ବାଣିଜ୍ୟ

କ୍ରିପ୍ଟୋକରେନ୍ସି ବ୍ୟାନ୍‌ ପାଇଁ ସୁପାରିସ୍‌

ନୂଆଦିଲ୍ଲୀ,୨୩-୭: କ୍ରିପ୍ଟୋକରେନ୍ସି ଉପରେ ନିଷ୍ପତ୍ତି ନେବା ଲାଗି ସରକାରଙ୍କ ପକ୍ଷରୁ ଗଠିତ ଅନ୍ତଃମନ୍ତ୍ରଣାଳୟ କମିଟି ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି। ଦେଶରେ ଘରୋଇ କ୍ରିପ୍ଟୋକରେନ୍ସି ପ୍ରଚଳନକୁ ସମ୍ପୂର୍ଣ୍ଣ ବ୍ୟାନ୍‌ କରିବା ଲାଗି ସୁପାରିସ୍‌ରେ କୁହାଯାଇଛି। ଏଥିରେ କୁହାଯାଇଛି ଯେ, ଘରୋଇ କ୍ରିପ୍ଟୋକରେନ୍ସିରେ…

ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ମିଳିଛି ମାତ୍ର ୩ କୋଟି ସବ୍‌ସିଡି

  ନୂଆଦିଲ୍ଲୀ,୨୩-୭: ଗୁଜରାଟ, କର୍ନାଟକ, ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ୨୦୧୮-୧୯ରେ ନିଜ ରାଜ୍ୟର ମତ୍ସ୍ୟଜୀବୀଙ୍କୁ ସର୍ବାଧିକ ସବ୍‌ସିଡି ପ୍ରଦାନ କରିଛନ୍ତି। ତେବେ ଓଡ଼ିଶା ଏହାର ମତ୍ସ୍ୟଜୀବୀଙ୍କୁ ମାତ୍ର ୩ କୋଟି ଟଙ୍କା ସବ୍‌ସିଡି ପ୍ରଦାନ କରିିଥିବା ଭାରତ ପକ୍ଷରୁ ବିଶ୍ୱ ବାଣିଜ୍ୟ…

ବଡ଼ ଜମା-ଉଠାଣ ଲାଗି ଜରୁରୀ ହେବ ଆଧାର

ନୂଆଦିଲ୍ଲୀ,୨୩-୭: କଳାଧନ ଉପରେ ଲଗାମ ଲଗାଇବାକୁ ଯାଇ କେନ୍ଦ୍ର ସରକାର ଏକ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି, ଯାହାର ସିଧାସଳଖ ପ୍ରଭାବ ସାଧାରଣରେ ଦେଖାଯିବ। ବ୍ୟାଙ୍କ ଆକାଉଣ୍ଟରୁ ବାର୍ଷିକ ଏକ ନିର୍ଦ୍ଧାରିତ ରାଶି ବାହାରେ ଉଠାଣ ଏବଂ ଜମା କରିବା କ୍ଷେତ୍ରରେ…

ସର୍ବକାଳୀନ ରେକର୍ଡ ସ୍ତରରେ ସୁନା;୧୦ଗ୍ରାମକୁ ୩୫,୯୭୦ଟଙ୍କା

ନୂଆଦିଲ୍ଲୀ,୨୩-୭: ସୁନା ଦର ସୋମବାର ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚତ୍ୟାଇଛି। ଦିଲ୍ଲୀ ସର୍ରାଫା ବଜାରରେ ସୁନା ୧୦୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମ ୩୫,୯୭୦ ଟଙ୍କା ହୋଇଛି। ଗହଣା ଦୋକାନୀଙ୍କ ପକ୍ଷରୁ କ୍ରମାଗତ କିଣା ଯାଉଥିବାରୁ ସୁନାର ଦରବୃଦ୍ଧି ଘଟିଚାଲିଛି…

ବ୍ୟାଙ୍କ ଅଫ୍‌ ବରୋଦାର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୩-୭: ବ୍ୟାଙ୍କ ଅଫ୍‌ ବରୋଦା ଆସେଟ ରିକଭରି ମ୍ୟାନେଜମେଣ୍ଟ ଶାଖା ପକ୍ଷରୁ ୧୧୨ ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି। ଏହି ଅବସରରେ ମୁଖ୍ୟ ପ୍ରବନ୍ଧକ ଏନ୍‌ .କିସ୍‌ପୋଟା, ମୁଖ୍ୟ ପ୍ରବନ୍ଧକ କୁମାର ଗୌତମ, ବରିଷ୍ଠ ପ୍ରବନ୍ଧକ ଅଜୟ ପଣ୍ଡା ଉପସ୍ଥିତ…

ନିଲାମ ହୋଇଛି ୨୨ ଲୁହାପଥର ଖଣି

ନୂଆଦିଲ୍ଲୀ,୨୩-୭: ସରକାର ବର୍ତ୍ତମାନ ସୁଦ୍ଧା ୨୨ ଲୁହାପଥର ଖଣି ନିଲାମ କରିବାକୁ ସକ୍ଷମ ହୋଇଛି। ଏହି ଖଣିଗୁଡିକରେ ମୋଟ ୫୮୩.୦୫୭ ନିୟୁତ ଟନ୍‌ ଖଣିଜ ସମ୍ପଦ ରହିଥିବା ଜଣାପଡିଛି। ଖଣି ଓ ଖଣିଜ( ଉନ୍ନତୀକରଣ ଏବଂ ଅଧିନିୟମ) ସଂଶୋଧନ ଆଇନ୍‌ ୨୦୧୫…

