ତୁର୍କିରୁ ଜିଏସ୍ପି ମାନ୍ୟତା ପ୍ରତ୍ୟାହାର;ଭାରତ ସଂକ୍ରାନ୍ତରେ ଆମେରିକା ଚୁପ୍
ଓ୍ବାଶିଂଟନ,୧୮-୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତୁର୍କିଠାରୁ ଟାରିଫ ଛାଡ଼ର ସାମାନ୍ୟ ବ୍ୟବସ୍ଥା(ଜିଏସ୍ପି) ପ୍ରତ୍ୟାହାର କରିନେବାକୁ ନିଷ୍ପତ୍ତି ନେଇଛନ୍ତି। ଜିଏସ୍ପି ମାଧ୍ୟମରେ ଗରିବ ତଥା ପଛୁଆ ଦେଶଗୁଡ଼ିକର ରୋଜଗାର ସୃଷ୍ଟିକାରୀ ସାମଗ୍ରୀକୁ ନିଜ ଦେଶରେ ଶୁଳ୍କମୁକ୍ତ ପ୍ରବେଶ ପାଇଁ ଆମେରିକା ଅନୁମତି…
କର୍ମଚାରୀଙ୍କୁ ୫ କୋଟି ଶେୟାର ଦେବ ଇନ୍ଫୋସିସ୍
ବେଙ୍ଗାଲୁରୁ,୧୮-୫: ଦେଶର ଦ୍ୱିତୀୟ ସର୍ବବୃହତ ଆଇଟି କମ୍ପାନୀ ଇନ୍ଫୋସିସ୍ ନିଜ କର୍ମଚାରୀଙ୍କୁ ପ୍ରୋତ୍ସାହନ ରୂପରେ ୫ କୋଟି ଶେୟାର ଦେବ। ଏହା କମ୍ପାନୀର ମୋଟ ଶେୟାର ପରିମାଣର ୧.୧୫%। ଅନ୍ୟପକ୍ଷରେ ସିଇଓ ସଲିଲ ପାରେଖଙ୍କୁ କମ୍ପାନୀ ଏମ୍ପ୍ଲୟି ଷ୍ଟକ୍ ଅପ୍ସନ ପ୍ଲାନ୍…
ଷ୍ଟକ୍ ବଜାରକୁ ଲାଭ ଦେବ ଦୁର୍ବଳ ସରକାର
ମୁମ୍ବାଇ,୧୮-୫: କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍ଡିଏ ସରକାର ପୁନର୍ବାର କ୍ଷମତାକୁ ଫେରୁଥିବା ଶୁକ୍ରବାର ଷ୍ଟକ୍ ବଜାର ର଼୍ୟାଲିରୁ ବେଶ୍ ସ୍ପଷ୍ଟ ହେଉଛି। କିନ୍ତୁ ବଜାର ବିଶେଷଜ୍ଞ ଚାହୁଁଛନ୍ତି ଦୁର୍ବଳ ମେଣ୍ଟ ସରକାର କ୍ଷମତାକୁ ଆସୁ। ସେମାନଙ୍କ ଯୁକ୍ତି ହେଲା, ଭାଜପା…
ଗୋପନୀୟତା ଦ୍ୱାହି ଦେଲା କେନ୍ଦ୍ର;କଳାଧନର ସୂଚନା ମିିଳିବନି
ନୂଆଦିଲ୍ଲୀ,୧୮-୫: କେନ୍ଦ୍ର ସରକାର ସୁଇଜରଲାଣ୍ଡରୁ ପାଉଥିବା କଳାଧନ ସଂକ୍ରାନ୍ତୀୟ ସୂଚନା ଦେବାକୁ ମନା କରିଦେଇଛନ୍ତି। ସୂଚନା ଅଧିକାର ଆଇନ(ଆର୍ଟିଆଇ) ଅଧୀନରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ସରକାର ଗୋପନୀୟତାର ଦ୍ୱାହି ଦେଇଛନ୍ତି। ଭାରତ ଓ ସୁଇଜରଲାଣ୍ଡ ପ୍ରତ୍ୟେକ ମାମଲାର ସୂଚନା ଆଦାନପ୍ରଦାନ କରୁଛନ୍ତି।…
