ବାଣିଜ୍ୟ

ଏନ୍‌ଡିଏର କ୍ଷମତା ପ୍ରତ୍ୟାବର୍ତ୍ତନରେ ସହାୟକ ମୁଖ୍ୟ ଆର୍ଥିକ ନୀତି

ନୂଆଦିଲ୍ଲୀ,୨୪-୫: ସାଧାରଣ ନିର୍ବାଚନର ଗଣନାରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କୁ ଜନାଦେଶ ମିଳିବାକୁ ଯାଉଛି। ନିଜ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେତେକ ଯୋଜନା ଘୋଷଣା କରିଥିଲେ। ଏଥିଯୋଗୁ ସରକାରକୁ କ୍ଷମତା ଫେରିପାଇଛି ବୋଲି କୁହାଯାଉଛି। ସେଗୁଡ଼ିକ ହେଲା.. ୫ ଲକ୍ଷ…

ସେନ୍‌ସେକ୍ସ ୪୫ହଜାର ଛୁଇଁବ: ମୋର୍ଗାନ ଷ୍ଟାନ୍‌ଲେ

ମୁମ୍ବାଇ,୨୪-୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାରଙ୍କୁ ଦେଶବାସୀ ପୁନର୍ବାର ଭାରି ବହୁମତରେ ଜିତାଇଛନ୍ତି। ନୂଆ ସରକାରରେ ଦେଶର ଅର୍ଥନୀତିରେ ବିରାଟ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଶାକରାଯାଉଛି। ତେଣୁ ସେହି ଦୃଷ୍ଟିରେ ଦେଖିଲେ ୨୦୨୦ ଜୁନ୍‌ ସୁଦ୍ଧା…

ରେକର୍ଡ ୪୦ ହଜାର ଛୁଇଁ ସେନ୍‌ସେକ୍ସ ଖସିଲା

ମୁମ୍ବାଇ,୨୪-୫: ସାତଟି ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ଶେଷ ହେବା ପରେ ଗୁରୁବାର ଗଣନା ଆରମ୍ଭ ହୋଇଥିଲା। ଏନ୍‌ଡିଏ ସଂଖ୍ୟାଗରିଷ୍ଠତା ହାସଲ କରିିବାକୁ ଯାଉଥିବା ମନେହେବା ପରେ ମୁମ୍ବାଇ ଷ୍ଟକ୍‌ ଏକ୍ସଚେଞ୍ଜରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ସେନ୍‌ସେକ୍ସ…

ନୂଆ ସରକାରଙ୍କ ନୀତି ଉପରେ ହେବ ରେଟିଙ୍ଗ୍‌ସ: ମୁଡିଜ୍‌

ନୂଆଦିଲ୍ଲୀ,୨୪-୫: କେନ୍ଦ୍ରରେ ନୂଆ ସରକାର ନେବାକୁ ଥିବା ଆର୍ଥିକ ନୀତି ଉପରେ ଭାରତର ରେଟିଙ୍ଗ୍‌ସ ନିର୍ଭର କରିବ ବୋଲି କ୍ରେଡିଟ୍‌ ରେଟିଙ୍ଗ୍‌ ଏଜେନ୍ସି ମୁଡିଜ୍‌ ପକ୍ଷରୁ ଗୁରୁବାର ଏକ ରିପୋର୍ଟ ପ୍ରକାଶ କରାଯାଇଛି। ଭାରତ ବିତ୍ତୀୟ ଦୃଢ଼ିକରଣ ଉପରେ ଅଧିକ ଜୋର୍‌…

ବିଦେଶୀ ମିଡିଆଙ୍କ ପ୍ରତିକ୍ରିୟା: ମୋଦି ହିନ୍ଦୁ ରାଷ୍ଟ୍ରବାଦ ରାଜନୀତିର ବ୍ରାଣ୍ଡ

ନୂଆଦିଲ୍ଲୀ,୨୪-୫: ସାଧାରଣ ନିର୍ବାଚନରେ ଏନ୍‌ଡିଏର ବିପୁଳ ବିଜୟ ପରେ ବିଦେଶୀ ମିଡିଆ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଆମେରିକାର ‘ଦ ନ୍ୟୁୟର୍କ ଟାଇମ୍ସ’ ଲେଖିଛି ଯେ, ମୋଦି ହିନ୍ଦୁ ରାଷ୍ଟ୍ରବାଦ ରାଜନୀତିର ବ୍ରାଣ୍ଡ ଭାବେ ଉଭା ହୋଇଛନ୍ତି। ଗତକିଛି ମାସ ପୂର୍ବେ ଭାରତର…

ଭାରତକୁ ବିଶ୍ୱ ଲିଡର କରିବ ସଂସ୍କାରଧାରା

ଅର୍ଥନୀତିରେ ପରିବର୍ତ୍ତନ ଧାରା ଆଣିବା ଲାଗି ବିଭିନ୍ନ ଗଠନମୂଳକ ପଦକ୍ଷେପ ନେବା ଉପରେ ଦେଶର ଶିଳ୍ପ ଜଗତ ଗୁରୁତ୍ୱାରୋପ କରିଛି। ଦେଶର ପ୍ରମୁଖ ଶିଳ୍ପ ନେତାମାନେ କେନ୍ଦ୍ରରେ ଏନ୍‌ଡିଏ ସରକାର ଶାସନ କ୍ଷମତାକୁ ଫେରିଥିବାରୁ ଖୁସି ବ୍ୟକ୍ତ କରିଛନ୍ତି। ସଂସ୍କାର ଧାରା…

