ବାଣିଜ୍ୟ

ଜିଏସ୍‌ଟି ଫାଙ୍କି ମାମଲା; ଅଧିକାରୀଙ୍କ କ୍ଷମତାର ସମୀକ୍ଷା କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦-୫: ସୁପ୍ରିମକୋର୍ଟ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଫାଙ୍କି ଅଭିଯୋଗରେ ଟିକସ ଅଧିକାରୀଙ୍କ ଦ୍ୱାରା ଯେକୌଣସି ବ୍ୟକ୍ତିଙ୍କୁ ଗିରଫ କରିବାର ଅଧିକାର ରହିଛି କି ନା ତାହାର ସମୀକ୍ଷା କରିବେ। ଟିକସ ଅଧିକାରୀଙ୍କ ଅଧିକାରକୁ ନେଇ ସର୍ବୋଚ୍ଚ ଅଦାଲତରେ ମାମଲା ଦାଏର…

କରେନ୍ସି ମନିଟରିଂ ତାଲିକାରୁ ଭାରତୀୟ ମୁଦ୍ରାକୁ ବାଦ୍‌ ଦେଲା ଆମେରିକା

ଓ୍ବାଶିଂଟନ,୩୦ -୫: ଆମେରିକା ଏହାର କରେନ୍ସି ମନିଟରିଂ ତାଲିକାରୁ ଭାରତୀୟ ମୁଦ୍ରାକୁ ବାଦ୍‌ ଦେଇଛି। ତେବେ ଚାଇନାର ମୁଦ୍ରା ଏବେ ମଧ୍ୟ ଏହି ତାଲିକାରେ ରହିଛି। ଏସିଆର ଦେଶଗୁଡ଼ିକ ଦୁର୍ବଳ ହୋଇଥିବା ନିଜର ମୁଦ୍ରାକୁ ଦୃଢ଼ କରିବାକୁ ପଦକ୍ଷେପ ନେବାକୁ ଏହା…

ଆଜି କୋର୍ଟରେ ହାଜର ହେବେ ନୀରବ ମୋଦି

ନୂଆଦିଲ୍ଲୀ,୩୦-୫: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଗୁରୁବାର ଲଣ୍ଡନର ଓ୍ବେଷ୍ଟମିନିଷ୍ଟର ଅଦାଲତରେ ହାଜର କରାଯିବ। ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ପିଏନ୍‌ବି ମହାଠକେଇ ମାମଲାରେ ଭାରତକୁ ପ୍ରତ୍ୟର୍ପଣ କରାଯିବା ନେଇ ଶୁଣାଣି ହେଉଛି। ଇତିମଧ୍ୟରେ ଓ୍ବେଷ୍ଟମିନିଷ୍ଟର ମାଜିଷ୍ଟ୍ରେଟ୍‌…

ରାଜସ୍ଥାନ ହାଇକୋର୍ଟଙ୍କ ନିର୍ଦ୍ଦେଶ; ଅପାଠୁଆଙ୍କୁ ମିଳିବନି ଡ୍ରାଇଭିଂ ଲାଇସେନ୍ସ

ଜୟପୁର,୩୦-୫: ରାଜସ୍ଥାନ ହାଇକୋର୍ଟ ଅପାଠୁଆ ଡ୍ରାଇଭରଙ୍କୁ ଡ୍ରାଇଭିଂ ଲାଇସେନ୍ସ ଜାରି ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣିକିଆ ଖଣ୍ଡପୀଠ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ଯେ, ରାସ୍ତା କଡରେ ଦର୍ଶାଯାଇଥିବା ନିର୍ଦ୍ଦେଶ, ସାଇନ୍‌ ବୋର୍ଡ ଅଥବା ସତର୍କ ଚେତାବନୀ ପଢି ପାରୁ ନ…

ଏନ୍‌ଡିଏ ସରକାର ବିକିବେ ଶସ୍ତା ଏସି

ନୂଆଦିଲ୍ଲୀ,୩୦-୫: ଏନ୍‌ଡିଏ ସରକାର କ୍ଷମତାକୁ ଆସିବା ପରେ ଶସ୍ତା ଦରରେ ଲୋକଙ୍କୁ ଏସି ଯୋଗାଇବେ। ସରକାର ଦେଶବାସୀଙ୍କୁ ବଜାର ମୂଲ୍ୟଠାରୁ ୧୫ରୁ ୨୦ ପ୍ରତିଶତ ଶସ୍ତାରେ ଏସି କିଣିବାର ସୁଯୋଗ ଦେବେ। ଏହାକୁ ସରକାରୀ କମ୍ପାନୀ ଇଇଏସ୍‌ଏଲ୍‌ ଲଞ୍ଚ କରିବ। ନିଜ…

ଚାଷୀଙ୍କ ପାଇଁ ଆସିବ ପେନସନ ବ୍ୟବସ୍ଥା

ନୂଆଦିଲ୍ଲୀ,୩୦-୫: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ସ୍କିମ୍‌ ଜରିଆରେ ସାଧାରଣ ନିର୍ବାଚନ ପୂର୍ବରୁ ଦେଶର ୧୨ କୋଟି ଚାଷୀ ପରିବାରଙ୍କୁ ସହାୟତା ପ୍ରଦାନ କରିବା ପରେ ଏବେ ନରେନ୍ଦ୍ର ମୋଦି ସରକାର ଅନ୍ନଦାତାଙ୍କ ପାଇଁ ଆଉ ଏକ ବୃହତ ଯୋଜନା ଆଣିବାକୁ…

