ବାଣିଜ୍ୟ

୧୫ରୁ ଲାଗୁ ହେବ କିଷାନ ପେନସନ ସ୍କିମ୍‌ ଯୋଜନା

ନୂଆଦିଲ୍ଲୀ,୪-୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସରୁ କିଷାନ ପେନସନ ସ୍କିମ୍‌କୁ ଲାଗୁ ହେବା ନେଇ ଘୋଷଣା କରିିବାକୁ ଯାଉଛନ୍ତି। କୃଷି ସଚିବ ରାଜ୍ୟଗୁଡ଼ିକୁ ପତ୍ର ଲେଖି ଏହି ସ୍କିମ୍‌ ଲାଗୁ କରିବାର ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପେନସନ…

୨୦୦୦ ଷ୍ଟେଶନରେ ମାଗଣା ଓ୍ବାଇଫାଇ

ନୂଆଦିଲ୍ଲୀ,୪-୮: ଦେଶର ୨ ହଜାର ରେଳ ଷ୍ଟେଶନରେ ମାଗଣା ଓ୍ବାଇ-ଫାଇ ଆରମ୍ଭ କରାଯାଇଛି। ଶନିବାର ଜଣେ ବରିଷ୍ଠ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ରାଜସ୍ଥାନର ଆଜମେର ଡିଭିଜନର ରାଣା ପ୍ରତାପ ନଗର ରେଳ ଷ୍ଟେଶନ ମାଗଣା ଓ୍ବାଇ-ଫାଇ ସେବା ଯୋଗାଇବାରେ…

ଘର କ୍ରେତାଙ୍କୁ ମାଲିକାନା ନେବାକୁ ବାଧ୍ୟ କରାଯାଇପାରିବନି

ନୂଆଦିଲ୍ଲୀ,୪-୮: ବିଳମ୍ବିତ ହାଉସିଂ ପ୍ରକଳ୍ପରେ ନିର୍ମିତ ଘରର ମାଲିକାନା ନେବା ଲାଗି ବିଲ୍ଡର ବାଧ୍ୟ କରିପାରିବ ନାହିଁ। ଏହା ଘର ମାଲିକଙ୍କ ଇଚ୍ଛାଧୀନ। ଫ୍ଲାଟ୍‌ ନିର୍ମାଣ ସରିଥିବାରୁ ଘର କ୍ରେତାଙ୍କୁ ଟଙ୍କା ଫେରସ୍ତ ଦେବ ନାହିଁ ବୋଲି ବିଲ୍ଡର କହିପାରିବ ନାହିଁ।…

ଦୁର୍ନୀତି ଜଣାଇବାରେ ବିଳମ୍ବ;୯ ବ୍ୟାଙ୍କକୁ ରିଜର୍ଭ ବ୍ୟାଙ୍କର ଜରିମାନା

ମୁମ୍ବାଇ,୪-୮: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ସମେତ ୯ ବାଣିଜି୍ୟକ ବ୍ୟାଙ୍କଠାରୁ ଜରିମାନା ଆଦାୟ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଏସ୍‌ବିଆଇ) ନିର୍ଦ୍ଦେଶ ଦେଇଛି। ବିଭିନ୍ନ ଦୁର୍ନୀତି,ଜାଲିଆତି, ଠକାମୀ ସମ୍ପର୍କରେ ଠିକ୍‌ ସମୟରେ କେନ୍ଦ୍ରୀୟ ବ୍ୟାଙ୍କକୁ ସୂଚନା ଦେଇ ନ ଥିବାରୁ ଏହି ଜରିମାନା…

୨୦୨୧ରେ ଜନଗଣନା;ମୋବାଇଲ ଫୋନ, ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ନିଆଯିବ

ନୂଆଦିଲ୍ଲୀ,୪-୮: ଭାରତ ସରକାର ଜନଗଣନା କରିବାକୁ ଯାଉଛନ୍ତି। ୨୦୨୧ରେ ଦେଶରେ ଜଣଗଣନା ହେବ। ଏହି ପ୍ରକ୍ରିୟାରେ ସରକାରୀ କର୍ମଚାରୀ ଘରକୁ ଘର ବୁଲି ପରିବାରଠାରୁ ସମ୍ପୂର୍ଣ୍ଣ ତଥ୍ୟ ସଂଗ୍ରହ କରିବେ। ପରିବାରରେ ଲୋକସଂଖ୍ୟା, ଆର୍ଥିକ ସ୍ତର, ଧର୍ମ, ପରିବାରର ପ୍ରତ୍ୟେକ ସଦସ୍ୟଙ୍କ…

ଦେବାଶୀଷ ଚାଟାର୍ଜୀ ମାଇଣ୍ଡଟ୍ରି ସିଇଓ, ଏମ୍‌ଡି

ନୂଆଦିଲ୍ଲୀ,୩-୮: ଆଇଟି କମ୍ପାନୀ ମାଇଣ୍ଡଟ୍ରି ଲିମିଟେଡ କଗ୍ନିଜାଣ୍ଟର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଦେବାଶୀଷ ଚାଟାର୍ଜୀଙ୍କୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏବଂ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ନିଯୁକ୍ତ କରିଥିବା ଶୁକ୍ରବାର ଘୋଷଣା କରିଛି। କମ୍ପାନୀ ଲାର୍ସେନ ଆଣ୍ଡ ଟୁବ୍ରୋ(ଏଲ୍‌ ଆଣ୍ଡ ଟି)ର ସିଇଓ…

