ହ୍ବାଟ୍ସଆପ୍ ପେମେଣ୍ଟ ସର୍ଭିସ;ସମ୍ଭାବ୍ୟ ବିପଦ ନେଇ ସରକାର ଚିନ୍ତାରେ
ନୂଆଦିଲ୍ଲୀ,୨୭-୭: ହ୍ବାଟ୍ସଆପ୍ ପକ୍ଷରୁ ଚଳିତ ବର୍ଷ ଶେଷାର୍ଦ୍ଧରେ ଭାରତରେ ପେମେଣ୍ଟ ସର୍ଭିସ ଆରମ୍ଭ କରାଯିବ ବୋଲି ଘୋଷଣା କରାଯାଇଛି। ଫେସ୍ବୁକ୍ର ସହାୟକ କମ୍ପାନୀ ପକ୍ଷରୁ ଆରମ୍ଭ ହେବାକୁ ଥିବା ଏହି ସେବା ଦ୍ୱାରା ଭାରତୀୟ ୟୁଜରଙ୍କ ପ୍ରତି ବିପଦ ରହିଛି ବୋଲି…
‘୨୫ ବିମାନବନ୍ଦର ଘରୋଇକରଣ ହେବ’
ନୂଆଦିଲ୍ଲୀ,୨୭-୭: କେନ୍ଦ୍ର ସରକାର ପରବର୍ତ୍ତୀ ପର୍ଯ୍ୟାୟରେ ଦେଶର ୨୦ରୁ ୨୫ ବିମାନବନ୍ଦରକୁ ଘରୋଇକରଣ କରିବେ ବୋଲି ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ(ଏଏଆଇ) ଅଧ୍ୟକ୍ଷ ଗୁରୁପ୍ରସାଦ ମହାପାତ୍ର ଶୁକ୍ରବାର ପ୍ରକାଶ କରିଛନ୍ତି। ଗତବର୍ଷ ପିପିପି ମୋଡ୍ରେ ଲକ୍ଷ୍ନୌ, ଅହମ୍ମଦାବାଦ୍, ଜୟପୁର, ମାଙ୍ଗାଲୋର, ଥିରୁଭାନନ୍ଥପୁରମ…
ଆଇଟି ସେକ୍ଟରରେ ଦରମା ତାରତମ୍ୟ;କର୍ମଚାରୀଙ୍କଠୁ ୪୫୫ ଗୁଣା ଅଧିକ ପାଆନ୍ତି ଓ୍ବିପ୍ରୋ ସିଇଓ
ନୂଆଦିଲ୍ଲୀ,୨୭-୭: ଦେଶର ସୂଚନା ପ୍ରଯୁକ୍ତି(ଆଇଟି) କ୍ଷେତ୍ରରେ ଶୀର୍ଷ କମ୍ପାନୀଗୁଡ଼ିକର ସିଇଓ ତଥା କର୍ମଚାରୀଙ୍କ ମଧ୍ୟରେ ବେତନ ତାରତମ୍ୟ କ୍ରମାଗତ ବଢ଼ିଚାଲିଛି। ଆର୍ଥିକ ବର୍ଷ ୨୦୧୮-୧୯ରେ ଏହି ପ୍ରଭେଦ ବହୁ ଅଧିକ ଥିବା ଜଣାପଡିଛି। କର୍ମଚାରୀଙ୍କ ଦରମା ନାମମାତ୍ର ବଢ଼ିଥିବା ବେଳେ ସିଇଓମାନେ…
ବଦଳିକୁ ବିରୋଧ;ସୁଭାଷ ଗର୍ଗ ଭିଆର୍ଏସ୍ ନେବେ
ନୂଆଦିଲ୍ଲୀ,୨୬-୭: ରାଜସ୍ଥାନ କ୍ୟାଡର ଆଇଏଏସ୍ ଅଧିକାରୀ ସୁଭାଷ ଚନ୍ଦ୍ର ଗର୍ଗ ବିଭାଗ ବଦଳିବାର ଦିନକ ପରେ ସ୍ବେଚ୍ଛା ଅବସର ଯୋଜନା(ଭିଆର୍ଏସ୍)ରେ ଆବେଦନ କରିଛନ୍ତି। ତାଙ୍କୁ ବୁଧବାର ଅର୍ଥ ମନ୍ତ୍ରଣାଳୟରୁ ହଟାଇ ଶକ୍ତି ମନ୍ତ୍ରଣାଳୟର ସଚିବ ଭାବେ ନିଯୁକ୍ତ କରାଯାଇଥିଲା। ଏଥିପୂର୍ବରୁ ସେ…