ଜିଓରେ ୫୦୦୦ କର୍ମଚାରୀଙ୍କୁ ଛଟେଇ

ମୁମ୍ବାଇ,୩୦-୫: ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ବ୍ୟୟଭାର କମାଇ କାର୍ଯ୍ୟକାରୀ ଲାଭକୁ ଅଧିକ କରିବା ଲକ୍ଷ୍ୟରେ କର୍ମଚାରୀ ଛଟେଇ ଉପରେ ଗୁରୁତ୍ୱ ଦେଇଛି। ଜାନୁୟାରୀ-ମାର୍ଚ୍ଚ ତ୍ରୈମାସରେ କମ୍ପାନୀର ଅପରେଟିଂ ମାର୍ଜିନ(କାର୍ଯ୍ୟକାରୀ ଲାଭ) ହ୍ରାସ ପାଇଥିଲା। ଜିଓ ପକ୍ଷରୁ କଣ୍ଟ୍ରାକ୍ଟରେ ଥିବା ଏବଂ ନିୟମିତ…

୬ବର୍ଷରେ ପ୍ରଥମଥର ଏପ୍ରିଲରେ ଏୟାର ଟ୍ରାଫିକ ହ୍ରାସ

ନୂଆଦିଲ୍ଲୀ,୩୦-୫: ଏପ୍ରିଲରେ ଘରୋଇ ଏୟାର ଟ୍ରାଫିକ ହ୍ରାସ ପାଇଛି। ଗତ ୬ ବର୍ଷ ମଧ୍ୟରେ ଏହା ପ୍ରଥମଥର ଦେଖିବାକୁ ମିଳିଛି। ଜେଟ୍‌ ଏୟାରଓ୍ବେଜ୍‌ ବନ୍ଦ ହୋଇଯିବା ଏବଂ ଅନ୍ୟ କେତେକ କାରଣରୁ ଫ୍ଲାଇଟ୍‌ ବାତିଲ କରାଯିବାରୁ ଏପରି ଦେଖିବାକୁ ମିଳିଛି ବୋଲି…

ବାତ୍ୟା ପ୍ରଭାବିତଙ୍କୁ ଟୟୋଟା କର୍ମଚାରୀଙ୍କ ପକ୍ଷରୁ ସହାୟତା

ଭୁବନେଶ୍ୱର,୨୯।୫: ଟୟୋଟା କିର୍ଲୋସ୍କାର ମୋଟର୍ସ ପକ୍ଷରୁ ଫନୀ ପ୍ରଭାବିତ ଲୋକଙ୍କ ଲାଗି ରିଲିଫ ପ୍ରଦାନ କରାଯାଇଛି। ପ୍ରଭାବିତ ୮୦୦ ପରିବାରକୁ ଖାଦ୍ୟ ସାମଗ୍ରୀ ଏବଂ ୧୫୦ ସୋଲାର ଲ୍ୟାମ୍ପ ପ୍ରଦାନ କରାଯାଇଛି। ଏହା ଦ୍ୱାରା ମୋଟ ୩୨ ହଜାର ଲୋକଙ୍କ ନିକଟରେ…

ବିଓଆଇ ଅଫିସର୍ସ ଆସୋସିଏଶନ ପକ୍ଷରୁ ରିଲିଫ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୯।୫: ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ ପକ୍ଷରୁ ବାତ୍ୟା ପ୍ରଭାବିତ ଲୋକଙ୍କ ଲାଗି ରିଲିଫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଷତିଗ୍ରସ୍ତଙ୍କୁ ତାର୍ପୋଲିନ, ମଶାରୀ, ସୋଲାର ଲାଇଟ, ଖାଦ୍ୟ ପ୍ୟାକେଟ ଏବଂ ପାନୀୟ ଜଳ ବଣ୍ଟନ କରାଯାଇଥିଲା। ଆଳସାରଙ୍ଗ, ନିମସାହି, ଚାଷଖଣ୍ଡ,…

ଏସ୍‌ବିିଏସ୍‌ ବାୟୋଟେକ- ପିଏମ୍‌ ନରେନ୍ଦ୍ର ମୋଦି ଫିଲ୍ମ ଚୁକ୍ତି

ଭୁବନେଶ୍ୱର,୨୯।୫: ପିଏମ୍‌ ନରେନ୍ଦ୍ର ମୋଦି ଫିଲ୍ମର ପ୍ରମୋଶନ ଲାଗି ଡଃ ଅର୍ଥୋ ଆୟୁର୍ବେଦିକ ଅଏଲ ଉକ୍ତ ସିନେମା ନିର୍ମାଣକାରୀ ସଂସ୍ଥା ସହ ଚୁକ୍ତିରେ ସାମିଲ ହୋଇଛି। ଡଃ ଅର୍ଥୋ ଅଏଲ ଏସ୍‌ବିଏସ୍‌ ବାୟୋଟେକ୍‌ କମ୍ପାନୀର ପ୍ରମୁଖ ଲୋକପ୍ରିୟ ପ୍ରଡକ୍ଟ । ସିନେମାର…

ଓ୍ବାର୍ଲଡ କପ୍‌ ଅଫରରେ ଗିଫ୍ଟ ପାଇଲେ ଏଲ୍‌ଜି ଗ୍ରାହକ

ଭୁବନେଶ୍ୱର,୨୯।୫: ପ୍ରମୁଖ କମ୍ପାନୀ ଏଲ୍‌ଜି ପକ୍ଷରୁ ଏହାର ‘ଓ୍ବାର୍ଲଡ କପ୍‌ ଅଫର’ ଅନ୍ତର୍ଗତ ଓ୍ବିନ ଇଭ୍ରି ଆଓ୍ବାର ଉଇଥ ଏଲ୍‌ଜି ଅଫର ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଏଲ୍‌ଇଡି କ୍ରୟ ଉପରେ ସାରା ଦେଶରେ ପ୍ରତି ଘଣ୍ଟା ଏବଂ ସାପ୍ତାହିକ ଲକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri