ବାଣିଜ୍ୟ

୮୦ ହଜାର ପର୍ଯ୍ୟନ୍ତ ଶସ୍ତା ହେବ ଇଲେକ୍ଟ୍ରିକ ଯାନ

ନୂଆଦିଲ୍ଲୀ,୨୮-୭: ପେଟ୍ରୋଲ ଓ ଡିଜେଲ ଗାଡ଼ି ଯୋଗୁ ସୃଷ୍ଟି ହେଉଥିବା ବାୟୁ ପ୍ରଦୂଷଣକୁ ହ୍ରାସ କରିବା ଲାଗି କେନ୍ଦ୍ର ସରକାର ଏବେ ଇଲେକ୍ଟ୍ରିକ ଯାନ ପ୍ରଚଳନ ଉପରେ ଜୋର୍‌ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଜିଏସ୍‌ଟି କାଉନସିଲ୍‌ ଶନିବାର ଇ-ଯାନ ଉପରେ…

ମହଙ୍ଗା ହେବ ପେଟ୍ରୋଲ, ଡିଜେଲ ଗାଡ଼ି କ୍ରୟ;ପଞ୍ଜୀକରଣ, ନବୀକରଣ ବହୁଗୁଣା ବୃଦ୍ଧି

ନୂଆଦିଲ୍ଲୀ,୨୮-୭: କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଗାଡ଼ି କିଣାକୁ ନିରୁତ୍ସାହିତ କରିବା ତଥା ପୁରୁଣା ଗାଡ଼ିଗୁଡ଼ିକୁ ପର୍ଯ୍ୟାୟକ୍ରମେ ସଡ଼କରୁ ହଟାଇବାକୁ ଚାହୁଁଛନ୍ତି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ ପାରମ୍ପରିକ ଇନ୍ଧନରେ ଚାଲୁଥିବା ଗାଡ଼ିର ନୂଆ ପଞ୍ଜୀକରଣ…

କମ୍ପୋଜିଶନ ସ୍କିମ୍‌ ଚୟନ ଅବଧି ବୃଦ୍ଧି

ନୂଆଦିଲ୍ଲୀ,୨୮-୭: କ୍ଷୁଦ୍ର ବ୍ୟବସାୟୀଙ୍କୁ ଆଶ୍ୱସ୍ତ କରିବାକୁ ଯାଇ ଜିଏସ୍‌ଟି କାଉନସିଲ୍‌ କମ୍ପୋଜିଶନ ସ୍କିମ୍‌କୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବାର୍ଷିକ କାରବାର କରୁଥିବା ସର୍ଭିସ୍‌ ପ୍ରୋଭାଇଡର(ସେବା ପ୍ରଦାନକାରୀ) ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଏହି ସ୍କିମ୍‌…

ଜିଓ ଦେଶର ସବୁଠୁ ବଡ଼ ଟେଲିକମ କମ୍ପାନୀ

ନୂଆଦିଲ୍ଲୀ,୨୮-୭: ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ରିଲାଏନ୍ସ ଜିଓ ଲଞ୍ଚ ହେବାର ମାତ୍ର ୩ ବର୍ଷ ମଧ୍ୟରେ ଦେଶର ସର୍ବବୃହତ ଟେଲିକମ କମ୍ପାନୀ ହୋଇପାରିଛି। କମ୍ପାନୀର ଉପଭୋକ୍ତା ସଂଖ୍ୟା ଏବେ ୩୩.୧୩ କୋଟିରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ ଭୋଡାଫୋନ-ଆଇଡିଆର ଗ୍ରାହକ ସଂଖ୍ୟା ହ୍ରାସ…

ବିଶ୍ୱ ଅର୍ଥନୀତି ଅସ୍ଥିରତା ଆଡ଼କୁ ଗତି କରୁଛି: ଶକ୍ତିକାନ୍ତ

ନୂଆଦିଲ୍ଲୀ,୨୮-୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ବିଶ୍ୱ ଅର୍ଥନୀତିକୁ ନେଇ ନିଜର ମତପୋଷଣ କରିଛନ୍ତି। ଭି.ଶ୍ରୀନିବାସଙ୍କ ଦ୍ୱାରା ଲିଖିତ ‘ଇଣ୍ଡିଆଜ ରିଲେଶନ୍ସ ଓ୍ବିଥ୍‌ ଇଣ୍ଟରନ୍ୟାଶନାଲ ମନିଟାରୀ ଫଣ୍ଡ’ ଶୀର୍ଷକ ଏକ ପୁସ୍ତକର ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସେ…

ସୋମବାରଠାରୁ ୭ମ ଅର୍ଥନୈତିକ ଜନଗଣନା ଆରମ୍ଭ

ନୂଆଦିଲ୍ଲୀ,୨୮-୭: କେନ୍ଦ୍ର ସରକାର ସୋମବାରଠାରୁ ସାରାଦେଶରେ ୭ମ ଅର୍ଥନୈତିକ ଜନଗଣନା ଆରମ୍ଭ କରିବେ। ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରାରୁ ଏହି ଜନଗଣନା କାର୍ଯ୍ୟ ଆରମ୍ଭ ହେବ। ଦେଶରେ କେତେ ସଂଖ୍ୟାରେ ବ୍ୟବସାୟିକ ପ୍ରତିଷ୍ଠାନ ରହିଛି, କିଏ କେଉଁପ୍ରକାର ବ୍ୟବସାୟ କରୁଛନ୍ତି ଆଦି ସମ୍ପର୍କରେ…

