ବାଣିଜ୍ୟ

ପଓ୍ବନହଂସ ବିକ୍ରି ସର୍ତ୍ତ କୋହଳ

ନୂଆଦିଲ୍ଲୀ,୨୨ା୭: କେନ୍ଦ୍ର ସରକାର ହେଲିକପ୍ଟର ସେବା କମ୍ପାନୀ ପଓ୍ବନହଂସର ବିକ୍ରି ଲାଗି ସର୍ତ୍ତକୁ ଅଧିକ କୋହଳ କରିଛନ୍ତି। ଗତବର୍ଷ ସରକାର ଏହି କମ୍ପାନୀକୁ ବିକ୍ରି ଉଦ୍ୟମ କରି ବିଫଳ ହୋଇଥିଲେ। ଏହାକୁ ଦୃଷ୍ଟିରେ ରଖି ସରକାର ଉକ୍ତ ପଦକ୍ଷେପ ନେଇଛନ୍ତି। କର୍ମଚାରୀ…

ଭୁବନେଶ୍ୱରରେ ବିକ୍ରି ହୋଇଛି ୩୧୫.୭୬ କୋଟିର ନିର୍ବାଚନୀ ବଣ୍ଡ୍‌

ନୂଆଦିଲ୍ଲୀ,୨୨ା୭: ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ଦେବା ଲାଗି ୨୦୧୮ ମେ’ରୁ ୨୦୧୯ ମେ’ ମଧ୍ୟରେ ମୋଟ ୫୮୫୧.୪୧ କୋଟି ଟଙ୍କାର ନିର୍ବାଚନୀ ବଣ୍ଡ୍‌ ବିକ୍ରି କରାଯାଇଛି ବୋଲି ଆର୍‌ଟିଆଇ ସୂଚନାରୁ ଜଣାପଡିଛି। ତନ୍ମଧ୍ୟରେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୩୧୫.୭୬ କୋଟି ଟଙ୍କାର…

ବିପିଏଲ୍‌ ର଼୍ୟାଙ୍କରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୨ା୭: ରାଜ୍ୟରେ ଦାରିଦ୍ର୍ୟ କମୁଛି ବୋଲି ସରକାର ଡିଣ୍ଡିମ ପିଟୁଥିଲେ ମଧ୍ୟ ନୀତି ଆୟୋଗ ରିପୋର୍ଟରେ ଭିନ୍ନ ଚିତ୍ର ଦେଖିବାକୁ ମିଳୁଛି। ଆୟୋଗ ପକ୍ଷରୁ ବିପିଏଲ୍‌ ତାଲିକା ପ୍ରକାଶ କରାଯାଇଛି। ଏଥିରେ ଓଡ଼ିଶା ଦେଶରେ ଦ୍ୱିତୀୟ ସ୍ଥାନରେ ରହିଛି। ଏହି ତାଲିକାରେ…

ଛୋଟ ସହରରେ ଚାଲିବ ମେଟ୍ରୋଲାଇଟ୍‌ ଟ୍ରେନ୍‌

ନୂଆଦିଲ୍ଲୀ,୨୨ା୭: ମେଟ୍ରୋ ଟ୍ରେନ ପ୍ରଚଳନର ସଫଳତାକୁ ଦୃଷ୍ଟିରେ ରଖି ଛୋଟ ସହରରେ ଅର୍ବାନ୍‌ ରେଲ୍‌ ଟ୍ରାଞ୍ଜିଟ୍‌ ସିଷ୍ଟମ ‘ମେଟ୍ରୋଲାଇଟ୍‌’ ଟ୍ରେନ ଚଳାଇବାକୁ କେନ୍ଦ୍ର ସରକାର ପ୍ରସ୍ତାବ ଦେଇଛନ୍ତି। ମାତ୍ର ୨୫ କିମି ବେଗରେ ଗତି କରିପାରୁଥିବା ଏହି ଟ୍ରେନ୍‌ରେ ମାତ୍ର ୩…

ବନ୍ଦ ହୋଇଯିବ ଆଦିତ୍ୟ ବିର୍ଲା ଆଇଡିଆ ପେମେଣ୍ଟସ ବ୍ୟାଙ୍କ

ନୂଆଦିଲ୍ଲୀ,୨୧-୭: ନୂଆ ଯୁଗର ପେମେଣ୍ଟ ବ୍ୟାଙ୍କ ପ୍ରଦର୍ଶନ ଅତ୍ୟନ୍ତ ଖରାପ ରହିଛି। ଭୋଡ଼ାଫୋନର ଏମ୍‌ ପୈସା ପରେ ଆଦିତ୍ୟ ବିର୍ଲା ଆଇଡିଆ ପେମେଣ୍ଟସ ବ୍ୟାଙ୍କ ବନ୍ଦ ହୋଇଯିବ। ମାତ୍ର ୧୭ ମାସ ପୂର୍ବେ ଆରମ୍ଭ ହୋଇଥିବା ଏହି ବ୍ୟାଙ୍କ ଆସନ୍ତା ୨୬ରୁ…

କ୍ରମାଗତ ୧୧ ବର୍ଷ ଧରି ନିଜ ଦରମା ବଢ଼ାଇଲେନି ମୁକେଶ

ନୂଆଦିଲ୍ଲୀ,୨୧-୭: ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ କ୍ରମାଗତ ୧୧ ବର୍ଷ ଧରି ନିଜ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜରେ ନିଜର ଦରମା ନ ବଢ଼ାଇ ୧୫ କୋଟି ଟଙ୍କାରେ ସ୍ଥିର ରଖିଛନ୍ତି। ତେବେ ଚଳିତବର୍ଷ ମାର୍ଚ୍ଚରେ ଶେଷ ହେଉଥିବା ଆର୍ଥିକ…