ପୂର୍ବତଟ ରେଳପଥ ପୁରସ୍କୃତ

ଭୁବନେଶ୍ୱର୨୩-୭(ବ୍ୟୁରୋ): ନିଜ ପରିସୀମା ମଧ୍ୟରୁ ଲକ୍ଷ୍ୟ ଧାର୍ଯ୍ୟର ବହୁ ପୂର୍ବରୁ ମାନବ ବିହୀନ ରେଳ ଲେଭଲ କ୍ରସିଂ ହଟାଇବା କ୍ଷେତ୍ରରେ ପୂର୍ବତଟ ରେଳପଥ ପୁରସ୍କୃତ ହୋଇଛି। ହରିୟାଣାର ଆମ୍ବାଲାଠାରେ ଅନୁଷ୍ଠିତ ୬୪ତମ ରାଷ୍ଟ୍ରୀୟ ରେଳବାଇ ପୁରସ୍କାର ବିତରଣ ଉତ୍ସବରେ ରେଳପଥକୁ ସମ୍ମାନୀତ…

ଭାରତର ମୁଦ୍ରାସ୍ଫୀତି ଅନୁମାନ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୨୨ା୭: ଏସିଆନ ଡେଭଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି) ଚଳିତ ଆର୍ଥିକ ବର୍ଷରେ ଭାରତର ମୁଦ୍ରାସ୍ଫୀତି ଅନୁମାନକୁ ୪.୧୦ ପ୍ରତିଶତକୁ ହ୍ରାସ କରିଛି। ଟଙ୍କାର ମୂଲ୍ୟ ବୃଦ୍ଧି ପାଇବା ତଥା ଦେଶର ଜିଡିପି ପୂର୍ବାନୁମାନ ହ୍ରାସ କରିବା ଯୋଗୁ ଅନ୍ତର୍ଜାତୀୟ ବ୍ୟାଙ୍କ ମୁଦ୍ରାସ୍ଫୀତି ଅନୁମାନ ହ୍ରାସ…

ଏୟାର ଇଣ୍ଡିଆର ବିକ୍ରି ପ୍ରୟାସ: ପଦୋନ୍ନତି, ନୂଆ ନିଯୁକ୍ତି ବନ୍ଦ

ନୂଆଦିଲ୍ଲୀ,୨୨ା୭: ଋଣରେ ବୁଡ଼ି ରହିଥିବା ଏୟାର ଇଣ୍ଡିଆକୁ ବିକ୍ରି କରିବା ଲାଗି ସରକାରଙ୍କ ପ୍ରୟାସ ଜୋର୍‌ଦାର ହୋଇଛି। ଏହି ରାଷ୍ଟ୍ରୀୟ ବିମାନ କମ୍ପାନୀରେ କର୍ମଚାରୀଙ୍କୁ ପଦନ୍ନୋତି ଓ ନୂଆ ନିଯୁକ୍ତିକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ଅଧିକାରୀ ରବିବାର…

୨୫ରେ ଜିଏସ୍‌ଟି କାଉନ୍‌ସିଲ ବୈଠକ

ନୂଆଦିଲ୍ଲୀ,୨୨ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୫ରେ ଜିଏସ୍‌ଟି କାଉନସିଲ୍‌ର ୩୬ତମ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଇଲେକ୍ଟ୍ରିକ୍‌ ଗାଡ଼ି(ଇ-ଯାନ) ଉପରେ ଆଦାୟ କରାଯାଉଥିବା ଟିକସ ହ୍ରାସ କରିବା ନେଇ ନିଷ୍ପତ୍ତି ନିଆଯିବ। ଭିଡ଼ିଓକନ୍‌ଫରେନ୍ସିଂ ମାଧ୍ୟମରେ ହେବାକୁ…

ଡ. ଅର୍ଥୋ ଆୟୁର୍ବେଦିକ ତେଲ, ସୁପର-୩୦ ମଧ୍ୟରେ ଚୁକ୍ତି

ନୂଆଦିଲ୍ଲୀ, ୨୨ା୭: ସୁପର-୩୦ ଚଳଚ୍ଚିତ୍ରର ପ୍ରମୋଶନ ଲାଗି ଏସ୍‌ବିଏସ୍‌ ବାୟୋଟେକ୍‌ର ଲୋକପ୍ରିୟ ପ୍ରଡକ୍ଟ ଡ. ଅର୍ଥୋ ଆୟୁର୍ବେଦିକ ତୈଳ ଚୁକ୍ତିରେ ସାମିଲ ହୋଇଛି। ଚଳଚ୍ଚିତ୍ରର ସଫଳତା ଲାଗି କମ୍ପାନୀ ପକ୍ଷରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ ନେଇଥିବାରୁ ଖୁସି ବୋଲି…

ରେଳ ଯାତ୍ରୀ ବୀମା: ୨ ବର୍ଷରେ ୪୬ କୋଟି ପ୍ରିମିୟମ ସଂଗ୍ରହ

ନୂଆଦିଲ୍ଲୀ,୨୨ା୭: ରେଲଓ୍ବେ ଯାତ୍ରୀ ବୀମା ଯୋଜନା ଅଧୀନରେ ଗତ ଦୁଇବର୍ଷରେ ଘରୋଇ ବୀମା କମ୍ପାନୀ ପ୍ରାୟ ୪୬ କୋଟି ଟଙ୍କାର ପ୍ରିମିୟମ ଅର୍ଜନ କରିଛନ୍ତି। ଏହି ଅବଧିରେ ସେମାନେ ୭ କୋଟି ବୀମା ଦାବି ସମାଧାନ କରିଛନ୍ତି ବୋଲି ଆର୍‌ଟିଆଇ ସୂଚନାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?