ମାର୍ଚ୍ଚରେ ମିଳିଛି ୮.୧୪ ଲକ୍ଷ ନୂଆ ଚାକିରି: ଇପିଏଫ୍ଓ
ନୂଆଦିଲ୍ଲୀ,୨୨-୫: କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍ଓ)ର ସଦ୍ୟତମ ପରିସଂଖ୍ୟାନ ଅନୁଯାୟୀ, ସଂଗଠିତ ଏବଂ ଅଣସଙ୍ଗଠିତ କ୍ଷେତ୍ରରେ ଚଳିତ ବର୍ଷ ମାର୍ଚ୍ଚରେ ୮.୧୪ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହୋଇଛି। ଫେବୃୟାରୀରେ ଏହା ୭.୮୮ ଲକ୍ଷ ଥିଲା। ବର୍ଷ ୨୦୧୮-୧୯ରେ ମୋଟ ୬୭.୫୯ ଲକ୍ଷ…
ନିର୍ବାଚନ ଫଳାଫଳ ଉପରେ ଆମେରିକା କମ୍ପାନୀଙ୍କ ନଜର;ଚାଇନା ଛାଡି ଭାରତରେ କରିବେ ନିବେଶ
ନୂଆଦିଲ୍ଲୀ,୨୨-୫: ଦେଶର ସାଧାରଣ ନିର୍ବାଚନ ଫଳାଫଳକୁ ନେଇ ଲୋକଙ୍କ ମନରେ ଉତ୍କଣ୍ଠା ବଢି ଚାଲିଥିବା ବେଳେ ଏହା ଉପରେ ଆମେରିକା କମ୍ପାନୀଙ୍କ ନଜରରେ ରହିଛି। କେନ୍ଦ୍ରରେ ଏନ୍ଡିଏ ସରକାର ଶାସନ କ୍ଷମତାକୁ ଫେରିଲେ ଆମେରିକା କମ୍ପାନୀଗୁଡିକ ଚାଇନା ପରିବର୍ତ୍ତେ ଭାରତ ବଜାରକୁ…
ସିଣ୍ଡିକେଟ ବ୍ୟାଙ୍କର ନୂତନ କ୍ଷେତ୍ରୀୟ ପ୍ରବନ୍ଧକ
ଭୁବନେଶ୍ୱର,୨୧-୫: ସିଣ୍ଡିକେଟ ବ୍ୟାଙ୍କ କ୍ଷେତ୍ର-୨ର ନୂତନ ପ୍ରବନ୍ଧକ ଭାବେ ଚନ୍ଦ୍ରକାନ୍ତ ଦାସ ମହାପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ କାନପୁର କ୍ଷେତ୍ରୀୟ କାର୍ଯ୍ୟାଳୟର ପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ୧୯୮୪ରେ ସିଣ୍ଡିକେଟ ବ୍ୟାଙ୍କରୁ ସେ କର୍ମମୟ ଜୀବନ ଆରମ୍ଭ…
ରାଜ୍ୟ ସମବାୟ ବ୍ୟାଙ୍କର ବ୍ୟାଙ୍କ ଅନ୍ ହ୍ବିଲ କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୧-୫ : ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ଫନୀ ପ୍ରଭାବିତ ଅଞ୍ଚଳଗୁଡିକରେ ବ୍ୟାଙ୍କ ଅନ୍ ହ୍ବିଲ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ବିଶେଷ ପ୍ରଭାବିତ ପୁରୀ ଜିଲାରେ ଏଭଳି ୧୩ ଗୋଟି ଭ୍ରାମ୍ୟମାଣ ଏଟିଏମ୍ ପରିଚାଳିତ କରାଯାଉଛି। ଜିଲାର ବିଭିନ୍ନ ଅଞ୍ଚଳ…