ଆମେରିକା ଦେବନି ଅନୁଚିତ ଲାଭ;ବିକାଶଶୀଳ ରାଷ୍ଟ୍ର ନିରୂପଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୮-୭: ଭାରତ ସମେତ ବିକାଶଶୀଳ ରାଷ୍ଟ୍ର ପଛରେ ପଡିଯାଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ବିକାଶଶୀଳ ରାଷ୍ଟ୍ରର ଦ୍ୱାହି ଦେଇ ଆମେରିକା ଠାରୁ ଅନୁଚିତ ଲାଭ ନେଉଥିବା ଭାରତ ସମେତ ସମସ୍ତ ବିକାଶଶୀଳ ରାଷ୍ଟ୍ରକୁ ଆଉ କୌଣସି ପ୍ରକାର ସୁବିଧାସୁଯୋଗ ଦେବାକୁ…

ସିଇଓ ରବି ଝୁନ୍‌ଝୁନ୍‌ଓ୍ବାଲାଙ୍କୁ ୧୨୧କୋଟି ଦରମା

ନୂଆଦିଲ୍ଲୀ,୨୭-୭: ଏଚ୍‌ଇଜି ଲିମିଟେଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ରବି ଝୁନ୍‌ଝୁନ୍‌ଓ୍ବାଲା ଆର୍ଥିକ ବର୍ଷ ୨୦୧୮-୧୯ରେ ସର୍ବାଧିକ ୧୨୧.୨୭ କୋଟି ଟଙ୍କା ଦରମା ନେଇଛନ୍ତି, ଯାହାକି ଗତ ଆର୍ଥିକ ବର୍ଷଠାରୁ ୧୮୦ ପ୍ରତିଶତ ଅଧିକ। ତାଙ୍କର ଏତେ ବିଶାଳ ଦରମାକୁ ନେଇ ଏବେ…

ପତଞ୍ଜଳି ହାତକୁ ଯିବ ରୁଚି ସୋୟା

ନୂଆଦିଲ୍ଲୀ,୨୭-୭: ବାବା ରାମଦେବଙ୍କ ନେତୃତ୍ୱରେ ପରିଚାଳିତ ପତଞ୍ଜଳି ଗ୍ରୁପ୍‌ ଖାଦ୍ୟ ତେଲ କମ୍ପାନୀ ରୁଚି ସୋୟାର ମାଲିକ ହେବାକୁ ଯାଉଛି। ରାଷ୍ଟ୍ରୀୟ କମ୍ପାନୀ ନ୍ୟାୟାଧିକରଣ(ଏନ୍‌ସିଏଲ୍‌ଟି) ରୁଚି ସୋୟା ଲାଗି ପତଞ୍ଜଳିର ୪୩୫୦ କୋଟି ଟଙ୍କାର ସଂଶୋଧିତ ବିଡ୍‌କୁ ମଞ୍ଜୁର କରିଛନ୍ତି। ପୂର୍ବରୁ…

ସଭରେନ ବଣ୍ଡ ହେଲା କାଳ;ଗର୍ଗଙ୍କ ବଦଳି ପଛରେ ଆର୍‌ଏସ୍‌ଏସ୍‌ର ହାତ ସନ୍ଦେହ

ନୂଆଦିଲ୍ଲୀ,୨୭-୭: ଆର୍ଥିକ ବ୍ୟାପାର ସଚିବ ସୁଭାଷ ଚନ୍ଦ୍ର ଗର୍ଗଙ୍କୁ ବଦଳି ପଛରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ହାତ ରହିଥିବା ସନ୍ଦେହ କରାଯାଉଛି। ବିଦେଶୀ ସଭରେନ ବଣ୍ଡ ପାଇଁ ଓକାଲାତି କରିବା ତାଙ୍କୁ ମହଙ୍ଗା ପଡିଛି। କାରଣ ସଂଘର ଆର୍ଥିକ ଶାଖା ସ୍ବଦେଶୀ…

ନୀରବ ମୋଦି ଦୁର୍ନୀତି ପରେ;ପ୍ରଥମଥର ଲାଭ କଲା ପିଏନ୍‌ବି

ନୂଆଦିଲ୍ଲୀ,୨୭-୭: ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଦ୍ୱାରା ଦେଶର ସର୍ବବୃହତ ବ୍ୟାଙ୍କିଙ୍ଗ୍‌ ଦୁର୍ନୀତି ହେବା ପରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ପ୍ରଥମଥର ଲାଭର ମୁହଁ ଦେଖିଛି। ବ୍ୟାଙ୍କ ଜୁନ୍‌ରେ ଶେଷ ହୋଇଥିବା ତ୍ରୈମାସରେ ୧୦୧୯ କୋଟି ଟଙ୍କା ଶୁଦ୍ଧ ଲାଭ କରିଛି।…

ନିଶାନ ମୋଟରରୁ ଛଟେଇ ହେବେ ୧୭୦୦ ଭାରତୀୟ

ମୁମ୍ବାଇ,୨୭-୭: ମାନ୍ଦାବସ୍ଥା ସାମ୍ନା କରୁଥିବା ଅଟୋ ସେକ୍ଟରରେ ଲକ୍ଷାଧିକ ସଂଖ୍ୟାରେ କର୍ମଚାରୀ ବେକାର ହେବାକୁ ଯାଉଛନ୍ତି। ଭାରତୀୟ ବଜାର ମଧ୍ୟ ଏହି ଜାଲରେ ପଡିଛି। ଜାପାନର କାର ନିର୍ମାତା ନିଶାନ ମୋଟର ଭାରତରେ ପ୍ରାୟ ୧୭୦୦ କର୍ମଚାରୀଙ୍କୁ ଛଟେଇ କରିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?