ବାଣିଜ୍ୟ

କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ;ରାଜ୍ୟ ଯୋଜନାରେ ସାମିଲ ହୋଇପାରିବ ଆଧାର

ନୂଆଦିଲ୍ଲୀ,୨୫-୭: କେନ୍ଦ୍ର କ୍ୟାବିନେଟ ବୁଧବାର ଆଧାର ଏବଂ ଅନ୍ୟ ଆଇନ ସଂଶୋଧନ ବିଲ୍‌ ୨୦୧୯କୁ ଅନୁମୋଦନ କରିଛନ୍ତି। ଏହି ଆଇନରେ ଏକ ବ୍ୟବସ୍ଥା ଯୋଡାଯାଇଛି। ତଦନୁଯାୟୀ ଆଧାର ତଥ୍ୟକୁ ରାଜ୍ୟ ଯୋଜନା ଏବଂ ସବ୍‌ସିଡି ପ୍ରଦାନ ଲାଗି ବ୍ୟବହାର କରାଯାଇପାରିବ। କ୍ୟାବିନେଟର…

ଅଟୋ କମ୍ପୋନେଣ୍ଟ ସେକ୍ଟରରେ ମାନ୍ଦାବସ୍ଥା ମାଡ;ନିଯୁକ୍ତି ହରାଇବେ ୧୦ ଲକ୍ଷ କର୍ମଚାରୀ

ନୂଆଦିଲ୍ଲୀ,୨୫-୭: ଅଟୋ ଉଦ୍ୟୋଗ ଏବେ ମାନ୍ଦାବସ୍ଥା ଦେଇ ଗତି କରୁଛି। ଅଟୋ କମ୍ପୋନେଣ୍ଟ କମ୍ପାନୀ ଗୋଟିଏ ପରେ ଗୋଟିଏ ବନ୍ଦ ହେବାରେ ଲାଗିଛି। ପରିସ୍ଥିତି ଏପରି ହେଲାଣି ଯେ, ଆଗାମୀ ଦିନରେ ଏହି ଶିଳ୍ପରେ ନିଯୁକ୍ତ ପ୍ରାୟ ୧୦ ଲକ୍ଷ କର୍ମଚାରୀ…

ଦକ୍ଷତା ବିକାଶ ମନ୍ତ୍ରଣାଳୟର କୌଶଳ ପକ୍ଷ ଅଭିଯାନ

ନୂଆଦିଲ୍ଲୀ,୨୪।୭: ଦକ୍ଷତା ବିକାଶ ଏବଂ ଔଦ୍ୟୋଗିକତା ମନ୍ତ୍ରଣାଳୟ ପକ୍ଷରୁ କୌଶଳ ପକ୍ଷ ପାଳନ କରାଯାଉଛି। ଏହା ଚଳିତ ମାସ ୧୬ରୁ ୩୧ ଯାଏ ଅନୁଷ୍ଠିତ ହେବ। ବିଶ୍ୱ କୌଶଳ ଦିବସ ଅବସରରେ କେନ୍ଦ୍ର ମନ୍ତ୍ରୀ ଡ.ମହେନ୍ଦ୍ରନାଥ ପାଣ୍ଡେ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ…

ୟୁବିଆଇର ଗ୍ରାହକ ସମ୍ମିଳନୀ

ଭୁବନେଶ୍ୱର,୨୪।୭:ୟୁନାଇଟେଡ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ) ପକ୍ଷରୁ ଅର୍ଦ୍ଧବାର୍ଷିକୀ ଗ୍ରାହକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସାରା ଦେଶରେ ଥିବା ବ୍ୟାଙ୍କର ଶାଖାଗୁଡିକରେ ଏହା ଆୟୋଜନ କରାଯାଇଥିଲା। ମୁଖ୍ୟ କାର୍ଯ୍ୟାଳୟ ତଥା ଆଞ୍ଚଳିକ କାର୍ଯ୍ୟାଳୟଗୁଡିକରୁ ଏଥିରେ ଶୀର୍ଷ ଏକଜେକ୍ୟୁଟିଭମାନେ ଯୋଗ ଦେଇଥିଲେ। କ୍ଷୁଦ୍ର…

