ବାଣିଜ୍ୟ

୩୭ ହଜାର ନିକଟତର ସୁନା,ରୁପା ୪୩ ହଜାର ଟପିଲା

ନୂଆଦିଲ୍ଲୀ,୬-୮: ଆମେରିକା-ଚାଇନା ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଅଧିକ ଘନୀଭୂତ ହେବାକୁ ଯାଉଥିବା ବେଳେ ଆମେରିକା ଫେଡେରାଲ ରିଜର୍ଭ ସୁଧ ହାର ୦.୨୫% ହ୍ରାସ କରିବା କାରଣରୁ ନିବେଶକମାନେ ସୁନା ଓ ରୁପାରେ ନିବେଶ ବୃଦ୍ଧି କରିବାକୁ ଶ୍ରେୟସ୍କର ମଣିଛନ୍ତି। ଫଳରେ ସୋମବାର…

ବନ୍ଦେ ଭାରତରେ ନିଯୁକ୍ତ ହେଲେ ଟ୍ରେନ ହୋଷ୍ଟେସ

ନୂଆଦିଲ୍ଲୀ,୬-୮: ଦିଲ୍ଲୀରୁ ବାରାଣସୀକୁ ଚାଲୁଥିବା ସେମି ହାଇସ୍ପିଡ୍‌ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସରେ ଏଣିକି ଏୟାର ହୋଷ୍ଟେସ୍‌ଙ୍କ ଭଳି ଟ୍ରେନ ହୋଷ୍ଟେସ ଯାତ୍ରୀଙ୍କୁ ସେବା ଯୋଗାଇବେ। ଏହି ପାଇଲଟ ପ୍ରକଳ୍ପ ପାଇଁ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜିମ୍‌ କର୍ପୋରେଶନ(ଆଇଆର୍‌ସିଟିସି)କୁ ଦାୟିତ୍ୱ…

ଇଣ୍ଡିଗୋ ବିମାନର ବଡ଼ ନିଷ୍ପତ୍ତି: ଦୂରତା ହିସାବରେ ଧାର୍ଯ୍ୟ ହେବ ବିମାନ ଭଡ଼ା

ଶ୍ରୀନଗର,୫।୮: ବିମାନ କମ୍ପାନୀ ଇଣ୍ଡିଗୋ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଶ୍ରୀନଗର ବିମାନବନ୍ଦରରୁ ଉଡାଣ ଭରୁଥିବା ସମସ୍ତ ବିମାନ ପାଇଁ ଦୂରତା ହିସାବରେ ଭଡା ଧାର୍ଯ୍ୟ କରାଯିବା ନେଇ ନିଷ୍ପତ୍ତି ନେଇଛି। ଯେତେବେଳେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ନେଇ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି…

ଅର୍ଥନୀତି ବାଟ ହୁଡିଛି: ରାହୁଲ

ଦେଶର ଅର୍ଥନୀତି ବାଟ ହୁଡିଛି, ମାନ୍ଦାବସ୍ଥାର ରେଳ ଅତି ଦ୍ରୁତଗତିରେ ସମସ୍ତ ଶକ୍ତି ସହ ଦେଶ ଆଡକୁ ମାଡି ଆସୁଛି ବୋଲି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଟୁଇଟ୍‌ କରି ଚେତାଇଛନ୍ତି। ଅନ୍ଧକାରମୟ ସୁଡଙ୍ଗରେ ଆଲୋକର ଚିହ୍ନ ଦେଖାଯାଉ ନାହିଁ।…

ଅର୍ଥନୀତି ଏବେ ଧିମା ରହିଛି: ଜଲାନ

ନୂଆଦିଲ୍ଲୀ,୫-୮: ଦେଶର ଅର୍ଥନୀତି ଏବେ ଧିମା ରହିଛି। ତେବେ ଆସନ୍ତା ବର୍ଷେ କିମ୍ବା ୨ ବର୍ଷ ଭିତରେ ଏହା ପୁଣି ଦ୍ରୁତତର ହେବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ରୁ ପୂର୍ବତନ ଗଭର୍ନର ବିମଳ ଜଲାନ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ,…

ଅଟୋ ସେକ୍ଟରରେ ଚାକିରି ହରାଇଲେ ୨ଲକ୍ଷ

ନୂଆଦିଲ୍ଲୀ,୫-୮: ଦେଶରେ ମାନ୍ଦାବସ୍ଥା ମାଡି ଆସୁଛି। ଏହାର ସବୁଠୁ ବେଶି ପ୍ରଭାବ ଅଟୋ ସେକ୍ଟର ଉପରେ ପଡିଛି। କାର୍‌, ବାଇକ ବିକ୍ରି ହ୍ରାସ ପାଇବା କାରଣରୁ ସାରା ଦେଶରେ ଅଟୋ ଡିଲର ନିଜର କର୍ମଚାରୀ ସଂଖ୍ୟା କମାଇବାରେ ଲାଗିପଡିଛନ୍ତି। ଉଦ୍ୟୋଗ ସଂଗଠନ…

