ବାଣିଜ୍ୟ

୨.୫ ଲକ୍ଷ ଗ୍ରାମପଞ୍ଚାୟତରେ ପହଞ୍ଚିବ ହାଇସ୍ପିଡ୍‌ ଇଣ୍ଟରନେଟ୍‌

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ସରକାର ଭାରତନେଟ୍‌ ପ୍ରକଳ୍ପ ଲାଗି ଅଦ୍ୟାବଧି ୨୦,୪୩୧ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଏହି ଅର୍ଥ ବ୍ୟୟ କରି ଦେଶର ୨.୫ ଲକ୍ଷ ଗ୍ରାମ ପଞ୍ଚାୟତକୁ ହାଇସ୍ପିଡ୍‌ ବ୍ରଣ୍ଡବ୍ୟାଣ୍ଡ ନେଟ୍‌ଓ୍ବାର୍କ ସହ ଯୋଡାଯିବ ବୋଲି ସରକାର ପ୍ରକାଶ କରିଛନ୍ତି।…

ବନ୍ଦ ହୋଇଯିବ ଗରିବ ରଥ ଏକ୍ସପ୍ରେସ

ନୂଆଦିଲ୍ଲୀ,୧୯-୭: ଗରିବଙ୍କୁ ଶସ୍ତାରେ ଏସି ଟ୍ରେନରେ ଯାତ୍ରା କରିବାର ଆନନ୍ଦ ଦେବା ଲାଗି ତତ୍କାଳୀନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପକ୍ଷରୁ ଗରିବ ରଥ ଏକ୍ସପ୍ରେସ୍‌କୁ ଆରମ୍ଭ କରାଯାଇଥିଲା। ବର୍ତ୍ତମାନର ଏନ୍‌ଡିଏ ୨.୦ ସରକାର ଏହାକୁ ବନ୍ଦ କରିଦେବେ। ପ୍ରଥମ ପଦକ୍ଷେପ…

କ୍ୟାବିନେଟ ନିଷ୍ପତ୍ତି;୧୫ତମ ଅର୍ଥ ଆୟୋଗଙ୍କ କାର୍ଯ୍ୟକାଳ ବୃଦ୍ଧି

ନୂଆଦିଲ୍ଲୀ,୧୮-୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୁଧବାର ୧୫ତମ ଅର୍ଥ ଆୟୋଗଙ୍କ କାର୍ଯ୍ୟକାଳକୁ ଏକ ମାସ ବୃଦ୍ଧି କରିଛନ୍ତି। ଏଣିକି ଆୟୋଗଙ୍କ କାର୍ଯ୍ୟକାଳ ନଭେମ୍ବର ୩୦ରେ ଶେଷ ହେବ। ଏଥିସହିତ ପ୍ରତିରକ୍ଷା ଏବଂ ଆଭ୍ୟନ୍ତରୀଣ ସୁରକ୍ଷା ଲାଗି ପାଣ୍ଠିକୁ…

ଏୟାର ଇଣ୍ଡିଆ ମ୍ୟାନେଜମେଣ୍ଟକୁ ପାଇଲଟଙ୍କ ଚେତାବନୀ; ବକେୟା ଦରମା ଦିଅ ନଚେତ୍‌ ନୋଟିସ ପିରିୟଡ ପ୍ରତ୍ୟାହାର କର

ନୂଆଦିଲ୍ଲୀ,୧୮-୭: ଏୟାର ଇଣ୍ଡିଆ ପାଇଲଟଙ୍କ ପକ୍ଷରୁ ମ୍ୟାନେଜମେଣ୍ଟକୁ ସ୍ପଷ୍ଟ ଚେତାବନୀ ଦିଆଯାଇଛି। କମ୍ପାନୀ ତୁରନ୍ତ ସେମାନଙ୍କ ଦରମା ବାବଦରେ ବକେୟା ପ୍ରଦାନ କରୁ ନଚେତ୍‌ ଚାକିରି ଛାଡ଼ିବା ଲାଗି ୬ ମାସର ନୋଟିସ ପିରିୟଡକୁ ପ୍ରତ୍ୟାହାର କରୁ ବୋଲି ପାଇଲଟ ୟୁନିୟନ…

ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ବନ୍ଦ ହୋଇପାରେ

ନୂଆଦିଲ୍ଲୀ,୧୮-୭: କେନ୍ଦ୍ର ସରକାର ଆଉ ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆର୍‌ଇଜିଏ)କୁ ବନ୍ଦ କରିଦେବା ଲାଗି କେନ୍ଦ୍ର ସରକାର ଚାହୁଁଛନ୍ତି। ଏହି ଯୋଜନା ଗରିବଙ୍କ ଲାଗି ଉଦ୍ଦିଷ୍ଟ। ମୋଦି ସରକାର ଦେଶରୁ ଗରିବଙ୍କ ସଂଖ୍ୟା କମାଇବାକୁ ବଦ୍ଧପରିକର। ଏଣୁ ଏହି…

ବ୍ଲୁମ୍‌ବର୍ଗ ବିଲିୟନେୟାର ଇଣ୍ଡେକ୍ସ; ଗେଟ୍ସଙ୍କୁ ପଛରେ ପକାଇ ଆର୍ନଲ୍ଟ ଦ୍ୱିତୀୟ ଶୀର୍ଷ ଧନୀ

ନୂଆଦିଲ୍ଲୀ,୧୮-୭: ମାଇକ୍ରୋସଫ୍‌ଟ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ଠାରୁ ବିଶ୍ୱର ଦ୍ୱିତୀୟ ଶୀର୍ଷ ଧନୀ ମୁକୁଟ ହଟିଯାଇଛି। ପ୍ରକାଶ ପାଇଥିବା ବ୍ଲୁମ୍‌ବର୍ଗ ବିଲିୟନେୟାର ଇଣ୍ଡେକ୍ସ ତାଲିକାରେ ସେ ତୃତୀୟ ସ୍ଥାନକୁ ଖସିଯାଇଛନ୍ତି। ତାଙ୍କ ସ୍ଥାନ ନେଇଛନ୍ତି ଫ୍ରାନ୍ସର ବର୍ନାଡ ଆର୍ନଲ୍ଟ। ସେ ତୃତୀୟ…

ଥରକରେ ସରକାରଙ୍କୁ ମିଳିବନି ଆର୍‌ବିଆଇ ବଳକା ଅର୍ଥ

ନୂଆଦିଲ୍ଲୀ,୧୮-୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ବିମଳ ଜଲାନଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି କେନ୍ଦ୍ରୀୟ ବ୍ୟାଙ୍କ ନିକଟରେ ପଡି ରହିଥିବା ବଳକା ପୁଞ୍ଜିକୁ ନେଇ ନିଜର ରିପୋର୍ଟ ଚୂଡ଼ାନ୍ତ କରିସାରିଛନ୍ତି। ବୁଧବାର ଏ ସମ୍ପର୍କରେ ସୂଚନା ମିଳିଛି। ମିଡିଆ ରିପୋର୍ଟ…

କୋଲ ଇଣ୍ଡିଆକୁ ଭାଙ୍ଗି ଗଠନ ହେବ ୫ କମ୍ପାନୀ

ନୂଆଦିଲ୍ଲୀ,୧୮-୭: କୋଇଲା ଖନନ କ୍ଷେତ୍ରରେ କାର୍ଯ୍ୟରତ ବିଶ୍ୱର ସର୍ବବୃହତ କୋଇଲା କମ୍ପାନୀ କୋଲ୍‌ ଇଣ୍ଡିଆ ଲିମିଟେଡକୁ ଭାଙ୍ଗି ୫ କମ୍ପାନୀ ଭାବେ ଏହାକୁ ଷ୍ଟକ ଏକ୍ସଚେଞ୍ଜରେ ତାଲିକାଭୁକ୍ତ କରିବାକୁ ସରକାର ବିଚାର କରୁଛନ୍ତି। ଏହାଦ୍ୱାରା ସରକାର ଏଥିରୁ ଅଧିକ ପୁଞ୍ଜି ଆଦାୟ…

ସମ୍ପୂର୍ଣ୍ଣ ହଟିବନି ପେଟ୍ରୋଲ,ଡିଜେଲ ଯାନ:ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୧୮-୭: ପେଟ୍ରୋଲ, ଡିଜେଲ ଯାନଗୁଡିକୁ ସରକାର ସମ୍ପୂର୍ଣ୍ଣ ନିଷେଧ କରିବେ ନାହିଁ। ଏ ନେଇ ସରକାର ବର୍ତ୍ତମାନ କୌଣସି ଯୋଜନା ଧାର୍ଯ୍ୟ କରି ନାହାନ୍ତି। ମାତ୍ର ପରିବେଶ ସୁରକ୍ଷା ଏବଂ ତୈଳ ଆମଦାନୀ ବିଲ୍‌କୁ କମାଇବା ଲାଗି ସରକାର ଇ-ଯାନକୁ ପ୍ରୋତ୍ସାହିତ…

ସରକାରୀ କର୍ମଚାରୀଙ୍କୁ ଜିପିଏଫ୍‌ ଝଟକା

ନୂଆଦିଲ୍ଲୀ,୧୭।୭: ମୋଦି ସରକାର ସରକାରୀ କର୍ମଚାରୀଙ୍କୁ ଝଟକା ଦେଇ ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ(ଜିପିଏଫ୍‌) ଓ ଏଥିସହିତ ଜଡ଼ିତ ଅନ୍ୟ ଫଣ୍ଡ ଉପରେ ମିଳୁଥିବା ସୁଧ ହାରରେ ୧୦ ବେସିସ୍‌ ପଏଣ୍ଟ ହ୍ରାସ କରିଛନ୍ତି। ଗତ ତିନୋଟି ତ୍ରୈମାସରେ ଜିପିଏଫ୍‌ ଉପରେ ୮…

ବଜାରରେ ବିଏମ୍‌ଡବ୍ଲ୍ୟୁ ଏସ୍‌ ୧୦୦୦ ଆର୍‌ଆର୍‌

ଗୁରୁଗ୍ରାମ,୧୭-୭: ବିଏମ୍‌ଡବ୍ଲ୍ୟୁ ମୋଟରାଡ୍‌ ପକ୍ଷରୁ ନୂଆ ବିଏମ୍‌ଡବ୍ଳ୍ୟୁ ଏସ୍‌ ୧୦୦୦ ଆର୍‌ଆର୍‌ ସୁପର ବାଇକ ଭାରତ ବଜାରରେ ପ୍ରବେଶ କରିଛି। କମ୍ପାନୀର କମ୍ପ୍ଲିଟଲି ବିଲ୍‌ଟ ଅପ୍‌ ୟୁନିଟ(ସିବିୟୁ) ଗୁଡିକରୁ ଗ୍ରାହକମାନେ ଏହାକୁ ବୁକ୍‌ କରିବାକୁ ସକ୍ଷମ ହେବେ। ଏହି ସ୍ପୋର୍ଟସ ବାଇକ…

ଆଇଏମ୍‌ଏଫ୍‌ ଏମ୍‌ଡି ପଦରୁ କ୍ରିଷ୍ଟିନ୍‌ ଲେଗାର୍ଡଙ୍କ ଇସ୍ତଫା

ଓ୍ବାଶିଂଟନ,୧୭-୭: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ଏମ୍‌ଡି ପଦବୀରୁ କ୍ରିଷ୍ଟିନ ଲେଗାର୍ଡ ଇସ୍ତଫା ଦେଇଛନ୍ତି। ଆଇଏମ୍‌ଏଫ୍‌ ବୋର୍ଡକୁ ସାକ୍ଷାତ କରି ଇସ୍ତଫା ପତ୍ର ଦେଇଥିବା ସେ ମଙ୍ଗଳବାର କହିଛନ୍ତି। ତାଙ୍କ ଇସ୍ତଫାପତ୍ରକୁ ଆଇଏମ୍‌ଏଫ୍‌ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ମଣ୍ଡଳୀ ଗ୍ରହଣ କରିଛନ୍ତି। ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?