ଅଭିବୃଦ୍ଧିରେ ସହାୟକ ସ୍ଥିର ସରକାର:ଶିଳ୍ପ ଜଗତ

ନୂଆଦିଲ୍ଲୀ,୨୪-୫- ଦେଶରେ ସ୍ଥିର ସରକାର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବ। ସେହିଭଳି ଘରୋଇ ବଜାରକୁ ବିଦେଶୀ ପୁଞ୍ଜି ଆଗମନରେ ଏହା ସହାୟକ ହେବ। କେନ୍ଦ୍ରରେ ଏନ୍‌ଡିଏ ସରକାର ଆସୁଥିବା ବେଳେ ଶିଳ୍ପ ଜଗତ ପକ୍ଷରୁ ଏଭଳି ମତ ପ୍ରକାଶ ପାଇଛି। ପ୍ରତିଷ୍ଠିତ ଶିଳ୍ପପତି…

୫ ପ୍ରମୁଖ ଅର୍ଥନୈତିକ ଚ୍ୟାଲେଞ୍ଜ

ସରକାରଙ୍କ ସାମ୍ନାରେ ୫ ଅର୍ଥନୈତିକ ଚ୍ୟାଲେଞ୍ଜ ରହିବ। ସେଗୁଡିକୁ ସାମ୍ନା କରିବାକୁ ସରକାରଙ୍କୁ ପ୍ରସ୍ତୁତ ହେବାକୁ ପଡିବ। ଦ୍ୱିତୀୟ ପାଳିରେ ଏନ୍‌ଡିଏ ସରକାର କିଭଳି ଏପ୍ରମୁଖ ଦିଗକୁ ଗ୍ରହଣ କରି କାର୍ଯ୍ୟପନ୍ଥା ଗ୍ରହଣ କରୁଛନ୍ତି ଦେଖିବାକୁ ବାକି ରହିଲା। ପ୍ରମୁଖ ଚ୍ୟାଲେଞ୍ଜ…

ସେନ୍‌ସେକ୍ସ ୪୦,ନିଫ୍ଟି ୧୨ ହଜାର ଟପିଲା

ମୁମ୍ବାଇ,୨୩-୫: ସାତଟି ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ଶେଷ ହେବା ପରେ ଗୁରୁବାର ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଏନ୍‌ଡିଏ ସଂଖ୍ୟାଗରିଷ୍ଠତା ହାସଲ କରିିବାକୁ ଯାଉଥିବା ମନେହେଉଛି। ଏହାର ପ୍ରଭାବ ମୁମ୍ବାଇ ଷ୍ଟକ୍‌ ଏକ୍ସଚେଞ୍ଜରେ ଦେଖିବାକୁ ମିଳିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)…

ପୂର୍ଣ୍ଣାଙ୍ଗ ବଜେଟ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ

ମୁମ୍ବାଇ,୨୩-୫: ଚଳିତ ଆର୍ଥତ୍କ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ପ୍ରସ୍ତୁତି ଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥି ଲାଗି ବିଭିନ୍ନ ଶିଳ୍ପ ସଙ୍ଗଠନ ସହ ଆଲୋଚନା କରାଯାଉଛି। ଜୁଲାଇ ମାସରେ କେନ୍ଦ୍ର ବଜେଟ ଆସିବ। ଅଟୋମୋବାଇଲ ମାନୁଫାକ୍‌ଚରର ସଂଘ…

ହ୍ୟୁଣ୍ଡାଇର ନୂଆ କନେକ୍‌ଟେଡ ଏସ୍‌ୟୁଭି ‘ଭେନ୍ୟୁ’

ଭୁବନେଶ୍ୱର,୨୩-୫: ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ନୂଆ କନେକଟେଡ ଏସ୍‌ୟୁଭି ଭେନ୍ୟୁ ବଜାରକୁ ଆସିଛି। ଏହା କମ୍ପାନୀର ପ୍ରଥମ ସ୍ମାର୍ଟ ମୋବିଲିଟି ସଲ୍ୟୁଶନ୍ସ ହୋଇଥିବା ବେଳେ ଦେଶର ସମ୍ପୂର୍ଣ୍ଣ କନେକଟେଡ ଏସ୍‌ୟୁଭି ଭାବେ ଉନ୍ମୋଚିତ ହୋଇଛି। ଏହା ସଲିଡ ରୋଡ…

ବାତ୍ୟା ଅଞ୍ଚଳରେ ଶିଶୁଙ୍କୁ ୫ ଲକ୍ଷ କ୍ଷୀର ପ୍ୟାକେଟ ଦେବ ଏନ୍‌ଡିଡିବି

ଭୁବନେଶ୍ୱର,୨୨-୫: ଫନୀ ପ୍ରଭାବିତ ଅଞ୍ଚଳଗୁଡିକରେ ଶିଶୁଙ୍କୁ ୫ ଲକ୍ଷ କ୍ଷୀର ପ୍ୟାକେଟ ଯୋଗାଇ ଦେବା ଲାଗି ନ୍ୟାଶନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ(ଏନ୍‌ଡିଡିବି) ପକ୍ଷରୁ ଘୋଷଣା କରାଯାଇଛି। ଆଗାମୀ ୨ ସପ୍ତାହ ମଧ୍ୟରେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକରେ ଏହା ଯୋଗାଇ ଦିଆଯିବ। ଏହାବାଦ ଏନ୍‌ଡିଡିବିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri