ବାଣିଜ୍ୟ

ଅର୍ଥନୀତିକୁ ଚାଲୁ କରିବା ସରକାରଙ୍କ ପ୍ରାଥମିକତା ହେଉ: ଶିଳ୍ପ ଜଗତ

ଭୁବନେଶ୍ୱର,୨-୬: ଅର୍ଥନୀତିକୁ ଚାଲୁ କରିବା ନୂଆ ସରକାରଙ୍କ ପ୍ରାଥମିକତା ହେବା ଆବଶ୍ୟକ। ମାର୍ଚ୍ଚ ତ୍ରୈମାସରେ ଦେଶର ଅର୍ଥନୈତିକ ଅଭିବୃଦ୍ଧି ହାର ୫.୮% ଖସିଛି। ଭାରତ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ରାଷ୍ଟ୍ର ମାନ୍ୟତା ହରାଇଛି। ଏଭଳି ସ୍ଥିତି ଦେଶର ଅଥନୈତିକ କାର୍ଯ୍ୟକଳାପ ବୃଦ୍ଧି…

ସୋମନାଥ ନନ୍ଦ ହେଲେ ବିଓବିର ନୂତନ କ୍ଷେତ୍ରୀୟ ମୂଖ୍ୟ

ଭୁବନେଶ୍ୱର,୨-୬: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି) ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ନୂତନ କ୍ଷେତ୍ରୀୟ ମୂଖ୍ୟ ଭାବେ ଉପମହାପ୍ରବନ୍ଧକ ସୋମନାଥ ନନ୍ଦ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ସେ ବ୍ୟାଙ୍କିଙ୍ଗ ଶିଳ୍ପ ସହ ଗତ ୩୬ ବର୍ଷ ହେବ ଜଡିତ ଅଛନ୍ତି। ବିଜୟା ବ୍ୟାଙ୍କରେ…

ମ୍ୟାକ୍ସ ପକ୍ଷରୁ ଲିଟିଲ ଆଇକନ୍‌ ୨୦୧୯

ଭୁବନେଶ୍ୱର,୨-୬: ପ୍ରମୁଖ ଫ୍ୟାଶନ ବ୍ରାଣ୍ଡ ମ୍ୟାକ୍ସ ଫ୍ୟାଶନ ପକ୍ଷରୁ ଲିଟିଲ ଆଇକନ୍‌ ୨୦୧୯ କାର୍ଯ୍ୟକ୍ରମ ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ ମଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ପରିସମାପ୍ତି ଘୋଷଣା ସହ ରଜ ଲୋଗୋକୁ ଉନ୍ମୋଚନ କରାଯାଇଛି। କାର୍ଯ୍ୟକ୍ରମ ଅବସରରେ ୩୦ ଜଣ…

ପାତ୍ରପଡାରେ ଖୋଲିଲା ବଜାର କୋଲକାତା

ଭୁବନେଶ୍ୱର,୨-୬: ପୂର୍ବ ଭାରତର ପ୍ରମୁଖ ରିଟେଲ ଚେନ୍‌ ବଜାର କୋଲକାତା ସ୍ଥାନୀୟ ପାତ୍ରପଡାଠାରେ ନୂଆ ଶୋ’ରୁମ ଶୁଭାରମ୍ଭ କରିଛି। ଓଡ଼ିଆ ସିନେମା ଅଭିନେତ୍ରୀ ଏଲିନା ସାମନ୍ତରାୟ ଶୋ’ରୁମକୁ ଉଦଘାଟ କରିଥିଲେ। ୧୧ ବର୍ଗଫୁଟ ପରିମିତ ସ୍ଥାନରେ ଏହି ଶୋ’ରୁମରେ ମହିଳା, ପୁରୁଷ,…

ଚାଇନାର ପାଲ୍‌ଟା ଜବାବ;ଆମେରିକାର ସାମଗ୍ରୀ ଉପରେ ୨୫% ଟାରିଫ ବୃଦ୍ଧି

ବେଜିଂ,୨-୬: ଚାଇନା ଏବଂ ଆମେରିକା ମଧ୍ୟରେ ଟ୍ରେଡ ଓ୍ବାର୍‌ ଥମିବାର ନାଁ ନେଉନି। ଆମେରିକାକୁ ଜବାବ ଦେଇ ଚାଇନା ଟାରିଫ ବୃଦ୍ଧି କରିଛି। ଆମେରିକାର ୬୦ ବିଲିୟନ ଡଲାର ସାମଗ୍ରୀ ଆମଦାନୀ ଉପରେ ଚାଇନା ୨୫% ଟାରିଫ ବୃଦ୍ଧି କରିଛି। ଏଥିପୂର୍ବରୁ…

ଭୂଷଣ ଏନର୍ଜିକୁ ଟାଟା ଷ୍ଟିଲର ଅଧିଗ୍ରହଣ ସମ୍ପୂର୍ଣ୍ଣ

ନୂଆଦିଲ୍ଲୀ,୨-୬: ଋଣରେ ବୁଡ଼ି ରହିଥିବା ଭୂଷଣ ଏନର୍ଜି ଲିମିଟେଡର ଅଧିଗ୍ରହଣ ପ୍ରକ୍ରିୟା ଶେଷ ହୋଇଛି ବୋଲି ଟାଟା ଷ୍ଟିଲ୍‌ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ୮୦୦ କୋଟି ଟଙ୍କାରେ ଭୂଷଣ ଏନର୍ଜିକୁ କିଣିବା ଲାଗି ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଟି) ଅନୁମତି…

ଆର୍ଥିକ ସଂସ୍କାର ଲାଗି ସରକାର ପ୍ରତିଶ୍ରୁତିବଦ୍ଧ:ନୀତି ଆୟୋଗ

ନୂଆଦିଲ୍ଲୀ,୨-୬: ଆର୍ଥିକ ଅଭିବୃଦ୍ଧିକୁ ଗତିଶୀଳ କରିବା ଉଦ୍ଦେଶ୍ୟରେ ଘରୋଇ ପୁଞ୍ଜିନିବେଶ ବୃଦ୍ଧି ସହ କୃଷି କ୍ଷେତ୍ରକୁ ଆଧୁନିକୀକରଣ କରିବା ଭଳି ନୂଆ ସଂସ୍କାରମୂଳକ ପଦକ୍ଷେପ ନେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଶନିବାର କହିଛନ୍ତି। ଆସନ୍ତା…

ଉଦ୍ୟୋଗପତି ବି.ଏମ୍‌.ଖୈତାନଙ୍କ ପରଲୋକ

କୋଲକାତା,୨-୬: ବିଶିଷ୍ଟ ଉଦ୍ୟୋଗପତି ତଥା ଡ୍ରାଇସେଲ୍‌ ବ୍ୟାଟେରି ନିର୍ମାତା ଏଭରେଡି ଇଣ୍ଡଷ୍ଟ୍ରିଜ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ମୋହନ ଖୈତାନଙ୍କ ଶନିବାର ୯୨ ବର୍ଷରେ ପରଲୋକ ହୋଇଯାଇଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥାଇ ସେ ଶନିବାର ନିଜ ବାସଭବନରେ ଶେଷନିଃଶ୍ୱାସ ତ୍ୟାଗ…

ମେ’ରେ ଜିଏସ୍‌ଟି ଆଦାୟ ୧ ଲକ୍ଷ କୋଟି ଟପିଲା

ନୂଆଦିଲ୍ଲୀ,୨-୬: ମେ’ରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଆଦାୟ ୧ ଲକ୍ଷ କୋଟି ଟଙ୍କା ଟପିଛି। ଗତ ବର୍ଷ ଏହି ସମୟରେ ଏହା ୯୪,୦୧୬ କୋଟି ଟଙ୍କା ଥିଲା। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି ତଥ୍ୟରୁ ଜଣାପଡିଛି ଯେ, ମେ’ରେ ୧,୦୦,୨୮୯…

ବିନୟ ଦୁବେଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି

ନୂଆଦିଲ୍ଲୀ,୨-୬: ଜେଟ୍‌ ଏୟାରଓ୍ବେଜ୍‌ର ପୂର୍ବତନ ସିଇଓ ବିନୟ ଦୁବେଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି କରାଯାଇଛି। ଅର୍ଥାତ ସେ ବିନାନୁମତିରେ ଆଉ ବିଦେଶ ଯାଇପାରିବେ ନାହିଁ। କର୍ପୋରେଟ୍‌ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ନୋଟିସ ଜାରି କରାଯାଇଛି ବୋଲି ସୂଚନା ମିଳିଛି।…

ଭାରତର ଜିଏସ୍‌ପି ମାନ୍ୟତା ପ୍ରତ୍ୟାହାର କଲା ଆମେରିକା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨-୬: ଭାରତକୁ ମିଳୁଥିବା ଜେନେରାଲାଇଜ୍‌ଡ ସିଷ୍ଟମ ଅଫ୍‌ ପ୍ରିଫରେନ୍ସେସ(ଜିଏସ୍‌ପି) ମାନ୍ୟତାକୁ ଆମେରିକା ପ୍ରତ୍ୟାହାର କରିନେଇଛି। ଏହା ଆସନ୍ତା ୫ରୁ ଲାଗୁ ହୋଇଯିବ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ୍‌ ହାଉସ୍‌ରେ ଏ ସମ୍ପର୍କରେ ଘୋଷଣା କରିଥିଲେ। ଭାରତଠାରୁ ଏହି ମାନ୍ୟତା ପ୍ରତ୍ୟାହାର କରାଯିବ…

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୧୮%

ଭୁବନେଶ୍ୱର,୧।୬(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମାର୍ଚ୍ଚରେ ୩୦୯ ପଏଣ୍ଟ ଥିଲା। ଏହା ଏପ୍ରିଲରେ ୩ ପଏଣ୍ଟ ବୃଦ୍ଧି ଘଟି ୩୧୨ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୨୮ ପଏଣ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri