ୧୫ ଲକ୍ଷ କୋଟି

ମୁମ୍ବାଇ,୬-୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜୁଲାଇ ୫ରେ ବଜେଟ ଓ ଫାଇନାନ୍ସିଆଲ ବିଲ୍‌ ଉପସ୍ଥାପନ କରିଥିଲେ। ଏଥିରେ ଅତି ଧନୀ ଓ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ)ଙ୍କ ଉପରେ ସରଚାର୍ଜ ଆଦାୟ ପାଇଁ ବ୍ୟବସ୍ଥା ରହିଛି। ସରକାରଙ୍କ ଏଭଳି ନିଷ୍ପତ୍ତି ଯୋଗୁ…

ଷ୍ଟକ୍‌ ବଜାରରେ ଛାଇଗଲା ୩୭୦ ଧାରା ପ୍ରଭାବ

ମୁମ୍ବାଇ,୭-୮: ଦେଶର ଷ୍ଟକ୍‌ ବଜାର ପାଇଁ ଅନେକଗୁଡ଼ିଏ ନକରାମତ୍କ ସୂଚନା ରହିଥିଲେ ସୁଦ୍ଧା ସୋମବାର ଜମ୍ମୁ-କଶ୍ମୀରରେ ୩୭୦, ୩୫ଏ ଧାରା ଉଚ୍ଛେଦ ସୂଚନା ଛାଇ ରହିଥିଲା। ଏଥିଯୋଗୁ ଦେଶରେ ବିଶୃଙ୍ଖଳା ସୃଷ୍ଟି ହେବାର ଆଶଙ୍କା କରି ନିବେଶକମାନେ ଶେୟାର ବିକ୍ରି କରିବାକୁ…

ଗୋଟିଏ ଦିନରେ ଟଙ୍କା ୧୧୩ ପଇସା ଖସିଲା

ମୁମ୍ବାଇ,୬-୮: ଜମ୍ମୁ-କଶ୍ମୀରରୁ ସ୍ବତନ୍ତ୍ର ସୁବିଧା ପ୍ରତ୍ୟାହାର ପ୍ରଭାବ ଦେଶର ମୁଦ୍ରା ବଜାରରେ ପଡିଛି। ସୋମବାର ଡଲାର ବିନିମୟରେ ଟଙ୍କାର ମୂଲ୍ୟ ୧୧୩ ପଇସା ହ୍ରାସ ପାଇଛି, ଯାହା କି ଗୋଟିଏ ଦିନରେ ୬ବର୍ଷର ସର୍ବନିମ୍ନ। ସୋମବାର ଟଙ୍କାର ମୂଲ୍ୟ ୭୦.୭୩ରେ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?