ବାଣିଜ୍ୟ

ଆଇଡେଷ୍ଟିନିର ନୂଆ ଷ୍ଟୋର ଶୁଭାରମ୍ଭ

ଭୁବନେଶ୍ୱର,୩-୮(ବ୍ୟୁରୋ) ଆପଲ୍‌ ପ୍ରଡକ୍ଟର ପ୍ରିମିୟମ ଷ୍ଟୋର ‘ଆଇଡେଷ୍ଟିନି’ ଭୁବନେଶ୍ୱରର ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ଠାରେ ଖୋଲିଛି। ନୂଆ ଷ୍ଟୋରକୁ ଓଡ଼ିଆ ସିନେ ଅଭିନେତ୍ରୀ ଏଲିନା ସାମନ୍ତରାଏ ଏବଂ ସି.ଏସ୍‌. ଟ୍ରେଡ ଲିଙ୍କ ପ୍ରାଇଭେଟ ଲିମିଟେଡର ଡାଇରେକ୍ଟର ବିଜୟ ଦୁଗର ଶୁଭାରମ୍ଭ କରିଛନ୍ତି। ଗ୍ରାହକଙ୍କୁ…

ସୋମବାର ବ୍ୟାଙ୍କ ସିଇଓଙ୍କୁ ଭେଟିବେ ସୀତାରାମନ୍‌

ନୂଆଦିଲ୍ଲୀ,୩-୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର ରାଷ୍ଟ୍ରାୟତ୍ତ ଓ କେତେକ ବୃହତ ଘରୋଇ ବ୍ୟାଙ୍କ(ପିଏସ୍‌ୟୁ)ର ସିଇଓଙ୍କୁ ଭେଟିବେ। ବ୍ୟାଙ୍କଗୁଡ଼ିକର ଆର୍ଥିକ ସ୍ଥିତିର ସମୀକ୍ଷା ସହ ଅର୍ଥନୀତିକୁ ଗତିଶୀଳ କରିବାକୁ ଯାଇ ଏମ୍‌ଏସ୍‌ଏମ୍‌ଇ, ଅଟୋମୋବାଇଲ ଓ ହାଉସିଂ ସେକ୍ଟରଙ୍କୁ ଋଣ ପ୍ରଦାନ…

ତନିଷ୍କର ଗ୍ରେଟ୍‌ ଡାଇମଣ୍ଡ ସେଲ୍‌

ଭୁବନେଶ୍ୱର,୩-୮: ପ୍ରମୁଖ ଜୁଏଲେରୀ ବ୍ରାଣ୍ଡ ତନିଷ୍କ ପକ୍ଷରୁ ‘ଦି ଗ୍ରେଟ ଡାଇମଣ୍ଡ ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସମୟରେ ତନିଷ୍କ ହୀରା ଗହଣା ଉପରେ ଗ୍ରାହକମାନେ ୨୦% ପର୍ଯ୍ୟନ୍ତ ରିହାତି ଲାଭ କରି ପାରିବେ। କମ୍ପାନୀର ଷ୍ଟୋରଗୁଡିକରେ ଏହି ସମୟରେ…

ଏୟାର ଏସିଆର ଟ୍ରାଭେଲ ଫେୟାର ଆରମ୍ଭ;ଗ୍ରାହକଙ୍କ ପସନ୍ଦ ବାଲି, ବ୍ୟାଙ୍କକ୍‌

ଭୁବନେଶ୍ୱର,୩-୮(ବ୍ୟୁରୋ): ପର୍ଯ୍ୟଟନ ବିକାଶକୁ ଧ୍ୟାନରେ ରଖି ପ୍ରମୁଖ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଏୟାର ଏସିଆ ପକ୍ଷରୁ ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ଠାରେ ‘ଟ୍ରାଭେଲ ଫେୟାର’ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହା ତିନିଦିନ ବ୍ୟାପି ଚାଲିବାକୁ ଥିବା ବେଳେ ଦେଶ ତଥା…

ଭାରତକୁ ଟ୍ରେଡ୍‌ ଓ୍ବାର୍‌ ଲାଭ;ରପ୍ତାନି ବୃଦ୍ଧିରେ ବିଶ୍ୱରେ ଏକମାତ୍ର ଦେଶ

ନୂଆଦିଲ୍ଲୀ,୨-୮: ଆମେରିକା ଓ ଚାଇନା ମଧ୍ୟରେ ଟ୍ରେଡ୍‌ ଓ୍ବାର୍‌ ଆରମ୍ଭ ହୋଇଥିବା ବେଳେ ଏସିଆରେ ଭାରତ ଏକମାତ୍ର ଦେଶ ଯିଏକି ଅଧିକ ରପ୍ତାନି କରିବାରେ ସଫଳ ହୋଇଛି। ବ୍ଲୁମବର୍ଗ ରିପୋର୍ଟ ଅନୁଯାୟୀ, ଆର୍ଥିକ ବର୍ଷ ୨୦୧୭ର ଚତୁର୍ଥ ତ୍ରୈମାସରେ ବିଶ୍ୱ ରପ୍ତାନିରେ…

ଆଲ୍ଲାହାବାଦ ବ୍ୟାଙ୍କର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୨-୮-ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ଜୁନ ତ୍ରୈମାସ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ଏହି ସମୟ ସୁଦ୍ଧା ବ୍ୟାଙ୍କର ମୋଟ୍‌ କାରବାର ୩.୭୭ ଲକ୍ଷ କୋଟି ଟଙ୍କା ଛୁଇଁଛି। ଗତ ବର୍ଷ ସମାନ ସମୟରେ ଏହା ୩.୬୫ ଲକ୍ଷ କୋଟି ଟଙ୍କା ରହିଥିଲା।…