ଆମାଜନ ବିରୋଧରେ ମାମଲା ରୁଜୁ
ନୋଏଡା,୧୮।୫: ଅନ୍ଲାଇନ କମ୍ପାନୀ ଆମାଜନ ବିରୋଧରେ ନୋଏଡା କୋତଓ୍ବାଲୀ ସେକ୍ଟର-୫୮ରେ ମାମଲା ରୁଜୁ କରାଯାଇଛି। କମ୍ପାନୀ ନିଜ ଓ୍ବେବସାଇଟରେ ବିକ୍ରି କରୁଥିବା ପ୍ରଡକ୍ଟ ଉପରେ ଲଗାଇଥିବା ଫଟୋ, ହିନ୍ଦୁ ଭାବାବେଗକୁ ଆଘାତ ପହଞ୍ଚାଉଥିବା ନେଇ ଅଭିଯୋଗ ହୋଇଛି। ଖେଡାର ବାସିନ୍ଦା ବିକାଶ…
ହିନ୍ଦୁ ଦେବଦେବୀଙ୍କୁ ଆମାଜନର ଅପମାନ: ସୋସିଆଲ ମିଡିଆରେ ବିରୋଧ
ନୂଆଦିଲ୍ଲୀ,୧୭।୫: ଇ-କମର୍ସ କମ୍ପାନୀ ଆମାଜନ ସୋସିଆଲ ମିଡିଆରେ ଲୋକଙ୍କ କ୍ରୋଧର ଶିକାର ହୋଇଛି। କମ୍ପାନୀର ଟଏଲେଟ ସିଟ ବିକ୍ରି ହେଉଥିବା ସ୍ଥାନରେ ଟଏଲେଟ କଭର୍ ଉପରେ ହିନ୍ଦୁ ଦେବଦେବୀଙ୍କ ଫଟୋ ଲଗାଯାଇଛି। ଏହାକୁ ସୋସିଆଲ ମିଡିଆରେ ଦେଖିବା ପରେ ଲୋକମାନେ ବିରୋଧ…
ଇଣ୍ଡିଗୋର ନିୟନ୍ତ୍ରଣ ପାଇଁ ଦୁଇ ପ୍ରମୋଟରଙ୍କ ମଧ୍ୟରେ ଲଢ଼େଇ
ନୂଆଦିଲ୍ଲୀ,୧୭-୫: ଜେଟ୍ ଏୟାରଓ୍ବେଜ୍ ପରେ ବେସାମରିକ ବିମାନ ଚଳାଚଳ ସେକ୍ଟରର ଦୁର୍ଦ୍ଦିନ ବଢ଼ିବାରେ ଲାଗିଛି। ଦେଶର ସବୁଠାରୁ ସଫଳ ଏବଂ ଲାଭଜନକ ଏୟାରଲାଇନ୍ସ କୁହାଯାଉଥିବା ଇଣ୍ଡିଗୋର ଦୁଇ ପ୍ରମୋଟର ତଥା ସହ ପ୍ରତିଷ୍ଠାତାଙ୍କ ମଧ୍ୟରେ କମ୍ପାନୀର ନିୟନ୍ତ୍ରଣକୁ ନେଇ ଲଢ଼େଇ ଆରମ୍ଭ…
ଡିସ୍କାଉଣ୍ଟ ଉପରେ ଲାଗିଛି କଟକଣା;ଇ-କମର୍ସ କମ୍ପାନୀଙ୍କ ବେପାର ମାନ୍ଦା
ନୂଆଦିଲ୍ଲୀ,୧୭-୫: ଗତ ତିନି ମାସ ହେବ ୨ ବଡ଼ ଇ-କମର୍ସ କମ୍ପାନୀରେ ବିକ୍ରି ଅନେକ ହ୍ରାସ ପାଇଛି। କାରଣ ସେମାନେ ଦେଉଥିବା ଭାରି ଡିସ୍କାଉଣ୍ଟ ଉପରେ ଏବେ କଟକଣା ଲାଗୁ କରାଯାଇଛି। ଏହି କାରଣରୁ ସ୍ଥାନୀୟ ବଜାରରେ ଏବେ ଭିଡ଼ ଜମିବା…
ଆଇଟି ସେକ୍ଟରରେ ବଢ଼ୁଛି ନିଯୁକ୍ତି