୭୫୦୦ ଟଙ୍କାରୁ ଅଧିକ ଫ୍ଲାଟ୍‌ ମେଣ୍ଟେନାନ୍ସ ଲାଗି ଦେବାକୁ ହେବ ୧୮% ଜିଏସ୍‌ଟି

ନୂଆଦିଲ୍ଲୀ,୨୪-୭-କେନ୍ଦ୍ର ସରକାର ଫ୍ଲାଟ୍‌ ମେଣ୍ଟେନାନ୍ସରୁ ମଧ୍ୟ ଜିଏସ୍‌ଟି ଆଦାୟ ଲାଗି ସ୍ଥିର କରିଛନ୍ତି। ଏଣିକି ଫ୍ଲାଟ୍‌ ମେଣ୍ଟେନାନ୍ସ ବାବଦରେ ରେସିଡେଣ୍ଟ ଓ୍ବେଲ୍‌ଫେୟାର ଆସୋସିଏଶନକୁ ପ୍ରତି ମାସରେ ୭୫୦୦ ଟଙ୍କାରୁ ଅଧିକ ପ୍ରଦାନ କରାଯାଉଥିଲେ ୧୮% ଜିଏସ୍‌ଟି ଦେବାକୁ ହେବ ବୋଲି ଅର୍ଥ…

ସାଇବର ଅପରାଧ ଯୋଗୁ ଭାରତୀୟ କମ୍ପାନୀଙ୍କୁ ୧୩ କୋଟି କ୍ଷତି

ନୂଆଦିଲ୍ଲୀ,୨୪-୭-ଆଇଟି କ୍ଷେତ୍ରରେ ଦେଶ ଯେତେ ଆଗେଇ ଚାଲିଛି ସେହି ଅନୁପାତରେ ସାଇବର ଅପରାଧ ମଧ୍ୟ ବଢ଼ି ଚାଲିଛି। ୨୦୧୮ ଜୁଲାଇରୁ ୨୦୧୯ ଏପ୍ରିଲ ମଧ୍ୟରେ ଦେଶରେ କମ୍ପାନୀଙ୍କୁ ହାରାହାରି ୧୨.୮୦ କୋଟି ଟଙ୍କା କ୍ଷତି ସହିବାକୁ ପଡିିଛି। ପ୍ରଯୁକ୍ତି କ୍ଷେତ୍ରର ପ୍ରମୁଖ…

ଫ୍ଲାଟ୍‌ ଦେଇ ନ ଥିବା ବିଲ୍ଡରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅ

ନୂଆଦିଲ୍ଲୀ,୨୪-୭-ଘର କ୍ରେତାଙ୍କଠାରୁ ଅର୍ଥ ନେଇ ଠିକ୍‌ ସମୟରେ ଫ୍ଲାଟ୍‌ ପ୍ରଦାନ କରୁ ନ ଥିବା ବିଲ୍ଡରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସୁପ୍ରିମକୋର୍ଟ ମଙ୍ଗଳବାର ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଆମ୍ରପାଲି ଗ୍ରୁପ୍‌ ଦ୍ୱାରା ଘର କ୍ରେତାମାନଙ୍କୁ…

ଅନିଲ ଅମ୍ବାନୀଙ୍କ ବିରୋଧରେ ଅବମାନନା ମାମଲା ଖାରଜ

ନୂଆଦିଲ୍ଲୀ,୨୪-୭: ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ବାନୀ ଏବଂ ଅନ୍ୟମାନଙ୍କ ବିରୋଧରେ ଆଗତ ଅଦାଲତ ଅବମାନନା ମାମଲାକୁ ରାଷ୍ଟ୍ରୀୟ କମ୍ପାନୀ ବିଧି ଅପିଲୀୟ ନ୍ୟାୟାଧିକରଣ(ଏନ୍‌ସିଏଲ୍‌ଏଟି) ମଙ୍ଗଳବାର ଖାରଜ କରିଦେଇଛନ୍ତି। ଅଧ୍ୟକ୍ଷ ଜଷ୍ଟିସ୍‌ ଏସ୍‌.ଜେ.ମୁଖୋପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଗଠିତ ଦୁଇ ସଦସ୍ୟ ବିଶିଷ୍ଟ ଖଣ୍ଡପୀଠ…