ୟୁବିଆଇର ଆର୍ଥିକ ଫଳାଫଳ ଘୋଷଣା

ଭୁବନେଶ୍ୱର,୨-୮-ୟୁନାଇଟେଡ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ) ପକ୍ଷରୁ ଜୁନ ତ୍ରୈମାସ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସମୟରେ ବ୍ୟାଙ୍କର ମୋଟ ବାଣିଜ୍ୟ କାରବାର ୨.୦୫ ଲକ୍ଷ କୋଟି ଟଙ୍କା ଟପିଛି। ବ୍ୟାଙ୍କର ଜମା ୧.୩୨ ଲକ୍ଷ କୋଟି ଟଙ୍କା ରହିଥିବା…

ଏୟାର ଏସିଆର ଟ୍ରାଭେଲ ଫେୟାର ଆଜିଠାରୁ

ଭୁବନେଶ୍ୱର,୨-୮-ପର୍ଯ୍ୟଟନ ବିକାଶ ଲାଗି ଏୟାର ଏସିଆ ପକ୍ଷରୁ ଏକ ଟ୍ରାଭେଲ ଫେୟାର ଶୁକ୍ରବାରଠାରୁ ଭୁବନେଶ୍ୱରରେ ଅନୁଷ୍ଠିତ ହେଉଛି। ଏହା ତିନିଦିନ ବ୍ୟାପି ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ଠାରେ ଅନୁଷ୍ଠିତ ହେବ। ଏହି ଫେୟାର ସମୟରେ ଗ୍ରାହକମାନେ ଦେଶ ମଧ୍ୟରେ କିମ୍ବା ଅନ୍ତର୍ଜାତୀୟ…

ପୂର୍ବତଟ ରେଳପଥକୁ ଦୁଇ ପୁରସ୍କାର

ଭୁବନେଶ୍ୱର,୨-୮:ପୂର୍ବତଟ ରେଳପଥକୁ ସମ୍ମାନଜନକ ଆକାଉଣ୍ଟସ ଓ ଫାଇନାନ୍ସ ମ୍ୟାନେଜମେଣ୍ଟ ଶୀଲଡ଼ ଓ କମ୍ପ୍ରେହେନସିଭ ହେଲ୍‌ଥ କେୟାର ଶିଲଡ଼ ପୁରସ୍କାର ପ୍ରଦାନ କରାଯାଇଛି। ମୁମ୍ବାଇଠାରେ ଆୟୋଜିତ ରାଷ୍ଟ୍ରୀୟ ସ୍ତରୀୟ ରେଳବାଇ ପୁରସ୍କାର ବିତରଣ ଉତ୍ସବରେ ଦକ୍ଷତା ଲାଗି ରେଲଓ୍ବେ ଏହି ପୁରସ୍କାର ଲାଭ…

ରାନବାକ୍ସିର ପୂର୍ବତନ ପ୍ରମୋଟରଙ୍କ ଘରେ ଇଡି ଚଢ଼ାଉ

ନୂଆଦିଲ୍ଲୀ,୨-୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ରାନବାକ୍ସିର ପୂର୍ବତନ ପ୍ରମୋଟର ଭ୍ରାତା ମାଲବିନ୍ଦର ମୋହନ ସିଂହ(୪୫) ଏବଂ ଶିବିନ୍ଦର ମୋହନ ସିଂହ(୪୩)ଙ୍କ ଘରେ ଗୁରୁବାର ଚଢ଼ାଉ କରିଛି। ମନିଲଣ୍ଡରିଂ ମାମଲାରେ ଏହି ଚଢ଼ାଉ ହୋଇଥିଲା ବୋଲି ମିଡିଆ ରିପୋର୍ଟରୁ ପ୍ରକାଶ। ଦୁଇ ଭାଇଙ୍କ ବିରୋଧରେ…

ପ୍ରତିଷ୍ଠା ହେବ ନୂଆ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କାବିଲ

ନୂଆଦିଲ୍ଲୀ,୨-୮: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲ୍‌କୋ), ହିନ୍ଦୁସ୍ତାନ କପର ଲିମିଟେଡ(ଏଚ୍‌ସିଏଲ୍‌) ଏବଂ ମିନେରାଲ ଏକ୍ସପ୍ଲୋରେଶନ କମ୍ପାନୀ ଲିମିଟେଡ(ଏମଇସିଏଲ୍‌) ଭଳି ୩ ରାଷ୍ଟ୍ରାୟତ୍ତ ସଂସ୍ଥା ମିଳିତ ହୋଇ ନୂଆ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କାବିଲ ସ୍ଥାପନ କରିବେ। କୋଇଲା, ଖଣି ଏବଂ ସଂସଦୀୟ…

ବ୍ୟାଙ୍କିଙ୍ଗ ଉଦ୍ୟୋଗ ମହଙ୍ଗା ଭତ୍ତା ୬୮.୧%

ଭୁବନେଶ୍ୱର,୨-୮(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମେ’ ମାସରେ ୩୧୪ ପଏଣ୍ଟ ଥିଲା। ଏହା ଜୁନରେ ୨ ପଏଣ୍ଟ ବଢି ୩୧୬ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୩୩ ପଏଣ୍ଟ ଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?