ମେକ୍‌ ଇନ୍‌ ଇଣ୍ଡିଆକୁ ପ୍ରୋତ୍ସାହନ;୨୫ହଜାର କୋଟିର ଟେଣ୍ଡରରେ ସଂଶୋଧନ

ନୂଆଦିଲ୍ଲୀ,୫-୮: ଉଦ୍ୟୋଗ ଏବଂ ଆଭ୍ୟନ୍ତରୀଣ ବାଣିଜ୍ୟ ପରିଚାଳନା ବିଭାଗ(ଡିପିଆଇଆଇଟି)ର ହସ୍ତକ୍ଷେପ ପରେ କେନ୍ଦ୍ର ସରକାର ଜାରି କରିଥିବା ୨୫ ହଜାର କୋଟି ଟଙ୍କାର ଟେଣ୍ଡରକୁ ରଦ୍ଦ କରିବା ପରେ ସଂଶୋଧନ କରି ପୁନର୍ବାର ଜାରି କରିଛନ୍ତି। ମେକ୍‌ ଇନ୍‌ ଇଣ୍ଡିଆକୁ ପ୍ରୋତ୍ସାହନ…

୦.୨୫% କମିପାରେ ରେପୋ ରେଟ୍‌

ନୂଆଦିଲ୍ଲୀ,୫-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବୁଧବାର ଚଳିତ ଆର୍ଥିକ ବର୍ଷର ତୃତୀୟ ଦ୍ୱିମାସିକ ମୁଦ୍ରାନୀତି ଘୋଷଣା କରିବ। କ୍ରମାଗତ ଚତୁର୍ଥ ଥର ପାଇଁ ଏହା ରେପୋ ରେଟ୍‌ ୦.୨୫% ହ୍ରାସ କରିବା ସମ୍ଭାବନା ରହିଛି। ବିଶେଷଜ୍ଞଙ୍କ କହିବାନୁଯାୟୀ, ଅର୍ଥନୀତି ଧିମା ହୋଇଥିବା…

ଶ୍ରୀନଗର-ଦିଲ୍ଲୀ ବିମାନ ସେବା; ଭଡା ସୀମା ଧାର୍ଯ୍ୟ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୫-୮: ସୁରକ୍ଷା କାରଣରୁ ଜମ୍ମୁ-କଶ୍ମୀରରୁ ଅମରନାଥ ତୀର୍ଥଯାତ୍ରୀ ତଥା ଅନ୍ୟ ପର୍ଯ୍ୟଟକଙ୍କୁ ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ବିମାନ ସେବା ଉପଲବ୍ଧ କରାଇବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ବିମାନ କମ୍ପାନୀଙ୍କୁ କୁହାଯାଇଛି। ତେବେ ଚାହିଦା ବୃଦ୍ଧି କାରଣରୁ…

୫ ଲକ୍ଷ କୋଟି ଡଲାର ଅର୍ଥନୀତି ;ଲକ୍ଷ୍ୟ ପୂରଣ ଲାଗି ଆବଶ୍ୟକ୯% ଅଭିବୃଦ୍ଧି

ନୂଆଦିଲ୍ଲୀ,୫-୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ତେବେ ଏଥିପାଇଁ କ୍ରମାଗତ ୯ ପ୍ରତିଶତ ହାରରେ ବାର୍ଷିକ ଅଭିବୃଦ୍ଧି ଆବଶ୍ୟକ ହେବ। ଏଥିସହିତ ନିବେଶର ମୋଟ ହାରକୁ ଜିଡିପିର ୩୮…

ଆଉ ଛପା ହେବନି ୧୦୦୦ ଟଙ୍କିଆ ନୋଟ୍‌; ରଦ୍ଦ ହେଲା ଆଇନ

ନୂଆଦିଲ୍ଲୀ,୫-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ୧ହଜାର ଟଙ୍କିଆ ନୋଟ୍‌ ଛାପିବା ପାଇଁ ଅନୁମତି ଦେଉଥିବା ୧୯୯୮ର ଉଚ୍ଚ ମୂଲ୍ୟର ସଂଶୋଧିତ ଆଇନକୁ ପାର୍ଲାମେଣ୍ଟ ରଦ୍ଦ କରିଦେଇଛି। ଅର୍ଥନୀତିରେ ନଗଦ ସଙ୍କଟ ଦୂର କରିବା ଲାଗି ସେତେବେଳେ କେନ୍ଦ୍ର ସରକାର ଏହି ଆଇନ…

ପିଏସ୍‌ବିଙ୍କ ପାଇଁ ଆର୍‌ବିଆଇ ଗାଇଡ୍‌ଲାଇନ;ବ୍ୟାଙ୍କ ବୋର୍ଡରେ ରହିପାରିବେନି ଏମ୍‌ପି, ବିଧାୟକ

ମୁମ୍ବାଇ,୪-୮: କେଉଁମାନେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ବୋର୍ଡରେ ରହିପାରିବେ ସେନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଏକ ଗାଇଡଲାଇନ ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ, ଏମ୍‌ପି, ବିଧାୟକ, ମ୍ୟୁନିସିପାଲିଟି ଅବା କର୍ପୋରେଶନର ମୁଖ୍ୟମାନେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ(ପିଏସ୍‌ବି)ର ବୋର୍ଡ ଅଫ୍‌ ଡାଇରେକ୍ଟରରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?