ବିଦାୟ ବେଳାରେ ସରକାରଙ୍କୁ ବିରାଲଙ୍କ ପରାମର୍ଶ: ବନ୍ଦ ହେଉ ଲାଭ ଦେଉ ନ ଥିବା ସବ୍‌ସିଡି ସ୍କିମ୍‌

ମୁମ୍ବାଇ,୨୪-୭ – ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ସ୍ବାଧୀନତା ନେଇ ମୁଖର ଥିବା ଡେପୁଟି ଗଭର୍ନର ବିରାଲ ଆଚାର୍ଯ୍ୟ ନିଜ କାର୍ଯ୍ୟକାଳର ଶେଷ ଦିନରେ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଅର୍ଥନୀତି ନେଇ କେତେକ ପରାମର୍ଶ ଦେଇଛନ୍ତି। ଫାଇଦା ଦେଉ ନ ଥିବା…

ମାନହାନୀ ମାମଲାରେ ରତନ ଟାଟାଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୩-୭: ବମ୍ବେ ହାଇକୋର୍ଟ ସୋମବାର ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟା, ବର୍ତ୍ତମାନର ଅଧ୍ୟକ୍ଷ ଏନ୍‌.ଚନ୍ଦ୍ରଶେଖରନ ଏବଂ ଅନ୍ୟ ୮ଜଣଙ୍କ ବିରୋଧରେ ଚାଲିଥିବା ଅପରାଧିକ ମାନହାନୀ ମାମଲାକୁ ରଦ୍ଦ କରିଦେଇଛନ୍ତି। ମୁମ୍ବାଇର ମାଜିଷ୍ଟ୍ରେଟ ଅଦାଲତ ଗତବର୍ଷ ଡିସେମ୍ବରରେ ନୁସ୍‌ଲୀ ଓ୍ବାଡିଆଙ୍କ…

ଆଇଏମ୍‌ଏଫ୍‌ର ନୂଆ ମୁଖ୍ୟ ରେସ୍‌ରେ ରାଜନ

ନୂଆଦିଲ୍ଲୀ,୨୩-୭: ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ର ନୂଆ ମ୍ୟାନେଜିଂ ଡାଇରେକ୍ଟର(ଏମ୍‌ଡି) ରେସ୍‌ରେ ସମସ୍ତଙ୍କ ଆଗରେ ରହିଛନ୍ତି। ଆଇଏମ୍‌ଏଫ୍‌ର ମୁଖ୍ୟ ଭାବେ କୌଣସି ଭାରତୀୟଙ୍କୁ ନିର୍ବାଚିତ କରିବା ଲାଗି ଆଗତ ପ୍ରସ୍ତାବକୁ ବ୍ରିଟେନ ସମର୍ଥନ…

୩ଦିନରେ ନିବେଶକ ହରାଇଲେ ୪ ଲକ୍ଷ କୋଟି

ମୁମ୍ବାଇ,୨୩-୭: ବିଶ୍ୱ ଶେୟାର ବଜାରରେ ନିବେଶକଙ୍କ ନକରାମତ୍କ ମନୋଭାବର ପ୍ରତିଫଳନ ଘରୋଇ ଷ୍ଟକ୍‌ ବଜାର ଉପରେ ପଡିଛି। କ୍ରମାଗତ ତିନି ଦିନ ଧରି ସେନ୍‌ସେକ୍ସ ଓ ନିଫ୍ଟି ହ୍ରାସ ପାଇବା କାରଣରୁ ନିବେଶକମାନେ ୪ ଲକ୍ଷ କୋଟି ଟଙ୍କା ହରାଇ ସାରିଲେଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?