ନୂଆଦିଲ୍ଲୀ,୧୭-୫: ଇନ୍ଫର୍ମେଶନ ଟେକ୍ନୋଲୋଜି(ଆଇଟି) କ୍ଷେତ୍ରରେ ଅତ୍ୟାଧୁନିକ ପ୍ରଯୁକ୍ତିରେ ଦକ୍ଷତା ଥିବା ବ୍ୟକ୍ତିବିଶେଷଙ୍କୁ ଭାରି ମାତ୍ରାରେ ନିଯୁକ୍ତି ଦିଆଯାଉଛି। ଗତ ଆର୍ଥିକ ବର୍ଷରେ ନିଯୁକ୍ତି କ୍ଷେତ୍ର ମାନ୍ଦା ଥିବା ବେଳେ ଚଳିତବର୍ଷ ଦେଶର ଶୀର୍ଷ ୪ ଆଇଟି କମ୍ପାନୀ ଟିସିଏସ୍, ଇନ୍ଫୋସିସ୍, ଓ୍ବିପ୍ରୋ…
ବିତ୍ତୀୟ ପରିଚାଳନା ନେଇ ଅର୍ଥ ମନ୍ତ୍ରଣାଳୟ ସହ ଅର୍ଥ କମିଶନଙ୍କ ଆଲୋଚନା
ନୂଆଦିଲ୍ଲୀ,୧୭-୫: ଅର୍ଥ ଆୟୋଗ ବୁଧବାର ଏଠାରେ ଅର୍ଥ ମନ୍ତ୍ରଣାଳୟ ସହ ହୋଇଥିବା ବୈଠକରେ ବିତ୍ତୀୟ ତଥା ଆର୍ଥିକ ପରିଚାଳନା ନେଇ ଆଲୋଚନା କରିଛି। ଏଥିସହିତ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଯୋଜନାଗୁଡ଼ିକରେ ହେଉଥିବା ଖର୍ଚ୍ଚକୁ ତର୍କସଙ୍ଗତ କରିବା ଲାଗି ମଧ୍ୟ ଆଲୋଚନା…
ଆମେରିକାରେ ଚାଇନା କମ୍ପାନୀ ହୁଏଇ ବ୍ୟାନ୍
ଓ୍ବାଶିଂଟନ,୧୭-୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାର ଟେଲିକମ୍ କମ୍ପାନୀ ହୁଏଇ ଓ ଏହାର ସହଯୋଗୀ କମ୍ପାନୀଗୁଡ଼ିକୁ ବ୍ୟାନ କରିଦେଇଛନ୍ତି। ଏଣିକି ରାଷ୍ଟ୍ରୀୟ ସୁରକ୍ଷା ହିତରେ ବିଦେଶରେ ନିର୍ମିତ ଟେଲିକମ୍ ଉପକରଣ ବ୍ୟବହାର ନ କରିବା ଲାଗି ଆମେରିକା କମ୍ପାନୀଗୁଡ଼ିକୁ ପରାମର୍ଶ…
ଅଧିକ ସୁବିଧାଜନକ ହେବ ଡିଜିଟାଲ ନେଣଦେଣ;ଆର୍ବିଆଇ ଜାରି କଲା ଭିଜନ ୨୦୨୧ ଡକ୍ୟୁମେଣ୍ଟ
ମୁମ୍ବାଇ,୧୭-୫: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ସୁରକ୍ଷିତ, ସୁବିଧାଜନକ, ଦ୍ରୁତ ଏବଂ ଶସ୍ତା ଡିଜିଟାଲ ଦେୟ ପ୍ରଣାଳୀକୁ ନେଇ ଏକ ଭିଜନ ଡକ୍ୟୁମେଣ୍ଟ ଜାରି କରିଛି। ଆସନ୍ତା ୨ ବର୍ଷ ଭିତରେ ଅନ୍ଲାଇନ ଦେୟ ବ୍ୟବସ୍ଥାରେ ଆସିବାକୁ ଥିବା ବୃଦ୍ଧିକୁ ଦୃଷ୍ଟିରେ ରଖି…
Archives