ଯାଞ୍ଚ ଘେରରେ ବୃହତ ଟେକ୍ କମ୍ପାନୀ
ଓ୍ବାଶିଂଟନ,୨୬-୭: ଫେସ୍ବୁକ, ଗୁଗଲ, ଆମାଜନ ଭଳି ଆମେରିକାର ବୃହତ ଟେକ୍ ଓ ଇ-କମର୍ସ କମ୍ପାନୀ ନିଜର କ୍ଷମତା ଓ ପ୍ରତିପତ୍ତିର ବିସ୍ତାର କରି ସରକାର ତଥା ବ୍ୟବସାୟକୁ ପ୍ରଭାବିତ କରୁଥିବାରୁ ଏବେ ଯାଞ୍ଚ ଘେରକୁ ଆସିଗଲେଣି। ସେମାନଙ୍କର ଏକଚାଟିଆ ବ୍ୟବସାୟିକ ନୀତି…
ଚାଇନା ଓ୍ବେବ୍ସାଇଟରେ ଶପିଂ; ଦେବାକୁ ହେବ ୫୦% ଅଧିକ ଟିକସ
ନୂଆଦିଲ୍ଲୀ,୨୬-୭: ଚାଇନାର ଇ-କମର୍ସ ପ୍ଲାଟଫର୍ମରୁ ସାମଗ୍ରୀ କିଣୁଥିବା ଗ୍ରାହକ ସାବଧାନ ହୋଇଯାଆନ୍ତୁ। ଖୁବ୍ଶୀଘ୍ର ସେମାନଙ୍କ ଠାରୁ ସାମଗ୍ରୀ କିଣିବା ବାବଦରେ ୪୦ରୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ଜିଏସ୍ଟି ଏବଂ କଷ୍ଟମ୍ସ ଡ୍ୟୁଟି ଆଦାୟ କରାଯିବ। ପ୍ରାପ୍ତ ସୂଚନାରୁ ପ୍ରକାଶ, ଚାଇନାର ଇ-କମର୍ସ…
ଜିଏସ୍ଟି କାଉନସିଲ୍ ବୈଠକ ସ୍ଥଗିତ
ନୂଆଦିଲ୍ଲୀ,୨୫-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ଅଧ୍ୟକ୍ଷତାରେ ଗୁରୁବାର ବସିବାକୁ ଥିବା ଜିଏସ୍ଟି କାଉନସିଲର ୩୬ତମ ବୈଠକ ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଛି। ପାର୍ଲାମେଣ୍ଟରେ ତାଙ୍କର ବ୍ୟସ୍ତତା କାରଣରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ଫଳରେ ଏହି ବୈଠକରେ ଇ-ଯାନ ଉପରେ…
ନୀରବ ମୋଦିଙ୍କ ହାଜତ ମିଆଦ ବୃଦ୍ଧି
ଲଣ୍ଡନ,୨୬-୭: ବ୍ରିଟେନର ଓ୍ବେଷ୍ଟ ମିନଷ୍ଟର ଅଦାଲତ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ହାଜତ ମିଆଦକୁ ଅଗଷ୍ଟ ୨୨ ଯାଏ ବୃଦ୍ଧି କରିଛନ୍ତି। ଏଥିପୂର୍ବରୁ ବ୍ରିଟିଶ ଉଚ୍ଚ ଅଦାଲତ ଜୁନ୍ ୧୨ରେ ତାଙ୍କର ଜାମିନ ଆବେଦନକୁ ଖାରଜ କରି ଜୁଲାଇ ୨୫…
