ବାଣିଜ୍ୟ

ଓଡ଼ିଶାର ୨୦% ଲୋକ ବୀମାଭୁକ୍ତ: ଏଲ୍‌ଆଇସି ଅଧ୍ୟକ୍ଷ

କଟକ, ୨୧-୭: ଓଡ଼ିଶାର ୨୦% ଲୋକ ବୀମାଭୁକ୍ତ ଅଛନ୍ତି। ଏଠାରେ ଆହୁରି ୮୦% ଲୋକଙ୍କୁ ବୀମାଭୁକ୍ତ କରାଇବାର ଆବଶ୍ୟକତା ରହିଛି। ଏ ଦିଗରେ ଅଂଶୀଦାରମାନେ କାର୍ଯ୍ୟ କରିବା ଉଚିତ ବୋଲି ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ଅଧ୍ୟକ୍ଷ ଏମ୍‌ .ଆର୍‌. କୁମାର…

ଆଜି ଛାତ୍ରୀଛାତ୍ରଙ୍କ ସହ ସୁପର-୩୦ ଦେଖିବେ ଆନନ୍ଦ କୁମାର

ଭୁବନେଶ୍ୱର, ୨୧-୭: ସୁପର-୩୦ର ପ୍ରତିଷ୍ଠାତା ଆନନ୍ଦ କୁମାର ରାଜ୍ୟର ଛାତ୍ରୀଛାତ୍ରଙ୍କ ସହ ଏହି ଚଳଚ୍ଚିତ୍ରକୁ ଦେଖିବେ। ଆଦ୍ୟାନ୍ତ ଉଚ୍ଚ ମାଧ୍ୟମିକ ସ୍କୁଲର ପ୍ରତିଷ୍ଠାତା, ଆକାଶ ଭୁବନେଶ୍ୱର ସେଣ୍ଟରର ନିର୍ଦ୍ଦେଶକ ତଥା ଜିନ୍ଦେଗୀ ଫାଉଣ୍ଡେଶନର ଅଧ୍ୟକ୍ଷ ଅଜୟ ବାହାଦୁର ସିଂ ସୁପର-୩୦ ଚଳଚ୍ଚିତ୍ର…

ଓଡ଼ିଶାରେ ଇ-ଯାନ ମାନୁଫାକ୍‌ଚରିଂ କରିବ ଓମ୍‌ ଜୟ ଇଭି

ଭୁବନେଶ୍ୱର, ୨୧-୭(ବ୍ୟୁରୋ): ଓମ୍‌ ଜୟ ଇଭି ଲିମିଟେଡ ରାଜ୍ୟରେ ବ୍ୟାଟେରି ଚାଳିବ ସ୍କୁଟର ନିର୍ମାଣ କରିବ। ଯାଜପୁର ଜିଲାର ବଡଚଣାଠାରେ ୧୦ ଏକର ପରିମିତ ସ୍ଥାନରେ କମ୍ପାନୀ ଏଥି ଲାଗି ଏକ ଷ୍ଟେଟ୍‌ ଅଫ୍‌ ଆର୍ଟ ମାନୁଫାକଚରିଂ ଫାସିଲିଟି ନିର୍ମାଣ କରୁଛି।…

ଦୁଇ ଦିନରେ ନିବେଶକ ହରାଇଲେ ୩.୭୯ ଲକ୍ଷ କୋଟି

ମୁମ୍ବାଇ,୨୦-୭: ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ)ଙ୍କ ପାଇଁ ଉଦ୍ଦିଷ୍ଟ ଟିକସ ହ୍ରାସ ଦାବିକୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପ୍ରତ୍ୟାଖାନ କରିଦେଇଛନ୍ତି। ଫଳସ୍ବରୂପ ଗୁରୁବାର ଓ ଶୁକ୍ରବାର ଦୁଇ ଦିନ ହେବ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଚ ସେନ୍‌ସେକ୍ସ ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ…

ବନ୍ଦ ହେବନି ଗରିବ ରଥ

ନୂଆଦିଲ୍ଲୀ,୨୦-୭: ଗରିବ ରଥ ପୂର୍ବ ପରି ଚାଲିବ। ଏଥିରେ ଭଡ଼ା ବୃଦ୍ଧି କରାଯିବ ନାହିଁ ଏବଂ ଏଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ଭାରତୀୟ ରେଲଓ୍ବେ ପକ୍ଷରୁ ଶୁକ୍ରବାର ସ୍ପଷ୍ଟୀକରଣ ଦିଆଯାଇଛି। କମ୍‌ ଅର୍ଥରେ ଏସି ଟ୍ରେନରେ ଯାତ୍ରା କରିବାର…

ଡାବର ଇଣ୍ଡିଆ ଅଧ୍ୟକ୍ଷ ହେଲେ ଅମିତ ବର୍ମନ

ନୂଆଦିଲ୍ଲୀ,୨୦-୭: ଦୈନନ୍ଦିନ ବ୍ୟବହାରରେ ଲାଗୁଥିବା ସାମଗ୍ରୀ ଉତ୍ପାଦକ ଡାବର ଇଣ୍ଡିଆର ଅଧ୍ୟକ୍ଷ ଭାବେ ଅମିତ ବର୍ମନଙ୍କୁ ନିଯୁକ୍ତ କରାଯାଇଛି। ଉତ୍ତରାଧିକାରୀ ପରମ୍ପରା ଅନୁଯାୟୀ ତାଙ୍କୁ ଏହି ପଦ ମିଳିଛି। କମ୍ପାନୀ ପକ୍ଷରୁ ଶୁକ୍ରବାର ଏ ସମ୍ପର୍କରେ ସୂଚନା ଦିଆଯାଇଛି। ଡାବର ଇଣ୍ଡିଆ…