ଗାଡ଼ିର ଥାର୍ଡ ପାର୍ଟି ବୀମା ପ୍ରିମିୟମ ବଢ଼ିବ
ନୂଆଦିଲ୍ଲୀ,୨୧-୫: ବୀମା ନିୟାମକ ଆଇଆର୍ଡିଏଆଇ ଚଳିତ ଆର୍ଥିକ ବର୍ଷରେ କାର୍,ଦୁଇ ଚକିଆ ଏବଂ ବାଣିଜି୍ୟକ ଯାନର ଥାର୍ଡ ପାର୍ଟି ବୀମା ପ୍ରିମିୟମ ବୃଦ୍ଧି କରିବାକୁ ଯାଉଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ, ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ୧୦୦୦ ସିସିରୁ କମ୍ କାର୍ ପାଇଁ…
ଇନ୍ଫୋସିସ୍ ସିଇଓଙ୍କୁ ମିଳିଛି ୨୪.୬୭ କୋଟିର ପ୍ୟାକେଜ
ବେଙ୍ଗାଲୁରୁ,୨୧-୫: ଆଇଟି କମ୍ପାନୀ ଇନ୍ଫୋସିସ୍ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ସଲିଲ୍ ପାରେଖଙ୍କୁ ଆର୍ଥିକ ବର୍ଷ ୨୦୧୮-୧୯ରେ ୨୪.୬୭ କୋଟି ଟଙ୍କାର ଦରମା ପ୍ୟାକେଜ ମିଳିଥିଲା। କମ୍ପାନୀ ନିଜର ବାର୍ଷିକ ରିପୋର୍ଟରେ ଏ ସମ୍ପର୍କରେ ସୂଚନା ଦେଇଛି। ପାରେଖ ଜାନୁୟାରୀ ୨୦୧୮ରେ କମ୍ପାନୀରେ…
ଭାରତୀୟ ସଡ଼କରେ ଦୌଡ଼ିପାରେ ଟେସ୍ଲା କାର୍
ନୂଆଦିଲ୍ଲୀ,୨୧-୫: ଭାରତରେ ଟେସ୍ଲା କାର୍ ଲଞ୍ଚକୁ ନେଇ ଦ୍ୱିଧାରେ ଥିବା ସିଇଓ ଏଲନ ମସ୍କଙ୍କ ମୁଣ୍ଡବ୍ୟଥା ହ୍ରାସ କରିଛି ଭାରତୀୟ କମ୍ପାନୀ ଅଶୋକ ଲେଲ୍ୟାଣ୍ଡ। ଭାରତୀୟ ସଡ଼କରେ ଟେସ୍ଲାର ଇଲେକ୍ଟ୍ରିକ କାର୍ ଦୌଡାଇବାକୁ ନେଇ ଲେଲ୍ୟାଣ୍ଡ ପକ୍ଷରୁ ପାର୍ଟନରସିପ୍ ପାଇଁ ପ୍ରସ୍ତାବ…
ଏକ୍ଜିଟ୍ ପୋଲ୍କୁ ନେଇ ଉଦ୍ୟୋଗ ଜଗତ ଚୁପ୍
ନୂଆଦିଲ୍ଲୀ,୨୧-୫: ଭାରତୀୟ ଉଦ୍ୟୋଗ ଜଗତ ସୋମବାର ଏକ୍ଜିଟ୍ ପୋଲ୍କୁ ନେଇ ଚୁପ୍ ରହିଛି। କେହି କୌଣସି ପ୍ରତିକ୍ରିୟା ଦେଇନାହାନ୍ତି। ରବିବାର ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ସରିବା ପରେ ବିଭିନ୍ନ ଟିଭି ଚ୍ୟାନେଲ ପକ୍ଷରୁ ଏକ୍ଜିଟ୍ ପୋଲ୍ ଜାରି କରାଯାଇଥିଲା। ତଦନୁଯାୟୀ…