ଜୁଲାଇ ସୁଦ୍ଧା ପିଏମ୍‌ କିଷାନରେ ୭୦ ମିଲିୟନ ଚାଷୀ ଯୋଡି ହେବେ

ନୂଆଦିଲ୍ଲୀ,୨୧-୭: କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଘୋଷଣା ହୋଇଛି। ତେବେ ଏହି ଯୋଜନାରେ ଏବେ ଅଧିକ ଜମି ଥିବା ଚାଷୀ ମଧ୍ୟ ଯୋଡି ହେଉଛନ୍ତି। ଫଳରେ ଏହି ଯୋଜାନରେ ସାମିଲ ହେବା…

ଗାଡ଼ିରେ ଫାଷ୍ଟଟାଗ ଲାଗି ନଥିଲେ;ଟୋଲ୍‌ରେ ଆଦାୟ ହେବ ଡବଲ ଜରିମାନା

ନୂଆଦିଲ୍ଲୀ,୨୧-୭: ଜାତୀୟ ରାଜପଥ ବ୍ୟବହାର କରୁଥିବା ଗାଡ଼ିଚାଳକଙ୍କ ଜରୁରୀ ଖବର। ଡିସେମ୍ବର ପହିଲା ପୂର୍ବରୁ ଗାଡ଼ିରେ ଫାଷ୍ଟଟାଗ୍‌ ଲଗାଇ ନେବା ଭଲ ହେବ। ନଚେତ୍‌ ଡିସେମ୍ବର ପହିଲାପରେ ଗାଡିରୁ ଦୁଇଗୁଣା ଜରିମାନା ଆଦାୟ କରାଯିବ। ଦେଶରେ ଇଲେକ୍ଟ୍ରୋନିକ ପେମେଣ୍ଟ ଓ ଇଲେକ୍ଟ୍ରୋନିକ…

ଅଧିକାରୀଙ୍କ କାର୍‌ନାମା; ପ୍ରତି ମାସରେ ଡିଜିସିଏ,ଏୟାର ଇଣ୍ଡିଆରୁ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୨୧-୭: ଋଣରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ କ୍ରମାଗତ ଏଭଳି ଜଣେ ଅଧିକାରୀଙ୍କୁ ପ୍ରତିବର୍ଷ ୨ କୋଟିରୁ ଊଦ୍ଧ୍ୱର୍ର୍ ଟଙ୍କା ଦରମା ଦେଇଛି ଯିଏକି କମ୍ପାନୀରେ କାମ କରୁ ନ ଥିଲେ। ଏ ସମ୍ପର୍କରେ ତଥ୍ୟ ପ୍ରଘଟ…

ଆମେରିକା ବାଦାମ ଉପରୁ ସୀମାଶୁଳ୍କ ହ୍ରାସକୁ ଭାରତର ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ,୨୧-୭: ଆମେରିକାରୁ ଆସୁଥିବା ଆଲ୍‌ମଣ୍ଡ(ବାଦାମ) ଉପରୁ ସୀମାଶୁଳ୍କ ହ୍ରାସ କରିବାକୁ ଆମେରିକାର ଅନୁରୋଧକୁ ଭାରତ ପ୍ରତ୍ୟାଖ୍ୟାନ କରିଦେଇଛି। ଗତ ମାସରେ ଆମେରିକାରୁ ଆସୁଥିବା ଆଲମଣ୍ଡ, ଅଖରୋଟ ଉପରେ ଭାରତ ସୀମାଶୁଳ୍କ ବୃଦ୍ଧି କରିଛି। ଗତ ସପ୍ତାହରେ ବାଣିଜ୍ୟ ପ୍ରତିନିଧିଙ୍କ ଭାରତ ଗସ୍ତ…

ଆମେରିକା ସହ ଟ୍ରେଡ୍‌ ଓ୍ବାର୍‌; ଭାରତର ହାତ ଧରିବାକୁ ଚାଇନା ରାଜି

ନୂଆଦିଲ୍ଲୀ,୨୧-୭: ଆତଙ୍କବାଦ୍‌ ଓ ସୀମା ବିବାଦ ସମେତ ବହୁ ପ୍ରସଙ୍ଗରେ ଭାରତ ବିରୋଧୀ ମନୋଭାବ ପୋଷଣ କରୁଥିବା ଚାଇନା ଏବେ ଆମେରିକା ବିରୋଧରେ ଟ୍ରେଡ୍‌ ଓ୍ବାର୍‌ରେ ସାମିଲ ହେବାକୁ ଆହ୍ବାନ ଦେଇଛି। ଏଥିଲାଗି ଭାରତ ସହିତ ଥିବା ନିଜର ବାଣିଜ୍ୟ ଅସନ୍ତୁଳନକୁ…

ଜାତୀୟ ହାର୍ଡଓ୍ବେର ହାକାଥନରେ ସି.ଭି. ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର, ୨୧-୭(ବ୍ୟୁରୋ): ଜାତୀୟ ହାର୍ଡଓ୍ବେର ହାକାଥନ-୨୦୧୯ରେ ସି.ଭି.ରମଣ କଲେଜର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରିଛନ୍ତି। କେନ୍ଦ୍ର ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଏବଂ କଗ୍‌ନିଜାଣ୍ଟ କମ୍ପାନୀ ଦ୍ୱାରା ଆଇଆଇଟି ଦିଲ୍ଲୀ ଏବଂ ଆଇଆଇଟି ହାଇଦ୍ରାବାଦଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସି.ଭି.ରମଣ ଛାତ୍ରୀଛାତ୍ର ପୁରସ୍କାର ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?