୨୦୧୮ରେ ବିଶ୍ୱର ବୃହତ ଅର୍ଥନୀତି;୫ରୁ ୭କୁ ଖସିଲା ଭାରତ

ନୂଆଦିଲ୍ଲୀ,୩-୮: ଅର୍ଥନୀତି କ୍ଷେତ୍ରରେ ମୋଦି ସରକାରଙ୍କୁ ଜୋର୍‌ ଝଟକା ଲାଗିଛି। ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାର ସହ ବିଶ୍ୱର ତୃତୀୟ ବୃହତ ଅର୍ଥନୀତି ହେବ ବୋଲି ସ୍ବପ୍ନ ଦେଖୁଥିବା ଭାରତ ୨୦୧୮ରେ ୭ମ ସ୍ଥାନକୁ ଖସିଯାଇଛି। ଜିଡିିପି ହିସାବକୁ…

ଟ୍ରେଡ୍‌ ଓ୍ବାର୍‌ ଘନୀଭୁତ;ଚାଇନା ସାମଗ୍ରୀରୁ ୧୦% ଚାର୍ଜ ଆଦାୟ କରିବ ଆମେରିକା

ଓ୍ବାଶିଂଟନ,୩-୮: ଚାଇନାରୁ ଆସୁଥିବା ଅତିରିକ୍ତ ୩୦୦ ବିଲିୟନ ଡଲାର(୨୧ ଲକ୍ଷ କୋଟି ଟଙ୍କା) ସାମଗ୍ରୀ ଉପରେ ଆମେରିକା ସେପ୍ଟେମ୍ବର ପହିଲାରୁ ୧୦ ପ୍ରତିଶତ ଚାର୍ଜ(ଇମ୍ପୋର୍ଟ ଟାରିଫ) ଆଦାୟ କରିବ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଘୋଷଣା କରିଛନ୍ତି। ଫଳରେ ଆମେରିକା…

ପୋଷ୍ଟ ଅଫିସ୍‌ରେ ମିଳିବ କ୍ଷୁଦ୍ର ଋଣ

ନୂଆଦିଲ୍ଲୀ,୩-୮: ଏନ୍‌ଡିଏ ସରକାର କ୍ଷମତାରେ ଫେରିବା ପରେ ପୋଷ୍ଟ ଅଫିସ୍‌ର କାୟାକଳ୍ପ ବଦଳିବାରେ ଲାଗିଛି। ଚିଠି, ପାର୍ସଲ ମନିଅର୍ଡର ବାଣ୍ଟୁଥିବା ପୋଷ୍ଟ ଅଫିସ ଆଜି ବ୍ୟାଙ୍କିଙ୍ଗ୍‌ ସେବା ଯୋଗାଇବାରେ ଲାଗିଛି। ଇଣ୍ଡିଆ ପୋଷ୍ଟ ପେମେଣ୍ଟସ ବ୍ୟାଙ୍କ(ଆଇପିପିବି) ଖୋଲିଯିବା ପରେ ପୋଷ୍ଟ ଅଫିସରେ…

ଭାରତରେ ଶାଖା ଖୋଲିବ ବ୍ୟାଙ୍କ ଅଫ୍‌ ଚାଇନା

ମୁମ୍ବାଇ,୩-୮: ବିଶ୍ୱରେ ୫ମ ସ୍ଥାନ ହାସଲ କରିଥିତ୍ବା ବ୍ୟାଙ୍କ ଅଫ୍‌ ଚାଇନା ଭାରତରେ ଏକ ଶାଖା ଖୋଲିବାକୁ ଯାଉଛି। ଏଥିପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏହାକୁ ଅନୁମତି ପ୍ରଦାନ କରିଛି। ଗତବର୍ଷ ଏହାକୁ ଲାଇସେନ୍ସ ପ୍ରଦାନ କରାଯାଇଥିଲା। କେନ୍ଦ୍ରୀୟ ବ୍ୟାଙ୍କ ଆର୍‌ବିଆଇ…

ଯୁବ ଟିମ୍‌ ତିଆରି କରୁଛି ଆଇବିଏମ୍‌;୧ ଲକ୍ଷ ବୁଢ଼ା କର୍ମଚାରୀ ବିଦା

ସାନଫ୍ରାନ୍ସିସ୍‌କୋ,୩-୮: ଆମେରିକାର ଆଇଟି କମ୍ପାନୀ ଆଇବିଏମ୍‌ ଯୁବ କର୍ମଚାରୀଙ୍କୁ ନେଇ ଏକ ଟିମ୍‌ ତିଆରି କରିବା ଉଦ୍ଦେଶ୍ୟରେ ଗତ କିଛି ବର୍ଷ ଭିତରେ ପ୍ରାୟ ୧ ଲକ୍ଷ ବ୍ୟକ୍ତିଙ୍କୁ ଚାକିରିରୁ ଛଟେଇ କରିଛି। ୬୧ ବର୍ଷୀୟ ଛଟେଇ କର୍ମଚାରୀ ଜୋନାଥନ ଲାଙ୍ଗଲି…

ସିସିଡିର ନେତୃତ୍ୱ ନେବେ ସିଦ୍ଧାର୍ଥଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୩-୮: କ୍ୟାଫେ କଫି ଡେ(ସିସିଡି)ର ମାଲିକ ଭି.ଜି.ସିଦ୍ଧାର୍ଥଙ୍କ ଆକଷ୍ମିକ ମୃତ୍ୟୁ ପରେ ଏହାର ନେତୃତ୍ୱ କିଏ ନେବ ବୋଲି ସାଧାରଣରେ ପ୍ରଶ୍ନ ଆସିଛି। ତେବେ ମିଡିଆ ରିପୋର୍ଟ ଅନୁଯାୟୀ ସିଦ୍ଧାର୍ଥଙ୍କ ସ୍ତ୍ରୀ ମାଳବିକା କମ୍ପାନୀକୁ ଚଳାଇବେ। ସେ ପୂର୍ବରୁ କମ୍ପାନୀ ବୋର୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?