ବାଣିଜ୍ୟ

ଏଣ୍ଟରପ୍ରେନ୍ୟୁରଶିପକୁ ପ୍ରୋତ୍ସାହନ;ସ୍ଥାପନ ହେବ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ଏଣ୍ଟରପ୍ରେନ୍ୟୁରଶିପକୁ ପ୍ରୋତ୍ସାହନ ଲାଗି ରାଜ୍ୟରେ ନୂଆ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍ଥାପନ କରାଯିବ। ଏହି ଧାରାକୁ ଆଗେଇ ନେବା ଲାଗି ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌(ନାଲ୍‌କୋ), ଏନ୍‌ଆଇଟି ରାଉରକେଲା ଏବଂ ଏନ୍‌ଆଇଟି ରାଉରକେଲା ଆଲୁମୁନାଇ ଆସୋସିଏଶନ(ଏନ୍‌ଆଇଟିଆର୍‌ଏଏ) ଚୁକ୍ତିରେ ସାମିଲ…

ବିକାଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ବର୍ତ୍ତମାନ ସାରା ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ୧.୪୧ ଲକ୍ଷ ଛୁଇଁଛି। ବ୍ୟାଙ୍କଗୁଡିକ ଦେଶର ୯୫% ଲୋକଙ୍କ ନିକଟରେ ପହଞ୍ଚି ପାରିଛନ୍ତି। ଦେଶର ଭିତ୍ତିଭୂମି ବିକାଶ, ଶିଳ୍ପ, କୃଷି ଏବଂ ଅନ୍ୟ କ୍ଷେତ୍ର ବିକାଶରେ ବ୍ୟାଙ୍କଗୁଡିକ ପ୍ରମୁଖ ଭୂମିକା…

ଜୁନିୟର କର୍ମଚାରୀଙ୍କୁ ୧ ଲକ୍ଷ ଲେଖାଏ ବୋନସ୍‌ ଦେଲା ଓ୍ବିପ୍ରୋ

ବେଙ୍ଗାଲୁରୁ,୧୯-୭: ଦେଶର ଅନ୍ୟତମ ପ୍ରମୁଖ ଆଇଟି କମ୍ପାନୀ ଓ୍ବିପ୍ରୋ ଲିମିଟେଡ ଏହାର ଜୁନିୟର କର୍ମଚାରୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ ବୋନସ୍‌ ପ୍ରଦାନ କରିଛି। ଓ୍ବିପ୍ରୋରେ ନିଜର କ୍ୟାରିୟର ଆରମ୍ଭ କରିଥିବା ଏବଂ ଅତିକମ୍‌ରେ ୩ ବର୍ଷର ଅଭିଜ୍ଞତା ରହିଛି ସେମାନଙ୍କୁ…

ଭାରତର ଜିଡ଼ିପି ଅନୁମାନ ୭%କୁ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୧୯-୭: ଏସିଆନ ଡେଭଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି) ଚଳିତ ଆର୍ଥିକ ବର୍ଷ ଲାଗି ଭାରତର ମୋଟ ଘରୋଇ ଉତ୍ପାଦ(ଜିଡ଼ିପି) ଅଭିବୃଦ୍ଧି ହାର ଅନୁମାନକୁ ୭.୨ରୁ ୭%କୁ ହ୍ରାସ କରିଛି। ଗୁରୁବାର ଏଡିବି ପକ୍ଷରୁ ଜାରି ରିପୋର୍ଟରେ କୁହାଯାଇଛି ଯେ, ବିକଶିତ ଦେଶଗୁଡ଼ିକର ଆର୍ଥିକ ଅଭିବୃଦ୍ଧି…

ଏୟାର ଇଣ୍ଡିଆ ବିକ୍ରି; ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ ଅମିତ ଶାହ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏୟାର ଇଣ୍ଡିଆ ବିକ୍ରି(ପୁଞ୍ଜି ପ୍ରତ୍ୟାହାର) ସଂକ୍ରାନ୍ତ ପୁନର୍ଗଠିତ ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ। ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଏଥିରୁ ହଟାଇ ଦିଆଯାଇଛି। ଗୁରୁବାର ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଏହି ମନ୍ତ୍ରିଗୋଷ୍ଠୀ ଏୟାର…

ଡିଜିଟାଲ ଟ୍ରାଞ୍ଜାକ୍‌ସନ ୫୧% ବୃଦ୍ଧି

ନୂଆଦିଲ୍ଲୀ,୧୯-୭: ଦେଶରେ ଡିଜିଟାଲ ଟ୍ରାଞ୍ଜାକ୍‌ସନ ୨୦୧୮୦୧୯ରେ ୫୧% ବୃଦ୍ଧି ପାଇ ୩,୧୩୩.୫୮ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି ସରକାର ଗୁରୁବାର ପାର୍ଲାମେଣ୍ଟରେ ପ୍ରକାଶ କରିଛନ୍ତି। ରାଜ୍ୟ ସଭାରେ ବିଭିିନ୍ନ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ରବିଶଙ୍କର…