ଏୟାରଟେଲ୍‌କୁ ପଛରେ ପକାଇ ଜିଓ ଦ୍ୱିତୀୟ

ନୂଆଦିଲ୍ଲୀ,୨୦-୭: ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ରିଲାଏନ୍ସ ଜିଓ ମେ’ରେ ଭାରତୀ ଏୟାରଟେଲକୁ ପଛରେ ପକାଇ ଦେଶର ଦ୍ୱିତୀୟ ସର୍ବବୃହତ ଟେଲିକମ କମ୍ପାନୀ ହେବାର ଗୌରବ ଅର୍ଜନ କରିଛି। ଭାରତୀୟ ଦୂରସଞ୍ଚାର ନିୟାମକ ପ୍ରାଧିକରଣ(ଟ୍ରାଇ) ପକ୍ଷରୁ ଶୁକ୍ରବାର ପ୍ରକାଶିତ ତଥ୍ୟ ଅନୁଯାୟୀ,…

ବ୍ୟାଙ୍କ ଜାତୀୟକରଣକୁ ପୂରିଲା ୫୦ ବର୍ଷ

ନୂଆଦିଲ୍ଲୀ,୨୦-୭: ଆଜିଠୁ ଦୀର୍ଘ ୫୦ବର୍ଷ ପୂର୍ବେ ୧୯ ଜୁଲାଇ, ୧୯୬୯ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଶର ୧୪ ପ୍ରମୁଖ ବ୍ୟାଙ୍କକୁ ପ୍ରଥମଥର ଜାତୀୟକରଣ କରିଥିଲେ। ୧୯୬୯ ପରେ ୧୯୮୦ରେ ପୁନର୍ବାର ୬ ବ୍ୟାଙ୍କର ଜାତୀୟକରଣ କରାଯାଇଥିଲା। ଶୁକ୍ରବାର ବ୍ୟାଙ୍କ ଜାତୀୟକରଣର…

୫ ଲକ୍ଷ କୋଟି ଡଲାର ଅର୍ଥନୀତି ନେଇ ପ୍ରଣବଙ୍କ ମନ୍ତବ୍ୟ;କଂଗ୍ରେସ ସରକାର ଯୋଗୁ ଏହା ସମ୍ଭବ ହେବାକୁ ଯାଉଛି

ନୂଆଦିଲ୍ଲୀ,୨୦-୭: ମୋଦି ସରକାର ଦେଶର ଅର୍ଥନୀତିକୁ ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବାର ଲକ୍ଷ୍ୟ ରଖିଛନ୍ତି। ଏହା ଉପରେ ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ପ୍ରଣବ ମୁଖାର୍ଜୀ ନିଜର ପ୍ରତିକ୍ରିୟା ପ୍ରକାଶ କରି ମୋଦି ସରକାରଙ୍କୁ କଟାକ୍ଷ…

ସମାବେଶୀ, ସ୍ଥାୟୀ ଅଭିବୃଦ୍ଧି ଲାଗି ସରକାର ବଦ୍ଧପରିକର: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୦-୭: କେନ୍ଦ୍ର ସରକାର ସମାବେଶୀ, ସମଗ୍ର ତଥା ସ୍ଥାୟୀ ଅଭିବୃଦ୍ଧି ଲାଗି ବଦ୍ଧପରିକର ଏବଂ ୨୦୨୪ ସୁଦ୍ଧା ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ଲକ୍ଷ୍ୟରେ ଆଗେଇ ଚାଲିଛି ବୋଲି କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀ…

ତନିଷ୍କର ଅହଲ୍ୟା କଲେକ୍ସନ ପ୍ରଦର୍ଶିତ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ତନିଷ୍କ ପକ୍ଷରୁ ନୂଆ ଅହଲ୍ୟା କଲେକ୍ସନ ଓଡ଼ିଶାରେ ବଜାର ପ୍ରବେଶ କରିଛି। କମ୍ପାନୀର ଏଭିପି ଏବଂ ରିଟେଲ ମୁଖ୍ୟ ଅରୁଣ ନାରାୟଣ, ଆଞ୍ଚଳିକ ବାଣିଜ୍ୟ ପ୍ରବନ୍ଧକ ଅନିର୍ବାଣ ବାନାର୍ଜି, ଫ୍ରାଞ୍ଚାଇଜି ଓନର ମାନିକ ହଂସ ଏବଂ ଏବିଏମ୍‌ ପ୍ରଖର…

ବଜାରରେ ସୋନିଅର୍‌ ପ୍ଲାଏ ଉଡ୍‌

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ସୋନିଅର୍‌ ପ୍ଲାଏ ଉଡ୍‌ର କଟକଠାରେ ବଜାର ପ୍ରବେଶ ହୋଇଛି। ଗତ ୩୦ ବର୍ଷ ଧରି କମ୍ପାନୀ ଗ୍ରାହକଙ୍କୁ ଏହାର ପ୍ରଡକ୍ଟ ଯୋଗାଇ ଆସୁଛୁ। ଏହା ପୂର୍ବରୁ ଡୋନିଅର ପ୍ଲାଏ କମ୍ପାନୀ ଭାବେ ପରିଚିତ ରହିଥିଲା। ଏହା ପ୍ଲାଏ,ଭିନିୟର, ସନମାଇକା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?