ନୂଆ ସରକାରଙ୍କୁ ଅର୍ଥନୀତିଜ୍ଞଙ୍କ ପରାମର୍ଶ ;ଏମ୍ଏସ୍ପି ହଟାଅ, କମ୍ପାନୀ ଟିକସ ୫% କମାଅ
ନୂଆଦିଲ୍ଲୀ,୨୧-୫: ଆସନ୍ତା ୨୩ ତାରିଖ ପରେ ଦେଶରେ ନୂଆ ସରକାର ଗଠନ ହେବାକୁ ଯାଉଛି। ଅର୍ଥନୀତିକୁ ଗତିଶୀଳ କରିବା ପାଇଁ ନୂଆ ସରକାରଙ୍କ ନିକଟରେ ଏକାଧିକ ଆହ୍ବାନ ରହିଛି। ତେବେ ବିଶିଷ୍ଟ ଅର୍ଥନୀତିଜ୍ଞ ସୁରଜିତ ଭଲ୍ଲା ନୂଆ ସରକାରଙ୍କ ପାଇଁ କେତେକ…
ପବନ ହଂସକୁ ବିକ୍ରି ଲାଗି ପୁଣି ଉଦ୍ୟମ
ନୂଆଦିଲ୍ଲୀ,୨୧-୫: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ପବନ ହଂସକୁ ବିକ୍ରି କରିଦେବା ଲାଗି ପୁନର୍ବାର ପ୍ରୟାସ ଆରମ୍ଭ କରିଛନ୍ତି। ଚଳିତ ମାସ ଶେଷରେ ନୂଆକରି ବିଡିଂ ପ୍ରକ୍ରିୟା ଆରମ୍ଭ କରିବାକୁ କେନ୍ଦ୍ର ସରକାର ବିଚାର କରୁଛନ୍ତି। ଏଥିଲାଗି ନୂଆ ସରକାର ଦସ୍ତାବିଜ ଜାରି…
ପୁରୀ-ହବିବଗଞ୍ଜ-ପୁରୀ ଟ୍ରେନର ମିଳିତ ବଗି ସଂଯୋଗ
ଭୁବନେଶ୍ୱର,୨୧-୫ : ଯାତ୍ରୀଙ୍କୁ ଉନ୍ନତ ସେବା ଯୋଗାଣ କରିବା ଲକ୍ଷ୍ୟରେ ରେଲଓ୍ବେ ପକ୍ଷରୁ ପୁରୀ-ହବିବଗଞ୍ଜ-ପୁରୀ ମଧ୍ୟରେ ଚଳାଚଳ କରୁଥିବା ସ୍ବତନ୍ତ୍ର ଟ୍ରେନରେ ମିଳିତ ବଗି ସ୍ଥାୟୀ ସଂଯୋଗ କରାଯାଇଛି। ଗୋଟିଏ ଏସି ପ୍ରଥମ ଶ୍ରେଣୀ ଓ ଦ୍ୱିତୀୟ ଶ୍ରେଣୀରେ ଏହି ବଗି…
ସୁନା ଆମଦାନୀ ୫୪% ବୃଦ୍ଧି
ନୂଆଦିଲ୍ଲୀ,୨୧-୫: ଦେଶର ସୁନା ଆମଦାନୀ ଏପ୍ରିଲରେ ୫୪ ପ୍ରତିଶତ ବୃଦ୍ଧି ପାଇ ୩.୯୭ ବିଲିୟନ ଡଲାରରେ ପହଞ୍ଚତ୍ୟାଇଛି। ଫଳରେ ବାଣିଜ୍ୟ ନିଅଣ୍ଟ ବୃଦ୍ଧି ପାଇବାରୁ ଚଳନ୍ତି ଜମା ନିଅଣ୍ଟ(ସିଏଡି)କୁ ନେଇ ଚିନ୍ତା ବଢ଼ିଯାଇଛି। ଗତବର୍ଷ ଏପ୍ରିଲରେ ସୁନା ଆମଦାନୀ ୨.୫୮ ବିଲିୟନ…
Archives