ଆସନ୍ତାବର୍ଷ ଫେବୃୟାରୀରେ ମାଲ୍ୟାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୯-୭: ଆସନ୍ତାବର୍ଷ ଫେବୃୟାରୀ ୧୧ରୁ ତିନିଦିନ ଧରି ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି କରାଯିବ ବୋଲି ବ୍ରିଟେନ ହାଇକୋର୍ଟ ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଛି। ଏଥିପୂର୍ବରୁ ଚଳିତ ମାସ ୨ରେ ଲଣ୍ଡନ ହାଇକୋର୍ଟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ବିରୋଧରେ…

ବଜାଜର ୨ ନୂଆ ମଡେଲ ବଜାରରେ

ଭୁବନେଶ୍ୱର, ୧୯-୭: ବଜାଜ ଅଟୋ ପକ୍ଷରୁ ନୂଆ ପ୍ଲାଣ୍ଟିନା ୧୧୦ ଏଚ୍‌-ଗିୟର ଏବଂ ସିଟି ୧୧୦ ମଡେଲ ବଜାରକୁ ଆସିଛି। ହାଇଓ୍ବେ ରାଇଡିଂକୁ ନଜରରେ ରଖି ନୂଆ ପ୍ଲାଣ୍ଟିନାକୁ ପ୍ରସ୍ତୁତ କରାଯାଇଛି। ଏଥିରେ ଡିଜିଟାଲ କନସୋଲ ଏବଂ ଗିୟରସିଫ୍ଟ ଗାଇଡ ସ୍ଥାନିତ…

କିଆ ସେଲ୍‌ଟସର ବୁକିଂ ଆରମ୍ଭ

ନୂଆଦିଲ୍ଲୀ,୧୯-୭: କିଆ ମୋଟର୍ସର ନୂଆ ମଡେଲ ସେଲ୍‌ଟସର ବୁକିଂ ଆରମ୍ଭ ହୋଇଛି। ପ୍ରଥମ ଦିନରେ କମ୍ପାନୀ ଏହି ମଡେଲର ୬,୦୪୬ ୟୁନିଟ୍‌ ଲାଗି ବୁକିଂ ହାସଲ କରିଛି। ଭାରତୀୟ ଅଟୋମୋବାଇଲ ଇଣ୍ଡଷ୍ଟ୍ରି ଲାଗି ଏହା ଏକ ରେକର୍ଡ। ଏହି ରେକର୍ଡ ବ୍ରାଣ୍ଡ…

୭୮% ହ୍ରାସ ପାଇଛି ୟେସ୍‌ ବ୍ୟାଙ୍କ ଶେୟାର;୭ ହଜାର କୋଟି କ୍ଷତି ସହିଲେ ରାଣା କପୁର

ନୂଆଦିଲ୍ଲୀ,୧୯-୭: ବିଭିନ୍ନ କାରଣରୁ ଗତବର୍ଷ ଅଗଷ୍ଟରୁ ଅଦ୍ୟାବଧି ୟେସ୍‌ ବ୍ୟାଙ୍କ ଶେୟାର ୭୮ ପ୍ରତିଶତ ହ୍ରାସ ପାଇଛି। ଫଳରେ ବ୍ୟାଙ୍କ ପ୍ରତିଷ୍ଠାତା ତଥା ପୂର୍ବତନ ସିଇଓ ରାଣା କପୁରଙ୍କୁ ପ୍ରାୟ ୭ ହଜାର କୋଟି ଟଙ୍କା କ୍ଷତି ସହିବାକୁ ପଡ଼ିଛି। ଏନ୍‌ପିଏ…

ବାଣିଜ୍ୟ ବିବାଦର ସମାଧାନ ଲାଗି ଆସନ୍ତା ମାସରେ ଆମେରିକା ଯିବେ ଗୋୟଲ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଆସନ୍ତା ମାସରେ ଆମେରିକା ଯିବେ। ଓ୍ବାଶିଂଟନରେ ପହଞ୍ଚତ୍ବା ପରେ ଆମେରିକା ବାଣିଜ୍ୟ ପ୍ରତିନିଧି(ୟୁଏସ୍‌ଟିଆର୍‌) ମୁଖ୍ୟ ରବର୍ଟ ଲାଇଟହାଇଜରଙ୍କୁ ସେ ଭେଟିବେ। ଦୁଇ ଦେଶ ମଧ୍ୟରେ ସୃଷ୍ଟି ହୋଇଥିବା ବାଣିଜ୍ୟ ବିବାଦର…

ଓଡ଼ିଶାରେ ୪ଜି ସେବା ପାଇଁ ବିଏସ୍‌ଏନ୍‌ଏଲ୍‌ର ଯୋଜନା

ଭୁବନେଶ୍ୱର, ୧୯-୭,(ବ୍ୟୁରୋ): ଚଳିତ ବର୍ଷ ଶେଷ ସୁଦ୍ଧା ସାରା ଦେଶରେ ୪-ଜି ଇଣ୍ଟରନେଟ ସେବା ଯୋଗାଣ ଲାଗି ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଯୋଜନା ରଖିଛି। ଏପରି ସ୍ଥିତିରେ ଓଡ଼ିଶାରେ କମ୍ପାନୀ ସେବା ଯୋଗାଣ ଲାଗି ମଧ୍ୟ ଲକ୍ଷ୍ୟ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?