୨ଟି କଦଳୀ ଦାମ୍ ୪୪୨ ଟଙ୍କା
ନୂଆଦିଲ୍ଲୀ,୨୬-୭: ବଲିଉଡ୍ ଷ୍ଟାର୍ ରାହୁଲ ବୋଷ ଚଣ୍ଡୀଗଡର ଏକ ସମୃଦ୍ଧ ହୋଟେଲରେ ଖାଇବା ବେଳେ ମାତ୍ର ୨ଟି କଦଳୀ ପାଇଁ ୪୪୨ ଟଙ୍କା ପ୍ରଦାନ କରିଛନ୍ତି। ସେ ଏ ସମ୍ପର୍କରେ ଟୁଇଟରରେ ସେ ଏକ ଭିଡିଓ ପୋଷ୍ଟ କରି ନିଜର ଅସନ୍ତୋଷ…
ଚାଇନାରୁ ଭାରତ ଆସିବ ଟପ୍ ଖେଳଣା କମ୍ପାନୀ
ନୂଆଦିଲ୍ଲୀ,୨୬-୭: ଆମେରିକା ସହିତ ଜାରି ଟ୍ରେଡ୍ ଓ୍ବାର୍ ଚାଇନା ପାଇଁ ମହଙ୍ଗା ସାବ୍ୟସ୍ତ ହେଉଛି। କମ୍ପାନୀଗୁଡ଼ିକ ଚାଇନାରୁ ନିଜର କାରଖାନା ଅନ୍ୟ ଦେଶକୁ ସ୍ଥାନାନ୍ତର କରିବା ଆରମ୍ଭ କଲେଣି। ମିଡିଆ ରିପୋର୍ଟ ଅନୁଯାୟୀ ବିଶ୍ୱର ସର୍ବବୃହତ ଖେଳଣା କମ୍ପାନୀଗୁଡ଼ିକ ମଧ୍ୟରୁ ଅନ୍ୟତମ…
ଭାରତରେ ପେମେଣ୍ଟ ସର୍ଭିସ ଆରମ୍ଭ କରିବ ହ୍ବାଟ୍ସଆପ୍
ନୂଆଦିଲ୍ଲୀ,୨୬-୭: ପେମେଣ୍ଟ ସର୍ଭିସ ପ୍ରଦାନ କ୍ଷେତ୍ରରେ ବଜାରରେ ନିଜର ବ୍ୟବସାୟ କରୁଥିବା ପେଟିଏମ୍, ଗୁଗଲ ପେ, ଭୀମ ଆପ୍, ଫୋନ୍ପେ ଭଳି କମ୍ପାନୀଙ୍କୁ ଟକ୍କର ଦେବା ଲାଗି ଚଳିତ ବର୍ଷ ଭାରତରେ ହ୍ବାଟ୍ସଆପ୍ ନିଜର ପେମେଣ୍ଟ ସର୍ଭିସ ଆରମ୍ଭ କରିବାକୁ ଯାଉଛି।…
ଗ୍ଲୋବାଲ ଇନୋଭେଶନ ଇଣ୍ଡେକ୍ସ ତାଲିକା: ୫ ସ୍ଥାନ ଫାଇଦା ସହ ୫୨ରେ ଭାରତ
ନୂଆଦିଲ୍ଲୀ,୨୫-୭: ଏନ୍ଡିଏ ସରକାରଙ୍କ ବିଭିନ୍ନ ପଦକ୍ଷେପ ଯୋଗୁ ଗ୍ଲୋବାଲ ଇନୋଭେଶନ ଇଣ୍ଡେକ୍ସ(ଜିଆଇଆଇ) ତାଲିକାରେ ଭାରତର ସ୍ଥାନରେ କ୍ରମାଗତ ସୁଧାର ହେଉଛି। ୨୦୧୫ରେ ୮୧ତମ ସ୍ଥାନରେ ଥିବା ଭାରତ ବୁଧବାର ପ୍ରକାଶ ପାଇଥିବା ଜିଆଇଆଇ ତାଲିକାରେ ୫ ସ୍ଥାନ ଉପରକୁ ଉଠିଆସିଛି। ଗତବର୍ଷ…

